‘ପ୍ରଭୁ ଶ୍ରୀରାମ ଆପଣଙ୍କୁ ଦୀର୍ଘାୟୁ କରନ୍ତୁ’
ନୂଆଦିଲ୍ଲୀ,୧୭।୯: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଆଜି ୭୧ ତମ ଜନ୍ମଦିନ ପାଳନ କରୁଛନ୍ତି। ଏହି ଅବସରରେ ତାଙ୍କୁ ଦେଶ ତଥା ବିଶ୍ୱରୁ ଅଭିନନ୍ଦନର ସୁଅ ଛୁଟୁଛି। ବିଭିନ୍ନ ରାଜନୈତିକ ଦଳଠାରୁ ଆରମ୍ଭ କରି ସାମାଜିକ ସଂଗଠନ ପର୍ଯ୍ୟନ୍ତ ତାଙ୍କୁ ଶୁଭେଚ୍ଛା ପଠାଯାଉଛି।…
ସନ୍ନ୍ୟାସୀ ଜୀବନରୁ ପ୍ରଧାନମନ୍ତ୍ରୀ ହେବାର ଯାତ୍ରା: ଜାଣନ୍ତୁ ମୋଦିଙ୍କ ବିଷୟରେ କିଛି ରୋଚକ ତଥ୍ୟ
ନୂଆଦିଲ୍ଲୀ,୧୭।୯: ଆଜି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ୭୧ ତମ ଜନ୍ମଦିନ। ସାରା ଦେଶରେ ଭାଜପା ପକ୍ଷରୁ ବିଭିନ୍ନ କାର୍ଯ୍ୟମାନ ଆୟୋଜନ କରାଯାଉଛି। ତାଙ୍କ ବିଷୟରେ ଅନେକ ଜିନିଷ ଅଛି, ଯାହା ତାଙ୍କୁ ଦେଶର ଅନ୍ୟ ପ୍ରଧାନମନ୍ତ୍ରୀଙ୍କଠାରୁ ଭିନ୍ନ କରିଥାଏ। ଏଥି ସହିତ,…
ଭିତରକନିକା ଲୋଗୋରୁ ‘ଓଲି’ ବାଦ୍
କେନ୍ଦ୍ରାପଡ଼ା ଅଫିସ, ୧୭ା୯:ବିରଳ ଅଲିଭ ରିଡ୍ଲେ କଇଁଛଙ୍କ ପ୍ରଜନନସ୍ଥଳ ପାଇଁ ଜାତୀୟ ଉଦ୍ୟାନ ଭିତରକନିକାର ଗହୀରମଥା ବିଶ୍ୱ ପ୍ରସିଦ୍ଧ। ଗହୀରମଥା ସାମୁଦ୍ରିକ ଅଞ୍ଚଳକୁ ଲକ୍ଷାଧିକ ଅଲିଭ ରିଡଲେ ଆସନ୍ତି। କଇଁଛଙ୍କ ସୁରକ୍ଷା ପାଇଁ ରାଜ୍ୟ ସରକାର ବିଭିନ୍ନ କ୍ରୀଡ଼ାର ମାସ୍କଟ ଭାବେ…
ମହାକାଶ ଗଲେ ୪ ସାଧାରଣ ନାଗରିକ
ଓ୍ବାଶିଂଟନ୍, ୧୭ା୯: ସ୍ପେସ୍ ଟୁରିଜମ୍ ବା ମହାକାଶ ପର୍ଯ୍ୟଟନ ଇତିହାସରେ ଆଉ ଏକ ଫର୍ଦ୍ଦ ଯୋଡ଼ିଛି ଆମେରିକାର ବିଶିଷ୍ଟ ବ୍ୟବସାୟୀ ଏଲନ୍ ମସ୍କଙ୍କ କମ୍ପାନୀ ସ୍ସେସ୍ଏକ୍ସ। ବୁଧବାର ପ୍ରଥମ ଥର ପାଇଁ କୌଣସି ବୃତ୍ତିଗତ ମହାକାଶଚାରୀଙ୍କ ବଦଳରେ ୪ ସାଧାରଣ ନାଗରିକ…
ବିହାରରେ ‘ମେଗା ଭ୍ୟାକ୍ସିନେଶନ ଡ୍ରାଇଭ’
ପାଟନା,୧୭ ।୯: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ୭୧ ତମ ଜନ୍ମଦିନ ଅବସରରେ ଦେଶର ବିଭିନ୍ନ ସ୍ଥାନରେ ବିଭିନ୍ନ କାର୍ଯ୍ୟକ୍ରମମାନ ଆୟୋଜନ କରାଯାଇଛି । ଶୁକ୍ରବାର ବିହାରର ରାଜଧାନୀ ପାଟନାରେ ବି କେତେ ଗୁଡିଏ କାର୍ଯ୍ୟକ୍ରମର ଆୟୋଜନ କରାଯାଇଛି । ବିହାର ମୁଖ୍ୟମନ୍ତ୍ରୀ…
ରେକର୍ଡ ଭାଙ୍ଗିଲା ବର୍ଷା: ୧୯୬୪ ମସିହା ପରେ ସର୍ବାଧିକ ବୃଷ୍ଟି
ନୂଆଦିଲ୍ଲୀ,୧୭ ।୯: ରାଜଧାନୀ ଦିଲ୍ଲୀରେ ହେଉଥିବା ଲଗାଣ ବର୍ଷା ଏବେ ରେକର୍ଡ କରିଛି । ଗୁରୁବାର ସୁଦ୍ଧା ଦିଲ୍ଲୀରେ ଏଥର ମୌସୁମୀରେ ପ୍ରାୟ ମୋଟ ୧୧୭୦.୭ ମିଲିମିଟର ବର୍ଷା ହୋଇଛି । ୧୯୬୪ ପରେ ଅର୍ଥାତ୍ ୫୭ ବର୍ଷ ପରେ ଏହା…
ଡିପ୍ରେଶନ ନେଇ ଚିନ୍ତାରେ କି?
ବର୍ତ୍ତମାନ ସମୟରେ, ପ୍ରତ୍ୟେକ ବ୍ୟକ୍ତି ଚାପଗ୍ରସ୍ତ ଜୀବନ ଏବଂ କାର୍ଯ୍ୟ ଚାପ ଯୋଗୁ ଉଦାସୀନତାର ଶିକାର ହେଉଛନ୍ତି। ଉଦାସୀନତା ସୃଷ୍ଟି କରିବାରେ ଡାଏଟ ମଧ୍ୟ ଏକ ଗୁରୁତ୍ୱପୂର୍ଣ୍ଣ ଭୂମିକା ଗ୍ରହଣ କରିଥାଏ। ଅନେକ ଅନୁସନ୍ଧାନରୁ ଜଣାପଡିଛି ଯେ ଖାଦ୍ୟ ଆମର ମାନସିକ…
ବାଇଡେନ୍ଙ୍କୁ ଏଭଳି କଟାକ୍ଷ କଲେ ଇମ୍ରାନ୍
ଇସ୍ଲାମାବାଦ,୧୭।୯: ଆମେରିକା ରାଷ୍ଟ୍ରପତି ଜୋ ବାଇଡେନ୍ଙ୍କୁ ପାକିସ୍ତାନ ପ୍ରଧାନମନ୍ତ୍ରୀ ଇମ୍ରାନ୍ ଖାନ୍ ଜଣେ ବିଜି ମ୍ୟାନ୍ (ବ୍ୟସ୍ତ ମଣିଷ) ବୋଲି କଟାକ୍ଷ କରିଛନ୍ତି। ବାଇଡେନ୍ ଗତ ଜାନୁୟାରୀରେ ରାଷ୍ଟ୍ରପତି ନିର୍ବାଚିତ ହେବା ପରଠାରୁ ଇମ୍ରାନ୍ଙ୍କୁ ଥରୁଟିଏ ହେଲେ ଫୋନ୍ କରିନାହାନ୍ତି। ଏନେଇ…
ଟଳିନି ବିପଦ: ୟୁପି ଓ ଅନ୍ୟ ରାଜ୍ୟରେ ଲୁଚି ରହିଥାଇ ପାରନ୍ତି ତିନିରୁ ଚାରି ଆତଙ୍କବାଦୀ
ନୂଆଦିଲ୍ଲୀ,୧୭ ।୯: ଦେଶରେ ବଡ ଧରଣର ଆତଙ୍କବାଦୀ ଆକ୍ରମଣ ଯୋଜନାରେ ଫେରାର ଥିବା ଆତଙ୍କବାଦୀଙ୍କୁ ନେଇ ଏବେ ଚେତାବନୀ ଦିଆଯାଇଛି । ଏମାନେ ଉତ୍ତର ପ୍ରଦେଶ ବା ଅନ୍ୟ ରାଜ୍ୟରେ ଲୁଛିରହି ଆକ୍ରମଣ ଯୋଜନା କରୁଥାଇପାରନ୍ତି ବୋଲି ଦିଲ୍ଲୀ ପୋଲିସ ଅନୁମାନ…
ଯୋଜନା ଥିଲା ୧୯୯୩ ଭଳି ସିରିଜ୍ ବିସ୍ଫୋରଣ
ନୂଆଦିଲ୍ଲୀ, ୧୭।୯: ୧୯୯୩ ମସିହା ମାର୍ଚ୍ଚ ୧୨ ତାରିଖରେ ମୁମ୍ବାଇକୁ ଥରାଇ ଦେଇଥିଲା ସିରିଜ୍ ବସ୍ଫୋରଣ। ମୁମ୍ବାଇର ବିଭିନ୍ନ ସ୍ଥାନରେ ୧୨ ବୋମା ବିସ୍ଫୋରଣ ଅନେକଙ୍କ ଜୀବନ ନେଇଥିଲା। ଠିକ୍ ସେହିଭଳି ବୋମା ବିସ୍ଫୋରଣ ଆକ୍ରମଣ ଦିଲ୍ଲୀରେ କରିବାକୁ ଯୋଜନା କରିଥିଲେ…
ହରିଣ ଭାସି ଯାଉଥିବା ବେଳେ ଦେବଦୂତ ସାଜିଲେ ବ୍ୟକ୍ତି, ଆଉ ତା’ ପରେ
ପ୍ରତ୍ୟେକ ଦିନ ସୋସିଆଲ ମିଡିଆରେ କିଛି ନା କିଛି ନୂତନ ଭିଡିଓ ଏବଂ ଫଟୋ ଭାଇରାଲ ହେଉଛି। ସେଥିରୁ କେତେକ ଭିଡିଓ ଏବଂ ଫଟୋ ହସର ଖୋରାକ ଯୋଗାଉଥିବା ବେଳେ କେତେକ ଭାବପ୍ରବଣ କରିଦିଏ। ସେହିଭଳି ଟୁଇଟରରେ ଏବେ ଏକ ଭିଡିଓ…
ଅଭିନେତ୍ରୀ ଜିଆଙ୍କ ମୃତ୍ୟୁ ମାମଲାରେ ଅଧିକ ତଦନ୍ତ ଦରକାର ନାହିଁ
ମୁମ୍ବାଇ,୧୭।୯: ବଲିଉଡ୍ ଅଭିନେତ୍ରୀ ଜିଆ ଖାନଙ୍କ ଆତ୍ମହତ୍ୟା ମାମଲାରେ ଅଧିକ ତଦନ୍ତ ପାଇଁ ଦାଖଲ ହୋଇଥିବା ଆବେଦନକୁ ଗୁରୁବାର ଏକ ସ୍ବତନ୍ତ୍ର ସିବିଆଇ କୋର୍ଟ ଖାରଜ କରି ଦେଇଛନ୍ତି। ଏହି ମାମଲାର ଶୁଣାଣି କୋର୍ଟରେ ଚାଲିଛି। କେନ୍ଦ୍ରୀୟ ତଦନ୍ତକାରୀ ବ୍ୟୁରୋ (ସିବିଆଇ)…
Archives


