ମାତ୍ର ୧୦୦ଟଙ୍କାରୁ ଆରମ୍ଭ ଟିକେଟ, ଇଡେନ ଗାର୍ଡେନରେ ଟି-୨୦ ବିଶ୍ୱକପ ଦେଖିବାକୁ ଚାହୁଁଥିଲେ ଜାଣିରଖନ୍ତୁ ପୂରା ପ୍ରାଇସ
ନୂଆଦିଲ୍ଲୀ,୧୮।୧୨: ଆଇସିସି ପୁରୁଷ ଟି-୨୦ ବିଶ୍ୱକପ ସମୟରେ କୋଲକାତାର ଐତିହାସିକ ଇଡେନ ଗାର୍ଡେନ୍ସରେ ହେବାକୁ ଥିବା ମ୍ୟାଚ ପାଇଁ ଟିକେଟ ମୂଲ୍ୟ ପ୍ରକାଶ ପାଇଛି। କ୍ରିକେଟ ଆସୋସିଏଶନ ଅଫ ବେଙ୍ଗଲ (CAB) ବୁଧବାର ବିଭିନ୍ନ ମ୍ୟାଚ ପାଇଁ ଆନୁଷ୍ଠାନିକ ଭାବରେ ଟିକେଟ…
ମୋଦିଙ୍କ ସ୍ବାଗତରେ ଇଥିଓପିଆ ସଂସଦରେ ୯୦ ସେକେଣ୍ଡ ପର୍ଯ୍ୟନ୍ତ ବାଜିଲା ତାଳି
ଅଦିସ ଅବାବା,୧୮।୧୨: ବୁଧବାର ଇଥିଓପିଆ ସଂସଦର ମିଳିତ ଅଧିବେଶନକୁ ସମ୍ବୋଧିତ କରିବା ପରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ପ୍ରାୟ ୯୦ ସେକେଣ୍ଡ ଧରି ଠିଆ ହୋଇ କରତାଳି ପାଇଲେ। ଏହା ପୂର୍ବ ଆଫ୍ରିକୀୟ ଦେଶକୁ ତାଙ୍କର ପ୍ରଥମ ଗସ୍ତର ଏକ ଗୁରୁତ୍ୱପୂର୍ଣ୍ଣ…
କାଲି ବର୍ଷର ଶେଷ ଅମାବାସ୍ୟା, ଭୂଲରେ ବି ଏ କାମ ଜମା କରନ୍ତୁନି, ନ ହେଲେ…
ହିନ୍ଦୁ ଧର୍ମରେ, ଅମାବାସ୍ୟା ତିଥିର ବିଶେଷ ମହତ୍ତ୍ୱ ରହିଛି, ଏବଂ ଯେତେବେଳେ ବର୍ଷର ଶେଷ ଅମାବାସ୍ୟା ଆସେ, ଏହାର ଗୁରୁତ୍ୱ ଆହୁରି ବୃଦ୍ଧି ପାଏ। ଶାସ୍ତ୍ରରେ, ଏହି ଦିନକୁ ପୂର୍ୱପୁରୁଷଙ୍କ ଶାନ୍ତି, ପ୍ରାର୍ଥନା ଏବଂ ଦାନ ପାଇଁ ସର୍ୱୋତ୍ତମ ବୋଲି ବିବେଚନା…
‘ଆପଣଙ୍କ ସହ ସାକ୍ଷାତ ପରେ ଲାଗିଲା ଯେମିତି ଭଗବାନଙ୍କ ଦର୍ଶନ ମିଳିଗଲା’, ଓମାନରେ ମୋଦିଙ୍କ ସହ ସାକ୍ଷାତ ପରେ…
ମସ୍କଟ,୧୮।୧୨: ବୁଧବାର ଓମାନର ମସ୍କଟରେ ଏକ ହୋଟେଲରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ଭାରତୀୟ ସମ୍ପ୍ରଦାୟର ସଦସ୍ୟମାନେ ଭବ୍ୟ ସ୍ବାଗତ କରିଥିଲେ। ଶହ ଶହ ଲୋକ ଭାରତୀୟ ପତାକା ଧରି ‘ମୋଦି-ମୋଦି,’ ‘ଭାରତ ମାତା କି ଜୟ,’ ଏବଂ ‘ବନ୍ଦେ ମାତରମ’ ସ୍ଲୋଗାନ…
