Home Left

ବିଶ୍ୱକପ୍‌ ଜିତାଇପାରିବେ କି ଦ୍ରାବିଡ-ରୋହିତ ଯୋଡି: ସଚିନ କହିଲେ…

ନୂଆଦିଲ୍ଲୀ,୨୮।୧: ଗତ କିଛି ମାସ ମଧ୍ୟରେ ଭାରତୀୟ କ୍ରିକେଟ ପରିବର୍ତ୍ତନର ଏକ ପର୍ଯ୍ୟାୟ ଦେଇ ଗତି କରୁଛି। କୋଚ ଭାବରେ ରବି ଶାସ୍ତ୍ରୀଙ୍କ କାର୍ଯ୍ୟକାଳ ଶେଷ ହେବା ଏବଂ ବିରାଟ କୋହଲି ଅଧିନାୟକ ପଦରୁ ଇସ୍ତଫା ଦେବା ପରେ ଏଠାରେ ଅନେକ…

୧୨୯ ସନ୍ତାନର ପିତା ହେଲେ ଏହି ବ୍ୟକ୍ତି, ଚଳିତବର୍ଷ ଆଉ ୯ ସନ୍ତାନ ନେବେ ଜନ୍ମ

ଆପଣ ଫିଲ୍ମରେ ସ୍ପର୍ମ ଡୋନରଙ୍କ ବିଷୟରେ ଦେଖିଥିବେ, ଜାଣିଥିବେ ବି। ଆୟୁଷ୍ମାନ ଖୁରାନା ଏକ ଫିଲ୍ମରେ ସ୍ପର୍ମ ଡୋନର ଭୂମିକାରେ ଅଭିନୟ କରିଥିଲେ। ଏବେ କିନ୍ତୁ ବାସ୍ତବରେ ଜଣେ ବ୍ୟକ୍ତି ସ୍ପର୍ମ ଦାନ କରି ୧୨୯ ପିଲାଙ୍କର ପିତା ହୋଇପାରିଛନ୍ତି। ଏହି…

‘ଶତକ କରିପାରୁ ନାହାନ୍ତି, ତ କ’ଣ ହୋଇଗଲା’

ନୂଆଦିଲ୍ଲୀ,୨୮।୧: ଦୁଇ ବର୍ଷ ହେଲା କ୍ୟାରିୟରର ୭୧ତମ ଶତକ ଅପେକ୍ଷାରେ ଥିବା ବିରାଟ କୋହଲିଙ୍କୁ ନିକଟରେ ପ୍ରବଳ ସମାଲୋଚିତ ହେବାକୁ ପଡ଼ିଛି। ତାଙ୍କ ସମାଲୋଚକଙ୍କୁ କଡ଼ା ଜବାବ ଦେଇଛନ୍ତି ସାଥି ଖେଳାଳି ମହମ୍ମଦ ଶାମି। “ବିରାଟ କୋହଲି ଶତକ କରିପାରୁ ନାହାନ୍ତି,…

ଭାରତ ସହ ଘନିଷ୍ଠ ସମ୍ପର୍କ ସ୍ଥାପନ କରି ସୀମା ବିବାଦର ସମାଧାନ କରିବୁ: ଚାଇନା

ବେଜିଂ,୨୮।୭:ଭାରତ ସହିତ ଚାଲିଥିବା ସୀମା ବିବାଦ ସମ୍ପର୍କରେ ଆମେରିକା ହସ୍ତକ୍ଷେପ କରିବାକୁ ଚାଇନା ପସନ୍ଦ କରୁନାହିଁ। ଚାଇନା ପ୍ରତିରକ୍ଷା ମନ୍ତ୍ରଣାଳୟ କହିଛି ଯେ, ଆମେରିକା ଏଥିରେ ହସ୍ତକ୍ଷେପ କରିବା ଉଚିତ୍‌ ନୁହେଁ। ଉଭୟ ପଡୋଶୀ ଦେଶ ଦ୍ୱିପାକ୍ଷିକ ଭାବରେ ଏହି ସମସ୍ୟାର…

ଭକ୍ତଙ୍କ ପାଇଁ ଖୋଲିବ କି ଶ୍ରୀମନ୍ଦିର!

ପୁରୀ ଅଫିସ, ୨୮।୧: ଶ୍ରୀମନ୍ଦିର ଖୋଲିବା ନେଇ ଆଜି ବସିବ ବୈଠକ । ମୁଖ୍ୟ ପ୍ରଶାସକ କ୍ରିଶନ କୁମାରଙ୍କ ଅଧ୍ୟକ୍ଷତାରେ ଏହି ବୈଠକ ବସିବ। ଏ ନେଇ ଜିଲାପାଳ ସମର୍ଥ ବର୍ମା ସୂଚନା ଦେଇଛନ୍ତି। ଭିଡିଓ କନଫରେନ୍ସିଂ ଜରିଆରେ ଆଲୋଚନା କରାଯିବ।…

ଶ୍ୱେତାଙ୍କ ନାଁରେ ମାମଲା ରୁଜୁ

ଟେଲିଭିଜନ ଜଗତର ପ୍ରସିଦ୍ଧ ଅଭିନେତ୍ରୀ ଶ୍ୱେତା ତିୱାରୀ ବିବାଦୀୟ ମନ୍ତବ୍ୟ ଦେଇ ଫଶିଯାଇଛନ୍ତି। ତାଙ୍କ ଅନ୍ତଃବସ୍ତ୍ର ସାଇଜ୍‌ ଭଗବାନ ନେଉଛନ୍ତି ବୋଲି ନିକଟରେ ସେ କହିଛନ୍ତି। ଏନେଇ ଶ୍ୱେତାଙ୍କ ନାଁରେ ଏକ ମାମଲା ରୁଜୁ ହୋଇଛି। ଭୋପାଳର ଶ୍ୟାମଳା ହିଲ୍ସ ପୋଲିସ…

ପୂରା ଆଇପିଏଲ୍‌ ପାଇଁ ଉପଲବ୍ଧ ହେବେ ନାହିଁ ଇଂଲଣ୍ଡ ଖେଳାଳି

ମୁମ୍ବାଇ,୨୮।୧: ଆଇପିଏଲ୍‌ର ପରବର୍ତ୍ତୀ ସଂସ୍କରଣର ଶେଷ ଆଡ଼କୁ ଇଂଲଣ୍ଡ ଟେଷ୍ଟ ଖେଳାଳିଙ୍କୁ ସ୍ବଦେଶ ଫେରିବାକୁ ପଡ଼ିପାରେ। କାରଣ ସେହି ସମୟରେ ନ୍ୟୁଜିଲାଣ୍ଡ ବିପକ୍ଷ ୩ ମ୍ୟାଚ୍‌ ବିଶିଷ୍ଟ ସିରିଜ୍‌ ହେବାର ଅଛି। ସିରିଜ୍‌ର ପ୍ରଥମ ଟେଷ୍ଟ ଜୁନ ୨ ତାରିଖରୁ ଲଡର୍‌ସଠାରେ…

୨୪ ଘଣ୍ଟାରେ ୨.୫୧ ଲକ୍ଷ କରୋନା ଆକ୍ରାନ୍ତ ଚିହ୍ନଟ, ୬୨୭ ମୃତ

ନୂଆଦିଲ୍ଲୀ,୨୮।୧: ଦେଶରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ଥମିବାର ନାଁ ନେଉନାହିଁ। ସ୍ବାସ୍ଥ୍ୟ ମନ୍ତ୍ରଣାଳୟର ତଥ୍ୟ ଅନୁଯାୟୀ, ଗତ ୨୪ ଘଣ୍ଟା ମଧ୍ୟରେ ଦେଶରେ ୨ ଲକ୍ଷ ୫୧ ହଜାର ନୂଆ କରୋନା ମାମଲା ଚିହ୍ନଟ ହୋଇଛି। ଏଥିସହ ୬୨୭ଙ୍କ ମୃତ୍ୟୁ ଘଟିଛି।…

ଆଜି ରାଜ୍ୟରୁ ୫୦୫୭ ଆକ୍ରାନ୍ତ ଚିହ୍ନଟ, ଖୋର୍ଦ୍ଧାରୁ ସର୍ବାଧିକ

ଭୁବନେଶ୍ୱର,୨୮ା୧(ବ୍ୟୁରୋ): ଶୁକ୍ରବାର ରାଜ୍ୟରୁ ୫୦୫୭ ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ବର୍ତ୍ତମାନ ମୋଟ୍‌ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୧୨,୩୬,୨୨୬ରେ ପହଞ୍ଚିଥିବା ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ସୂଚନା ଦେଇଛି। ଏଥିମଧ୍ୟରୁ କ୍ୱାରାଣ୍ଟାଇନ୍‌ରୁ ୨,୯୩୨ ଜଣ ଚିହ୍ନଟ ହୋଇଥିବା…

୪୧ ବର୍ଷରେ ବି କମିନି ଜଲଓ୍ବା: ମାରିଲେ ଧୂଆଁଧାର ଅର୍ଦ୍ଧଶତକ

ନୂଆଦିଲ୍ଲୀ,୨୮।୧: ଇଂଲଣ୍ଡର ପୂର୍ବତନ ଅଧିନାୟକ କେଭିନ ପିଟରସନ ହୁଏତ ଅନ୍ତର୍ଜାତୀୟ କ୍ରିକେଟରୁ ଅବସର ନେଇଥିବେ, କିନ୍ତୁ ତାଙ୍କ ବ୍ୟାଟିଂ ଜଲଓ୍ବା ଏପର୍ଯ୍ୟନ୍ତ କମିନାହିଁ। ୪୧ ବର୍ଷ ବୟସରେ ମଧ୍ୟ ପିଟରସନ କିମ୍ବଦନ୍ତୀ କ୍ରିକେଟ ଲିଗରେ ଏସିଆ ଲାୟନ୍ସ ବିପକ୍ଷ ମ୍ୟାଚରେ ସେ…

ଭିଜିଲାନ୍ସ ଜାଲରେ ଲ୍ୟାମ୍ପ୍ସ ଏମ୍‌ଡି

ରାଉରକେଲା ଅଫିସ,୨୮ା୧: ସୁନ୍ଦରଗଡ଼ ଜିଲା ରାଜଗାଙ୍ଗପୁର ଲ୍ୟାମ୍ପ୍ସ ଏମ୍‌ଡି ପରୀକ୍ଷିତ ସାହୁଙ୍କ ଘରେ ଭିଜିଲାନ୍ସ ଚଢ଼ାଉ ହୋଇଛି। ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ଏହି ଚଢ଼ାଉ କରିଛି ଭିଜିଲାନ୍ସ ବିଭାଗ। ପରୀକ୍ଷିତଙ୍କ ପୈତୃକ ଘର, ରାଜଗାଙ୍ଗପୁରସ୍ଥିତ ଘରେ ଚଢ଼ାଉ ଚାଲିଛି।…

ନାମାଙ୍କନ ପାଇଁ ପୁନଃ ବିଜ୍ଞପ୍ତି

ଭୁବନେଶ୍ୱର,୨୮ା୧(ବ୍ୟୁରୋ): ଯେଉଁ ନିର୍ବାଚନମଣ୍ଡଳୀରେ କୌଣସି ପ୍ରାର୍ଥୀ ନାମାଙ୍କନ ଦାଖଲ କରିନାହାନ୍ତି କିମ୍ବା ସମସ୍ତ ପ୍ରାର୍ଥିପତ୍ର ଖାରଜ ହୋଇଛି, ସେଠାରେ ନାମାଙ୍କନ ପାଇଁ ପୁଣି ସୁଯୋଗ ଦିଆଯାଇଛି। ପୁଣି ଥରେ ନାମାଙ୍କନ ଦାଖଲ କରିବା ପାଇଁ ଜିଲାସ୍ତରରେ ଗୁରୁବାର ପୁନଃ ବିଜ୍ଞପ୍ତି ଜାରି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?