Home Left

ସସପେନ୍ସ ଶେଷ, ନୁସରତ୍‌ ଜାହାଁଙ୍କ ଶିଶୁ ପୁତ୍ରଙ୍କର ଜନ୍ମ ପ୍ରମାଣ ପତ୍ର ଭାଇରାଲ…

କୋଲକାତା,୧୬।୯: ଅଭିନେତ୍ରୀ ନୁସରତ୍‌ ଜାହାଁଙ୍କ ଶିଶୁପୁତ୍ରଙ୍କର ଜନ୍ମପ୍ରମାଣ ପତ୍ର ଏବେ ସୋସିଆଲ୍‌ ମିଡ଼ିଆରେ ଭାଇରାଲ ହେବାରେ ଲାଗିଛି। ଫଳରେ ଦୀର୍ଘଦିନ ଧରି ତାଙ୍କ ପୁତ୍ରଙ୍କ ପିତା କିଏ ସେ ନେଇ ଜାରି ରହିଥିବା ସସ୍‌ପେନ୍ସ ଏବେ ଶେଷ ହୋଇଛି। ଜନ୍ମ ପ୍ରମାଣ…

ବାଚସ୍ପତି ପଦ ଛାଡି ମନ୍ତ୍ରୀ ଭାବେ ନେଲେ ଶପଥ

ଗାନ୍ଧିନଗର,୧୬ ।୯: ଗୁଜରାଟରେ ଆସନ୍ତା ବର୍ଷ ହେବାକୁ ଯାଉଛି ବିଧାନସଭା ନିର୍ବାଚନ ହେଲେ ତା’ପୂର୍ବରୁ ବଡ ଧରଣର ଅଦଳବଦଳ ହୋଇଛି । ମୁଖ୍ୟମନ୍ତ୍ରୀ ବିଜୟ ରୂପାନୀଙ୍କ ସ୍ଥାନରେ ଭୁପେନ୍ଦ୍ର ପଟେଲକୁ ମୁଖ୍ୟମନ୍ତ୍ରୀ ସ୍ଥାନ ଦିଆଯାଇଥିବା ବେଳେ ଗୁରୁବାର ଭୁପେନ୍ଦ୍ର ପଟେଲଙ୍କ ମନ୍ତ୍ରିମଣ୍ଡଳର…

ୟୁପିରେ ଏଏପି ସରକାର ଗଢିଲେ ମାଗଣା ମିଳିବ ବିଜୁଳି

ଲକ୍ଷ୍ନୌ,୧୬ ।୯: ଦିଲ୍ଲୀର ଉପ ମୁଖ୍ୟମନ୍ତ୍ରୀ ମନିଷ ସିସୋଡିଆ ଗୁରୁବାର ଏକ ବଡ ଘୋଷଣା କରିଛନ୍ତି । ଉତ୍ତର ପ୍ରଦେଶରେ ଏକ ଖବରଦାତା ସମ୍ମିଳନୀରେ ସେ କହିଛନ୍ତି ୟୁପିରେ ଯଦି ଆମ ଆଦମୀ ପାର୍ଟି(ଏଏପି) ସରକାର ଗଠନ କରେ ତେବେ ଜନସାଧାରଣଙ୍କୁ…

ଫୁଲୁଛି ମହାନଦୀ: ହୀରାକୁଦରେ ଖୋଲିଲା ଆଉ ୪ ଗେଟ୍‌

ସମ୍ବଲପୁର ଅଫିସ, ୧୬।୯: ଛତିଶଗଡ଼ରେ ଲଗାଣ ବର୍ଷା ଯୋଗୁ ମହାନଦୀ ଫୁଲୁଛି। ବୁଧବାର ସୁଦ୍ଧା ହୀରାକୁଦ ଡ୍ୟାମ୍‌ର ୨୪ଟି ଗେଟ୍‌ ଖୋଲା ଯାଇଥିବା ବେଳେ ଗୁରୁବାର ଆଉ ୪ଟି ଗେଟ୍‌ ଖୋଲିଛି । ଏଥିସହ ଏଯାବତ୍‌ ହୀରାକୁଦ ଡ୍ୟାମ୍‌ର ସମୁଦାୟ ୨୮ଟି…

ବାଛୁରି ଆଣିବାକୁ ଯାଇ ଭାସି ଯାଇଥିଲେ ବାପ, ପୁଅ: ମିଳିଲା ମୃତଦେହ

ବରୀ ,୧୬।୯(ଡି.ଏନ୍‌.ଏ.): ବାଛୁରି ଆଣିବାକୁ ଯାଇ ଭାସି ଯାଇଥିବା ବାପ ପୁଅଙ୍କ ମୃତଦେହ ଗୁରୁବାର ଉଦ୍ଧାର କରାଯାଇଛି । ଏଭଳି ଦୁଃଖଦ ଘଟଣା ଘଟିଛି ଯାଜପୁର ଜିଲା ବରୀ ବ୍ଲକ ଅନ୍ତର୍ଗତ ବାଲିଆ ପଞ୍ଚାୟତ ଗଙ୍ଗାଧରପୁର ଗାଁରେ। ମୃତକ ଦ୍ୱୟ ହେଲେ…

ପ୍ରେମିକା କରୋନା ଟିକା ନେଲେ ଏମିତି ପଦକ୍ଷେପ ନେବା ପାଇଁ ଧମକାଇଲେ ପ୍ରେମିକ,ଜାଣିଲେ ହେବେ ଆଶ୍ଚର୍ଯ୍ୟ

କରୋନା ମହାମାରୀରୁ ବଞ୍ଚିବା ପାଇଁ ଟିକା ନେବା ଜରୁରୀ। ମାତ୍ର ବ୍ରିଟେନର ଜଣେ ଯୁବକ ନିଜ ପ୍ରେମିକାଙ୍କୁ ଟିକା ନେବାକୁ ମନା କରିବା ସମସ୍ତଙ୍କୁ ଆଶ୍ଚର୍ଯ୍ୟ କରିଛି। ଖାଲି ଏତିକି ନୁହେଁ, ଯୁବକ ଜଣକ ତାଙ୍କ ପ୍ରେମିକାଙ୍କୁ ଧମକାଇଛନ୍ତି କରୋନା ଟିକା…

ଶ୍ରୀଲଙ୍କାକୁ ଲାଗିପାରେ ବଡ଼ ଝଟକା: ଟି-୨୦ ବିଶ୍ୱକପ୍‌ ପୂର୍ବରୁ ବାଦ୍‌ ପଡ଼ିପାରେ ଏହି ପ୍ରମୁଖ କ୍ରିକେଟର୍‌

ନୂଆଦିଲ୍ଲୀ, ୧୬।୯: ଆଗାମୀ ଟି-୨୦ ବିଶ୍ୱକପ୍‌ ପୂର୍ବରୁ ଶ୍ରୀଲଙ୍କା କ୍ରିକେଟ ଟିମ୍‌କୁ ବଡ଼ ଝଟ୍‌କା ଲାଗିପାରେ। କାରଣ ଦଳର ପ୍ରମୁଖ ଖେଳାଳି କୁଶଲ ପେରେରା ଆହତ ହୋଇଛନ୍ତି। ଏହାକୁ ନେଇ ସେ ବିଶ୍ୱକପ୍‌ରୁ ବାଦ୍‌ ପଡ଼ିପାରନ୍ତି। ଦକ୍ଷିଣ ଆଫ୍ରିକା ବିପକ୍ଷ ସିରିଜର…

ବଢ଼ୁଛି ବନ୍ୟାଜଳ: ଲୋକେ ଭୟଭୀତ

ଆରଡି,୧୬।୯,( ଡି.ଏନ୍‌.ଏ.): ରାଜ୍ୟରେ ଲଘୁଚାପ ଜନିତ ଲଗାଣ ବର୍ଷା ଲାଗି ରହିଥିବା ବେଳେ ବୁଧବାର ସ୍ଥିତିରେ ସାମାନ୍ୟ ସୁଧାର ଆସିଥିଲା। ତେବେ ଉପର ମୁଣ୍ଡରେ ଲଗାଣ ବର୍ଷା ଯୋଗୁ ବୈତରଣୀ ନଦୀରେ ବନ୍ୟା ପରିସ୍ଥିତି ସୃଷ୍ଟି ହୋଇଛି। ଆଖୁଆପଦା ଠାରେ ବର୍ତ୍ତମାନ…

ସରକାରୀ ଜମି ହଡ଼ପ ଅଭିଯୋଗ: ବ୍ଲକ କାର୍ଯ୍ୟାଳୟ ସମ୍ମୁଖରେ ଲୋକପ୍ରତିନିଧିଙ୍କ ଅନଶନ

ଦାରିଙ୍ଗିବାଡ଼ି,୧୬ା୯(ଡି.ଏନ୍‌.ଏ.): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ବ୍ଲକ କାର୍ଯ୍ୟାଳୟରେ ସହକାରୀ ନିର୍ବାହୀ ଯନ୍ତ୍ରୀଙ୍କ ମନମୁଖି ଶାସନ ଏବଂ ସ୍ଥାନୀୟ ବିଧାୟକ ବିଜୁ ପାଠାଗାର ନାମରେ ସରକାରୀ ଜମି ହଡ଼ପ ଅଭିଯୋଗରେ ଉକ୍ତ ବ୍ଲକ ଅଧ୍ୟକ୍ଷା ରୁଦା ମଲିକଙ୍କ ନେତୃତ୍ୱରେ ଉପାଧ୍ୟକ୍ଷ ରମାକାନ୍ତ ବଳିଆରସିଂ…

ପୁଣି ବର୍ଷା: ୧୮ରେ ହାଲ୍‌କା ୧୯, ୨୦ରେ ପ୍ରବଳ ବର୍ଷିପାରେ

ଭୁବନେଶ୍ୱର,୧୬।୯(ବ୍ୟୁରୋ): ପୂର୍ବ କେନ୍ଦ୍ରୀୟ ବଙ୍ଗୋପସାଗର ଓ ଏହାର ନିକଟସ୍ଥ ମିଆଁମାର ଉପକୂଳରେ ଗୁରୁବାର ଏକ ଘୂର୍ଣ୍ଣିବଳୟ ସୃଷ୍ଟି ହୋଇଛି। ଏହା କ୍ରମଶଃ ପଶ୍ଚିମ, ଉତ୍ତର ପଶ୍ଚିମ ଦିଗରେ ଗତି କରି ଆସନ୍ତା ୧୮ ତାରିଖରେ ଉତ୍ତର ଓଡ଼ିଶା ଉପକୂଳରେ ଉତ୍ତର ପଶ୍ଚିମ…

ପ୍ରକାଶ ପାଇଲା ସବୁ ଦଳର ଷ୍ଟାର କ୍ୟାମ୍ପେନର ତାଲିକା

ଭୁବନେଶ୍ୱର, ୧୬।୯(ବ୍ୟୁରୋ):  ପିପିଲି ଉପନିର୍ବାଚନ ଲାଗି ରାଜ୍ୟର ୩ ପ୍ରମୁଖ ଦଳ ବିଜେଡି, କଂଗ୍ରେସ ଓ ଭାଜପା ନିଜ ନିଜର ୨୦ ଜଣିଆ ଷ୍ଟାର ପ୍ରଚାରକ ତାଲିକା ଘୋଷଣା କରିଛନ୍ତି। ଆସନ୍ତା ୩୦ରେ ପିପିଲି ଉପନିର୍ବାଚନ ଥିବାବେଳେ ଅକ୍ଟୋବର ୩ ତାରିଖରେ…

ଏହି ୪ଟି ଜିନିଷରେ ଖର୍ଚ୍ଚ କଲେ ଧନ ବଢ଼ିବ; ଜାଣନ୍ତୁ କାହାକୁ ଏଭଳି କହିଛନ୍ତି ଚାଣକ୍ୟ…

ଚାଣକ୍ୟ ନୀତିରେ ଆଚାର୍ଯ୍ୟ ଚାଣକ୍ୟ ଜୀବନର ବିଭିନ୍ନ ସ୍ଥିତିକୁ ନେଇ ନୂଆ ବିଚାରଧାରା ସମ୍ପର୍କରେ ସୂଚନା ଦେଇଛନ୍ତି। କୁହାଯାଏ ଜୀବନ ସହ ଜଡ଼ିତ ସମସ୍ତ ବିଷୟର ଜ୍ଞାନ ଚାଣକ୍ୟଙ୍କ ନିକଟରେ ଥିଲା। ଏଥିପାଇଁ ଜୀବନକାଳ ମଧ୍ୟରେ ସେ ଯାହା ସହିତ ଥିଲେ,…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri