Home Left

ଝିଅ ହେଲା ବୋଲି ମାଗଣାରେ ଗୁପଚୁପ ବାଣ୍ଟିଲେ ପିତା

ଭୋପାଳ,୧୪ ।୯: ବର୍ତ୍ତମାନ ସମୟରେ ସରକାର କହୁଛନ୍ତି କନ୍ୟା ଭ୍ରୁଣ ହତ୍ୟା କରନ୍ତୁ ନାହିଁ । ଏମାନେ ଦେଶର ଭବିଷ୍ୟତ । ଏହାପରେ ବି ଅନେକ ଲୋକ ଝିଅଟିଏ ଜନ୍ମ ହେଲେ ମନ ଖରାପ କରୁଛନ୍ତି । ଆଉ କେହି କେହି…

ବିଧାୟକଙ୍କଠାରୁ ମୁଖ୍ୟମନ୍ତ୍ରୀ ପର୍ଯ୍ୟନ୍ତ ସମସ୍ତେ ଦୁଃଖି, କେବେ ଚାଲିଯିବ ପଦ: ଗଡକରୀ

ନୂଆଦିଲ୍ଲୀ,୧୪ ।୯: କେନ୍ଦ୍ରମନ୍ତ୍ରୀ ନୀତିନ ଗଡକରି ନିଜର ବେକାକୁ ବୟାନକୁ ନେଇ ଅଧିକାଂଶ ସମୟରେ ରହିଥାଆନ୍ତି ଚର୍ଚ୍ଚାରେ । ସୋମବାର ରାଜସ୍ଥାନ ଜୟପୁରରେ ଆୟୋଜିତ ଏକ କାର୍ଯ୍ୟକ୍ରମରେ ଗଡକରି ଏମିତି ଏକ କଥା କହିଛନ୍ତି ଯାହା ଏବେ ଚର୍ଚ୍ଚାକୁ ଆସିଛି ।…

ବିକାଶ ପାଇଁ ସରକାରୀ ଭାଷା ବ୍ୟବହାର

ସରକାରୀ ନୀତି ଓ ଯୋଜନା ସମ୍ପର୍କରେ ପ୍ରଶାସନିକ ଅଧିକାରୀଙ୍କ ଦ୍ୱାରା ରାଜଭାଷା ଅବା ବିଭିନ୍ନ ଅଞ୍ଚଳର କଥିତ ଭାଷା ମାଧ୍ୟମରେ ଅବଗତ କରାଯିବାର ପ୍ରୟାସ କରାଯାଇଥାଏ। ଏପରିସ୍ଥଳେ ସରକାରୀ ଭାଷାର ଗୁରୁତ୍ୱ ଅଧିକ ରହିଛି। ଦେଶର ସଂଖ୍ୟାଧିକ ଲୋକଙ୍କ ଦ୍ୱାରା କୁହାଯାଉଥିବା…

ତିନି ମାସ ପରେ ଆସିବ କରୋନାର ତୃତୀୟ ଲହର!

ନୂଆଦିଲ୍ଲୀ,୧୪ ।୯: କରୋନା ମହାମାରୀ ଏବେ ସାରା ବିଶ୍ୱର ମେରୁଦଣ୍ଡକୁ ଦୋହଲାଇ ଦେଇଥିବା ବେଳେ ଏବେ ତା’ର ତୃତୀୟ ଲହରକୁ ନେଇ ଚିନ୍ତା ବଢିବାରେ ଲାଗିଛି । କେହି କେହି ବିଶେଷଜ୍ଞ କହୁଛନ୍ତି ଦେଶର କିଛି ରାଜ୍ୟରେ କରୋନାର ତୃତୀୟ ଲହର…

ଆଫଗାନିସ୍ତାନକୁ ୪୭୦ କୋଟିର ଆର୍ଥିକ ସହାୟତା ଦେବ ଆମେରିକା

ୱାଶିଂଟନ,୧୪ ।୯: ଆଫଗାନିସ୍ତାନରେ ତାଲିବାନ ସରକାର ଗଠନ କରିବା ପରେ ଏବେ ଆମେରିକା ଆଫଗାନିସ୍ତାନର ଲୋକଙ୍କୁ ଆର୍ଥିକ ସହାୟତା ଦେବାକୁ ଘୋଷଣା କରିଛି । ଜାତିସଂଘରେ ଆମେରିକାର ରାଷ୍ଟ୍ରଦୂତ ଲିଣ୍ଡା ଥାମ୍ପସନ-ଗ୍ରୀନଫିଲ୍ଡ କହିଛନ୍ତି ଆମେରିକା ଆଫଗାନିସ୍ତାନର ଜନତାଙ୍କ ପାଇଁ ୬୪ ମିଲିୟନ…

ପଛରୁ ଛପିଛପି ହାତୀକୁ କରୁଥିଲେ ପିଛା: ହଠାତ୍‌ ବୁଲିପଡ଼ି ମାଡ଼ିଆସିବାରୁ…

ପ୍ରତ୍ୟେକ ଦିନ ସୋସିଆଲ ମିଡିଆରେ କିଛି ନା କିଛି ନୂତନ ଭିଡିଓ ଏବଂ ଫଟୋ ଭାଇରାଲ ହେଉଛି। ସେଥିରୁ କେତେକ ଭିଡିଓ ଏବଂ ଫଟୋ ହସର ଖୋରାକ ଯୋଗାଉଥିବା ବେଳେ କେତେକ ଭାବପ୍ରବଣ କରିଦିଏ। ସେହିଭଳି ଟୁଇଟରରେ ଏବେ ଏକ ଭିଡିଓ…

ମୃତଦେହକୁ ଦ୍ୱିତୀୟ ଡୋଜ୍‌

ଅନନ୍ତପୁର(ଆନ୍ଧ୍ରପ୍ରଦେଶ),୧୪।୯: ଆନ୍ଧ୍ରପ୍ରଦେଶର ଅନନ୍ତପୁର ଜିଲାରେ ଜଣେ ମୃତ ବ୍ୟକ୍ତିଙ୍କୁ କୋଭିଡ-୧୯ର ଦ୍ୱିତୀୟ ଡୋଜ୍‌ ଟିକା ଦିଆଯାଇଛି। ଏନେଇ ପରିବାର ଲୋକେ ଅଭିଯୋଗ କରିଛନ୍ତି। ମୃତକଙ୍କ ପୁଅ ବ୍ୟବହାର କରୁଥିବା ମୋବାଇଲ ଫୋନକୁ ଏକ ମେସେଜ ଆସିଥିଲା। ସେଥିରେ ତାଙ୍କ ବାପାଙ୍କୁ ଜିଲାର…

ଟଙ୍କା ମୂଲଚାଲକୁ ନେଇ ଡବଲ ମର୍ଡର

ଯାଜପୁର ଅଫିସ/ପାଣିକୋଇଲି(ଡି.ଏନ.ଏ.),୧୪ା୯: ଯାଜପୁର ଜିଲା ପାଣିକୋଇଲି ଥାନା ସାନସୋତି ଗ୍ରାମରେ ଏକ ପୋଲ ନିକଟରେ ଘଟିଥିବା ଡବଲ ମର୍ଡର ଘଟଣାର ରହସ୍ୟ ଉନ୍ମୋଚିତ ହୋଇଛି। ଅପ୍ରାକୃତିକ ଯୌନ ସମ୍ପର୍କ ଓ ଟଙ୍କା ମୂଲଚାଲକୁ ନେଇ ସେମାନଙ୍କୁ ହତ୍ୟା କରାଯାଇଥିଲା। ଏହି ଘଟଣାରେ…

ଟଙ୍କା ପାଇଁ ଶିକ୍ଷକତା ଛାଡ଼ି ବାଛିଲେ ଏମିତି ପେଶା….

ମାନିଲା,୧୪।୯: ଟଙ୍କା ପାଇଁ ଶିକ୍ଷୟିତ୍ରୀରୁ ପାଲଟିଗଲେ ନଗ୍ନ ମଡେଲ। ପରିବାରର ଦାୟିତ୍ୱ ବୋଝ ଆଗରେ ମୁଣ୍ଡ ନୁଆଇଁ ଶିକ୍ଷକତା ଛାଡ଼ି ଉତ୍ତେଜିତ ଭିଡିଓରେ କାର୍ଯ୍ୟ କରୁଛନ୍ତି ଫିଲିପାଇନ୍ସର ୨୧ ବର୍ଷୀୟା ମେୟୁର୍ନ ସ୍ମାଇଲ୍ସ। ସ୍ମାଇଲ୍ସ ଫିଲିପାଇନ୍ସର ଗୋଟିଏ ସ୍କୁଲରେ ଶିକ୍ଷକତା କରୁଥିଲେ।…

ସ୍ପୋଟର୍‌ସ କାର୍‌ ପାଇଁ ଚର୍ଚ୍ଚାରେ ରାମଚରଣ

ଚେନ୍ନାଇ,୧୪।୯: ଦକ୍ଷିଣ ଭାରତର ସୁପରଷ୍ଟାର ରାମଚରଣ ମର୍ସିଡିଜ ମେବ୍ୟାକ ଜିଏଲଏସ ୬୦୦ କିଣିଛନ୍ତି। ଏହି ସ୍ପୋଟର୍‌ସ କାରର ମୂଲ୍ୟ ୪ କୋଟି ଟଙ୍କାରୁ ଉର୍ଦ୍ଧ୍ୱ। ସେ ପ୍ରଥମ ଭାରତୀୟ ଭାବେ ଏହି ମଡେଲର କାର କିଣିଛନ୍ତି। କୌତୁହଳର କଥା, ରାମଚରଣ କାର୍‌…

ଧଳା ସେଓ

ଏବେ ସୋସିଆଲ ମିଡିଆରେ ଏକ ଧଳା ସେଓର ଭିଡିଓ ଭାଇରାଲ ହେବାରେ ଲାଗିଛି । ଆମେ ସମସ୍ତେ ପ୍ରାୟ ଲାଲ ସେଓ, କଳା ସେଓ ଦେଖିଛେ ବା ଖାଇଛେ । ହେଲେ ଏବେ ଏହି ଧଳା ସେଓ ସମସ୍ତଙ୍‌କ ଦୃଷ୍ଟି ଆକର୍ଷଣ…

ସ୍ବାମୀଙ୍କ ଫଟୋ ଶେୟାର କଲେ ଦୀପିକା: ରଣଭୀର କହିଲେ, ବେବି ଏ କ’ଣ କରୁଛ

ବଲିଉଡ୍‌ ଅଭିନେତ୍ରୀ ଦୀପିକା ପାଦୁକୋନ ଏବଂ ସ୍ବାମୀ ରଣଭୀର ସିଂ ଇଣ୍ଡଷ୍ଟ୍ରିର ପ୍ରମୁଖ ସେଲିବ୍ରିଟି ଭାବରେ ଜଣାଶୁଣା। ଉଭୟ ଏତେ ବ୍ୟସ୍ତ ଅଛନ୍ତି ଯେ, ଦୁହେଁ ଇନଷ୍ଟାଗ୍ରାମରେ ଅଧିକ ସକ୍ରିୟ ହେବାକୁ ସମୟ ପାଆନ୍ତି ନାହିଁ । କିନ୍ତୁ ଯେତେବେଳେ ବି…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri