ଅନିଲଙ୍କୁ ବିବାହ କରିବାକୁ ରୋକ୍ଠୋକ୍ ମନା କରିଦେଇଥିଲେ ଏହି ଅଭିନେତ୍ରୀ; କାରଣ ଥିଲା…
ବମ୍ବେ: ବଲିଉଡ୍ ଅଭିନେତା ଅନିଲ କପୁର ଏବଂ ଅଭିନେତ୍ରୀ ମାଧୁରୀ ଦିକ୍ଷୀତଙ୍କ ଯୋଡ଼ି ସିନେମାର ହିଟ୍ ଯୋଡ଼ି ଥିଲେ। ଉଭୟ ଏକାସାଙ୍ଗରେ ଅନେକ ଫିଲ୍ମରେ କାମ କରିଥିଲେ। ସେଥିରେ ରାମ ଲଖନ୍, ଟୋଟାଲ ଧମାଲ, କର୍ମା ଭଳି ଫିଲ୍ମ ରହିଛି। ଏକ…
ତଥ୍ୟ ଲିକ୍ ଘଟଣା: ୫ ଅଭିଯୁକ୍ତଙ୍କୁ ରିମାଣ୍ଡରେ ନେଇ ପଚରାଉଚରା କରିବ କ୍ରାଇମବ୍ରାଞ୍ଚ
ବାଲେଶ୍ୱର ଅଫିସ, ୧୮।୯: ବାଲେଶ୍ୱର ଚାନ୍ଦିପୁର ଡିଆରଡିଓରେ ଗୁପ୍ତଚର ମାମଲାରେ ଗିରଫ ହୋଇଥିବା ୫ ଅଭିଯୁକ୍ତଙ୍କୁ ରିମାଣ୍ଡରେ ନେବ କ୍ରାଇମବ୍ରାଞ୍ଚ। ପୂର୍ବରୁ ରିମାଣ୍ଡରେ ନେବା ପାଇଁ କୋର୍ଟରେ ଆବେଦନ କରିଥିଲା ବେଳେ ଏହା ଶନିବାର ମଞ୍ଜୁର ହୋଇଛି । କ୍ରାଇମବ୍ରାଞ୍ଚର ସ୍ବତନ୍ତ୍ର…
୧୮ ବର୍ଷ ବଡ଼ ନିର୍ଦ୍ଦେଶକଙ୍କୁ ବିବାହ କରିଥିଲେ ଏହି ଅଭିନେତ୍ରୀ; ସ୍ବାମୀଙ୍କ ମୃତ୍ୟୁ ପରେ ଲାଗିଥିଲା…
ବମ୍ବେ: ଲୋକପ୍ରିୟ ଟେଲି ଧାରାବାହିକ ‘ପାଣ୍ଡ୍ୟା ଷ୍ଟୋର୍’ରେ ଅଭିନୟ କରି ଉଚ୍ଚ ପ୍ରଶଂସିତ ହେଉଛନ୍ତି ଅଭିନେତ୍ରୀ କୃତିକା ଦେଶାଇ। ଶୋ’ରେ ସେ ଘରର ମୁଖ୍ୟ ଚରିତ୍ରରେ ନଜର ଆସୁଛନ୍ତି। ଅଭିନୟ ସହ ବ୍ୟକ୍ତିଗତ ଜୀବନରେ ସର୍ବଦା ମୁହଁରେ ହସ ରଖିଥାନ୍ତି ସେ,…
ହାତରେ ଏଭଳି ରେଖା ଅଛି କି? ବିବାହରେ ବିଳମ୍ବ ନଚେତ ଥାଇପାରେ ଦୁଇଟି ବିବାହ ଯୋଗ; ଜାଣନ୍ତୁ…
ହସ୍ତରେଖା ଶାସ୍ତ୍ର ଅନୁରେ ହାତର ରେଖା ଆମର ଭବିଷ୍ୟତରେ ହେବାକୁ ଥିବା ଘଟଣା ବିଷୟରେ ପ୍ରାକ୍ ସୂଚନା ଦେଇଥାଏ। ହାତରେ ଭାଗ୍ୟ ରେଖା, ଜୀବନ ରେଖା, ହୃଦୟ ରେଖା ସହ ଆଉ ଏକ ବିବାହ ରେଖା ମଧ୍ୟ ଥାଏ। ଏହା କୌଣସି…
