Home Left

ଭୁଶୁଡ଼ିଲା ଆନ୍ଧ୍ର ମହିଳା ସମାଜମ୍‌ କୋଠା

ବ୍ରହ୍ମପୁର ଅଫିସ୍‌,୧୩ା୯: ଲଘୁଚାପଜନିତ ଲଗାଣ ବର୍ଷା ଯୋଗୁ ବ୍ରହ୍ମପୁର ସହରର ଗିରି ମାର୍କେଟରେ ଥିବା ବହୁ ପୁରାତନ ଆନ୍ଧ୍ର ମହିଳା ସମାଜମ୍‌ କୋଠା ଭୁଶୁଡି ପଡ଼ିଛି। ଏହି ଘଟଣାରେ କେହି ମୃତାହତ ହୋଇ ନ ଥିବା ଜଣାପଡିଛି। କିନ୍ତୁ କୋଠାରେ ରହିଥିବା…

କ୍ଷତିପୂରଣ ପାଇଁ ଇସିବିକୁ ଏଭଳି ପ୍ରସ୍ତାବ ଦେଲା ବିସିସିଆଇ

ମାଞ୍ଚେଷ୍ଟର,୧୩।୯: ଆଗାମୀ ବର୍ଷ ଜୁଲାଇରେ ଭାରତୀୟ ଦଳ ଇଂଲଣ୍ଡ ଗସ୍ତ କରି ୩ ମ୍ୟାଚ୍‌ ବିଶିଷ୍ଟ ଟି୨୦ ସିରିଜ୍‌ ଖେଳିବାର ଅଛି। ସେହି ସିରିଜ୍‌ରେ ଅତିରିକ୍ତ ୨ଟି ଟି୨୦ ମ୍ୟାଚ୍‌ ଖେଳିବାକୁ ଇଂଲଣ୍ଡ ଓ ଓ୍ବେଲ୍ସ କ୍ରିକେଟ ବୋର୍ଡ (ଇସିବି)କୁ ଏକ…

ଭୁଶୁଡ଼ିଲା ଜଗନ୍ନାଥ ମନ୍ଦିର

ଫୁଲବାଣୀ ଅଫିସ/ସାରଙ୍ଗଗଡ,୧୩ା।୯: କନ୍ଧମାଳ ଜିଲା କ.ନୂଆଗାଁ ବ୍ଲକ ସାରଙ୍ଗଗଡ ମୁଖ୍ୟ ରାସ୍ତା ପାର୍ଶ୍ୱରେ ଥିବା ସର୍ବପୁରାତନ ଜଗନ୍ନାଥ ମନ୍ଦିର ସୋମବାର ଲଗାଣ ବର୍ଷାରେ ଭୁଶୁଡି ପଡ଼ିଛି। ମନ୍ଦିରର ଅଧା ପର୍ଯ୍ୟନ୍ତ ଭାଙ୍ଗି ଗର୍ଭଗୃହରେ ପଡିଛି। ସୌଭାଗ୍ୟବଶତଃ ମନ୍ଦିର ଭିତରେ କେହି ନ…

ପୁଣି ଏକ୍‌ମୋ ଚିକିତ୍ସାବେଳେ ଗଲା ଜୀବନ

କଟକ ଅଫିସ, ୧୩।୯: ଏସ୍‌ସିବି ମେଡିକାଲ କଲେଜ ଆଣ୍ଡ୍‌ ହସ୍ପିଟାଲର ଏକ୍‌ମୋ ସପୋର୍ଟରେ ଚିକିତ୍ସାଧୀନ ଥିବା ଜଣେ ରୋଗୀଙ୍କ ମୃତ୍ୟୁ ଘଟିଛି। ସେ ହେଲେ ବଲାଙ୍ଗୀର ଜିଲାର ଜ୍ୟୋତିର୍ମୟୀ ପଣ୍ଡା(୩୮)। ଏସ୍‌ସିବିରେ ଏହା ଦ୍ୱିତୀୟ ଏକ୍‌ମୋ ମୃତ୍ୟୁ ବୋଲି ଡାକ୍ତରଖାନା ସୂତ୍ରରୁ…

ଶାସ୍ତ୍ରୀଙ୍କୁ ଦଣ୍ଡିତ କରାଯିବ ନାହିଁ

ନୂଆଦିଲ୍ଲୀ,୧୩।୯: ଇଂଲଣ୍ଡ ବିପକ୍ଷ ଚତୁର୍ଥ ଟେଷ୍ଟ ପୂର୍ବରୁ ଲଣ୍ଡନରେ ନିଜ ବୁକ୍‌ ଲଞ୍ଚିଂ ପ୍ରୋଗ୍ରାମରେ ଯୋଗ ଦେଇଥିଲେ ଭାରତୀୟ ଦଳର ମୁଖ୍ୟ କୋଚ୍‌ ରବି ଶାସ୍ତ୍ରୀ। ତାହା ପୁଣି ଭାରତୀୟ କ୍ରିକେଟ କଣ୍ଟ୍ରୋଲ ବୋର୍ଡ (ବିସିସିଆଇ)ର ବିନା ଅନୁମତିରେ। ତେବେ ଏଥିଲାଗି…

ବିଏମ୍‌ସିର ବିନା ଅନୁମତିରେ ଚାଲିଥିଲା ପ୍ରଦର୍ଶନୀ

ଭୁବନେଶ୍ୱର,୧୩।୯(ବ୍ୟୁରୋ): ବିଏମ୍‌ସିର ବିନା ଅନୁମତିରେ ଆୟୋଜନ ହେଉଥିଲା ପ୍ରଦର୍ଶନୀ । ଏନେଇ ଜୟଦେବ ବିହାର ସ୍ଥିତ ତିରୁମାଳା ତିରୁପତି ଦେବସ୍ଥାନମ୍‌ କଲ୍ୟାଣ ମଣ୍ଡପକୁ ବିଏମ୍‌୍‌ସି ପକ୍ଷରୁ ସିଲ୍‌ କରାଯାଇଛି। ସମ୍ପୃକ୍ତ ମଣ୍ଡପରେ ସିଲ୍‌ ଇଣ୍ଡିଆ ପକ୍ଷରୁ ବସ୍ତ୍ର ପ୍ରଦର୍ଶନୀ ଆୟୋଜନ କରାଯାଉଥିଲା।…

ଅରିଜିନାଲ ମାର୍କସିଟ୍‌ ବିନା ଏଥର କରିହେବ +୩ ଆଡମିଶନ

ଭୁବନେଶ୍ୱର,୧୩।୯(ବ୍ୟୁରୋ) : ଏଥର +୨ ଅରିଜିନାଲ ମାର୍କସିଟ୍‌ ଓ ମାଇଗ୍ରେଶନ ସାର୍ଟିଫିକେଟ ବିନା +୩ ଆଡମିଶନ କରିପାରିବେ ଛାତ୍ରୀଛାତ୍ର। କରୋନା ଯୋଗୁ ଡାଉନଲୋଡ୍‌ ମାର୍କସିଟ୍‌ରେ ଏଥର ଆଡମିଶନ କରି ହେବ ବୋଲି ଶିକ୍ଷା ପକ୍ଷରୁ ସୂଚନା ମିଳିଛି। ଅଣ୍ଡରଟେକିଂ ନେଇ ଆଡମିଶନ…

ଏବେ ଭାରତ-ପାକିସ୍ତାନ ସିରିଜ୍‌ ସମ୍ଭବ ନୁହେଁ

ଲାହୋର,୧୩।୯: ଏବେ ଦୁଇ ପଡ଼ୋଶୀ ଦେଶ ଭାରତ ଓ ପାକିସ୍ତାନ ମଧ୍ୟରେ ଦ୍ୱିପାକ୍ଷିକ କ୍ରିକେଟ ସିରିଜ୍‌ ଖେଳାଯିବା ସମ୍ଭବ ନୁହେଁ। ନୂଆ କରି ପାକିସ୍ତାନ କ୍ରିକେଟ ବୋର୍ଡ (ପିସିବି)ର ଚେୟାରମ୍ୟାନ ଦାୟିତ୍ୱ ପାଇଥିବା ପୂର୍ବତନ ପାକିସ୍ତାନ କ୍ରିକେଟର ରମିଜ ରାଜା ଏଭଳି…

ସ୍ଥଳଭାଗ ଛୁଇଁଲା ଅବପାତ, ପ୍ରବଳ ବର୍ଷା ଜାରି

ଭୁବନେଶ୍ବର,୧୩।୯: ବଙ୍ଗୋପସାଗରରେ ସୃଷ୍ଟ ହୋଇଥିବା ଅବପାତ(ଡିପ୍‌ ଡିପ୍ରେସନ) ସୋମବାର ସ୍ଥଳଭାଗ ଛୁଇଁଛି। ଏହା ପଶ୍ଚିମ, ଉତ୍ତର-ପଶ୍ଚିମ ଦିଗରେ ଗତି କରୁଛି। ଆଗାମୀ ୪୮ ଘଣ୍ଟାରେ ଏହା ଆଭ୍ୟନ୍ତରୀଣ ଓଡ଼ିଶା, ଉତ୍ତର ଛତିଶଗଡ଼, ମଧ୍ୟପ୍ରଦେଶ ଆଡ଼କୁ ଗତି କରିବ। ଏହାର ପ୍ରଭାବର ଓଡ଼ିଶାର…

ଗ୍ଲାମରସ୍ ଲୁକରେ ଅମିଶା

ମୁମ୍ବାଇ: ବଲିଉଡ୍‌ର ବିଗତ ଦିନର ନାୟିକା ଅମିଶା ପଟେଲ ଏବେ ସୋସିଆଲ ମିଡିଆରେ ଛାଇ ହୋଇ ରହିଛନ୍ତି । ବଡ ପରଦାଠାରୁ ଦୂରରେ ଥିବା ଏହି ନାୟିକା କିନ୍ତୁ ସୋସିଆଲ ମିଡିଆରେ ଖୁବ୍ ଆକ୍ଟିଭ । ସମୟ ସମୟରେ ସେ ତାଙ୍କର…

ଆଇପିଏଲ ପାଇଁ ବାତିଲ ହୋଇନାହିଁ ମାଞ୍ଚେଷ୍ଟର ଟେଷ୍ଟ

ନୂଆଦିଲ୍ଲୀ,୧୩।୯: ଭାରତ-ଇଂଲଣ୍ଡ ଟେଷ୍ଟ ସିରିଜ୍‌ର ୫ମ ତଥା ଅନ୍ତିମ ଟେଷ୍ଟ ବାତିଲ ହେବା ପରେ ପୂର୍ବତନ ଅଧିନାୟକ ତଥା ବିସିସିଆଇ ସଭାପତି ସୌରଭ ଗାଙ୍ଗୁଲି ପ୍ରଥମ ଥର ମୁହଁ ଖୋଲିଛନ୍ତି। ଦଳୀୟ କ୍ୟାମ୍ପରେ କୋଭିଡ୍‌ ଦେଖାଦେବା ପରେ ଖେଳାଳିମାନେ ଖେଳିବାକୁ ମନା…

ନାମାଙ୍କନ ପତ୍ର ଦାଖଲ କଲେ ଟିବ୍ରେୱାଲ

କୋଲକାତା,୧୩।୯: ଭାରତୀୟ ଜନତା ପାର୍ଟି (ଭାଜପା) ପ୍ରାର୍ଥୀ ପ୍ରିୟଙ୍କା ଟିବ୍ରେୱାଲ ସୋମବାର ଭବନୀପୁର ବିଧାନସଭା ଆସନରେ ହେବାକୁ ଥିବା ଉପ-ନିର୍ବାଚନ ପାଇଁ ନାମାଙ୍କନପତ୍ର ଦାଖଲ କରିଛନ୍ତି। ସେ ଅଲିପୋରର ସର୍ଭେ ଭବନରେ ନାମାଙ୍କନପତ୍ର ଦାଖଲ କରିଥିଲେ। ତାଙ୍କ ସହ ବିରୋଧୀଦଳର ନେତା…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri