Home Left

ନଦୀରେ ବୁଡ଼ିଗଲେ ୨ ଭାଇ

ଡେଲାଙ୍ଗ,୧୭।୯(ଡି.ଏନ୍‌.ଏ.): ପୁରୀ ଜିଲା ଡେଲାଙ୍ଗ ବ୍ଲକରେ ଶୁକ୍ରବାର ଏକ ଦୁଃଖଦ ଘଟଣା ଘଟିଛି। ଧାନକେରା ପଞ୍ଚାୟତ ନାଗଣ ଗ୍ରାମ ନିକଟ ଲୁଣା ନଦୀରେ ୨ ଶିଶୁପୁତ୍ର ବୁଡ଼ି ପ୍ରାଣ ହରାଇଛନ୍ତି। ସେମାନେ ହେଲେ ନାଗଣ ଗ୍ରାମର ସଦାଶିବ ପ୍ରଧାନଙ୍କ ବଡ଼ପୁଅ ସତ୍ୟଜିତ…

ସୈନିକ ସ୍କୁଲରେ ହେବ ୧୦୦ ବେଡ୍‌ ଛାତ୍ରୀ ନିବାସ

ଭୁବନେଶ୍ୱର,୧୭।୯(ବ୍ୟୁରୋ): ଭୁବନେଶ୍ୱର ସୈନିକ ସ୍କୁଲରେ ପ୍ରାଥମିକ ପର୍ଯ୍ୟାୟରେ ୧୦ ଜଣ ଛାତ୍ରୀଙ୍କୁ ନାମ ଲେଖାର ସୁଯୋଗ ମିଳିଛି। ଆଗମୀ ଦିନରେ ଏହି ସଂଖ୍ୟା ବଢ଼ିପାରେ। ସ୍କୁଲ ପାଇଁ ୧୦୦ ବେଡ୍‌ ବିଶିଷ୍ଟ ଛାତ୍ରୀ ନିବାସ ପାଇଁ ଅନୁମୋଦନ ମିଳି ସାରିଛି। ଏ…

ରାଖୀ ସାଓ୍ବନ୍ତଙ୍କୁ ସିଦ୍ଧୁଙ୍କ ସହ ତୁଳନା

ନୂଆଦିଲ୍ଲୀ,୧୭।୯: ପଞ୍ଜାବର କଂଗ୍ରେସ ମୁଖ୍ୟ ନବଜୋତ ସିଂ ସିଦ୍ଧୁଙ୍କୁ ବଲିଉଡର ବିବାଦୀୟ ଅଭିନେତ୍ରୀ ରାଖୀ ସାଓ୍ବନ୍ତଙ୍କ ସହ ତୁଳନା କରିଛନ୍ତି ଆମ ଆଦମି ପାର୍ଟି (ଏଏପି)ର ରାଘବ ଚଢ଼ା। ନିକଟରେ କଂଗ୍ରେସର ବରିଷ୍ଠ ନେତା ତଥା ପୂର୍ବତନ କ୍ରିକେଟର ଦିଲ୍ଲୀ ମୁଖ୍ୟମନ୍ତ୍ରୀ…

ନିଜ ପ୍ରଥମ କ୍ରସ ବିଷୟରେ କଥା ହେଲେ ଜ୍ୟାକଲିନ

ମୁମ୍ବାଇ: ମନୋରଞ୍ଜନ ଦୁନିଆର ଆଗଧାଡିର ଅଭିନେତ୍ରୀ ଜ୍ୟାକଲିନ ଫର୍ଣ୍ଣାଡିଜ ଏବେ ତାଙ୍କର ପ୍ରଥମ କ୍ରସକୁ ନେଇ ଖୋଲାଖୋଲି କଥା ହୋଇଛନ୍ତି । ସେ ତାଙ୍କ ଅଭିନୀତ ‘ଭୁତ ପୋଲିସ’ ଫିଲ୍ମର ସହ କଳାକାର ଅର୍ଜୁନ କପୁରଙ୍କ ସହ ଏକ ଚାଟ୍ ଶୋ’ରେ…

ଇମ୍ରାନଙ୍କ ତାଲିବାନ ପ୍ରେମ

ଇସଲାମାବାଦ,୧୭ ।୯: ପାକିସ୍ତାନ ପ୍ରଧାନମନ୍ତ୍ରୀ ଇମ୍ରାନ ଖାଁ ଶୁକ୍ରବାର ସାଂଘାଇ ସହଯୋଗ ସଙ୍ଗଠନ(ଏସ୍‌ସିଓ)ର ବୈଠକରେ ବି ତାଲିବାନ ସପକ୍ଷରେ କହିଛନ୍ତି । ସେ କହିଛନ୍ତି ସାରା ବିଶ୍ୱ ଆଫଗାନିସ୍ତାନକୁ ସାହାଯ୍ୟ କରିବା ଦରକାର । ଆଫଗାନିସ୍ତାନକୁ ବାହାରୁ ନିୟନ୍ତ୍ରଣ କରାଯାଇ ପାରିବ…

ଜ୍ୱାଇଁ ମୋ’ ଝିଅକୁ ମାରିଦେଲେ

କବିସୂର୍ଯ୍ୟନଗର,୧୭ା୯(ଡି.ଏନ.ଏ.): ଗଞ୍ଜାମ ଜିଲା କବିସୂର୍ଯ୍ୟନଗର ଥାନା ଗୁଡିଆଳି ଗ୍ରାମର ଏସ.ମହେନ୍ଦ୍ର ରେଡ୍ଡୀଙ୍କ ସ୍ତ୍ରୀ ରଙ୍ଗବତୀ (୨୦)ଙ୍କ ଝୁଲନ୍ତା ମୃତଦେହ ଶୁକ୍ରବାର ପୋଲିସ ଜବତ କରିଛି। ଝାଡ଼ବାଇ ଗ୍ରାମର ରଙ୍ଗବତୀଙ୍କ ଗୁଡ଼ିଆଳିର ମହେନ୍ଦ୍ରଙ୍କ ସହ ବିବାହ ହୋଇଥିଲା। ପାରିବାରିକ କଳହକୁ କେନ୍ଦ୍ର କରି…

‘ୟୁଟ୍ୟୁବ ମୋତେ ମାସିକ ୪ ଲକ୍ଷ ଟଙ୍କା ଦିଏ’

ମୁମ୍ବାଇ,୧୭।୯: କୋଭିଡ୍‌ ମହାମାରୀ ସମୟରେ କେନ୍ଦ୍ର ମନ୍ତ୍ରୀ ନୀତିନ ଗଡ଼କରୀ ନିଜ ସମୟକୁ ଉପଯୋଗ କରିବା ପାଇଁ ଅନଲାଇନ ଲେକଚର ଦେଇଥିଲେ। ଏଥି ଯୋଗୁ ତାଙ୍କୁ ମାସିକ ୪ ଲକ୍ଷ ଟଙ୍କା ଦେଉଥିଲା ୟୁଟ୍ୟୁବ। ଏ ନେଇ ହରିୟାଣାର ଏକ ଇଭେଣ୍ଟରେ…

‘ପୁଣି ଆଇପିଏଲ୍‌ ଜିତିବୁ’

ଦୁବାଇ,୧୭।୯: ୨୦୨୦ ସଂସ୍କରଣ ଭଳି ଚଳିତ ଥର ମଧ୍ୟ ମୁମ୍ବାଇ ଇଣ୍ଡିଆନ୍ସ ଆଇପିଏଲ ଟ୍ରଫି ହାସଲ କରିବ। ଚଳିତ ଆଇପିଏଲ ସିଜନର ବଳକା ମ୍ୟାଚ୍‌ ଆରମ୍ଭ ହେବା ପୂର୍ବରୁ ଏଭଳି ଘୋଷଣା କରିଛନ୍ତି ମୁମ୍ବାଇ ଇଣ୍ଡିଆନ୍ସ ଷ୍ଟାର ଅଲରାଉଣ୍ଡର କିରନ ପୋଲାର୍ଡ।…

ଜେଲ ଗଲେ ଇଞ୍ଜିନିୟର

ବ୍ରହ୍ମପୁର ଅଫିସ,୧୭।୯: ଗଞ୍ଜାମ ଜିଲା ଆସିକା ସ୍ଥିତ ଉଠା ଜଳସେଚନ ଉପବିଭାଜନର ସହକାରୀ ଯନ୍ତ୍ରୀ (ବୈଦ୍ୟୁତିକ) ଈଶ୍ୱର ଦାସଙ୍କୁ ବ୍ରହ୍ମପୁର ଭିଜିଲାନ୍ସ ଗୁରୁବାର ଗିରଫ କରିଥିଲା। ମାମଲା ନଂ.୧୪/୨୧ରେ ତାଙ୍କୁ ଶୁକ୍ରବାର କୋର୍ଟ ଚାଲାଣ କରାଯାଇଥିବା ଏସ୍‌ପିଙ୍କ ଦାୟିତ୍ୱରେ ଥିବା ଡିଏସପି…

ଗାଧୋଇବାକୁ ଯାଇଥିବା ୨ ମହିଳାଙ୍କ ଉପରେ ମାଡ଼ିଗଲା ଅଚିହ୍ନା ଗାଡ଼ି: ରାସ୍ତାରେ ଟାୟାର ଜାଳି ବିକ୍ଷୋଭ

ଦିଗପହଣ୍ଡି,୧୭।୯(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ଦିଗପହଣ୍ଡି-ବ୍ରହ୍ମପୁର ୧୭ ନଂ. ରାଜ୍ୟ ରାଜପଥ ଗୋକର୍ଣ୍ଣପୁର ଗ୍ରାମ ମୁଖ୍ୟରାସ୍ତାରେ ଶୁକ୍ରବାର ଦୁର୍ଘଟଣା ଘଟିଛି। କୌଣସି ଗାଡି ମାଡ଼ିଯିବାରୁ ଘଟଣାସ୍ଥଳରେ ୨ ଜଣ ମହିଳାଙ୍କ ମୃତ୍ୟୁ ଘଟିଛି। ମୃତକ ଦ୍ବୟ ହେଲେ ଗୋକର୍ଣ୍ଣ ପୁର ଗ୍ରାମର ତମାଳ…

ରେକର୍ଡରେ ଏଭଳି କୋହଲି: ଧୋନୀଙ୍କ ପରେ ଭାରତର ଦ୍ୱିତୀୟ ସଫଳ ଟି୨୦ ଅଧିନାୟକ; ବିଶ୍ୱରେ ପଞ୍ଚମ…

ନୂଆଦିଲ୍ଲୀ,୧୭।୯: ଭାରତୀୟ କ୍ରିକେଟ ଟିମ୍‌ ଅଧିନାୟକ ବିରାଟ କୋହଲି ଟି୨୦ ବିଶ୍ୱକପ୍‌ ପରେ ଟି୨୦ ଟିମ୍‌ର ଅଧିନାୟକତ୍ୱ ଛାଡ଼ିବାକୁ ଘୋଷଣା କରିଛନ୍ତି। ସେ ସୋସିଆଲ ମିଡିଆରେ ଏକ ପୋଷ୍ଟ କରି ଏହି ନିଷ୍ପତ୍ତି ନେଇ ସୂଚନା ଦେଇଥିଲେ। ହେଲେ ଯଦି ଅନ୍ତର୍ଜାତୀୟସ୍ତରର…

ବାରମ୍ବାର କରୁଥିଲେ ପ୍ରେମ ନିବେଦନ, ଅନ୍ୟତ୍ର ବିବାହ କରିବାରୁ ପ୍ରେମିକାର ସ୍ବାମୀଙ୍କୁ କଲେ ଏମିତି …

ରାୟଗଡ଼/ଗଜପତି(ଡି.ଏନ୍‌.ଏ.),୧୭।୯: ଗଜପତି ଜିଲା ରାୟଗଡ ଥାନା ଅନ୍ତର୍ଗତ ଜିରାଙ୍ଗ ହାଟରେ ଶୁକ୍ରବାର ଅଘଟଣ ଘଟିଛି। ଜନଗହଳି ପୂର୍ଣ୍ଣ ହାଟରେ ଜଣେ ଯୁବକଙ୍କୁ ଛୁରାମାଡ଼ ହୋଇଛି। ଗୁରୁତର ଅବସ୍ଥାରେ ଆହତ ଯୁବକଙ୍କୁ ଚିକିତ୍ସା ପାଇଁ ପାରଳାଖେମୁଣ୍ଡି ମୂଖ୍ୟ ଚିକିତ୍ସାଳୟରେ ଭର୍ତ୍ତି କରାଯାଇଥିଲା। ସେଠାରେ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri