Home Left

ଜାତୀୟ ସ୍ତରର ଖୋ ଖୋ ଖେଳାଳିଙ୍କୁ ବଳାତ୍କାର ପରେ ହତ୍ୟା

ବିଜନୋର,୧୨।୯: ଉତ୍ତରପ୍ରଦେଶର ଜଣେ ୨୪ ବର୍ଷୀୟା ଜାତୀୟ ସ୍ତରର ଖୋ ଖୋ ଖେଳାଳିଙ୍କୁ ବଳାତ୍କାର ପରେ ହତ୍ୟା କରାଯାଇଥିବା ଅଭିଯୋଗ ହୋଇଛି। ବିଜନୋରସ୍ଥିତ ଘର ଠାରୁ ୧୦୦ ମିଟର ଦୂର ରେଲଓ୍ବେ ଟ୍ରାକ ନିକଟରୁ ମିଳିଛି ପୀଡ଼ିତାଙ୍କ ମୃତଦେହ। ମୃତଦେହରେ କୌଣସି…

ସୋମବାର ଶପଥ ନେବେ ଭୂପେନ୍ଦ୍ର

ଗାନ୍ଧିନଗର,୧୨।୯: ଗୁଜରାଟ ନୂତନ ମୁଖ୍ୟମନ୍ତ୍ରୀ ଭାବେ ଭୂପେନ୍ଦ୍ର ପଟେଲ ସୋମବାର ଦିନ ୨ଟାରେ ଶପଥ ନେବେ। ଏହାର ଦୁଇ ଦିନ ପରେ କ୍ୟାବିନେଟ୍‌ ମନ୍ତ୍ରୀମାନେ ଶପଥ ନେବେ। ଏହାପୂର୍ବରୁ ଭୂପେନ୍ଦ୍ର ରବିବାର ରାଜ୍ୟପାଳ ଆଚାର୍ଯ୍ୟ ଦେବବ୍ରତଙ୍କୁ ଭେଟିବା ପାଇଁ ରାଜ ଭବନରେ…

ଗଣେଶ ବିସର୍ଜନ ବେଳେ ଘଟିଲା ଦୁର୍ଘଟଣା

ବସ୍ତା,୧୨।୯(ଡି.ଏନ.ଏ.): ଗଣେଶ ମୂର୍ତ୍ତି ଭସାଣି ବେଳେ ରବିବାର ସୁବର୍ଣ୍ଣରେଖା ନଦୀ ରାଜଘାଟସ୍ଥିତ ବାରୁଣୀ ଘାଟରେ ଜଣେ ଛାତ୍ର ଭାସିଯାଇ ନିଖୋଜ ହୋଇଯାଇଛନ୍ତି। ସେ ହେଲେ ବସ୍ତା ଥାନା ସନ୍ତୋଷପୁର ପଞ୍ଚାୟତ ରାମଚନ୍ଦ୍ରପୁର ଗ୍ରାମର ଗୁରୁପ୍ରସାଦ ସାମଲ(୧୬)। ମିଳିଥିବା ସୂଚନା ମୁତାବକ, ଭେଲୋରାସ୍ଥିତ…

ଜଣଙ୍କୁ ବଞ୍ଚାଇବାକୁ ଯାଇ ବୁଡ଼ିଗଲେ ୩ ସାଙ୍ଗ

ବିଦିଶା,୧୨।୯: ପିକ୍‌ନିକ୍‌ ସ୍ପଟ୍‌ରେ ଥିବା ଝରଣାରେ ଗାଧାଉଥିବା ବେଳେ ୩ ଯୁବକ ବୁଡ଼ି ପ୍ରାଣ ହରାଇଛନ୍ତି। ଏଭଳି ଦୁଃଖଦ ଘଟଣା ଘଟିଛି ମଧ୍ୟପ୍ରଦେଶର ବିଦିଶା ଜିଲାର ହଲାଲି ଡ୍ୟାମ ନିକଟରେ। ଭୋପାଳାସ୍ଥିତ ଅଶୋକ ନଗରରେ ରହୁଥିବା ୩ ସାଙ୍ଗ ଅମିତ ପଟେଲ…

ରିଲେଶନଶିପକୁ ନେଇ ମୁହଁ ଖୋଲିଲେ ନର୍ଗିସ

ମୁମ୍ବାଇ: ବଲିଉଡ୍‌ର ନାଁ କରା ଅଭିନେତ୍ରୀ ନର୍ଗିସ ଫାକରି କରୋନା ମହାମାରୀ ପରଠାରୁ ୟୁଏସ୍‌ରେ ରହି ଆସୁଛନ୍ତି । ଏହି ସମୟରେ ସେ ସୋସିଆଲ ମିଡିଆ ମାଧ୍ୟମରେ ତାଙ୍କ ଭାରତୀୟ ପ୍ରଶଂସକଙ୍କ ସହ ଯୋଡି ହୋଇ ରହୁଛନ୍ତି । ଏମିତି ଏକ…

ପୁଣି ସମସ୍ତଙ୍କୁ ଆଶ୍ଚର୍ଯ୍ୟ କଲେ ମୋଦି-ଶାହା ଯୋଡି

ନୂଆଦିଲ୍ଲୀ,୧୨।୯: ଭାରତୀୟ ଜନତା ପାର୍ଟି ୨୪ ଘଣ୍ଟାରୁ କମ୍‌ ସମୟ ମଧ୍ୟରେ ନୂତନ ମୁଖ୍ୟମନ୍ତ୍ରୀ ନାମ ଘୋଷଣା କରିଛି। ଗୁଜରାଟର ନୂତନ ମୁଖ୍ୟମନ୍ତ୍ରୀ ଭାବେ ଭୂପେନ୍ଦ୍ର ଭାଇ ରଜନୀକାନ୍ତ ପଟେଲଙ୍କ ନାମ ଘୋଷଣା କରାଯାଇଛି। ଭୁପେନ୍ଦ୍ର ପଟେଲ (୫୯) ବର୍ତ୍ତମାନ ଅହମ୍ମଦାବାଦର…

ପିଭି ସିନ୍ଧୁଙ୍କ ସହ ଡିନର କଲେ ‘ଦୀପବୀର’

ମୁମ୍ବାଇ: ଟୋକିଓ ଅଲମ୍ପିକ୍ସ ବ୍ରୋଞ୍ଜ ପଦକ ବିଜୟିନୀ ପିଭି ସିନ୍ଧୁଙ୍କ ସହିତ ବଲିଉଡ୍‌ ଷ୍ଟାର ରଣବୀର ସିଂ ଓ ଦୀପିକା ପାଦୁକୋଣଙ୍କ ସହ ଶନିବାର ଏକ ରେଷ୍ଟୁରାଣ୍ଟରେ ଡିନର କରିଛନ୍ତି। ଏନେଇ ସୋସିଆଲ ମଡିଆରେ ଏକ ଫଟୋ ଶେୟାର କରି ସୂଚନା…

ମୋଦି-ଶାହା-ନଡ୍ଡାଙ୍କୁ ହୃଦୟରୁ ଧନ୍ୟବାଦ ଦେଲେ ଭୂପେନ୍ଦ୍ର

ଗାନ୍ଧୀନଗର,୧୨।୯: ଗୁଜରାଟର ମୁଖ୍ୟମନ୍ତ୍ରୀ ହେବାକୁ ଯାଉଛନ୍ତି ଭୂପେନ୍ଦ୍ର ପଟେଲ। ମୁଖ୍ୟମନ୍ତ୍ରୀ ବିଜୟ ରୁପାନୀ ମୁଖ୍ୟମନ୍ତ୍ରୀ ପଦରୁ ଇସ୍ତଫା ଦେବା ପରେ ଗୁଜରାଟରେ ରାଜନୈତିକ ସଙ୍କଟର ସମାଧାନ ପାଇଁ ରବିବାର ବିଧାନସଭା ଦଳର ଏକ ବୈଠକ ଅନୁଷ୍ଠିତ ହୋଇଥିଲା। ଏହି ବୈଠକରେ ସର୍ବସମ୍ମତି…

