ରାଜ୍ୟରୁ ପୁଣି ୪ ମୁଣ୍ଡ ନେଲା କରୋନା
ଭୁବନେଶ୍ୱର,୧୪।୯(ବ୍ୟୁରୋ): ରାଜ୍ୟରେ ମଙ୍ଗଳବାର କରୋନା ଆଉ ୪ ଜଣଙ୍କ ଜୀବନ ନେଇଛି। ଏଥିସହ ରାଜ୍ୟରେ ମୋଟ ମୃତ୍ୟୁ ସଂଖ୍ୟା ୮,୧୦୮କୁ ବୃଦ୍ଧି ପାଇଛି। ୪ ମୃତକଙ୍କ ମଧ୍ୟରେ ୨ ଜଣ ଖୋର୍ଦ୍ଧା ଜିଲାରୁ ଥିବା ବେଳେ କଟକ ଓ ପୁରୀରୁ ୨…
ବଢ଼ୁଛି ପିଲାଙ୍କ ଚିନ୍ତା: ଆଜି ରାଜ୍ୟରେ ୫୫ ଛୁଆ କରୋନା ସଂକ୍ରମିତ
ଭୁବନେଶ୍ୱର,୧୪।୯(ବ୍ୟୁରୋ): ରାଜ୍ୟରେ ମଙ୍ଗଳବାର ୪୨୮ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସେମାନଙ୍କ ମଧ୍ୟରୁ ୫୫ ଜଣ ଛୁଆ ଅଛନ୍ତି। ଯେଉଁମାନଙ୍କ ବୟସ ୧୮ ବର୍ଷରୁ କମ । ଆକ୍ରାନ୍ତଙ୍କ ମଧ୍ୟରୁ ୨୫୨ କ୍ୱାରାଣ୍ଟାଇନ୍ରୁ ଚିହ୍ନଟ ହୋଇଥିବାବେଳେ ୧୭୬ ଜଣ ଲୋକାଲ…
ରାଜା ମହେନ୍ଦ୍ର ପ୍ରତାପ ସିଂ ୟୁନିଭର୍ସିଟିର ଶିଳାନ୍ୟାସ କଲେ ମୋଦି
ଆଲିଗଡ଼,୧୪ ।୯: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ମଙ୍ଗଳବାର ଆଲିଗଡରେ ରାଜା ମହେନ୍ଦ୍ର ପ୍ରତାପ ସିଂ ୟୁନିଭର୍ସିଟିର ଶିଳାନ୍ୟାସ କରିଛନ୍ତି । ଏହି ସମୟରେ ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥ ଓ ରାଜ୍ୟପାଳ ଆନନ୍ଦିବେନ ପଟେଲ ବି ଉପସ୍ଥିତ ଥିଲେ । ବିଶ୍ୱବିଦ୍ୟାଳୟର ଶିଳାନ୍ୟାସ…
ଅକ୍ଷୟ କୁମାରଙ୍କ ମୋଟ ସମ୍ପତ୍ତିର ମୂଲ୍ୟ କେତେ ଜାଣନ୍ତି
ବଲିଉଡ ଅଭିନେତା ଅକ୍ଷୟ କୁମାରଙ୍କୁ କିଏ ବା ନ ଜାଣେ। ତାଙ୍କର ଦୃଢ ଅଭିନୟ଼ ଆଧାରରେ ସେ ବଡ ପରଦାରେ ଅନେକ ସୁପର ଡୁପର ହିଟ ଫିଲ୍ମ ଦେଇଛନ୍ତି। ଏବେ ମଧ୍ୟ ଏହି ଧାରା ଜାରି ରହିଛି। କେବଳ ଏତିକି ନୁହେଁ…
ଗର୍ଲଫ୍ରେଣ୍ଡ ଖୋଜିବାରେ ବିଧାୟକଙ୍କ ସାହାଯ୍ୟ ଲୋଡିଲେ ଯୁବକ: ଆଉ ତା’ପରେ
ମୁମ୍ବାଇ,୧୪।୯: ଅଞ୍ଚଳର ସମସ୍ୟା ସମ୍ପର୍କରେ ଲୋକେ ବିଧାୟକ ଏବଂ ଏମ୍ପିଙ୍କୁ ଚିଠି ଲେଖିବା ଏକ ସାଧାରଣ କଥା। ଅନେକ ଲୋକ ସୁଖ କିମ୍ବା ଦୁଃଖ ସମୟରେ ମଧ୍ୟ ଅଞ୍ଚଳର ପ୍ରତିନିଧୀଙ୍କୁ ମନେ ପକାନ୍ତି। କିନ୍ତୁ ମହାରାଷ୍ଟ୍ରରୁ ଏକ ଅଦ୍ଭୁତ ମାମଲା ସାମ୍ନାକୁ…
ଭୁବନେଶ୍ୱରରୁ ୧ କୋଟିରୁ ଅଧିକ ମୂଲ୍ୟର ବ୍ରାଉନସୁଗାର ଜବତ
ଭୁବନେଶ୍ୱର,୧୪।୯(ବ୍ୟୁରୋ): ରାଜଧାନୀ ଭୁବନେଶ୍ୱରର ରସୁଲଗଡ଼ ଅଞ୍ଚଳରୁ ମଙ୍ଗଳବାର ଏସ୍ଟିଏଫ ଟିମ୍ ୧ କେଜିରୁ ଅଧିକ ବ୍ରାଉନସୁଗାର ଜବତ କରିଛି। ଘଟଣାରେ ସମ୍ପୃକ୍ତ ୨ ଆନ୍ତଃରାଜ୍ୟ ଡ୍ରଗ୍ସ ବ୍ୟବସାୟୀଙ୍କୁ ଗିରଫ କରାଯାଇଛି। ସେମାନେ ରାକିବୁଲ ଲାସ୍କର (୩୦) ଏବଂ ସୁଦର୍ଶନ ଗୟାନ (୪୪)…
ପୁଣି ଜନ୍ମ ନେବେ ବିଶାଳକାୟ ମାମୋଥ୍…
ଲଣ୍ଡନ,୧୪।୯: ହିମଯୁଗରେ ଉତ୍ତର ଆମେରିକା ଏବଂ ୟୁରେସିଆ ଅଞ୍ଚଳରେ ବାସ କରୁଥିବା ବିଶାଳକାୟ ମାମୋଥ୍ ପୁଣି ଜନ୍ମ ନେବେ। ମାମୋଥ୍ ପଲ ମାତ୍ର ୬ ବର୍ଷ ମଧ୍ୟରେ ଆଉଥରେ ଆକର୍ଟିକ ଜଙ୍ଗଲକୁ ଫେରିବେ। ଏନେଇ ଏକ ପ୍ରକଳ୍ପ ଆରମ୍ଭ ହୋଇଛି। ମାଟି…
ବାପାଙ୍କୁ ମୁଖ୍ୟମନ୍ତ୍ରୀ ପଦରୁ ହଟାଯିବା ନେଇ ଝିଅ କହିଲେ…
ଗାନ୍ଧିନଗର,୧୪।୯: ପୂର୍ବତନ ମୁଖ୍ୟମନ୍ତ୍ରୀ ବିଜୟ ରୂପାନୀଙ୍କ ଝିଅ ରାଧିକା ତାଙ୍କ ଫେସବୁକ ପୃଷ୍ଠାରେ ଏକ ଭାବପ୍ରବଣ ପୋଷ୍ଟ ଲେଖି ତାଙ୍କ ବାପାଙ୍କ ସଂଘର୍ଷ ବିଷୟରେ ବର୍ଣ୍ଣନା କରିଛନ୍ତି। ଯେଉଁମାନେ ତାଙ୍କ ବାପାଙ୍କ କୋମଳ କଥିତ ଭାବମୂର୍ତ୍ତିକୁ ତାଙ୍କ ବିଫଳତାର କାରଣ ବୋଲି…
ମାଲବାହୀ ଟ୍ରେନ ଲାଇନ୍ଚ୍ୟୁତ: ୬ ବାତିଲ, ବଦଳିଲା ୮ ଟ୍ରେନ୍ର ଗତିପଥ
ଅନୁଗୋଳ ଅଫିସ,୧୪।୯: ଅନୁଗୋଳ ଜିଲା ତାଳଚେର ରୋଡ଼ ଭୋଗବେରେଣି ପୋଲ ନିକଟରେ ସୋମବାର ବିଳମ୍ବିତ ରାତିରେ ଏକ ମାଲବାହୀ ଟ୍ରେନ ଲାଇନ୍ଚ୍ୟୁତ ହୋଇଛି। ଟ୍ରେନ୍ଟି ସମ୍ବଲପୁରରୁ ଗହମ ନେଇ ଖୋର୍ଦ୍ଧା ଯାଉଥିବା ବେଳେ ଲାଇଚ୍ୟୁତ ହୋଇ ୫ଟି ବଗି ଓଲଟି ପଡିଥିଲା।…
ଚେନ୍ନାଇକୁ ଲାଗିଲା ବଡ଼ ଝଟ୍କା
ଦୁବାଇ,୧୪।୯: ଆଇପିଏଲ ୨୦୨୧ର ଦ୍ୱିତୀୟ ପର୍ଯ୍ୟାୟ ସେପ୍ଟେମ୍ବର ୧୯ରୁ ୟୁଏଇ ମାଟିରେ ଆରମ୍ଭ ହେବାକୁ ଯାଉଛି। ଟୁର୍ନାମେଣ୍ଟର ପ୍ରଥମ ମ୍ୟାଚ ମୁମ୍ବାଇ ଇଣ୍ଡିଆନ୍ସ ଏବଂ ଚେନ୍ନାଇ ସୁପର କିଙ୍ଗ୍ସ ମଧ୍ୟରେ ଖେଳାଯିବ। ଦ୍ୱିତୀୟାର୍ଦ୍ଧ ଆରମ୍ଭ ପୂର୍ବରୁ ମଧ୍ୟ ଚେନ୍ନାଇ ସୁପର କିଙ୍ଗକୁ…
ଅନ୍ତ୍ୟେଷ୍ଟି କ୍ରିୟାରେ ନିମ୍ନମାନର ଘିଅ ବ୍ୟବହାର
ପୁରୀ ଅଫିସ,୧୪।୯: ପୁରୀ ସ୍ବର୍ଗଦ୍ୱାରରେ ସତ୍କାର କଲେ ମୃତବ୍ୟକ୍ତିଙ୍କୁ ପୁଣ୍ୟ ପ୍ରାପ୍ତି ହେଉଥିବା ବିଶ୍ୱାସରେ ଲୋକେ ଏଠାକୁ ଆସନ୍ତି। ହେଲେ ସ୍ବର୍ଗଦ୍ୱାରରେ ପୂଜା ଓ ଅନ୍ତ୍ୟେଷ୍ଟି କ୍ରିୟାବେଳେ ସାମଗ୍ରୀ କିଣାବିକାରେ ସରକାରୀ ଆଇନକୁ ଖୋଲାଖୋଲି ଭାବେ ଉଲ୍ଲଂଘନ କରାଯାଉଥିବା ଅଭିଯୋଗ ହୋଇଛି।…
ବିଳମ୍ବରେ କଂଗ୍ରେସର ପିପିଲି ଉପନିର୍ବାଚନ ପ୍ରସ୍ତୁତି
ଭୁବନେଶ୍ୱର, ୧୪।୯(ବ୍ୟୁରୋ): ପିପିଲି ଉପନିର୍ବାଚନ ଆସନ୍ତା ୩୦ ତାରିଖରେ ହେବ। ଏଥିଲାଗି ବିଜେଡି ଓ ଭାଜପା ଜୋର୍ଦାର ଉଦ୍ୟମ ଚଳାଇଛନ୍ତି। ଏହା ଭିତରେ ଉପନିର୍ବାଚନକୁ ଆଉ ମାତ୍ର ୧୬ ଦିନ ରହିଛି। କଂଗ୍ରେସ ପ୍ରଭାରୀ ଏ. ଚେଲ୍ଲାକୁମାରଙ୍କ ନେତୃତ୍ୱରେ ଦଳ ସୋମବାର…
Archives


