Home Left

‘କୋଭିଡ୍‌ ମୃତ୍ୟୁ ତଥ୍ୟ ଏପଟସେପଟ କରୁଛନ୍ତି ରାଜ୍ୟ ସରକାର’

ଭୁବନେଶ୍ୱର,୧୪।୯(ବ୍ୟୁରୋ): ଜୁଲାଇ ପ୍ରଥମ ସପ୍ତାହରେ ରାଜ୍ୟ ସରକାର ବଳକା କୋଭିଡ୍‌ ମୃତ୍ୟୁର ଘୋଷଣା ଆରମ୍ଭ କଲେ। ଦୈନିକ ୩୦ରୁ ୪୦ ଭିତରେ ସୀମିତ ରହୁଥିବା କୋଭିଡ୍‌ ମୃତ୍ୟୁ ସଂଖ୍ୟା ହଠାତ୍‌ ବୃଦ୍ଧି ପାଇ ୬୦ ଅତିକ୍ରମ କରିଥିଲା। ସରକାରଙ୍କ ଯୁକ୍ତି ଥିଲା,…

ଧୋନୀଙ୍କୁ ମେଣ୍ଟର କରାଯିବାର ପ୍ରକୃତ କାରଣ କହିଲେ ଗାଙ୍ଗୁଲି

ନୂଆଦିଲ୍ଲୀ,୧୪।୯: ବିସିସିଆଇ ସଭାପତି ସୌରଭ ଗାଙ୍ଗୁଲି ଟି -୨୦ ବିଶ୍ୱକପ ୨୦୨୧ ପାଇଁ ଟିମ ଇଣ୍ଡିଆର ମେଣ୍ଟର ଭାବରେ ମହେନ୍ଦ୍ର ସିଂ ଧୋନୀଙ୍କ ନିଯୁକ୍ତି ପଛରେ ପ୍ରକୃତ କାରଣ ପ୍ରକାଶ କରିଛନ୍ତି। ଗାଙ୍ଗୁଲି କହିଛନ୍ତି ଯେ, ଯୁବ ଭାରତୀୟ ଦଳ ବଡ଼…

୪୮ ଘଣ୍ଟା ପରେ ବି ପତ୍ତା ପାଉନି ପୋଲିସ

ଭୁବନେଶ୍ୱର,୧୪।୯(ବ୍ୟୁରୋ): ଶନିବାର ରାତିରେ ଜଣେ ଡେଲିଭରି ବୟଙ୍କୁ ଦୁର୍ବୃତ୍ତମାନେ ଅପହରଣ କରିନେଇଥିବା ଧଉଳି ଥାନାରେ ଅଭିଯୋଗ ହୋଇଥିଲା। ପୋଲିସ ମାମଲା ରୁଜୁ କରି ତଦନ୍ତ କରୁଥିବା ବେଳେ ଘଟଣାକୁ ୪୮ ଘଣ୍ଟା ବିତିଛି। ହେଲେ ଅପହରଣ ହୋଇଥିବା ପତିତପାବନ ପୃଷ୍ଟିଙ୍କୁ ପୋଲିସ…

ବାଉଁଶରେ ପିଟି ମାରିଥିଲେ

ଭୁବନେଶ୍ୱର,୧୪।୯(ବ୍ୟୁରୋ): ରାଜଧାନୀର ନିଶାମୁକ୍ତି କେନ୍ଦ୍ର କୃପା ଫାଉଣ୍ଡେଶନରେ ଘଟିଥିବା ହତ୍ୟା ଘଟଣାର ଦୀର୍ଘ ଏକ ମାସ ପରେ କମିଶନରେଟ ପୋଲିସ ପରଦା ଉଠାଇଛି। ଅଗଷ୍ଟ ୫ରେ ଜଗତ୍‌ସିଂହପୁର ଥାନା ଅଧୀନ ଜୋତ ଗ୍ରାମର ତ୍ରିନାଥ ସେଠୀଙ୍କୁ ଶହୀଦନଗର ଥାନା ଅନ୍ତର୍ଗତ ପାଣ୍ଡରାସ୍ଥିତ…

ଅନିଲ କପୁରଙ୍କୁ ପ୍ରଶଂସକ କହିଲେ ବାପ-ଝିଅ ଟଙ୍କା ପାଇଁ କିଛି ବି କରିଦେବେ: ଜବାବ ମିଳିଲା ଏମିତି

ବଲିଉଡ୍‌ ଅଭିନେତା ଅନିଲ କପୁର ଖୁବ ଶୀଘ୍ର ଅରବାଜ ଖାନଙ୍କ ଚାଟ ଶୋ ‘ପିଚ ୨’ରେ ନଜର ଆସିବେ। ଏହାର ପ୍ରୋମୋ ରିଲିଜ ହୋଇଛି ଏବଂ ଦର୍ଶକ ଏହାକୁ ବହୁତ ପସନ୍ଦ କରୁଛନ୍ତି। ଏହି ଚାଟ ଶୋ’ର ପ୍ରୋମୋରେ ଅନିଲ କପୁରଙ୍କ…

ବନ୍ୟପ୍ରାଣୀଙ୍କ ସୁରକ୍ଷା ଉପରେ ଗୁରୁତ୍ୱ

ଭୁବନେଶ୍ୱର,୧୪।୯(ବ୍ୟୁରୋ): ରାଜ୍ୟରେ ଲଗାଣ ବର୍ଷା ଯୋଗୁ ବନ୍ୟପ୍ରାଣୀଙ୍କ ସୁରକ୍ଷା ଲାଗି ବନ ବିଭାଗ ପକ୍ଷରୁ ମାର୍ଗଦର୍ଶିକା ଜାରି କରାଯାଇଛି। ବର୍ଷା ଯୋଗୁ ବନ୍ୟ ଜନ୍ତୁଙ୍କର ଯେପରି କ୍ଷତି ନ ହୁଏ, ସେଥିଲାଗି ପ୍ରସ୍ତୁତ ରହିବା ପାଇଁ ପୁରୀ, ଜଗତ୍‌ସିଂହପୁର ଓ କେନ୍ଦ୍ରାପଡ଼ା…

ଫ୍ରାଞ୍ଚାଇଜ୍‌ ହାତ ଅଧାରୁ ଛାଡି ଦେଲେ ଏହି ୧୫ ଖେଳାଳି

ଖେଳାଳିମାନେ ଆଘାତ ହେତୁ ପ୍ରାୟତଃ ଆଇପିଏଲ କିମ୍ବା ଅନ୍ୟ କୌଣସି ଟୁର୍ନାମେଣ୍ଟରେ ପ୍ରତ୍ୟାହାର କରନ୍ତି, କିନ୍ତୁ ଖେଳାଳିମାନେ ନିଲାମରେ ସେମାନଙ୍କ ନାମ ପଞ୍ଜିକରଣ କରନ୍ତି ଏବଂ ତା’ପରେ ବିନା ଆଘାତରେ ସେମାନଙ୍କ ଚୁକ୍ତିନାମାକୁ ସମ୍ମାନ ଦେବାରେ ବିଫଳ ହୁଅନ୍ତି, ସେହି ସମୟରେ…

୨୭ରେ ଭାରତ ବନ୍ଦ ପାଇଁ ପ୍ରସ୍ତୁତି

ଭୁବନେଶ୍ୱର,୧୪।୯(ବ୍ୟୁରୋ):  ସଂଯୁକ୍ତ କିଷାନ୍‌ ମୋର୍ଚ୍ଚା ତରଫରୁ ଆସନ୍ତା ୨୭ ତାରିଖରେ ଭାରତ ବନ୍ଦ ଡାକରା ଦିଆଯାଇଛି। ଓଡିଶାରେ ଏହାକୁ ସଫଳ କରିବା ପାଇଁ ବିଭିନ୍ନ ଗଣ ସଙ୍ଗଠନକୁ ନେଇ ସୋମବାର ସ୍ଥାନୀୟ ଲୋହିଆ ଏକାଡେମୀଠାରେ ଏକ ରାଜ୍ୟସ୍ତରୀୟ ପ୍ରସ୍ତୁତି ବୈଠକ ଅନୁଷ୍ଠିତ…

ଲୁଚାଯାଉଛି ବାୟୁ ପ୍ରଦୂଷଣ

ଯାଜପୁର ଅଫିସ,୧୪।୯: ରାଜ୍ୟ ପ୍ରଦୂଷଣ ନିୟନ୍ତ୍ରଣ ବୋର୍ଡ (ଏସ୍‌ପିସିବି)କୁ ‘ରାଜ୍ୟକୁ ପ୍ରଦୂଷିତ କର ବୋର୍ଡ’ ବୋଲି ଯାହା ଉପହାସ କରାଯାଉଛି, ତାହା ସତ୍ୟ ମନେହେଉଛି। କାରଣ କୋଇଲା, ଲୁହାପଥର ଗୁଣ୍ଡ, କଳା ଧୂଆଁ ଓ ପାଉଁଶରେ ବାୟୂମଣ୍ଡଳକୁ ପ୍ରଦୂଷିତ କରୁଥିବା ଖଣି,…

ପୁରୀରେ ୮୭, ଭୁବନେଶ୍ୱରରେ ୬୩ ବର୍ଷର ରେକର୍ଡ ଭାଙ୍ଗିଲା

ଭୁବନେଶ୍ୱର,୧୪।୯(ବ୍ୟୁରୋ): ବଙ୍ଗୋପସାଗରରେ ସୃଷ୍ଟ ଲଘୁଚାପ ଗଭୀର ଅବପାତ(ଡିପ୍‌ ଡିପ୍ରେସନ)ରେ ପରିଣତ ହେବା ଯୋଗୁ ଗତ ଦୁଇଦିନ ଧରି ରାଜ୍ୟର ବିଭିନ୍ନ ସ୍ଥାନରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହୋଇଛି। ଲଗାଣ ବର୍ଷା ଯୋଗୁ ଜନଜୀବନ ପ୍ରଭାବିତ ହୋଇଛି। ଘରୁ ବାହାରିବା ମଧ୍ୟ…

କୋହଲିଙ୍କୁ ଖାଉଛି ଚିନ୍ତା: କହିଲେ, ଆଶା କରୁଛି ଏମିତି ନ ହେଉ..

ଦୁବାଇ,୧୪।୯: କରୋନା କାରଣରୁ ଇଂଲଣ୍ଡ ବିପକ୍ଷ ପଞ୍ଚମ ଟେଷ୍ଟର ସ୍ଥଗିତାଦେଶକୁ ଦୁର୍ଭାଗ୍ୟଜନକ ବୋଲି କହିଛନ୍ତି ଭାରତୀୟ ଅଧିନାୟକ ବିରାଟ କୋହଲି। ସେ ଆଶା କରିଛନ୍ତି ଯେ, ଇଣ୍ଡିଆନ ପ୍ରିମିୟର ଲିଗ (ଆଇପିଏଲ ୨୦୨୧) ବାୟୋ-ବବଲ(ସୁରକ୍ଷିତ ପରିବେଶ) ଆହୁରି ଶକ୍ତିଶାଳୀ ହେବ। ଏହି…

ଲଗାଣ ବର୍ଷାରେ ଗଲା ୪ ଜୀବନ: ୧୧ ଜିଲାର ୨୦ ଲକ୍ଷ ଲୋକ ପ୍ରଭାବିତ

ଭୁବନେଶ୍ୱର,(ବ୍ୟୁରୋ)ଡେରାବିଶ/ ପାଟକୁରା/ ନିରାକାରପୁର/ ନିଶ୍ଚିନ୍ତକୋଇଲି (ସ୍ବ.ପ୍ର./ଡି.ଏନ୍‌.ଏ.),୧୪।୯: ଲଘୁଚାପ ଜନିତ ବର୍ଷା ଶନିବାର ରାତିରୁ ରାଜ୍ୟରେ ଲାଗି ରହିଛି। ରାଜ୍ୟର ୧୧ ଜିଲା ପ୍ରଭାବିତ ହୋଇଛି। ବିଶେଷକରି ଉପକୂଳ ଓଡ଼ିଶା ଜିଲାଗୁଡ଼ିକରେ ଏହାର ପ୍ରଭାବ ବିଶେଷମାତ୍ରାରେ ଦେଖିବାକୁ ମିଳିଛି। ଉପକୂଳ ଜିଲାର ବିଭିନ୍ନ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri