ଏସ୍ସିବି ଛାତରୁ ଖସିଲା କଂକ୍ରିଟ
କଟକ ଅଫିସ,୧୩।୯: କଟକ ବଡ଼ ଡାକ୍ତରଖାନାର ସର୍ଜରୀ ବିଭାଗ ଆଉଟଡୋରରେ ସୋମବାର ଛାତରୁ କଂକ୍ରିଟ ଖଣ୍ଡ ଖସି ପଡ଼ଛି। କଂକ୍ରିଟ ଖଣ୍ଡ ଖସିବା ଯୋଗୁ ଛାତରେ ଲାଗିଥିବା ସିଲିଂ ମଧ୍ୟ ଖସିଯାଇଥିଲା। ରୋଗୀମାନେ ଟିକେଟ କାଟିବା ପାଇଁ ଯାଇଥିବାରୁ କାହାର କୌଣସି…
ଲକ୍ଡାଉନରେ ଏହିସବୁ କାମ କରୁଥିଲେ ସୈଫ୍
ପ୍ରସିଦ୍ଧ ହାସ୍ୟ ଅଭିନେତା କପିଲ ଶର୍ମା ତାଙ୍କ କମେଡି ଶୋ ‘ଦି କପିଲ ଶର୍ମା ଶୋ’ ମାଧ୍ୟମରେ ବିଗତ ଅନେକ ବର୍ଷ ଧରି ଲୋକଙ୍କୁ ହସାଉଛନ୍ତି। କପିଲଙ୍କ ଏହି ଶୋ’କୁ ଲୋକମାନେ ବହୁତ ପସନ୍ଦ କରନ୍ତି। ନିକଟରେ ଏହି ଶୋ’ରେ ଅତିଥି…
ଲଗାଣ ବର୍ଷାରେ ଭୁଶୁଡ଼ିଲା ୧୦୦ ବର୍ଷ ପୁରୁଣା କୋଠା
ବ୍ରହ୍ମପୁର ଅଫିସ,୧୨।୯: ରାଜ୍ୟରେ ତିନିଦିନ ଧରି ଲଘୁଚାପ ଜନିତ ଲଗାଣ ବର୍ଷା କାରଣରୁ ବ୍ରହ୍ମପୁରର ୧୦୦ ବର୍ଷର ପୁରୁଣା ତେଲୁଗୁ ସମାଜମ କୋଠା ରବିବାର ବିଳମ୍ବିତ ରାତ୍ରିରେ ଭୁଶୁଡ଼ି ପଡିଛି। ତେବେ ଏଥିରେ କାହାର କିଛି କ୍ଷତି ହୋଇ ନାହିଁ। ଖବରପାଇ…
ପୁଣି ଚର୍ଚ୍ଚାରେ ସୁହାନା
ମୁମ୍ବାଇ: ବଲିଉଡ୍ ଅଭିନେତା ଶାହରୁଖ ଖାନ୍ଙ୍କ ଝିଅ ସୁହାନା ଖାନ୍ ଏବେ ବେଶ୍ ଚର୍ଚ୍ଚାରେ ଅଛନ୍ତି। ସେ ଫିଲ୍ମ ଇଣ୍ଡଷ୍ଟ୍ରିରେ କାମ କରିନଥିଲେ ମଧ୍ୟ ତାଙ୍କର ଲୋକପ୍ରିୟତା କିଛି କମ୍ ନୁହେଁ। ସେ ସବୁବେଳେ ନୂଆନୂଆ ଫଟୋ ଭିଡିଓ ଶେୟାର କରି…
କୋହଲିଙ୍କୁ ନେଇ ବିସିସିଆଇର ବଡ଼ ଘୋଷଣା: ଅଧିନାୟକ ପଦରେ ରହିବେ ନା ନାହିଁ ଜାଣନ୍ତୁ
ନୂଆଦିଲ୍ଲୀ,୧୩।୯: ଭାରତୀୟ ଦଳର ଅଧିନାୟକ ବିରାଟ କୋହଲି ଟି -୨୦ ବିଶ୍ୱକପ ପରେ ସୀମିତ ଓଭର କ୍ରିକେଟରେ ଦଳର ଅଧିନାୟକତ୍ୱ ଛାଡିପାରନ୍ତି ବୋଲି ଗଣମାଧ୍ୟମରେ ଚର୍ଚ୍ଚା ହେଉଛି। ତେବେ କ୍ରିକେଟ ବୋର୍ଡ ଅଫ ଇଣ୍ଡିଆ (ବିସିସିଆଇ) ର କୋଷାଧ୍ୟକ୍ଷ ଅରୁଣ ଧୁମାଲ…
ଭାରତୀୟ ଦଳକୁ କୋଚିଂ ଦେବାକୁ ଚାହୁଁନାହାନ୍ତି ଧୋନୀ: ଗାଙ୍ଗୁଲି କଲେ ଖୁଲାସା
ନୂଆଦିଲ୍ଲୀ,୧୩।୯: ଟିମ ଇଣ୍ଡିଆର ପୂର୍ବତନ ଅଧିନାୟକ ଏମଏସ ଧୋନୀଙ୍କୁ ଟି -୨୦ ବିଶ୍ୱକପ ପାଇଁ ଦଳର ମେଣ୍ଟର କରାଯାଇଛି। ଦଳ ୨୦୦୭ ମସିହାରୁ ବିଶ୍ୱକପ ଟାଇଟଲ ଜିତି ନାହିଁ। କିନ୍ତୁ ଧୋନୀ କେବଳ ଏହି ବିଶ୍ୱକପ ପର୍ଯ୍ୟନ୍ତ ଦଳ ସହ ରହିବେ।…
ଲଗାଣ ବର୍ଷା: ଲେଙ୍ଗୁମହା ନିକଟରେ ଗଛ ପଡ଼ି ରାସ୍ତା ଅବରୋଧ
ରାଇକିଆ,୧୩।୯(ଡି.ଏନ୍.ଏ.): କନ୍ଧମାଳ ଜିଲା ରାଇକିଆ ଅଞ୍ଚଳରେ ଗତ ଦୁଇଦିନ ଧରି ଲଗାଣ ବର୍ଷା ଲାଗି ରହିଛି। ଏହାର ପ୍ରଭାବରେ ରାଇକିଆ-ଦାରିଙ୍ଗିବାଡ଼ି ରାସ୍ତାର ଲେଙ୍ଗୁମହା ନିକଟରେ ଏକ ବିରାଟ ଗଛ ଭାଙ୍ଗି ରାସ୍ତା ଉପରେ ପଡ଼ି ରହିଛି। ଛୋଟ ଯାନ ବାହାନ ରାସ୍ତା…
ଅମରୁଲ୍ଲା ସାଲେହଙ୍କ ଘରୁ ମିଳିଲା ୪୮ କୋଟି ସହିତ ସୁନା ଇଟା, ତାଲିବାନ୍ର ଦାବି…
କାବୁଲ,୧୩।୯: ଆଫଗାନିସ୍ତାନର ପଞ୍ଜଶିରରେ ଏକ ଅଞ୍ଚଳ ଉପରେ କବ୍ଜା କରିଥିବା ନେଇ ତାଲିବାନ୍ ଆତଙ୍କବାଦୀ ସଂଗଠନ ପକ୍ଷରୁ ଦାବି କରାଯାଇଛି। ସେମାନଙ୍କୁ ପଞ୍ଜଶିର ମୁଖ୍ୟ ଅମରୁଲ୍ଲା ସାଲେହଙ୍କ ଘରୁ ୬.୫ ମିଲିୟନ ଡଲାର (ପ୍ରାୟ ୪୮ କୋଟି ଟଙ୍କା) ପାଇଛନ୍ତି ବୋଲି…
କୋହଲିଙ୍କ ବିରୋଧରେ ଚାଲିଛି ଷଡଯନ୍ତ୍ର
ଇସଲମାବାଦ,୧୩।୯: ବିରାଟ କୋହଲି ଟି -୨୦ ବିଶ୍ୱକପ ପରେ ଟିମ ଇଣ୍ଡିଆର ଟି -୨୦ ଏବଂ ଦିନିକିଆ ଦଳର ଅଧିନାୟକ ପଦ ଛାଡିବେ ଏବଂ ରୋହିତ ଶର୍ମା ଏହି ଦାୟିତ୍ୱ ନେବେ ବୋଲି ଚର୍ଚ୍ଚା ହେଉଛି। କୋହଲି ତାଙ୍କ ବ୍ୟାଟିଂ ଉପରେ…
ମାଛ ଧରିବାକୁ ଯାଇ ଆଉ ଘରକୁ ଫେରିଲେନି ବ୍ୟକ୍ତି
ନିଶ୍ଚିନ୍ତକୋଇଲି,୧୩।୯(ସ୍ବପ୍ର): କଟକ ଜିଲା ନିଶ୍ଚିନ୍ତକୋଇଲି ଥାନା ଅଧୀନ ପଟନାଲିରେ ମାଛ ଧରିବାକୁ ଯାଇ ସଞ୍ଜୟ ରାଉତ ନାମକ ଜଣେ ବ୍ୟକ୍ତି ନିଖୋଜ ଥିଲେ। ତେବେ ତାଙ୍କ ମୃତଦେହ ଉଦ୍ଧାର କରାଯାଇଛି। ସୂଚନାଯୋଗ୍ୟ, ସଞ୍ଜୟ ମାଛ ଧରିବା ପାଇଁ ଗ୍ରାମର ତ୍ରିନାଥ ମନ୍ଦିର…
୧୭ରୁ ପୁଣି ବର୍ଷା!
ଭୁବନେଶ୍ୱର,୧୩।୯(ବ୍ୟୁରୋ): ରାଜ୍ୟରେ ରବିବାରଠାରୁ ଲଘୁଚାପ ଜନିତ ଲଗାଣ ବର୍ଷା ଲାଗିରହିଛି। ତେବେ ୧୭ରୁ ପୁଣି ବର୍ଷା ହୋଇପାରେ ବୋଲି ସୋମବାର ଆଇଏମ୍ଡି ଡିଜି ମୃତ୍ୟୁଞ୍ଜୟ ମହାପାତ୍ର ସୂଚନା ଦେଇଛନ୍ତି। ସେ କହିଛନ୍ତି, ୧୭ ତାରିଖ ପାଖାପାଖି ଉତ୍ତର ବଙ୍ଗୋପ ସାଗରରେ ଆଉ…
ଲଗାଣ ବର୍ଷାରେ ଜନଜୀବନ ଅସ୍ତବ୍ୟସ୍ତ: ବଢ଼ୁଛି ଋଷିକୁଲ୍ୟା
ପୁରୁଷୋତ୍ତମପୁର,୧୩।୯(ଡି.ଏନ୍.ଏ.): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ଅଞ୍ଚଳରେ ତିନିଦିନ ହେଲା ଲଗାଣ ବର୍ଷା ଲାଗି ରହିଛି। ଏହାର ପ୍ରଭାବରେ ଜନଜୀବନ ଅସ୍ତବ୍ୟସ୍ତ ହୋଇ ପଡ଼ିଥିବା ବେଳେ ଚାଷ ଜମିଗୁଡ଼ିକ ଜଳମଗ୍ନ ହୋଇଛି। ତିନିଦିନ ମଧ୍ୟରେ ସୋମବାର ସକାଳ ୧୧ଟା ୩୦ ସୁଧା ସମୁଦାୟ…
Archives


