Home Left

ନଦୀ ଜଳଧାରଣ କ୍ଷମତା କମୁଛି

ଭୁବନେଶ୍ୱର, ୧୫।୯(ବ୍ୟୁରୋ):ରାଜ୍ୟର ପ୍ରମୁଖ ନଦୀଗୁଡ଼ିକର ଜଳପ୍ରବାହ ଗତ ୨୦ ବର୍ଷ ଭିତରେ ଯଥେଷ୍ଟ ହ୍ରାସ ପାଇଛି। ଜଳବାୟୁ ପରିବର୍ତ୍ତନ, ଦୁର୍ବଳ ମୌସୁମୀ ପ୍ରଭାବରେ ନଦୀଗୁଡ଼ିକୁ ଶୁଷ୍କ ହୋଇଯିବା ଆଶଙ୍କା ଦେଖାହେଲାଣି। ଚାଷକାର୍ଯ୍ୟ ତ ଦୂରର କଥା ଆଗକୁ ପିଇବା ପାଣି ମୁନ୍ଦାଏ…

ଯନ୍ତ୍ରୀଙ୍କୁ କାଦୁଅ ରାସ୍ତାରେ ଚଲାଇଲେ ଗ୍ରାମବାସୀ

ନିରାକାରପୁର,୧୫।୯ (ଡି.ଏନ୍‌.ଏ.):ଖୋର୍ଦ୍ଧା ଜିଲା ଲେଣ୍ଡୋ ପଞ୍ଚାୟତ ଭଗବତୀପଡ଼ା ଗ୍ରାମରେ ଜଳସେଚନ ବିଭାଗ ରାଜୁଆ ସବ୍‌ଡିଭିଜନର ଉପନିର୍ବାହୀ ଯନ୍ତ୍ରୀ ଅକ୍ଷୟ କୁମାର ବେହେରା ଓ କନିଷ୍ଠ ଯନ୍ତ୍ରୀ ଶିଶିର କୁମାର ସାହୁଙ୍କୁ ଗ୍ରାମବାସୀ କାଦୁଅ ରାସ୍ତାରେ ଚଲାଇବା ସହ ଗାଳିଗୁଲଜ କରିଥିବା ନେଇ…

ବୋଲିଂ କରିବା ପୂର୍ବରୁ ବଲ୍‌କୁ ‘ଚୁମ୍ବନ’ ଦେଉଥିଲେ ମାଲିଙ୍ଗା: କାରଣ ଜାଣିଲେ ହେବେ ଆଶ୍ଚର୍ଯ୍ୟ

କଲମ୍ବୋ,୧୫।୯: ଶ୍ରୀଲଙ୍କାର ପୂର୍ବତନ ଅଧିନାୟକ ତଥା ଭେଟେରାନ ଫାଷ୍ଟ ବୋଲର ଲାସିଥ ମାଲିଙ୍ଗା ହଠାତ୍‌ ଅନ୍ତର୍ଜାତୀୟ କ୍ରିକେଟରୁ ଅବସର ଘୋଷଣା କରିଛନ୍ତି। ଲାସିଥ ମାଲିଙ୍ଗା ୨୦୨୧ ଟି-୨୦ ବିଶ୍ୱକପ ଖେଳିବାକୁ ଚାହୁଁଥିଲେ, କିନ୍ତୁ ଶ୍ରୀଲଙ୍କା ଚୟନକର୍ତ୍ତା ତାଙ୍କୁ ଟୁର୍ନାମେଣ୍ଟ ପାଇଁ ଚୟନ…

ବେଦାନ୍ତକୁ ୨ କୋଟି ଜଳକର ଛାଡ଼

ସମ୍ବଲପୁର,୧୫ା୯(ବ୍ୟୁରୋ):ରାଜ୍ୟ ସରକାର କମ୍ପାନୀ ପ୍ରତି ଅହେତୁକ ଅନୁକମ୍ପା ଦେଖାଉଥିବା ନେଇ ଅଭିଯୋଗ ହୋଇଆସୁଛି। ଝାରସୁଗୁଡ଼ା ଜିଲାରେ ଥିବା ବେଦାନ୍ତ ଆଲୁମିନିୟମ କମ୍ପାନୀକୁ ଚଞ୍ଚକତା କରି ଜଳକର ଛାଡ କରାଯାଇଥିବା ନେଇ ଆଉ ଏକ ଅଭିଯୋଗ ଏଥିରେ ଯୋଡିହୋଇଛି। ବେଦାନ୍ତ କମ୍ପାନୀ ଆରମ୍ଭରୁ…

ସୀମା ସାମି ଜାତିସଂଘ ମହିଳା ମୁଖ୍ୟ

ଜାତିସଂଘ, ୧୫ା୯: ଜୋର୍ଡାନର ସୀମା ସାମି ବାହୋସ୍‌ ଜାତିସଂଘ ମହିଳା କାର୍ଯ୍ୟନିର୍ବାହୀ ନିର୍ଦ୍ଦେଶକ ନିଯୁକ୍ତ ହୋଇଛନ୍ତି। ଏହି ପଦ ପାଇଁ ଜାତିସଂଘ ମହାସଚିବ ଆଣ୍ଟୋନିଓ ଗୁଟେରସ୍‌ ତାଙ୍କ ନାମ ଘୋଷଣା କରିଛନ୍ତି। ୨୦୧୬ରୁ ଆମେରିକାରେ ଜୋର୍ଡାନର ସ୍ଥାୟୀ ରାଷ୍ଟ୍ରଦୂତ ଥିବା ବାହୋସ୍‌…

ଘର ଛାଡ଼ିବାକୁ କହୁଛି ତାଲିବାନ୍‌

କାନ୍ଦାହାର, ୧୫ା୯: ଆଫଗାନିସ୍ତାନର ଦ୍ୱିତୀୟ ବୃହତ୍ତମ ସହର କାନ୍ଦାହାରରେ ଥିବା ଏକ ଆବାସିକ ଆର୍ମି କଲୋନିରେ ଲୋକଙ୍କୁ ଘର ଛାଡ଼ିବାକୁ ତାଲିବାନ୍‌ ନିର୍ଦ୍ଦେଶ ଦେଇଛି। ଏପରିକି ନିଜ ଘରୁ ସେମାନେ କୌଣସି ଜିନିଷପତ୍ର ନ ନେବାକୁ ମଧ୍ୟ ଧମକାଇଛି। ଏହାକୁ ବିରୋଧ…

‘ଅବ୍ବା ଜାନ୍‌’ ମନ୍ତବ୍ୟ: ଯୋଗୀଙ୍କ ନାଁରେ ମାମଲା

ଲକ୍ଷ୍ନୌ/ନୂଆଦିଲ୍ଲୀ,୧୫।୯: ଉତ୍ତର ପ୍ରଦେଶ ବିଧାନସଭା ନିର୍ବାଚନ ଯେତିକି ପାଖେଇ ଆସୁଛି ଭାଜପାର ଧ୍ରୁବୀକରଣ ପ୍ରୟୋଗ ସେତିକି ବଢ଼ିବାରେ ଲାଗିଛି। ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥଙ୍କ ‘ଅବ୍ବା ଜାନ୍‌’ ମନ୍ତବ୍ୟ ଏବେ ଜାତୀୟ ରାଜନୀତିରେ ମଧ୍ୟ ଝଡ଼ ସୃଷ୍ଟି କରିଛି। ଇତିମଧ୍ୟରେ ବିହାରର ମୁଜାଫରପୁରସ୍ଥିତ…

ଗଣତନ୍ତ୍ର ସ୍ବାଧୀନତାର ପ୍ରତିଫଳନ

ମଣିଷ ସଭ୍ୟ ଭାବେ ସମାଜରେ ବାସ କରିବା ପରେ ଏକ ସୁସ୍ଥ ସାମାଜିକ ପରମ୍ପରା ସୃଷ୍ଟି ଉପରେ ଗୁରୁତ୍ୱାରୋପ କରିଥିଲା। ପରବର୍ତ୍ତୀ ସମୟରେ ଏହା ପ୍ରାଚୀନ ରାଜାରାଜୁଡ଼ା ଶାସନର ପ୍ରମୁଖ ଆଭିମୁଖ୍ୟ ମଧ୍ୟ ପାଲଟିଥିଲା। ଜନମତକୁ ଗୁରୁତ୍ୱ ଦେଇ ହଜାର ହଜାର…

ରଖେ ହରି ମାରେ କିଏ; ୨ ଘଣ୍ଟାର ସଂଘର୍ଷ ପରେ ଉଦ୍ଧାର ହେଲେ ନାବାଳକ

ଜେନାପୁର,୧୫।୯(ଡି.ଏନ.ଏ.): କଥାରେ ଅଛି ରଖେ ହରି ମାରେ କିଏ। ଏହି ଉକ୍ତିକୁ ପ୍ରମାଣ କରିଦେଲା ଭଳି ଘଟଣା ଘଟିଛି ଯାଜପୁର ଜିଲା ଜେନାପୁର ଥାନା ଅଧୀନ ଏଣ୍ଡଳବା ପଞ୍ଚାୟତର ନୌକା ଘାଟରେ। ମଙ୍ଗଳବାର ଜଣେ ନାବାଳକ ବ୍ରାହ୍ମଣୀ ନଦୀର ଭାସି ଯାଇଥିଲେ।…

ଜିମ୍‌ ଯାଇ କିମ୍ବା ଯୋଗ କରି ନୁହେଁ, ଏମିତି ୧୫ କିଲୋ ଓଜନ କମାଇଲେ ଭାରତୀ

ଟିଭିର ସବୁଠାରୁ ଲୋକପ୍ରିୟ କମେଡି ଶୋ ‘ଦି କପିଲ ଶର୍ମା ଶୋ’ର ପୁନଃଆରମ୍ଭକୁ ନେଇ ଦର୍ଶକମାନେ ବହୁତ ଖୁସି ଅଛନ୍ତି। ଏଥର ଶୋ’ରେ ବହୁତ ପରିବର୍ତ୍ତନ ଆସିଛି। ସୁମୋନା ଚକ୍ରବର୍ତ୍ତୀ ଏପର୍ଯ୍ୟନ୍ତ ଶୋ’ରେ ଆସିନାହାଁନ୍ତି। କମେଡିଆନ କୃଷ୍ଣାଙ୍କ ଘନିଷ୍ଠ ବନ୍ଧୁ ତଥା…

କୋଟି କୋଟି ଟଙ୍କାର ମାଲିକ ଏହି ୭ କ୍ରିକେଟର୍‌, ତଥାପି କରୁଛନ୍ତି ସରକାରୀ ଚାକିରି

ଭାରତର କିମ୍ବଦନ୍ତୀ ଖେଳାଳି ସଚିନ ତେନ୍ଦୁଲକର ଏବଂ ପୂର୍ବତନ ଅଧିନାୟକ ଏମଏସ ଧୋନୀ ନିଜ ଖେଳ ପାଇଁ ଦୁନିଆରେ ଯେତେ ପ୍ରସିଦ୍ଧ, ସେମାନେ ମଧ୍ୟ ରୋଜଗାର ହେତୁ ଚର୍ଚ୍ଚାରେ ଅଛନ୍ତି। ପ୍ରତିଦିନ କୋଟି ଟଙ୍କା ରୋଜଗାର କରୁଥିବା ଏହି କ୍ରିକେଟରମାନେ ମଧ୍ୟ…

ଅଭିନେତ୍ରୀଙ୍କୁ ବନ୍ଧୁକ ମୁନରେ ଲୁଟିଲେ

ନୂଆଦିଲ୍ଲୀ, ୧୫।୯: ଅଭିନେତ୍ରୀ ନିକିତା ରାଓ୍ବାଲଙ୍କୁ କିଛି ଦୁର୍ବୃତ୍ତ ବନ୍ଧୁକ ମୁନରେ ଲୁଟିଛନ୍ତି। ନିକିତା ତାଙ୍କ ମାଉସୀଙ୍କ ଘରେ ଏକା ଥିବା ବେଳେ କିଛି ଦୁର୍ବୃତ୍ତ ମାସ୍କ ପିନ୍ଧି ବନ୍ଧୁକ ଦେଖାଇ ୭ ଲକ୍ଷ ଲୁଟି ନେଇଥିବା ଘଟଣା ସାମ୍ନାକୁ ଆସିଛି।…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri