Home Left

ଶୁଟିଂ ସେଟ୍‌କୁ ଫେରିଲେ ଅମିତାଭ୍‌

ମୁମ୍ବାଇ: କରୋନା ମହାମାରୀ ମଧ୍ୟରେ ବଲିଉଡ୍‌ ସୁପରଷ୍ଟାର ଅମିତାଭ୍‌ ବଚ୍ଚନ ପୁନର୍ବାର କାର୍ଯ୍ୟ ଆରମ୍ଭ କରିଛନ୍ତି। ଅମିତାଭ ୭୯ ବର୍ଷରେ ବି କାମରୁ ବିରତି ନେଇ ନାହାନ୍ତି। ଦ୍ୱିତୀୟ ଲହର ସମୟରେ ନିଶ୍ଚିତ କରିଥିଲେ ଯେ,କୋଭିଡ୍‌ ସୁସ୍ଥ ହେବା ପରେ ସେଟ୍‌କୁ…

ମୌନୀଙ୍କ ପାଇଁ ଏମିତି ଲେଖିଲେ ସ୍ମୃତି

ମୁମ୍ବାଇ: ବଲିଉଡ୍‌ ଅଭିନେତ୍ରୀ ମୌନୀ ରୟ ଦୁବାଇର ବ୍ୟବସାୟୀ ସରୋଜ ନାମ୍ବିୟାରଙ୍କୁ ଗୁରୁବାର ବିବାହ କରିଛନ୍ତି। ଦୁହେଁ ପ୍ରଥମେ ଦକ୍ଷିଣ ଭାରତୀୟ ରୀତିନୀତି ଅନୁଯାୟୀ ଗୋଆରେ ବିବାହ କରିଥିବାବେଳେ ଦ୍ୱିତୀୟ ଥର ବଙ୍ଗୀୟ ରୀତିନୀତି ଅନୁଯାୟୀ ବିବାହ କରିଥିଲେ। ବିବାହ ପରେ…

ବିଶ୍ୱର ପ୍ରଥମ ପୁରୁଷ ଆଖ୍ୟାଠୁ ହାତେ ଦୂରରେ

ମେଲବୋର୍ନ,୨୮।୧: ସ୍ପାନିଶ କିମ୍ବଦନ୍ତୀ ଟେନିସ ଖେଳାଳି ରାଫେଲ ନାଡାଲ ଇତିହାସ ରଚିବାଠାରୁ ହାତେ ଦୂରରେ ଅଛନ୍ତି। ତାଙ୍କ ପାଖରେ ବିଶ୍ୱର ପ୍ରଥମ ପୁରୁଷ ଭାବେ ୨୧ତମ ଗ୍ରାଣ୍ଡସ୍ଲାମ ଟାଇଟଲ ହାତେଇବାର ସୁଯୋଗ ରହିଛି। ଚଳିତ ଅଷ୍ଟ୍ରେଲିଆନ ଓପନରେ ଶୁକ୍ରବାର ଲାଭର ଏରିନାଠାରେ…

ପୁଣି ଡରାଇଲା ଉହାନ

ଉହାନ,୨୮।୧: ୨୦୧୯ରେ ଚାଇନାର ଉହାନ ସହରରୁ କରୋନା ଆସି ସାରା ବିଶ୍ୱକୁ ବ୍ୟାପିଥିଲା। ଏବେ ଉହାନ ଲ୍ୟାବ୍‌ର ବୈଜ୍ଞାନିକମାନେ କରୋନା ଭାଇରସର ନୂଆ ଭାରିଆଣ୍ଟ ନିଓକୋଭ(NeoCoV)କୁ ନେଇ ଭୟାନକ ଖବର ଦେଇଛନ୍ତି। ବୈଜ୍ଞାନିକମାନେ କହିଛନ୍ତି, ଦକ୍ଷିଣ ଆଫ୍ରିକାରେ ‘ନିଓକୋଭ’ ମିଳିଛି। ଏହାର…

ଏମିତି ଘର, ଯେଉଁଠି ପ୍ରତ୍ୟେକ ଜିନିଷ ଦେଖିବାକୁ ମିଳେ ଓଲଟା

ଘର ମଣିଷ ପାଇଁ ସବୁଠାରୁ ଗୁରୁତ୍ୱପୂର୍ଣ୍ଣ ଅଟେ। ଲୋକମାନେ ନିଜ ଘରକୁ ଭିନ୍ନ ତଥା ଅନନ୍ୟ କରିବାକୁ ଚାହିଁଥାନ୍ତି। ସେମାନେ ଏହାର ଡିଜାଇନ, ରଙ୍ଗ ଏବଂ ଫଟୋ ପାଇଁ ବିପୁଳ ଅର୍ଥ ବି ବ୍ୟୟ କରିଥାନ୍ତି। ଏହିପରି ଗୋଟିଏ ଘର ଆଜିକାଲି…

ଏୟାରଟେଲରେ ୭.୪ ହଜାର କୋଟି ନିବେଶ କରିବ ଗୁଗଲ

ନୂଆଦିଲ୍ଲୀ,୨୮।୧: ଦେଶର ଅନ୍ୟତମ ଟେଲିକମ୍‌ କମ୍ପାନୀ ଭାରତୀ ଏୟାରଟେଲରେ ବିଶ୍ୱର ସବୁଠୁ ବଡ଼ ସର୍ଚ୍ଚ ଇଞ୍ଜିନ ଗୁଗୁଲ ୭,୪୦୦ କୋଟି ଟଙ୍କା ନିବେଶ କରିବାକୁ ଯାଉଛି। ଭାରତର ଡିଜିଟାଲ ଇକୋସିଷ୍ଟମକୁ ଆଗେଇ ନେବା ପାଇଁ ଏହି ବହୁ ବର୍ଷୀୟ ଚୁକ୍ତି କରାଯାଇଛି।…

ଶ୍ରଦ୍ଧାଳୁଙ୍କୁ ଚନ୍ଦ୍ରଭାଗା ବୁଡ଼ ମନା

ଭୁବନେଶ୍ୱର,୨୮।୧(ବ୍ୟୁରୋ): କରୋନା ପରିସ୍ଥିତିକୁ ଦୃଷ୍ଟିରେ ରଖି ଗତବର୍ଷ ଭଳି ଏବର୍ଷ ମଧ୍ୟ ଶ୍ରଦ୍ଧାଳୁଙ୍କୁ ଚନ୍ଦ୍ରଭାଗାରେ ବୁଡ଼ ମନା ହୋଇଛି। କରୋନା କଟକଣା ମଧ୍ୟରେ ମାଘ ସପ୍ତମୀ ଓ ଚନ୍ଦ୍ରଭାଗା ନୀତି ହେବ। ଏ ନେଇ ବୈଠକରେ ନିଷ୍ପତ୍ତି ହୋଇଛି। ଐଶାନ୍ୟେଶ୍ୱର, ଦକ୍ଷିଣେଶ୍ୱର,…

ବିବାହ ବିଚ୍ଛେଦକୁ ନେଇ ପୁଣି ମୁହଁ ଖୋଲିଲେ ନାଗାର୍ଜୁନ

ମୁମ୍ବାଇ: ସାଉଥ ଇଣ୍ଡଷ୍ଟ୍ରିର ଲୋକପ୍ରିୟ ଯୋଡି ନାଗା ଚୈତନ୍ୟ -ସାମନ୍ଥା ରୁଥ ପ୍ରଭୁ ତାଙ୍କ ବିବାହ ବିଚ୍ଛେଦକୁ ନେଇ ଚର୍ଚ୍ଚାରେ ଥିଲେ। ବିବାହର ୪ ବର୍ଷ ପରେ ଦୁହେଁ ପରସ୍ପର ଠାରୁ ଅଲଗା ହୋଇ ଯାଇଛନ୍ତି। ସେମାନଙ୍କ ବିଚ୍ଛେଦ ଫ୍ୟାନ୍ସଙ୍କୁ ସ୍ତବ୍ଧ…

‘ପୁଷ୍ପା’ର ଡାଏଲଗ୍‌ କହିଲେ ଗ୍ରେଟ୍‌ ଖଲି, ଭିଡିଓ ଦେଖିଲେ…

ପ୍ରଶଂସକଙ୍କ ଠାରୁ ଆରମ୍ଭ କରି ସେଲିବ୍ରିଟି ପର୍ଯ୍ୟନ୍ତ ସମସ୍ତେ ‘ପୁଷ୍ପା’ରେ ଅଲ୍ଲୁ ଅର୍ଜୁନଙ୍କ ଡ୍ୟାନ୍ସ ଏବଂ ଡାଏଲଗ୍‌କୁ କପି କରୁଛନ୍ତି। ଏପରିକି ଡେଭିଡ୍‌ ଓ୍ବାର୍ନର, ସୁରେଶ ରାଇନା ଏବଂ ହାର୍ଦ୍ଦିକ ପାଣ୍ଡ୍ୟା ଶ୍ରୀବଲି ହୁକ୍‌ ଷ୍ଟେପ କରୁଥିବା ଭିଡିଓ ଶେୟାର କରିଛନ୍ତି।…

ମୋଦିଙ୍କୁ ଭେଟିବାକୁ ଚାହିଁ ବସିଛନ୍ତି ଏହି ବିଦେଶୀ କ୍ରିକେଟର୍‌

ନୂଆଦିଲ୍ଲୀ,୨୮।୧: ଇଂଲଣ୍ଡର ପୂର୍ବତନ ଅଧିନାୟକ କେଭିନ ପିଟରସନ ଜାନୁୟାରୀ ୨୬ରେ ଭାରତ ସରକାର ତାଙ୍କୁ ପଠାଇଥିବା ଅଭିବାଦନକୁ ସୋସିଆଲ ମିଡିଆରେ ଶେୟାର କରି ପ୍ରଧାନମନ୍ତ୍ରୀ ମୋଦିଙ୍କୁ ଧନ୍ୟବାଦ ଜଣାଇଛନ୍ତି। ସେ କହିଛନ୍ତି, ପ୍ରଧାନମନ୍ତ୍ରୀଙ୍କ ଏହି ଅଙ୍ଗଭଙ୍ଗୀ ଏବଂ ଶବ୍ଦ ପାଇଁ ଆପଣଙ୍କୁ…

ବିହାର ବନ୍ଦରୁ ଦୂରେଇ ରହିବାକୁ କହିଲେ ଖାନ ସାର୍‌

ପାଟଣା,୨୮।୧: ରେଲଓ୍ବେ ରିକ୍ରୁଟମେଣ୍ଟ ବୋର୍ଡ (ଆରଆରବି)ର ପରୀକ୍ଷା ପ୍ରକ୍ରିୟାରେ ଅନିୟମିତତା ଅଭିଯୋଗରେ ୨୮ ତାରିଖରେ ବିହାର ବନ୍ଦ ଡାକରା ଦେଇଛି ଅନେକ ଛାତ୍ର ସଂଗଠନ। ହିଂସା ରୂପ ନେଇ ସାରିଥିବା ବିକ୍ଷୋଭରୁ ଦୂରେଇ ରହିବାକୁ ଛାତ୍ରୀଛାତ୍ରଙ୍କୁ ଅନୁରୋଧ କରିଛନ୍ତି ୟ୍ୟୁଟ୍ୟୁବର ଖାନ…

ମଣ୍ଡି ନେଉନି ଧାନ: ରାସ୍ତାରେ ଧାନବସ୍ତା ରଖି ଅବିରୋଧ କଲେ ଚାଷୀ

ପୁରୁଷୋତ୍ତମପୁର,୨୮ା୧(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ବ୍ଲକ ଅନ୍ତର୍ଗତ ବଡବରଗାଁର ଚାଷୀମାନେ ଅମଳ ଧାନକୁ ରାସ୍ତା ଉପରେ ରଖି ଆନ୍ଦୋଳନ କରିଛନ୍ତି। ଆଛୁଲି-କୋଦଳା ରାସ୍ତାରେ ଯାତାୟାତ ସମ୍ପୂର୍ଣ୍ଣ ଭାବେ ବନ୍ଦ ହୋଇପଡ଼ିଛି । ଆନ୍ଦୋଳନରତ ଚାଷୀମାନେ ଅଭିଯୋଗ କରିଛନ୍ତି ଯେ, ଗତ ଲଗାଣ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?