ବରଗଡ଼ ଧନୁଯାତ୍ରା ମହୋତ୍ସବ: ମନ ଜିଣୁଛି କଳାକାରଙ୍କ ପୂର୍ବାଭ୍ୟାସ
ବରଗଡ଼,୧।୧୨(ପ୍ରେମାନନ୍ଦ ଖମାରୀ): ବରଗଡ଼ ଧନୁଯାତ୍ରା ମହୋତ୍ସବକୁ ଆଉମାତ୍ର ଏକ ସପ୍ତାହ ବାକି। ଆସନ୍ତା ୨୪ତାରିଖରୁ ଏହି ମହୋତ୍ସବ ଆରମ୍ଭ ହେବ। ଦୀର୍ଘ ୧୧ଦିନ ବ୍ୟାପୀ ୨୦୨୬ ଜାନୁଆରୀ ୩ ପର୍ଯ୍ୟନ୍ତ ଚାଲିବ। ଏଥିପାଇଁ ଏଥର ଯେଭଳି ପ୍ରସ୍ତୁତି ଚାଲିଛି, ସେଥିରୁ ଏବେଠାରୁ…
ପ୍ରବଳ ବର୍ଷା, ତୁଷାରପାତ ସହ ଶୀତଳ ଲହରୀ, ଆଗାମୀ ୪୮ ଘଣ୍ଟା ମଧ୍ୟରେ ଏହି ସବୁ ସ୍ଥାନରେ…
ନୂଆଦିଲ୍ଲୀ,୧୮।୧୨: ସାରା ଦେଶରେ ପାଗ ଦ୍ରୁତ ଗତିରେ ପରିବର୍ତ୍ତନ ହେଉଛି, ଏବଂ ଆଗାମୀ ୨୪ରୁ ୪୮ ଘଣ୍ଟା ଅନେକ ରାଜ୍ୟ ପାଇଁ ଚ୍ୟାଲେଞ୍ଜିଂ ସାବ୍ୟସ୍ତ ହୋଇପାରେ। ଭାରତୀୟ ପାଣିପାଗ ବିଭାଗ ଅନୁଯାୟୀ, ଡିସେମ୍ବର ୧୮ ରୁ ୨୨ ମଧ୍ୟରେ ଦକ୍ଷିଣ ଭାରତରୁ…
ଆରଏସଏସର ସାଧାରଣ ସମ୍ପାଦକ ଦତ୍ତାତ୍ରେୟଙ୍କ ବିବାଦୀୟ ବୟାନ, କହିଲେ ମୁସଲମାନ ନଦୀକୁ ପୂଜା କରନ୍ତୁ…
ନୂଆଦିଲ୍ଲୀ,୧୮।୧୨: ଡିସେମ୍ବର ୧୭, ୨୦୨୫ ରେ, ଗୋରଖପୁରର ଖୋରାବାରରେ ଥିବା ମାଲବ୍ୟ ନଗର ଶ୍ରୀରାମ ବସ୍ତି ଖେଳପଡ଼ିଆରେ ଏକ ହିନ୍ଦୁ ସମ୍ମିଳନୀ ଅନୁଷ୍ଠିତ ହୋଇଥିଲା। ରାଷ୍ଟ୍ରୀୟ ସ୍ବୟଂସେବକ ସଂଘ (RSS)ର ସାଧାରଣ ସମ୍ପାଦକ ଦତ୍ତାତ୍ରେୟ ହୋସାବଲେ ସମାବେଶକୁ ସମ୍ବୋଧିତ କରିଥିଲେ। ସେ…
୬,୧୧୭ ଷ୍ଟେଶନରେ ମାଗଣା ୱାଇ-ଫାଇ
ଭୁବନେଶ୍ୱର,୧୮।୧୨(ଅନୁରାଧା ମହାରଣା): ଭାରତୀୟ ରେଳପଥର ୬୧୧୭ ରେଳ ଷ୍ଟେଶନରେ ମାଗଣା ୱାଇ-ଫାଇ ସେବା ଯୋଗାଇ ଦିଆଯାଇଛି। ରେଳ ଷ୍ଟେଶନରେ ଏହି ସେବା ପାଇଁ ରେଳ ମନ୍ତ୍ରଣାଳୟ ଦ୍ୱାରା କୌଣସି ପୃଥକ୍ ପାଣ୍ଠି ମଞ୍ଜୁର କରାଯାଇନାହିଁ। ଓଟିପି ପାଇଁ ବ୍ୟବହୃତ ମୋବାଇଲ ନମ୍ୱର…
ପ୍ରଥମ ମିସ୍ ଇଣ୍ଡିଆ ମେହେର କାଷ୍ଟେଲିନୋଙ୍କ ପରଲୋକ
ମୁମ୍ୱାଇ,୧୮ା୧୨:ପ୍ରଥମ ମିସ୍ ଇଣ୍ଡିଆ ମେହେର କାଷ୍ଟେଲିନୋଙ୍କ ବୁଧବାର ପରଲୋକ ହୋଇଯାଇଛି। ତାଙ୍କୁ ୮୧ ବର୍ଷ ହେଉଥିଲା। ୧୯୬୪ରେ ଭାରତର ପ୍ରଥମ ଫେମିନା ମିସ୍ ଇଣ୍ଡିଆ ମୁକୁଟ ହାସଲ କରିଥିବା ମେହେର ଏକାଧାରରେ ଜଣେ ସୁପରମଡେଲ, ସାମ୍ୱାଦିକା, ଲେଖିକା ଓ ମେଣ୍ଟର ଥିଲେ।…
‘ବରଗଡ଼ ଜିଲା ମୁଖ୍ୟ ହସ୍ପିଟାଲରେ ମେଡିକାଲ କଲେଜ ପ୍ରତିଷ୍ଠା ହେଉ’
ବରଗଡ଼,୧୭।୧୨(ପ୍ରେମାନନ୍ଦ ଖମାରୀ)- ବରଗଡ଼ ଜିଲା ମୁଖ୍ୟ ହସ୍ପିଟାଲକୁ ଏକ ସୁପର ସ୍ପେଶାଲିଟି ହସ୍ପିଟାଲରେ ପରିଣତ କରି ସହିତ ଜିଲା ହସ୍ପିଟାଲ ପରିସରରେ ୧୦୦ ଏମବିବିଏସ ସିଟ୍ କ୍ଷମତା ବିଶିଷ୍ଟ ଏକ ମେଡିକାଲ କଲେଜ ପ୍ରତିଷ୍ଠା ପାଇଁ ବରଗଡ଼ ଲୋକ ସଭା ଏମ୍ପି…
ଟ୍ରାଇଗ୍ଲିସେରାଇଡ୍ ବୃଦ୍ଧିକୁ ନେଇ ଚିନ୍ତିତ କି? ଖାଆନ୍ତୁ ଏହି ସୁପରଫୁଡ୍
ନୂଆଦିଲ୍ଲୀ,୧୭ା୧୨: ଯଦି ଉଚ୍ଚ ଟ୍ରାଇଗ୍ଲିସେରାଇଡ୍ ସମସ୍ୟାର ତୁରନ୍ତ ସମାଧାନ କରାନଯାଏ, ତେବେ ଗମ୍ଭୀର ଏବଂ ମାରାତ୍ମକ ହୃଦରୋଗର ଆଶଙ୍କା ବହୁଗୁଣିତ ହୋଇପାରେ। ଉଚ୍ଚ ଟ୍ରାଇଗ୍ଲିସେରାଇଡ୍ ହ୍ରାସ କରିବା ପାଇଁ ଖାଦ୍ୟରେ କିଛି ପୁଷ୍ଟିକର ଯୁକ୍ତ ଖାଦ୍ୟ ଅନ୍ତର୍ଭୁକ୍ତ କରିପାରିବେ। ସ୍ୱାସ୍ଥ୍ୟ ବିଶେଷଜ୍ଞଙ୍କ ଅନୁଯାୟୀ,…
ଶିଆଳ କାମୁଡାରେ ଏକାଧିକ ଗୁରୁତର, ମେଡିକାଲରେ ଭର୍ତ୍ତି
ଧର୍ମଶାଳା,୧୭/୧୨(ଶିବ ପ୍ରସାଦ ମହାନ୍ତି): ଧର୍ମଶାଳା ଥାନା ଅନ୍ତର୍ଗତ ମଙ୍ଗଳପୁର ପଞ୍ଚାୟତରେ ଏକ ଶିଆଳ କାମୁଡାରେ ଏକାଧିକ ଗୁରୁତର ହୋଇଛନ୍ତି । ସମସ୍ତ ଆହତ ଧର୍ମଶାଳା ଗୋଷ୍ଠୀ ସ୍ବାସ୍ଥ୍ୟ କେନ୍ଦ୍ରରେ ବୁଧବାର ସନ୍ଧ୍ୟାରେ ଭର୍ତ୍ତି ହୋଇଛନ୍ତି । ଏହି ଗ୍ରାମର ଲୋକେ ନିଜ…
Archives


