ଲାଗିପାରୁନି ବ୍ରେକ୍, ୩ ଦିନରେ ୩୫୨ ପିଲା ପଜିଟିଭ
ଭୁବନେଶ୍ୱର,୧୧।୯(ବ୍ୟୁରୋ): ରାଜ୍ୟରେ ଏବେ କରୋନା ସଂକ୍ରମଣ ନିୟନ୍ତ୍ରଣାଧୀନ ରହିଛି। ତେବେ ପିଲାଙ୍କ ସଂକ୍ରମଣରେ ବ୍ରେକ୍ ଲାଗିପାରୁ ନାହିଁ। ଗତ ୨୪ ଘଣ୍ଟାରେ ୬୩୦ ଜଣ ନୂତନ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ସେଥିରୁ ୧୮ ବର୍ଷରୁ କମ୍ ୧୧୬ଜଣ ସଂକ୍ରମିତ…
ଆଖି ବୁଝିଲେ ସାକିନାକା ବଳାତ୍କାର ପୀଡ଼ିତା
ମୁମ୍ବାଇ,୧୧।୯: ମୁମ୍ବାଇର ସାକିନାକା ଅଞ୍ଚଳରେ ଟେମ୍ପୋ ଭିତରେ ୩୪ ବର୍ଷୀୟା ମହିଳାଙ୍କୁ ବଳାତ୍କାର ପରେ ପୀଡ଼ିତାଙ୍କ ଯୌନାଙ୍ଗରେ ଅଭିଯୁକ୍ତ ଲୁହା ରଡ୍ ପୁରାଇ ଦେଇଥିଲେ। ଗୁରୁତର ଅବସ୍ଥାରେ ପୀଡ଼ିତାଙ୍କୁ ଉଦ୍ଧାର କରି ମୁମ୍ବାଇର ରାଜୱାଡ଼ି ହସ୍ପିଟାଲରେ ଭର୍ତ୍ତି କରିଥିଲା ପୋଲିସ। ଚିକିତ୍ସାଧୀନ…
ରାଜଧାନୀରେ କମୁନି ସ୍ଥାନୀୟ ସଂକ୍ରମଣ
ଭୁବନେଶ୍ୱର,୧୧ା୯(ବ୍ୟୁରୋ): ଶନିବାର ରାଜଧାନୀ ଭୁବନେଶ୍ୱରରୁ ୧୬୨ କରୋନା ସଂକ୍ରମିତ ଚିହ୍ନଟ ହୋଇଛନ୍ତି। ଏମାନଙ୍କ ମଧ୍ୟରୁ ୧୧୭ ଜଣ ସ୍ଥାନୀୟ ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ ୪୫ ଜଣ କ୍ୱାରାଣ୍ଟାଇନ୍ରୁ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ରାଜଧାନୀରେ ମୋଟ୍ ଆକ୍ରାନ୍ତଙ୍କ ସଂଖ୍ୟା ୧୦…
ସ୍ତ୍ରୀଙ୍କୁ ମାଡ଼ମାରିବା ପରେ ନିଜ ଦେହରେ ନିଆଁ ଲାଗାଇଲେ ସ୍ବାମୀ
ଖଇରା,୧୧ା୯(ଡି.ଏନ.ଏ.): ବାଲେଶ୍ବର ଜିଲା ଖଇରା ଥାନା ଅଧୀନ ଅର୍ଜୁନପୁର ଗ୍ରାମର ଶିଶିର କୁମାର ପ୍ରଧାନ(୫୦) ନାମକ ବ୍ୟକ୍ତି ପାରିବାରିକ କଳହକୁ କେନ୍ଦ୍ର କରି ନିଜ ଦେହରେ କିରୋସିନ ଢାଳି ନିଆଁ ଲଗାଇ ଦେଇଥିଲେ। ଖଇରା ଅଗ୍ନିଶମ ବାହିନୀ ତାଙ୍କୁ ଉଦ୍ଧାର କରି…
ଆଇପିଏଲରୁ ଓହରିଲେ ୩ ଇଂଲଣ୍ଡ ଖେଳାଳି
ନୂଆଦିଲ୍ଲୀ,୧୧।୯: ଆସନ୍ତା ୧୯ ତାରିଖରୁ ୟୁନାଇଟେଡ୍ ଆରବ ଏମିରେଟ୍ସ (ୟୁଏଇ)ରେ ଆରମ୍ଭ ହେବାକୁ ଥିବା ଚଳିତ ଆଇପିଏଲ ସିଜନର ବଳକା ମ୍ୟାଚ୍ରୁ ଜଣଙ୍କ ପରେ ଜଣେ ଇଂଲଣ୍ଡ ଖେଳାଳି ଓହରି ଯାଇଛନ୍ତି। ବ୍ୟକ୍ତିଗତ କାରଣ ଦର୍ଶାଇ ଲୋକପ୍ରିୟ କ୍ରିକେଟ ଲିଗ୍ରେ ଖେଳିବାକୁ…
୫୦୦ ଟଙ୍କା ପାଇଁ ମା’ଙ୍କୁ ହାଣିଲା ପୁଅ
ଆନନ୍ଦପୁର,୧୧।୯(ସ୍ବ.ପ୍ର.): କେନ୍ଦୁଝର ଜିଲା ଘସିପୁରା ଥାନା ଅଞ୍ଚଳର ମଣ୍ଟୁ ଜେନା ଶନିବାର କୌଣସି କାରଣ ପାଇଁ ନିଜ ମା’ଙ୍କୁ ୫୦୦ ଟଙ୍କା ମାଗିଥିଲେ। ମା’ ଏତେ ଅର୍ଥ ଦେବାରେ ଅସମର୍ଥ ପ୍ରକାଶ କରି ମଣ୍ଟୁଙ୍କୁ ୩୦ ଟଙ୍କା ଦେବାରେ ସକ୍ଷମ ହୋଇଥିଲେ।…
ଭାରତୀୟ ଦଳର ସମର୍ଥନରେ ପୂର୍ବତନ ପାକିସ୍ତାନ ଅଧିନାୟକ
ଇସଲାମାବାଦ୍,୧୧।୯: କୋଚିଂ ଷ୍ଟାଫ୍ କୋଭିଡ୍-୧୯ ସଂକ୍ରମିତ ହେବା ପରେ ଇଂଲଣ୍ଡ ବିପକ୍ଷ ପଞ୍ଚମ ତଥା ଅନ୍ତିମ ଟେଷ୍ଟ ଖେଳିବାକୁ ଅକ୍ଷମତା ପ୍ରକାଶ କରିଥିଲା ଟିମ୍ ଇଣ୍ଡିଆ। ଏଭଳି ନିଷ୍ପତ୍ତିକୁ କିଛି ପୂର୍ବତନ କ୍ରିକେଟର ସମାଲୋଚନା କରୁଥିବା ବେଳେ ଭାରତୀୟ ଖେଳାଳିଙ୍କ ସପକ୍ଷରେ…
ପୁଣି ଚର୍ଚ୍ଚାରେ ସୋନୁ
ମୁମ୍ବାଇ: ବଲିଉଡ୍ ଅଭିନେତା ତଥା ଗରିବଙ୍କ ଦେବଦୂତ ସାଜିଥିବା ସୋନୁ ସୁଦ ପୁଣିଥରେ ଚର୍ଚ୍ଚାକୁ ଆସିଛନ୍ତି । ନିକଟରେ ସେ ସୋସିଆଲ ମିଡିଆରେ ଏକ ଭିଡିଓ ଶେୟାର କରିଛନ୍ତି ଯାହାକୁ ଦେଖିବା ପରେ ସ୍ପଷ୍ଟ ଭାବେ ବାରି ହୋଇ ପଡୁଛି ଯେ…
ମୁମ୍ବାଇ ଆକ୍ରମଣ ବେଳେ ଫେରିଥିଲା ଇଂଲଣ୍ଡ ଟିମ୍, ଭାରତ ତାହା ଭୁଲି ନ ଯାଉ: ଗାଭାସ୍କର
ନୂଆଦିଲ୍ଲୀ,୧୧।୯: ଭାରତୀୟ କ୍ରିକେଟ ଟିମ୍ର ପୂର୍ବତନ ଅଭିଜ୍ଞ ଓପନର ସୁନୀଲ ଗାଭାସ୍କର ବିସିସିଆଇର ଯୋଜନାକୁ ପ୍ରଶଂସା କରିଛନ୍ତି। ବାତିଲ ହୋଇଥିବା ମାଞ୍ଚେଷ୍ଟର ଟେଷ୍ଟକୁ ପୁଣି ଥରେ ଆୟୋଜନ କରିବା ଲାଗି ବୋର୍ଡ ତରଫରୁ କୁହାଯାଇଥିଲା। ଗାଭାସ୍କର ଏହାକୁ ଠିକ୍ ବୋଲି କହିବା…
ଏକାଠି ମଦ ପିଇ ନିଶାରେ ଯିଏ ଯାହାକୁ ପାରିଲେ ପିଟିଲେ; ଆଉ ତା’ ପରେ
ଦିଗପହଣ୍ଡି,୧୧।୯(ଡି.ଏନ୍.ଏ.): ଗଞ୍ଜାମ ଜିଲା ଦିଗପହଣ୍ଡି ସହର ଉପକଣ୍ଠ ୩୨୬ ନଂ ଜାତୀୟ ରାଜପଥ ମାଁ ଚାମୁଣ୍ଡା ମନ୍ଦିର ନିକଟ ମୁଖ୍ୟରାସ୍ତା ରେ ଗ୍ରାମର ୨ ଗୋଷ୍ଠୀଙ୍କ ମଧ୍ୟରେ ସଂଘର୍ଷ ହୋଇଥିଲା। ନିଶାସକ୍ତ ଅବସ୍ଥାରେ ଦିଗପହଣ୍ଡି ଏବଂ ଡେଙ୍ଗାଓସ୍ତା – ଖଜୁରୀପଦା ଗ୍ରାମର…
ସୁନ୍ଦରଗଡ଼ବାସୀଙ୍କ ନୂଆଁଖାଇ: ଏକାଠି ବସି ଖାଇଲେ
ସୁନ୍ଦରଗଡ଼,୧୧।୯(ଡି.ଏନ୍.ଏ.): ସୁନ୍ଦରଗଡ଼ରେ ନୂଆଁଖାଇ ପର୍ବ ପାଳନ ହୋଇଯାଇଛି। ଅଧିଷ୍ଠାତ୍ରୀ ଦେବୀ ମା’ ସମଲେଶ୍ବରୀ ଓ ଗାଙ୍ଗପୁର ରାଜପରିବାରର ଅଧିଷ୍ଠାତ୍ରୀ ଦେବୀ ଶିଖରବାସିନୀ ଠାରେ ନିର୍ଦ୍ଧାରିତ ଲଗ୍ନ ଅନୁଯାୟୀ ନବାନ୍ନ ଲାଗିହୋଇଛି। ପରେ ସୁନ୍ଦରଗଡ଼ବାସୀ ଆନନ୍ଦ ଉଲ୍ଲାସରେ ପରିବାର ସହ ମିଶି ଏହି…
ଟି-୨୦ ବିଶ୍ୱକପ୍ରେ କେବେ ମଇଦାନକୁ ଓହ୍ଲାଇବେ ବିରାଟ ବ୍ରିଗେଡ୍; କେଉଁ ଟିମ୍ ସହ ଲଢ଼ିବେ; ଜାଣନ୍ତୁ…
ନୂଆଦିଲ୍ଲୀ,୧୧।୯: ଆସନ୍ତା ମାସରୁ ଆରମ୍ଭ ହେବାକୁ ଯାଉଛି ଟି୨୦ ବିଶ୍ୱକପ୍। ୨୩ ଅକ୍ଟୋବରରୁ ମ୍ୟାଚ୍ ଆରମ୍ଭ ହେବାକୁ ଥିବା ବେଳେ ଅକ୍ଟୋବର ୧୭ରୁ ଯୋଗ୍ୟତା ମ୍ୟାଚ୍ ଆରମ୍ଭ ହେବ। ଟୁର୍ନାମେଣ୍ଟରେ ୧୨ ଟିମ୍ ଭାଗ ନେଉଛନ୍ତି। ସେମାନଙ୍କୁ ଦୁଇ ଭିନ୍ନ ଭିନ୍ନ…
Archives


