Home Left

ଅନୀଲ ଅମ୍ବାନୀଙ୍କୁ ମିଳିଲା ଆଶ୍ୱସ୍ତି

ନୂଆଦିଲ୍ଲୀ,୯।୯: ରୁଣରେ ବୁଡିଥିବା ପ୍ରଖ୍ୟାତ ବ୍ୟବସାୟ ଅନିଲ ଅମ୍ବାନୀଙ୍କ କମ୍ପାନୀ ରିଲାଏନ୍ସ ଇନଫ୍ରାଷ୍ଟ୍ରକଚରକୁ ଆଶ୍ୱସ୍ତି ମିଳିଛି। ଦିଲ୍ଲୀ ମେଟ୍ରୋ (ଡିଏମଆରସି) ବିରୋଧରେ ହୋଇଥିବା ମାମଲାରେ ଏକ ବଡ଼ ବିଜୟ ହାସଲ କରିଛି ରିଲାଏନ୍ସ ଇନଫ୍ରାଷ୍ଟ୍ରକଚର। ଫଳରେ ଦିଲ୍ଲୀ ମେଟ୍ରୋରୁ ରିଲାଏନ୍ସ ଇନଫ୍ରାଷ୍ଟ୍ରକଚର…

ଟଙ୍କା ପାଇଁ ମଝି ରାସ୍ତାରେ ଫୁଟିଲା ଗୁଳି: ଦୁର୍ବୃତ୍ତ ଝାମ୍ପିନେଲେ ବ୍ୟାଗ; ରକ୍ତ ଜୁଡ଼ୁବୁଡ଼ୁ ଅବସ୍ଥାରେ ପଡ଼ିଥିଲେ ବ୍ୟବସାୟୀ

କଟକ ସଦର,୯।୯(ଡି.ଏନ୍‌.ଏ.): ଟଙ୍କା ପାଇଁ ମଝି ରାସ୍ତାରେ ଫୁଟିଲା ଗୁଳି। ଏଭଳି ଘଟଣା ଘଟିଛି କଟକ ଜିଲା କନ୍ଦରପୁର ଥାନା ଅଥଙ୍ଗାରେ ନିକଟରେ। ଏଥିରେ ଜଗତସିଂହପୁର ଜିଲା କେନ୍ଦାଳ ଗ୍ରାମର କ୍ଷୀରୋଦ ସାହୁ ନାମକ ଜଣେ ବ୍ୟବସାୟୀ ଗୁରୁତର ହୋଇଛନ୍ତି। କ୍ଷୀରୋଦଙ୍କ…

କେବଳ ଏହି ସର୍ତ୍ତରେ ମେଣ୍ଟର ହେବାକୁ ରାଜି ହୋଇଛନ୍ତି ଧୋନୀ; ବିଶ୍ୱକପ୍‌ ଶେଷ ହେବା ପରେ…

ନୂଆଦିଲ୍ଲୀ,୯।୯: ଆଗାମୀ ଦିନରେ ହେବାକୁ ଥିବା ଟି-୨୦ ବିଶ୍ୱକପ୍‌ ପାଇଁ ଭାରତୀୟ ଟିମ୍‌ର ଘୋଷଣା କରାଯାଇଛି। ଏଥିସହ ପୂର୍ବ ଅଧିନାୟକ ମହେନ୍ଦ୍ର ସିଂହ ଧୋନୀଙ୍କୁ ବିଶ୍ୱକପ୍‌ରେ ଜଣେ ମେଣ୍ଟର୍‌ ଭାବେ ନିଯୁକ୍ତ କରାଯାଇଛି। ଧୋନୀଙ୍କ ମାର୍ଗଦର୍ଶକରେ ଭାରତୀୟ ଟିମ୍‌ ଭଲ ପ୍ରଦର୍ଶନ…

ରାହୁଲ ଗାନ୍ଧୀଙ୍କୁ ଭେଟିଲେ କହ୍ନେୟା କୁମାର: କଂଗ୍ରେସକୁ ଯିବା ନେଇ ଚର୍ଚ୍ଚା

ନୂଆଦିଲ୍ଲୀ,୯।୯:କଂଗ୍ରେସ ନେତା ରାହୁଲ ଗାନ୍ଧୀ ସିପିଆଇ ନେତା କହ୍ନେୟା କୁମାରଙ୍କୁ ଭେଟିଛନ୍ତି। ଏହି ସାକ୍ଷାତ ହେବା ପରେ ରାଜନୈତିକ ମହଲରେ ଚର୍ଚ୍ଚା ଆରମ୍ଭ ହୋଇଯାଇଛି। ଚର୍ଚ୍ଚା ହେଉଛି କହ୍ନେୟା କୁମାର ସିପିଆଇ ଛାଡି କଂଗ୍ରେସରେ ଯୋଗ ଦେବେ। ଅବଶ୍ୟ ଏନେଇ କହ୍ନେୟାଙ୍କ…

ଇସ୍ତଫା ଦେଲେ ଉତ୍ତରାଖଣ୍ଡ ରାଜ୍ୟପାଳ

ଡେରାଡୁନ,୯ ।୯: ଇସ୍ତଫା ଦେଇଛନ୍ତି ଉତ୍ତରାଖଣ୍ଡର ରାଜ୍ୟପାଳ ବେବି ରାଣି ମୌର୍ଯ୍ୟ । ତିନି ବର୍ଷ କାର୍ଯ୍ୟକାଳ ପୂରଣ କରିବା ପରେ ସେ ଇସ୍ତଫା ଦେଇଛନ୍ତି । ଗଣମାଧ୍ୟମ ସହ କଥା ହୋଇ ସେ କହିଛନ୍ତି ଆଗକୁ ବି ସେ ଦେବଭୂମୀର…

ଚାଇନାର ଚାଲାକି: ପଡୋଶୀ ଦେଶକୁ ସାହାଯ୍ୟ କରି ଭାରତକୁ ଘେରିବାକୁ କରୁଛି ଚେଷ୍ଟା

ବେଜିଂ,୯।୯: ଆଫଗାନିସ୍ତାନରେ ତାଲିବାନ ସରକାର ଗଠନ ପରେ, ଅବଶିଷ୍ଟ ବିଶ୍ୱ ଅପେକ୍ଷା ନୀତି ଆପଣାଇଛି। କିନ୍ତୁ ଚାଇନା ଆଫଗାନିସ୍ତାନର ଅର୍ଥନୈତିକ ସଙ୍କଟ ଦୂର କରିବା ପାଇଁ ତାଲିବାନକୁ ୩୧ ମିଲିୟନ୍‌ ଆମେରିକୀୟ ଡଲାର ସହାୟତା ଘୋଷଣା କରିଛି। ଏହାସହ ଆଫଗାନିସ୍ତାନରେ ବିଶୃଙ୍ଖଳାକୁ…

କଲେଜ ଛକରେ ବସିଥିଲେ ଯୁବକ: ୧୦ରୁ ଅଧିକ ଆସି ନିର୍ଧୂମ ଛେଚିଲେ

ପଦ୍ମପୁର,୯।୯(ଡି.ଏନ୍‌.ଏ.): ଭଦ୍ରକ ଜିଲା ବାସୁଦେବପୁର ବ୍ଲକ ଅଧୀନ କରଞ୍ଜ ଆଡ଼ିଆ ଗ୍ରାମର ଜଣେ ଯୁବକଙ୍କୁ ସଂଘବଦ୍ଧ ଆକ୍ରମଣ ହୋଇଛି। ସେ ହେଲେ ଗ୍ରାମର ପ୍ରଫୁଲ୍ଲ କୁମାର ପୁହାଣ। ବୁଧବାର ରାତିରେ ପ୍ରଫୁଲ୍ଲ କରଞ୍ଜ ଆଡ଼ିଆ କଲେଜ ଛକଠାରେ ବସିଥିବା ବେଳେ ୧୦ରୁ…

ଝାଡ଼ଖଣ୍ଡ ବିଧାନସଭାରେ ନମାଜ ପାଠ ପାଇଁ କୋଠରୀ ଯୋଗାଇ ଦେବାକୁ ନେଇ ଭାଜପାର ବିରୋଧ ପ୍ରଦର୍ଶନ

ରାଞ୍ଚି,୯ ।୯: ଝାଡ଼ଖଣ୍ଡ ବିଧାନସଭାରେ ନମାଜ ପାଠ କରିବାକୁ କୋଠରୀ ଯୋଗାଇ ଦେବାକୁ ବିରୋଧ କରି ଗୁରୁବାର ଭାରତୀୟ ଜନତା ପାର୍ଟି(ଭାଜପା)ର ଶହ ଶହ କର୍ମୀ ବିଧାନସଭା ଘେରାଉ ପାଇଁ ପହଞ୍ଚିଥିଲେ । ଏହି ସମୟରେ ସେଠାରେ ଝାଡ଼ଖଣ୍ଡ ମୁକ୍ତି ମୋର୍ଚ୍ଚାର…

ଖୁସି ଖବର ଦେଲେ ସୌରଭ ଗାଙ୍ଗୁଲି

ପୂର୍ବତନ ଭାରତୀୟ ଅଧିନାୟକ ତଥା ବିସିସିଆଇ ସଭାପତି ସୌରଭ ଗାଙ୍ଗୁଲି ତାଙ୍କ ପ୍ରଶଂସକଙ୍କ ସହ ଏକ ବଡ଼ ଖବର ବାଣ୍ଟିଛନ୍ତି। ଟୁଇଟର୍‌ରେ ଗାଙ୍ଗୁଲି ତାଙ୍କ ବାୟୋପିକ ବିଷୟରେ ପ୍ରଶଂସକମାନଙ୍କୁ ଏକ ଉପହାର ଦେଇଛନ୍ତି। ଲଭ ଫିଲ୍ମସ ତାଙ୍କର ବାୟୋପିକ କରୁଛି ବୋଲି…

ଅନୁଷ୍କା ଶର୍ମାଙ୍କୁ ବିବାହ କରିବେ କହିଲେ ଏହି ଅଭିନେତା; ବିରାଟ ଜାଣିଲେ…

ଅଭିନେତା କୁନାଲ କପୁର, ଡିନୋ ମୋରିଆ ଏବଂ ଦୃଷ୍ଟି ଧାମି କରଣ ଜୋହରଙ୍କ ଶୋ’ ‘କଫି ୱିଥ୍‌ କରଣ’ର ଏକ ବିଶେଷ ଏପିସୋଡରେ ନଜର ଆସିଥିଲେ। ଏହି ଏପିସୋଡର ନାମ ହେଉଛି- ‘କଫି ୱିଥ୍‌ କରଣ ଶଟ’। ନିକଟରେ ମୁକ୍ତିଲାଭ କରିଥିବା…

ପ୍ରକାଶ ପାଇବ ଯୁକ୍ତ ୩ ପ୍ରଥମ ପର୍ଯ୍ୟାୟ ମେଧା ତାଲିକା

ଭୁବନେଶ୍ୱର,୯।୯ (ବ୍ୟୁରୋ) : ଗୁରୁବାର ଅପରାହ୍ନ ୪ଟାରେ ଯୁକ୍ତ ୩ ଆଡମିଶନ ପାଇଁ ପ୍ରଥମ ପଯର୍‌ୟାୟ ମେଧା ତାଲିକା ପ୍ରକାଶ ପାଇବ। ଏନେଇ ଉଚ୍ଚଶିକ୍ଷା ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। ଅଫିସିଆଲ ଓ୍ବେବସାଇଟର ସୂଚନା ଅନୁଯାୟୀ, ଏହି ତାଲିକା ଷ୍ଟୁଡେଣ୍ଟ ଏକାଡେମିକ୍‌…

ରାଜନୀତି ପରେ ଏବେ ବକ୍ସିଂରେ ଟ୍ରମ୍ପ୍‌…

ଓ୍ବାଶିଂଟନ,୯।୯: ଆମେରିକାର ପୂର୍ବତନ ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ୍‌ ଏବେ ରାଜନୀତି ଛାଡ଼ି ବକ୍ସିଂରେ ଯୋଗଦେବାକୁ ଯାଉଛନ୍ତି। ସେ ବକ୍ସିଂ ରିଙ୍ଗ୍‌ରେ ଫାଇଟ୍‌ କରିବେନି। ମାତ୍ର ବକ୍ସି ଜଗତ ସହିତ ଜଡ଼ିତ ରହିବେ। ବକ୍ସିଂରେ ଏବେ ଟ୍ରମ୍ପ୍‌ କମେଣ୍ଟ୍ରି କରୁଥିବାର ଦେଖିବାକୁ ମିଳିବ।…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri