Home Left

ଗାଁ-ଘର୍‌ଫେରା ତିହାର୍‌

ଭାଦ୍ରବ ଶୁକ୍ଳ ପଞ୍ଚମୀ ତିଥିରେ ଓଡିଶାର ପଶ୍ଚିମ ପ୍ରାନ୍ତ ବା କୋଶଳାଞ୍ଚଳରେ ଧୁମ୍‌ଧାମ୍‌ରେ ପାଳନ କରାଯାଏ ଗଣପର୍ବ ନୂଅଁାଖାଇ। ବହୁ ଦିଗରୁ ଏହା ଏକ ଅନନ୍ୟ ପର୍ବ ବା ତିହାର୍‌। ମୁଖ୍ୟତଃ ଏହା ଏକ କୃଷିପର୍ବ ହୋଇଥିଲେ ମଧ୍ୟ ପରମ୍ପରା କ୍ରମେ…

ପୋଲିସ ସ୍ବାମୀ ଦେଉଛନ୍ତି ଯୌତୁକ ନିର୍ଯାତନା

ନିଶ୍ଚିନ୍ତକୋଇଲି,୧୧।୯(ସ୍ବ.ପ୍ର.): ନିଶ୍ଚିନ୍ତକୋଇଲି ବ୍ଲକ ନେମାଳ ଥାନା ଅଧୀନ ଜନାର୍ଦ୍ଦନପୁର ଗ୍ରାମରେ ଜଣେ ମହିଳାଙ୍କୁ ଶାରୀରିକ ଓ ମାନସିକ ନିର୍ଯାତନା ଦିଆଯିବା ସହ କିରୋସିନ ଢ଼ାଳି ମାରିଦେବାକୁ ଉଦ୍ୟମ କରାଯାଇଥିବା ଅଭିଯୋଗ ହୋଇଛି। ସମ୍ପୃକ୍ତ ମହିଳାଙ୍କ ସ୍ବାମୀ ପୋଲିସ କର୍ମଚାରୀ ହୋଇଥିବାରୁ ୭…

ଟିକା ନେଇ ୨୦% ଲୋକଙ୍କ କ୍ଷେତ୍ରରେ ଆଣ୍ଟିବଡି ହେଉନି କହିଲେ ବିଶେଷଜ୍ଞ

ଭୁବନେଶ୍ୱର,୧୧ା୯(ବ୍ୟୁରୋ): କରୋନା କବଳରୁ ମୁକ୍ତି ପାଇବା ପାଇଁ ଟିକା ହେଉଛି ଏକମାତ୍ର ଭରସା। ମାତ୍ର ଟିକା ଯଦି କାମ କରିବନି ତେବେ ମଣିଷ ଜୀବନଧାରଣ କେମିତି କରିବ ବୋଲି ଅନେକ ପ୍ରଶ୍ନ ମନରେ ଉଙ୍କି ମାରୁଛି। ଏକ ଗବେଷଣାରୁ ଜଣାପଡ଼ିଛି, ୨୦%…

ନୂଆ ରୂପରେ ନୂଆଁଖାଇ

ପଶ୍ଚିମ ଓଡିଶାର ଭିନ୍ନ ଏକ ପରମ୍ପରା ହେଉଛି କୃଷିଭିତ୍ତିକ ଗଣପର୍ବ ନବାନ୍ନ (ନୂଆଁଖାଇ)। ଏହି ପର୍ବକୁ ପଶ୍ଚିମ ଓଡିଶାବାସୀ ମୁଖ୍ୟପର୍ବ ଭାବେ ପାଳନ କରିଥାନ୍ତି। ଅନ୍ୟ ପର୍ବ ପର୍ବାଣିଠାରୁ ଏହା ଏକ ନିଆରା ପର୍ବ। ଭିନ୍ନ ଭିନ୍ନ ସ୍ଥାନରେ ଭିନ୍ନ ଭିନ୍ନ…

ସଙ୍କଟରେ ସଁପୁର ସୂତା କାରିଗର

ପଶ୍ଚିମ ଓଡ଼ିଶାର ଗଣପର୍ବ ନୂଆଁଖାଇ। ଏଇ ପର୍ବରେ ଲୋକେ ନୂଆଁଲୁଗା ପନ୍ଧିଥାନ୍ତି। ନୂଆଁଲୁଗା ପିନ୍ଧି ପରିବାରର ମୁରବି ଦେବଦେବୀ ଓ ପିତୃପୁରୁଷଙ୍କୁ ଚୁରାକୁଁଡା’ ଅର୍ପଣ କରିବାର ବିଧି କୋଉ କାଳରୁ ରହିଆସିଛି। ଏହାସହିତ ନୂଆଁଖାଇରେ ପରିବାର ସମସ୍ତେ ନୂଆଁଲୁଗା ପରିଧାନ କରି…

ନନ୍ଦନକାନନରେ ବଢୁଛି ପର୍ଯ୍ୟଟକ ସଂଖ୍ୟା

ବାରଙ୍ଗ,୧୧।୯(ଡି.ଏନ୍‌.ଏ.): କୋଭିଡ କଟକଣା କୋହଳ ହେବାପରେ ନନ୍ଦନକାନନରେ ଦିନକୁ ଦିନ ପର୍ଯ୍ୟଟକଙ୍କ ସଂଖ୍ୟା ବୃଦ୍ଧି ପାଇବାରେ ଲାଗିଛି। ଶୁକ୍ରବାର ଗଣେଶ ପୂଜାରେ ପ୍ରାଣୀ ଉଦ୍ୟାନ ନନ୍ଦନକାନନରେ ବୁଲିଛନ୍ତି ୬୯୨୦ଜଣ ପର୍ଯ୍ୟଟକ। ସେମାନଙ୍କ ମଧ୍ୟରେ ନନ୍ଦନକାନନ ଟିକଟ କାଉଣ୍ଟରରେ ୬୮୩୨ ଓ ଅନ୍‌ଲାଇନ ମାଧ୍ୟମରେ…

ବିଭିନ୍ନ ପ୍ରକଳ୍ପ କାମ ୨୦୨୨ ଜୁଲାଇ ସୁଦ୍ଧା ଶେଷ କର

ଭୁବନେଶ୍ୱର(ବ୍ୟୁରୋ)/ବ୍ରହ୍ମପୁର ଅଫିସ/ପୁରୁଷୋତ୍ତମପୁର/ହିଞ୍ଜିଳିକାଟୁ(ଡି.ଏନ୍‌.ଏ)୧୧।୯: ମୁଖ୍ୟ ଶାସନ ସଚିବ ସୁରେଶ ଚନ୍ଦ୍ର ମହାପାତ୍ର ଶୁକ୍ରବାର ଗଞ୍ଜାମ ଜିଲା ଗସ୍ତ କରି ସେଠାର କେତେକ ଗୁରୁତ୍ୱପୂର୍ଣ୍ଣ ପ୍ରକଳ୍ପ କାର୍ଯ୍ୟର ସମୀକ୍ଷା କରିଛନ୍ତି। ଉକ୍ତ ପ୍ରକଳ୍ପଗୁଡିକର ଅଗ୍ରଗତି ଅନୁଧ୍ୟାନ କରିବା ଏବଂ ପ୍ରକଳ୍ପ କେତେ ବାକି ରହିଛି…

ବଲାଙ୍ଗୀରରେ ନୂଆଁଖାଇ

ବଲାଙ୍ଗୀର ଅଫିସ,୧୧ା୯: ପଶ୍ଚିମ ଓଡ଼ିଶାର ଗଣପର୍ବ ନୂଆଁଖାଇ ଅବସରରେ ବଲାଙ୍ଗୀରର ଦେବୀ ପାଟଣେଶ୍ୱରୀ ମନ୍ଦିରରେ ଧାର୍ଯ୍ୟ ଲଗ୍ନ ୧୦ଟା ୧୯ରୁ ୧୦ଟା ୪୦ ମଧ୍ୟରେ ନୂଆ ଅର୍ପଣ କରାଯାଇଛି । ବିଧି ଅନୁସାରେ ପାରମ୍ପରିକ ପୂଜାର୍ଚ୍ଚନା କରାଯାଇଛି । ଏହି ଅବସରରେ…

ଆଜି ଲଘୁଚାପ ସମ୍ଭାବନା

ଭୁବନେଶ୍ୱର,୧୧।୯(ବ୍ୟୁରୋ): ଉତ୍ତର ଓ କେନ୍ଦ୍ରୀୟ ବଙ୍ଗୋପସାଗରରେ ଶନିବାର ଲଘୁଚାପ ସୃଷ୍ଟି ହେବାର ସମ୍ଭାବନା ରହିଛି। ଏହା ପ୍ରଭାବରେ ଶୁକ୍ରବାରଠାରୁ ରାଜ୍ୟର କିଛି ସ୍ଥାନରେ ଲଘୁଚାପଜନିତ ବର୍ଷା ହୋଇଛି। କୋରାପୁଟରେ ସର୍ବାଧିକ ୩୫ ମିମି ବର୍ଷା ହୋଇଥିବାବେଳେ ନୟାଗଡ଼ରେ ୨୪.୩, ପାରଳାଖେମୁଣ୍ଡିରେ ୨୨,…

ଫେସବୁକ୍‌ରେ ଫେକ୍‌ ଆକାଉଣ୍ଟ ଖୋଲି ଶହ ଶହ ଯୁବକଙ୍କୁ ପ୍ରେମଜାଲରେ ଫସାଉଥିଲେ ଏହି ଯୁବତୀ, ଏମିତି ପଡ଼ିଲେ ଧରା

ଭୁବନେଶ୍ୱର,୧୧ା୯(ବ୍ୟୁରୋ): ଫେସ୍‌ବୁକ୍‌ରେ ଫେକ୍‌ ଆକାଉଣ୍ଟ ଖୋଲି ପ୍ରତିଦିନ ଶହ ଶହ ଯୁବକଙ୍କୁ ଫସାଉଥିଲେ ଜଣେ ଯୁବତୀ। ସେ ହେଉଛନ୍ତି ଖୋର୍ଦ୍ଧା ଜିଲା ନାଚୁଣୀ ଅଞ୍ଚଳର। ଏବେ ତାଙ୍କୁ ଭୁବନେଶ୍ୱର ସହିଦନଗର ଥାନା ପୋଲିସ ଗିରଫ କରିଛି। ଏହି ଯୁବତୀ ଜଣକ ଫେସବୁକ୍‌ରେ…

ଆଜି ଚାଷୀଙ୍କ ଆକାଉଣ୍ଟକୁ ଯିବ କାଳିଆ କିସ୍ତି

ଭୁବନେଶ୍ୱର, ୧୧।୯(ବ୍ୟୁରୋ):ରାଜ୍ୟ ସରକାର କାଳିଆ ଯୋଜନାର ଷଷ୍ଠ କିସ୍ତି ଶନିବାର ଚାଷୀଙ୍କୁ ପ୍ରଦାନ କରିବେ। ସା ୫ଟା ୩୦ରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ରାଜ୍ୟର ୩୭ ଲକ୍ଷ ଚାଷୀଙ୍କୁ ଏହି ଯୋଜନାରେ ଅର୍ଥ ପ୍ରଦାନ କରିବେ। ରବି ଫସଲ ୨୦୨୧ ପାଇଁ…

ଏଣିକି ଦୈନିକ ୪ଲକ୍ଷ ଲୋକଙ୍କୁ ଟିକା

ଭୁବନେଶ୍ୱର,୧୧।୯(ବ୍ୟୁରୋ): ରାଜ୍ୟରେ କୋଭିଡ୍‌ ଟିକାକରଣର ଦୈନିକ ସଂଶୋଧିତ ଲକ୍ଷ୍ୟ ଧାର୍ଯ୍ୟ କରାଯାଇଛି। ଏଣିକି ୩ଲକ୍ଷ ନୁହେଁ, ଦୈନିକ ୪ଲକ୍ଷ ଡୋଜ୍‌ ଟିକାକରଣ ପାଇଁ ରାଜ୍ୟ ସରକାର ଲକ୍ଷ୍ୟ ରଖିଛନ୍ତି। ସେଥିପାଇଁ ଜିଲାଗୁଡ଼ିକୁ ଲକ୍ଷ୍ୟ ପୂରଣ କରିବା ପାଇଁ କୁହାଯାଇଛି। କେଉଁ ଜିଲା…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri