ବତକକୁ ଗୋଡ଼ାଇ ଖାଇବା ବଦଳରେ କୁକୁର କରୁଛି ଏପରି: ଆଶ୍ଚର୍ଯ୍ୟଜନକ ଭିଡିଓ ଦେଖିଲେ
ପ୍ରତ୍ୟେକ ଦିନ ସୋସିଆଲ ମିଡିଆରେ କିଛି ନା କିଛି ନୂତନ ଭିଡିଓ ଏବଂ ଫଟୋ ଭାଇରାଲ ହେଉଛି। ସେଥିରୁ କେତେକ ଭିଡିଓ ଏବଂ ଫଟୋ ହସର ଖୋରାକ ଯୋଗାଉଥିବା ବେଳେ କେତେକ ଭାବପ୍ରବଣ କରିଦିଏ। ସେହିଭଳି ଟୁଇଟରରେ ଏବେ ଏକ ଭିଡିଓ…
ଏୟାର ଇଣ୍ଡିଆ ଲାଗି ଟାଟା ଆଗ୍ରହୀ
ନୂଆଦିଲ୍ଲୀ,୧୬ା୯: ରାଷ୍ଟ୍ରାୟତ୍ତ ଏୟାର ଇଣ୍ଡିଆର ଘରୋଇକରଣ ଲାଗି କେନ୍ଦ୍ର ସରକାର ପ୍ରକ୍ରିୟା ତ୍ୱରାନ୍ବିତ କରିଛନ୍ତି। ଏହି କମ୍ପାନୀରୁ ପୁଞ୍ଜି ପ୍ରତ୍ୟାହାର ଲାଗି ସରକାର ବିଡିଂ ପ୍ରକ୍ରିୟା ଜାରି କରିଛନ୍ତି। ଫାଇନାନ୍ସିଆଲ ବିଡିଂ ଲାଗି ବୁଧବାର ଶେଷ ଦିନ ଥିବା ବେଳେ ଦେଶର ପ୍ରମୁଖ…
ତଳିଆ ଅଞ୍ଚଳ ଉପରେ ତୀକ୍ଷ୍ଣ ନଜର
ଅନୁଗୋଳ ଅଫିସ, ୧୬ା୯: ଗତ ଲଘୁଚାପ ବର୍ଷା ଅନୁଗୋଳ ଜିଲାରେ ବହୁ କ୍ଷୟକ୍ଷତି ଘଟାଇଛି। ବୁଧବାରଠାରୁ ବର୍ଷା ଥମିଯାଇଥିଲେ ମଧ୍ୟ ଲୋକଙ୍କ ଦୁର୍ଦ୍ଦଶାର ଶେଷ ହେଉନାହିଁ। ଏବେ ମଧ୍ୟ ଜିଲାର ୧୫ଟି ଗାଁ ଜଳବନ୍ଦୀ ଅବସ୍ଥାରେ ରହିଛି। ତେବେ ହୀରାକୁଦରୁ ଛଡ଼ାଯାଉଥିବା…
ଫୁଲୁଛି ସୁବର୍ଣ୍ଣରେଖା
ଭୋଗରାଇ/ଜଳେଶ୍ୱର/ବାଲିଆପାଳ,୧୬।୯(ଡି.ଏନ.ଏ./ସ୍ବ.ପ୍ର.)- ବଙ୍ଗୋପସାଗରରେ ସୃଷ୍ଟ ଲଘୁଚାପ ପ୍ରଭାବରେ ଉତ୍ତର ବାଲେଶ୍ୱର ଭୋଗରାଇ, ଜଳେଶ୍ୱର, ବାଲିଆପାଳ ଓ ବସ୍ତା ଅଞ୍ଚଳରେ ତୁହାକୁ ତୁହା ବର୍ଷା ଲାଗି ରହିଛି। ଭୋଗରାଇରେ ୩ ଦିନରେ ସର୍ବାଧିକ ୨୨୧.୭ମିମି ବର୍ଷା ହୋଇଥିବାର ରେକର୍ଡ଼ କରାଯାଇଥିବା ବେଳେ ବୁଧବାର ୧୨୨.୨ମିମି…
ଉଛୁଳିଲା ବୁଢ଼ାବଳଙ୍ଗ, ଗଙ୍ଗାହାର
ବାରିପଦା ଅଫିସ,୧୬।୯-ଲଘୁଚାପଜନିତ ଲଗାଣ ବର୍ଷାରେ ମୟୂରଭଞ୍ଜ ଜିଲା ଦେଇ ପ୍ରବାହିତ ନଦୀଗୁଡ଼ିକରେ ବନ୍ୟା ସ୍ଥିତି ଉପୁଜିଛି। ବୁଢ଼ାବଳଙ୍ଗ, ଗଙ୍ଗାହାର, ପଳପଳା ଓ ସୋନ ନଦୀର ଜଳସ୍ତର ବୃଦ୍ଧି ପାଇ ବିଭିନ୍ନ ସ୍ଥାନରେ ଯୋଗାଯୋଗ ବିଚ୍ଛିନ୍ନ ହୋଇଛି। ତଳିଆ ଅଞ୍ଚଳଗୁଡ଼ିକ ଜଳମଗ୍ନ ହେବା…
୨ ଛାତ୍ରଙ୍କ ଆକାଉଣ୍ଟକୁ ଆସିଲା ୯୬୦ କୋଟି…
ପାଟନା,୧୬।୯: ବିହାରରେ ୨ ଛାତ୍ରଙ୍କ ଆକାଉଣ୍ଟକୁ ୯୬୦ କୋଟି ଟଙ୍କା ଆସିଛି। ଏହାକୁ ନେଇ ବ୍ୟାଙ୍କ କର୍ମଚାରୀ ଆଶ୍ଚର୍ଯ୍ୟ ହୋଇଯାଇଥିଲେ। ଖବର ପ୍ରଚାରିତ ହେବା ପରେ ଲୋକେ ବ୍ୟାଙ୍କରେ ଭିଡ଼ ଜମାଇ ନିଜ ନିଜର ଆକାଉଣ୍ଟ ଚେକ୍ କରିବା ଆରମ୍ଭ କରିଥିଲେ।…
ବରାଦର-ହକ୍କାନି ମୁହଁ।ମୁହିଁ
କାବୁଲ, ୧୬ା୯: ଆଫଗାନିସ୍ତାନକୁ କବ୍ଜା କରି ତାଲିବାନ୍ ସରକାର ସିନା ଗଢ଼ିଦେଲା କିନ୍ତୁ ବ୍ୟବସ୍ଥିତ ଢଙ୍ଗରେ ତାହାର ପରିଚାଳନା ଏହି ଆତଙ୍କବାଦୀ ଗୋଷ୍ଠୀ ପାଇଁ କାଠିକର ପାଠ ହୋଇଛି। କ୍ଷମତା କନ୍ଦଳ ପରେ ବିଜୟର ଶ୍ରେୟ ନେବାକୁ ମୁହଁ।ମୁହିଁ ହୋଇଛନ୍ତି ତାଲିବାନ୍…
କ’ଣ ଖାଇବାକୁ ଭଲ ପାଆନ୍ତି ଭାଇଜାନ, ଜାଣନ୍ତି…
ବଲିଉଡ୍ର ସୁପରଷ୍ଟାର ଶାହାରୁଖ ଖାନ୍ ଏବଂ ସଲମାନ ଖାନଙ୍କ ସହ ଜଡିତ ପ୍ରତ୍ୟେକ ଖବର ବିଷୟରେ ଜାଣିବା ପାଇଁ ତାଙ୍କ ପ୍ରଶଂସକ ଆଗଭର ହୋଇଥାନ୍ତି। ସେମାନଙ୍କର ବ୍ୟକ୍ତିଗତ ଜୀବନ ସହିତ ଜଡିତ ପ୍ରତ୍ୟେକ କଥା ଜାଣିବାକୁ ଚାହାନ୍ତି। ଉଭୟ ଶାହାରୁଖ ଏବଂ…
ପଣ୍ଡ ହେଲା ଆତଙ୍କବାଦୀଙ୍କ ଆକ୍ରମଣ ଯୋଜନା, ଅଳ୍ପକେ ବର୍ତ୍ତିଲା ଦେଶ
ନୂଆଦିଲ୍ଲୀ,୧୬ ।୯: ଦେଶରେ ହେବାକୁ ଯାଉଥିବା ଏକ ବଡ ଆତଙ୍କବାଦୀ ଆକ୍ରମଣ ଯୋଜନା ପଣ୍ଡ ହୋଇଛି । ଭିନ୍ନ ଭିନ୍ନ ସ୍ଥାନରୁ ଗିରଫ ହୋଇଥିବା ଆତଙ୍କବାଦୀମାନେ କିଛି ସହରକୁ ବିସ୍ଫୋରକ ପଠାଇଥିବା ଦାବି କରିଛନ୍ତି । ଏହାକୁ ନେଇ ଭିନ୍ନ ଭିନ୍ନ…
ପ୍ରତିଶୋଧ ପାଇଁ କଲେଜ ଛାତ୍ରଙ୍କ ମୁଣ୍ଡକାଟି ଦେଲେ
ଚେନ୍ନାଇ,୧୬।୯: ତାମିଲନାଡୁର କାଞ୍ଚତ୍ପୁରମ୍ ଜିଲାରେ ଜଣେ ୨୧ ବର୍ଷୀୟ କଲେଜ ଛାତ୍ରଙ୍କ ମୁଣ୍ଡକାଟି ହତ୍ୟା କରାଯାଇଛି। କଟାମୁଣ୍ଡକୁ ଏରୁମାଇୟୁର ଚର୍ଚ୍ଚ ସମ୍ମୁଖରେ ରଖାଯିବା ଘଟଣା ଅଞ୍ଚଳରେ ଆଲୋଡ଼ନ ସୃଷ୍ଟି କରିଛି। ମୃତ ଛାତ୍ର ଜି. ଭେଟ୍ରଭେଲ୍ଙ୍କ ଗଣ୍ଡିକୁ ଅନ୍ୟତ୍ର ଫିଙ୍ଗି ଦିଆଯାଇଛି।…
ବିଶ୍ୱର ଶହେ ପ୍ରଭାବଶାଳୀ ବ୍ୟକ୍ତିଙ୍କ ମଧ୍ୟରେ ମୋଦି,ମମତା, ପୁନାୱାଲା
ନୂଆଦିଲ୍ଲୀ,୧୬ ।୯: ଟାଇମ୍ ମାଗାଜିନର ୨୦୨୧ ବର୍ଷ ପାଇଁ ପ୍ରକାଶ ପାଇଥିବା ବିଶ୍ୱର ୧୦୦ ପ୍ରଭାବଶାଳୀ ବ୍ୟକ୍ତିଙ୍କ ମଧ୍ୟରେ ପ୍ରଧାନମନ୍ତ୍ରୀ ନରେନ୍ଦ ମୋଦି, ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ ଓ ସିରମ ଇନଷ୍ଟିଚ୍ୟୁଟ ଅଫ୍ ଇଣ୍ଡିଆର ସିଇଓ ଅଦାର ପୁନାୱାଲାଙ୍କ ନାମ…
ହୃଦ୍ଘାତ ଲାଗି ବରଦାନ ସଦୃଶ ହୋଇଥାଏ…
ଛତୁରେ ପ୍ରଚୁର ପରିମାଣରେ ପ୍ରୋଟିନ ଫାଇବର ରହିଥାଏ। ଏହା ସହ ଭିଟାମିନ-ବି ମହଜୁଦ ରହିଥାଏ। ଏହା ଶରୀରରେ କୋଲେଷ୍ଟରଲ ପରିମାଣକୁ ନିୟନ୍ତ୍ରଣ କରିବା ସହ ଓଜନ୍ ମଧ୍ୟ କମ୍ କରିଥାଏ। ତେବେ ସବୁ ପ୍ରକାର ଛତୁ ଖିଆଯାଇ ନ ଥାଏ। କାରଣ…
Archives