ଯାହା ଚାହୁଁଥିଲି ତାହା ହାସଲ କରିସାରିଛି: ରବି ଶାସ୍ତ୍ରୀ
ନୂଆଦିଲ୍ଲୀ,୧୮।୯: ଅକ୍ଟୋବର ୧୭ରୁ ଆରମ୍ଭ ହେବାକୁ ଯାଉଛି ଟି୨୦ ବିଶ୍ୱକପ୍। ଏହାପରେ ଭାରତୀୟ ଅଧିନାୟକ ବିରାଟ କୋହଲି ଟି୨୦ ଦଳର ଅଧିନାୟକ ପଦ ଛାଡ଼ିବାକୁ ଘୋଷଣା କରିଛନ୍ତି। ଏହି କ୍ରମରେ ଏବେ ମୁଖ୍ୟ କୋଚ୍ ରବି ଶାସ୍ତ୍ରୀ ମଧ୍ୟ ବିଶ୍ୱକପ୍ ପରେ…
୯ ମାସର ଶିଶୁ ସମେତ ଗୋଟିଏ ପରିବାରର ୫ ମୃତ, କାରଣ ଅସ୍ପଷ୍ଟ
ବେଙ୍ଗାଲୁରୁ,୧୮ ।୯: କର୍ନାଟକର ରାଜଧାନୀ ବେଙ୍ଗାଲୁରୁର ଏକ ଘଟଣା ଏବେ ସମସ୍ତଙ୍କୁ ଚମକାଇ ଦେଇଛି । ବ୍ୟାଦରହଲ୍ଲୀ ଅଞ୍ଚଳରେ ଗୋଟିଏ ପରିବାରର ୫ ଜଣଙ୍କ ମୃତଦେହ ଘର ଭିତରୁ ମିଳିବା ପରେ ଉକ୍ତ ଅଞ୍ଚଳରେ ଏକ ପ୍ରକାର ଭୟର ବାତାବରଣ ସୃଷ୍ଟି…
ଆଉ ୬ ମୁଣ୍ଡ ନେଲା କରୋନା
ଭୁବନେଶ୍ୱର,୧୮।୯(ବ୍ୟୁରୋ): ରାଜ୍ୟରେ କରୋନାରେ ଆଉ ୬ ଜଣଙ୍କର ମୃତ୍ୟୁ ଘଟିଛି। ଏହା ସହିତ ରାଜ୍ୟରେ କରୋନା ଜନିତ ମୃତ୍ୟୁ ସଂଖ୍ୟା ୮,୧୨୮ କୁ ବୃଦ୍ଧି ପାଇଛି। ମୃତକଙ୍କ ମଧ୍ୟରୁ ଖୋର୍ଦ୍ଧା, କଟକ, ଯାଜପୁର, ଜଗତସିଂହପୁର, କୋରାପୁଟ ଓ ମୟୂରଭଞ୍ଜରୁ ଜଣେ ଲେଖାଏ…
ବର୍ଷା ପାଣିରୁ ବିଦ୍ୟୁତ୍ ଶକ୍ତି ଉତ୍ପାଦନ, ଆଇଆଇଟିର ସଫଳତା …
ନୂଆଦିଲ୍ଲୀ,୧୮।୯: ଏଣିକି ବର୍ଷା ପାଣିରୁ ମଧ୍ୟ ବିଦ୍ୟୁତ୍ ଶକ୍ତି ଉତ୍ପାଦନ ହୋଇପାରିବ। ଇଣ୍ଡିଆନ ଇନଷ୍ଟିଚ୍ୟୁଟ ଅଫ ଟେକ୍ନୋଲୋଜି (ଆଇଆଇଟି) ଦିଲ୍ଲୀ ପକ୍ଷରୁ ଦୀର୍ଘଦିନ ଗବେଷଣା କରାଯିବା ପରେ ଏନେଇ ଏକ ମେଶିନ୍ ବିକଶିତ କରାଯାଇଛି। ଏହି ମେଶିନ୍ ଜଳ ବୁନ୍ଦା, ବର୍ଷା…
୨୪ ଘଣ୍ଟାରେ ୬୯୫ କରୋନା ଆକ୍ରାନ୍ତ ଚିହ୍ନଟ; ଅଛନ୍ତି ୮୩ ପିଲା
ଭୁବନେଶ୍ୱର,୧୮।୯(ବ୍ୟୁରୋ): ରାଜ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ ୬୯୫ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସେମାନଙ୍କ ମଧ୍ୟରୁ ୮୩ ଜଣ ୧୮ ବର୍ଷରୁ କମ ବର୍ଗର। ନୂଆ ଆକ୍ରାନ୍ତଙ୍କ ମଧ୍ୟରୁ ୪୦୧ ଜଣ କ୍ୱାରେଣ୍ଟାଇନ୍ର ଥିବା ବେଳେ ବାକି ୨୯୪ଟି ହେଉଛି…
ଭବାନୀପୁରରେ ଭାଜପାର ଗୁପ୍ତ ପ୍ରଚାର, ବଡ଼ ରାଲିକୁ ମନା…
କୋଲକାତା,୧୮।୯: ସେପ୍ଟେମ୍ବର ୩୦ରେ ପଶ୍ଚିମବଙ୍ଗର ଭବାନୀପୁର ବିଧାନସଭା ଆସନରେ ଉପ ନିର୍ବାଚନ ହେବାକୁ ଯାଉଛି। ଏନେଇ ଭାଜପା ପକ୍ଷରୁ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀଙ୍କ ବିରୋଧରେ ଗୁପ୍ତ ପ୍ରଚାର ଆରମ୍ଭ ହୋଇଛି। ବିଧାନସଭା ନିର୍ବାଚନ ସମୟରେ ଦେଖାଦେଇଥିବା ହିଂସାକୁ ଦୃଷ୍ଟିରେ ରଖି ଏବେ…
ସ୍ବପ୍ନରେ ଦେଖୁଛନ୍ତି କି ଏହି ୫ ଜିନିଷ? ଖୁବ୍ଶୀଘ୍ର ଫିଟିବ ଭାଗ୍ୟ…
ଭାଗ୍ୟ ସହ ଜଡ଼ିତ ଥାଏ କିଛି ସ୍ବପ୍ନ। ଏନେଇ ସ୍ବପ୍ନ ଶାସ୍ତ୍ରରେ ବିସ୍ତୃତ ଭାବେ ବର୍ଣ୍ଣନା କରାଯାଇଛି। ଭାଗ୍ୟ ସମ୍ବନ୍ଧୀୟ ସ୍ବପ୍ନ ଦେଖିବା ଭଲ। ହେଲେ ଏ ନେଇ କାହାରିକୁ କହିବା ଉଚିତ ନୁହେଁ। ଫଳରେ ଏହାର ଫଳ ମିଳିପାରେନାହିଁ ବୋଲି…
ଏଣିକି ପୋଲିସ, ଅଗ୍ନିଶମ ସେବା ପାଇଁ ନଂ. ୧୧୨
କଟକ ଅଫିସ,୧୮।୯: ଏଣିକି ଗୋଟିଏ ନମ୍ବରରେ ମିଳିବ ପୋଲିସ ଓ ଅଗ୍ନିଶମ ସେବା। ୧୦୧ ପରିବର୍ତ୍ତେ ୧୧୨କୁ କଲ୍ କରି ଜରୁରିକାଳୀନ ପରିସ୍ଥିତିରେ ଲୋକେ ଅଗ୍ନିଶମ ସେବା ପାଇ ପାରିବେ। ସେହିଭଳି ପୂର୍ବରୁ ପୋଲିସ ପାଇଁ ୧୦୦କୁ ଡାଏଲ୍ କରାଯାଉଥିବାବେଳେ ଏବେ…
Archives


