Home Left

ଫେବୃୟାରୀ ୩ରୁ ପୁଣି ବର୍ଷା

ଭୁବନେଶ୍ୱର,୩୦।୧(ବ୍ୟୁରୋ): ରାଜ୍ୟରେ ପୁଣି ବର୍ଷା। ଫେବୃୟାରୀ ୩ରୁ ପୁଣି ବର୍ଷା ହେବାର ସମ୍ଭାବନା ରହିଛି ବୋଲିି ପାଣିପାଗ ବିଭାଗ ଆକଳନ କରିଛ। ଏ ନେଇ ଭୁବନେଶ୍ୱରସ୍ଥିତ ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ଟୁଇଟ୍‌ କରି ସୂଚନା ଦିଆଯାଇଛି। ଏହି ଟୁଇଟ୍‌ରେ…

‘ଫେବୃୟାରୀ ଦ୍ୱିତୀୟ ସପ୍ତାହ ସୁଦ୍ଧା ରାଜ୍ୟରେ କରୋନାର ଭଲ ସ୍ଥିତି ରହିବ’

ଭୁବନେଶ୍ୱର,୩୦।୧(ବ୍ୟୁରୋ): ରାଜ୍ୟରେ କରୋନା ସଂକ୍ରମଣ କମିବାରେ ଲାଗିଛି। କିଛି ଦିନ ରାଜ୍ୟରେ କରୋନା ସଂକ୍ରମଣ ୧୦ ହଜାର ଉପରେ ରହିବା ପରେ ଏବେ କ୍ରମଶଃ ହ୍ରାସ ପାଉଛି ସଂକ୍ରମଣ । ରାଜ୍ୟରେ କରୋନା ସ୍ଥିତିକୁ ନେଇ ସ୍ବାସ୍ଥ୍ୟ ନିର୍ଦ୍ଦେଶକ ବିଜୟ ମହାପାତ୍ର…

ଦୁଇ ରାଜ୍ୟରେ ଖେଳାଯାଇପାରେ ପୂରା ଆଇପିଏଲ୍‌

ମୁମ୍ବାଇ,୩୦।୧: ଇଣ୍ଡିଆନ ପ୍ରିମିୟର ଲିଗ୍‌ (ଆଇପିଏଲ୍‌)ର ଆଗାମୀ ପୂରା ସଂସ୍କରଣକୁ ମହାରାଷ୍ଟ୍ର ଓ ଗୁଜରାଟରେ ଆୟୋଜନ କରିବାକୁ ଯୋଜନା କରୁଛି ବିସିସିଆଇ। “ବର୍ତ୍ତମାନ ବୋର୍ଡ ସମସ୍ତ ଲିଗ୍‌ ମ୍ୟାଚ୍‌ ମହାରାଷ୍ଟ୍ରରେ ଆୟୋଜନ କରିବାକୁ ଚାହୁଁଛି। ଲିଗ୍‌ର ସମସ୍ତ ପ୍ଲେ-ଅଫ୍‌ସ ମ୍ୟାଚ୍‌ ଅହମ୍ମଦାବାଦ…

ବଲିଉଡ୍‌ର ସବୁଠୁ ସୁନ୍ଦରୀ ଅଭିନେତ୍ରୀ

ମୁମ୍ବାଇ: ଫିଲ୍ମ ଇଣ୍ଡଷ୍ଟ୍ରିର ସୁନ୍ଦରୀମାନଙ୍କ କଥା ଯଦି ଆସେ, ତେବେ ୫୦ ଦଶକର ସୁପରହିଟ୍‌ ବଲିଉଡ୍‌ ଅଭିନେତ୍ରୀ ମଧୁବାଲାଙ୍କ ନାମ ନିଶ୍ଚିତ ଆଗେ ଆସିବ। ମଧୁବାଲାଙ୍କ ଅସାମାନ୍ୟ ସୌନ୍ଦର୍ଯ୍ୟ ଆଗରେ ସବୁକିଛି ଫିକା ପଡ଼ିଯାଉଥିଲା। ଏହି ସୁନ୍ଦର ଅଭିନେତ୍ରୀଙ୍କ ଦ୍ୱାରା ଅଭିନୟ…

ଘର ଛାଡି ପଳାଇଲେ କାନାଡା ପ୍ରଧାନମନ୍ତ୍ରୀ

ଓଟାଓ୍ବା,୩୦।୧: କାନାଡାରେ କରୋନା ଟିକା ବିରୋଧରେ ଆରମ୍ଭ ହୋଇଥିବା ଆନ୍ଦୋଳନ ଦିନକୁ ଦିନ ତୀବ୍ର ହେବାରେ ଲାଗିଛି। ଟିକା ନେବା ବାଧ୍ୟତାମୂଳକ ନିୟମକୁ ପ୍ରତ୍ୟାହାର କରିବା ଓ ଅନ୍ୟ ସମସ୍ତ ସ୍ବାସ୍ଥ୍ୟ ସମ୍ପର୍କିତ କଟକଣା ହଟାଇବା ଦାବିରେ ହାଜାର ହଜାର ଲୋକ…

ଜାତୀୟ ଦଳରୁ ଆସିଲା ଡାକରା

ଚେନ୍ନାଇ,୩୦।୧: ଆସନ୍ତା ୭ ତାରିଖରୁ ଅହମ୍ମଦାବାଦଠାରୁ ଆରମ୍ଭ ହେବାକୁ ଥିବା ଓ୍ବେଷ୍ଟଇଣ୍ଡିଜ ବିପକ୍ଷ ସୀମିତ ଓଭର ସିରିଜ୍‌ ଲାଗି ଭାରତୀୟ ଦଳରେ ଦୁଇ ଖେଳାଳିଙ୍କୁ ସାମିଲ କରାଯାଇଛି। ତାମିଲନାଡୁର ମିଡଲ୍‌ ଅର୍ଡର ବ୍ୟାଟର ଏମ୍‌. ଶାହରୁଖ ଖାନ ଓ ବାମହତୀ ସ୍ପିନର…

ପୁଣି ପ୍ରେମରେ ପଡିଛନ୍ତି ହ୍ରିତିକ ରୋଶନ,ଗର୍ଲଫ୍ରେଣ୍ଡଙ୍କ ସହ ଭିଡିଓ ଭାଇରାଲ

ବଲିଉଡ ଅଭିନେତା ହ୍ରିତିକ ରୋଶନ ପୁଣି ପ୍ରେମରେ ପଡିଛନ୍ତି। ନିକଟରେ ମୁମ୍ବାଇର ଏକ ରେଷ୍ଟୁରାଣ୍ଟରୁ ଜଣେ ଯୁବତୀଙ୍କ ହାତ ଧରି ବାହାରୁଥିବାର ସେ ନଜର ଆସିଥିଲେ। ଏବେ ସୋସିଆଲ ମିଡିଆରେ ଏହାର ଏକ ଭିଡିଓ ଭାଇରାଲ ହେଉଛି। ହ୍ରିତିକ ରୋଶନ ଏବଂ…

ସାପ କୁକୁଡ଼ା ଲଢ଼େଇ, ଶେଷରେ ଜିତିଲା…

ସାପମାନେ ବହୁତ ବିପଜ୍ଜନକ ପ୍ରାଣୀ। ବଡ଼ ହେଉ କି ଛୋଟ ସାପ, ସେ ସବୁବେଳେ ଭୟଙ୍କର। ସେମାନଙ୍କଠାରୁ ରକ୍ଷା ପାଇବା କାଠିକର ପାଠ। ସୋସିଆଲ ମିଡିଆରେ ସେମିତି ଏକ ଭିଡିଓ ଭାଇରାଲ ହେଉଛି। ଯାହା ଦେଖିଲେ ଲୋମ ଟାଙ୍କୁରି ଉଠିବ। ଭିଡିଓରେ…

ଆଚରଣ ବିଧି ଉଲ୍ଲଂଘନ: ପିଇଓ ନିଲମ୍ବିତ

ବରଗଡ଼ ଅଫିସ, ୩୦।୧: ତ୍ରିସ୍ତରୀୟ ପଞ୍ଚାୟତ ନିର୍ବାଚନ ନେଇ ବରଗଡ଼ ଜିଲା ସରଗରମ ହୋଇ ପଡ଼ଛି। ତେବେ ଏହି ସମୟରେ ବରଗଡ଼ ବ୍ଲକ ଖଣ୍ଡହଥା ପଞ୍ଚାୟତ ନିର୍ବାହୀ ଅଧିକାରୀ (ପିଇଓ)ଗୋଲାପ ନାଏକ ନିର୍ବାଚନ ଆଚରଣ ବିଧି ଉଲ୍ଲଂଘନ କରିଥିବା ଅଭିଯୋଗ ହୋଇଛି।…

ଗୀତା ବାସ୍ରା-ହରଭଜନ ସିଂ କରୋନା ପଜିଟିଭ

ଚଣ୍ଡିଗଡ଼,୩୦ ।୧: ବଲିଉଡ୍ ଅଭିନେତ୍ରୀ ଗୀତା ବାସ୍ରା ଓ ତାଙ୍କ କ୍ରିକେଟର ପତି ହରଭଜନ ସିଂ କରୋନାରେ ସଂକ୍ରମିତ ହୋଇଛନ୍ତି । ଏବେ ଉଭୟ କ୍ୱାରାଣ୍ଟାଇନରେ ଥିବା ବେଳେ ଏହା ସେମାନଙ୍କ ପାଇଁ ଏକ ଖରାପ ସମୟ ବୋଲି ହରଭଜନ କହିଛନ୍ତି…

ବିରାଟ କୋହଲିଙ୍କ ପ୍ରତିଦ୍ୱନ୍ଦୀ କିଏ ଜାଣନ୍ତି, ନିକେ କଲେ ଖୁଲାସା

ନୂଆଦିଲ୍ଲୀ,୩୦।୧: ସମସ୍ତ ତିନି ଫର୍ମାଟରେ ଭାରତୀୟ ଦଳର ଅଧିନାୟକତ୍ୱ ଛାଡିବା ପରେ ବିରାଟ କୋହଲି ଏକ ନୂଆ ଅବତାରରେ ନଜର ଆସିଛନ୍ତି। ସୋସିଆଲ ମିଡିଆରେ ନିଜର ଏକ ଫଟୋ ଶେୟାର କରି ସେ କାହା ସହ ସବୁବେଳେ ପ୍ରତିଦ୍ୱନ୍ଦ୍ୱିତା କରୁଛନ୍ତି ଏବଂ…

ସୌନ୍ଦର୍ଯ୍ୟ ପାଇଁ ଫୁଲ ପତ୍ରକୁ ଗହଣାଭାବେ ବ୍ୟବହାର କରନ୍ତି ଏମାନେ

ଇଥିଓପିଆରେ ଅଛନ୍ତି ସୁରୀ ନାମକ ଏକ ଆଦିବାସୀ ଜନଜାତି। ଏମାନେ ବାହ୍ୟ ଜଗତଠାରୁ ଦୂରେଇ ରୁହନ୍ତି। ହେଲେ ଆଜିକାଲି ନିଜର ଜୀବନ ଜୀବିକା ପାଇଁ ସେମାନେ ପର୍ଯ୍ୟଟକଙ୍କୁ ନିଜ ନିକଟତର ହେବାକୁ ଅନୁମତି ଦେଇଛନ୍ତି। ଫଳରେ ଏହି ଜନଜାତି ସମ୍ପର୍କିତ ଅନେକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?