ବିଜୟଙ୍କ ନଁ।ରେ ଓଡ଼ିଶାରେ ଜମି, ହୋଟେଲ, ଫାର୍ମହାଉସ୍
ଭୁବନେଶ୍ୱର,୧୮।୯(ବ୍ୟୁରୋ): ବହୁ କୋଟି ଟଙ୍କାର ଓ୍ବେଲ୍ଫେୟାର ଚିଟ୍ପଣ୍ଡ୍ ଠକେଇ ମାମଲାରେ ଗିରଫ ହୋଇ ୩ ଦିନିଆ ରିମାଣ୍ଡରେ ଥିବା ଆନ୍ଧ୍ର ପ୍ରଦେଶର ପୂର୍ବତନ ବିଧାୟକ ମାଲ୍ଲା ବିଜୟ ପ୍ରସାଦଙ୍କ ଓଡ଼ିଶା ଲିଙ୍କ୍ର ଗୁମର ଫିଟିବାରେ ଲାଗିଛି। କ୍ରାଇମ୍ବ୍ରାଞ୍ଚ ଇଓଡବ୍ଲ୍ୟୁ ତାଙ୍କୁ ପଚରାଉଚରା…
କୈଳାସ ସତ୍ୟାର୍ଥୀ ଏସ୍ଡିଜି ଆଡଭୋକେଟ
ଜାତିସଂଘ, ୧୮।୯(ପି.ଟି.): ଜାତିସଂଘର ୭୬ତମ ସାଧାରଣ ଅଧିବେଶନ ଆରମ୍ଭ ହେବା ପୂର୍ବରୁ ନୋବେଲ ଶାନ୍ତି ପୁରସ୍କାର ବିଜେତା କୈଳାସ ସତ୍ୟାର୍ଥୀଙ୍କୁ ସ୍ଥାୟୀ ବିକାଶ ଲକ୍ଷ୍ୟ (ଏସ୍ଡିଜି)ର ଆଡଭୋକେଟ ଭାବେ ନିଯୁକ୍ତି ଦିଆଯାଇଛି। ସତ୍ୟାର୍ଥୀଙ୍କ ସମେତ ଏସ୍ଟିଇଏମ୍ କର୍ମୀ ଭାଲେଣ୍ଟିନା ମୁନୋଜ୍ ରବାନାଲ,…
୮ ହାଇକୋର୍ଟର ମୁଖ୍ୟ ବିଚାରପତି ନିଯୁକ୍ତି ପାଇଁ ନାମ ସୁପାରିସ
ନୂଆଦିଲ୍ଲୀ, ୧୮।୯: ଭାରତର ପ୍ରଧାନ ବିଚାରପତି (ସିଜେଆଇ) ଏନ୍.ଭି. ରମନାଙ୍କ ଅଧ୍ୟକ୍ଷତାରେ ଜଷ୍ଟିସ୍ ୟୁ.ୟୁ. ଲଲିତ ଏବଂ ଏ.ଏମ୍. ଖାନ୍ଓ୍ବିଲକରଙ୍କୁ ନେଇ ଗଠିତ ସୁପ୍ରିମକୋର୍ଟ କଲେଜିୟମ୍ ୮ ହାଇକୋର୍ଟର ମୁଖ୍ୟ ବିଚାରପତି ନିଯୁକ୍ତି ଲାଗି ନାମ ସୁପାରିସ କରିଛନ୍ତି। ଏକାଥରେ ୮…
ପ୍ରଦୂଷଣ କମାଇବ ବାଉଁଶ
ମଣିଷ ସଭ୍ୟତା ଆରମ୍ଭରୁ ବାଉଁଶର ଯାତ୍ରା ଆରମ୍ଭ ହୋଇଛି। ଯେବେଠୁଁ ମଣିଷ ସ୍ଥାୟୀ ଭାବେ ଘର କରି ରହିବା ଆରମ୍ଭ କଲା, ସେବେଠାରୁ ବାଉଁଶ ଆବଶ୍ୟକ ସାମଗ୍ରୀ ମଧ୍ୟରେ ସାମିଲ ହୋଇ ଯାଇଥିଲା। ଶିକାର କରିବାରେ ବାଉଁଶ ଧନୁତୀର ସହିତ ଅନ୍ୟାନ୍ୟ…
ପ୍ରଥମ ଡୋଜ୍ ଟିକାକରଣ ୨କୋଟି ଟପିଲା
ଭୁବନେଶ୍ୱର୧୮।୯,(ବ୍ୟୁରୋ): ରାଜ୍ୟରେ ଟିକାକରଣକୁ ତ୍ୱରାନ୍ବିତ କରାଯାଇଛି। ଦିନକୁ ୩ଲକ୍ଷରୁ ଊର୍ଦ୍ଧ୍ୱ ଡୋଜ୍ ଟିକା ଦିଆଯାଉଛି। ଫଳରେ ଶୁକ୍ରବାର ଟିକାକରଣରେ ଆଉଏକ ମାଇଲଖୁଣ୍ଟ ଅତିକ୍ରମ କରିଛି ଓଡ଼ିଶା। ୨କୋଟିରୁ ଊର୍ଦ୍ଧ୍ୱ ଲୋକ ପ୍ରଥମ ଡୋଜ୍ ନେଇସାରିଥିବା ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ…
ବଢିପାରେ କ୍ୟାପଟେନ ଅମରିନ୍ଦର ସିଂଙ୍କ ଅଡୁଆ
ଚଣ୍ଡିଗଡ଼,୧୮ ।୯: ପଞ୍ଜାବ କଂଗ୍ରେସ ପାଇଁ ଶନିବାର ବଡ ଦିନ ବୋଲି କୁହାଯାଉଛି । କାରଣ ଶନିବାର ଏଆଇସିସି ସନ୍ଧ୍ୟା ୫ଟାରେ ବିଧାୟକ ଦଳର ବୈଠକ ଡାକିଛି । ଏଥିରେ ସମସ୍ତ ବିଧାୟକ ଯୋଗ ଦେବାକୁ କୁହାଯାଇଛି । ଏବେ ଆଲୋଚନା…
କାଉକୁ ପାଖରେ ଶୁଆଇ କୁକୁର କରୁଛି ଏମିତି…
ପ୍ରତ୍ୟେକ ଦିନ ସୋସିଆଲ ମିଡିଆରେ କିଛି ନା କିଛି ନୂତନ ଭିଡିଓ ଏବଂ ଫଟୋ ଭାଇରାଲ ହେଉଛି। ସେଥିରୁ କେତେକ ଭିଡିଓ ଏବଂ ଫଟୋ ହସର ଖୋରାକ ଯୋଗାଉଥିବା ବେଳେ କେତେକ ଭାବପ୍ରବଣ କରିଦିଏ। ସେହିଭଳି ଟୁଇଟରରେ ଏବେ ଏକ ଭିଡିଓ…
ଖଣି ପାଇଁ ଉଜୁଡ଼ିବ ୬୦୦ ହେକ୍ଟର ଜଙ୍ଗଲ
ଭୁବନେଶ୍ୱର,୧୮।୯(ବ୍ୟୁରୋ): ବିକାଶ ନାଁରେ ରାଜ୍ୟରେ ଛାରଖାର ହୋଇଯାଉଛି ଜଙ୍ଗଲ ସମ୍ପଦ। ପ୍ରତ୍ୟେକ ବର୍ଷ ବିଭିନ୍ନ ପ୍ରକଳ୍ପ ସକାଶେ ଜଙ୍ଗଲ ଜମିକୁ ଅଣଜଙ୍ଗଲ କିସମରେ ପରିଣତ କରିବା କାର୍ଯ୍ୟ ଦ୍ରୁତଗତିରେ ଆଗେଇ ଚାଲିଛି। ବିଭିନ୍ନ ପ୍ରକଳ୍ପ ପାଇଁ ଗତ କିଛି ବର୍ଷ ମଧ୍ୟରେ…
ରୋମାଣ୍ଟିକ୍ ଗୀତର ଶୁଟିଂ କଲେ ସଲମାନ-କ୍ୟାଟ୍ରିନା
ମୁମ୍ବାଇ: ଫିଲ୍ମ ‘ଟାଇଗର-୩’ ପାଇଁ ସଲମାନ ଖାନ ଏବଂ କ୍ୟାଟ୍ରିନା କୈଫ୍ ଏକ ଜବରଦସ୍ତ ଶୁଟିଂ କରିଛନ୍ତି। ସଲ୍ଲୁ ଏବଂ କ୍ୟାଟ୍ ଗୁରୁବାର ଲଭ୍ ଲକ୍ ବ୍ରିଜରେ ଏକ ରୋମାଣ୍ଟିକ୍ ଗୀତର ଶୁଟିଂ କରିଛନ୍ତି। ଏହାପୂର୍ବରୁ ଦୁହେଁ ଫିଲ୍ମ ପାଇଁ ଅନେକ…
୩ ମାସ ଗୁରୁତ୍ୱପୂର୍ଣ୍ଣ: ଡିଏମ୍ଇଟି
ଭୁବନେଶ୍ୱର,୧୮।୯(ବ୍ୟୁରୋ): ଆରମ୍ଭ ହୋଇଛି ପାର୍ବଣ ଋତୁ। ୩ ମାସ ଦୋକାନ ବଜାରରେ ଲୋକଙ୍କ ଭିଡ଼ ଅଧିକ ହେବ। ତେଣୁ ଏହି ସମୟରେ ପୁଣିଥରେ ସଂକ୍ରମଣ ବଢ଼ିବ ବୋଲି ଆଶଙ୍କା କରାଯାଉଛି। ତେଣୁ ଏହି ୩ ମାସ ଆମ ପାଇଁ ଗୁରୁତ୍ୱପୂର୍ଣ୍ଣ ବୋଲି…
ଷ୍ଟେଟ୍ ସ୍କେଲ୍ ଅଧ୍ୟାପକ ଆଇଏଏସ୍ ଅଫିସର ହେବେ
ଭୁବନେଶ୍ୱର,୧୮ା୯(ବ୍ୟୁରୋ): ରାଜ୍ୟ ହାର ଦରମାପ୍ରାପ୍ତ(ଷ୍ଟେଟସ୍ ସ୍କେଲ୍ ଅଫ୍ ପେ) ଅଧ୍ୟାପକମାନେ ଆଇଏଏସ୍ ଅଫିସର ର଼୍ୟାଙ୍କ୍କୁ ପଦୋନ୍ନତି ପାଇବେ। ଓଡ଼ିଶା ଶିକ୍ଷା ସେବା(ଓଇଏସ୍)କୁ ନନ୍ ଷ୍ଟେଟ ସିଭିଲ ସର୍ଭିସ ତାଲିକାରେ ସାମିଲ କରିବାକୁ ଉଚ୍ଚଶିକ୍ଷା ବିଭାଗ ପକ୍ଷରୁ ସାଧାରଣ ପ୍ରଶାସନ ବିଭାଗକୁ ଚିଠି…
ଛାତ୍ରୀଙ୍କୁ ସ୍କୁଲ ଆସିବା ମନା
ଇସ୍ତାନବୁଲ୍, ୧୮।୯: ଆଫଗାନିସ୍ତାନରେ ଶନିବାରଠାରୁ ଷଷ୍ଠରୁ ଦ୍ୱାଦଶ ଶ୍ରେଣୀ ପର୍ଯ୍ୟନ୍ତ ପାଠପଢ଼ା ଆରମ୍ଭ ହେବାକୁ ଯାଉଥିବା ବେଳେ କେବଳ ଛାତ୍ର ଏବଂ ପୁରୁଷ ଶିକ୍ଷକମାନଙ୍କୁ ସ୍କୁଲ ଆସିବାକୁ ତାଲିବାନ ଶିକ୍ଷା ମନ୍ତ୍ରଣାଳୟ ନିର୍ଦ୍ଦେଶ ଦେଇଛି। ଛାତ୍ରୀ ଏବଂ ଶିକ୍ଷୟିତ୍ରୀମାନଙ୍କୁ ସ୍କୁଲ ଆସିବା…
Archives