କାହିଁକି ଟିମ୍‌ ଇଣ୍ଡିଆକୁ ମେଣ୍ଟରଙ୍କ ଆବଶ୍ୟକତା ପଡ଼ିଲା

ନୂଆଦିଲ୍ଲୀ,୧୨।୯: ରାତାରାତି ଏମିତି କ’ଣ ଘଟିଲା ଯେ, ଆଇସିସି ଟି୨୦ ବିଶ୍ୱକପ୍‌ ପାଇଁ ଟିମ୍‌ ଇଣ୍ଡିଆକୁ ମେଣ୍ଟରଙ୍କ ଆବଶ୍ୟକତା ପଡ଼ିଲା? ଭାରତୀୟ କ୍ରିକେଟ କଣ୍ଟ୍ରୋଲ ବୋର୍ଡ (ବିସିସିଆଇ)କୁ ଏହି ପ୍ରଶ୍ନ କରିଛନ୍ତି ପୂର୍ବତନ ଭାରତୀୟ କ୍ରିକେଟର ଅଜୟ ଜାଡେଜା। ଆସନ୍ତା ଅକ୍ଟୋବର…

ଦିଗପହଣ୍ଡିରେ ଭାଜପାର ସାଙ୍ଗଠନିକ ନିର୍ବାଚନ

ଦିଗପହଣ୍ଡି,୧୨।୯(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ଦିଗପହଣ୍ଡିରେ ଭାଜପାର ସାଙ୍ଗଠନିକ ନିର୍ବାଚନୀ ବୈଠକ ଅନୁଷ୍ଠିତ ହୋଇଯାଇଛି। ସ୍ଥାନୀୟ ଶ୍ରୀ ଚନ୍ଦ୍ରଚୂଡ଼େଶ୍ୱର ଶୈବପୀଠ ପରିସରରେ ଆୟୋଜିତ ବୈଠକରେ ଭାଜପା ଦିଗପହଣ୍ଡି ନଗର କମିଟିର ବହୁସଂଖ୍ୟକ କାର୍ଯ୍ୟକର୍ତ୍ତା ଓ କର୍ମୀ ଉପସ୍ଥିତ ଥିଲେ। ଭାଜପା ଗଞ୍ଜାମ ଜିଲା…

ବିଶ୍ୱକପ୍‌ ଦଳରେ ସାମିଲ ହେବା ମାତ୍ରେ ରେକର୍ଡ କଲେ ୟୁନିଭର୍ସ ବସ୍‌

ନୂଆଦିଲ୍ଲୀ,୧୨।୯: ଏକ ସମୟ ଥିଲା ଯେତେବେଳେ ଟି-୨୦ କ୍ରିକେଟକୁ ଯୁବ ପ୍ରତିଭାଙ୍କ ଖେଳ ବୋଲି କୁହାଯାଉଥିଲା। ହେଲେ ୨୦୦୭ରେ ଟି-୨୦ ବିଶ୍ୱକପ୍‌ ଆୟୋଜନ ସହ ବିଶ୍ୱର ପ୍ରତିଟି ଦେଶରେ ଟି-୨୦ ଲିଗ୍‌ ଆରମ୍ଭ ହେବା ପରେ ଚିତ୍ର ସମ୍ପୂର୍ଣ୍ଣ ବଦଳି ଯାଇଛି।…

ଲୁଗା ଗୁଡ଼େଇ ଫିଙ୍ଗିଦେଲେ ନବଜାତ ଶିଶୁକୁ: ବର୍ଷା ପାଣିରେ ଭାସି ଲାଗିଲା କେନାଲରେ

ବଲାଙ୍ଗୀର ଅଫିସ,୧୨।୯: ବଲାଙ୍ଗୀର ସହର ତୁଳସୀନଗରର ମହାରାଣୀ ସାଗର ସରପ୍ଲସ କେନାଲରୁ ରବିବାର ଜଣେ ନବଜାତ ଶିଶୁର ମୃତଦେହ ଉଦ୍ଧାର ହୋଇଛି। ଶିଶୁଟିକୁ ଲୁଗା ଗୁଡ଼େଇ ଫିଙ୍ଗା ଯାଇଥିବା ବେଳେ ବର୍ଷାପାଣିରେ ଭାସି ଆସିବା ପରେ ସରପ୍ଲସ କେନାଲରେ ପଡ଼ିଥିବା ଦେଖାଯାଇଛି।…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri