Home Left

ଶିଖର-ଆୟେଶାଙ୍କ ପୂର୍ବରୁ ଏହିସବୁ ଭାରତୀୟ କ୍ରିକେଟର୍‌ଙ୍କ ଛାଡପତ୍ର ଥିଲା ଚର୍ଚ୍ଚାରେ

ଭାରତୀୟ କ୍ରିକେଟ ଦଳର ଓପନର୍‌ ଶିଖର ଧାୱନ ଏବଂ ସ୍ତ୍ରୀ ଆୟେଶା ମୁଖାର୍ଜୀ ବିବାହର ଆଠ ବର୍ଷ ପରେ ଅଲଗା ହୋଇଯାଇଛନ୍ତି। ଶିଖର-ଆୟେଶାଙ୍କର ଏକ ପୁଅ ଅଛି, ଯାହାର ନାମ ଜୋରଭର୍‌। ଏକ ଇନଷ୍ଟାଗ୍ରାମ ପୋଷ୍ଟ ମାଧ୍ୟମରେ ଆୟେଶା ତାଙ୍କ ଛାଡପତ୍ର…

ମହୁ ବି ଦୂରକରେ ମେଦ ବହୁଳତା: ଜାଣନ୍ତୁ କିପରି

ଆଧୁନିକ ଜୀବନଶୈଳୀ, ଅନିୟମିତ ଖାଦ୍ୟପେୟ ଯୋଗୁ ଅନେକେ ମେଦବହୁଳତାର ଶିକାର ହେଉଛନ୍ତି। ଏହି ସମସ୍ୟାରୁ ମୁକ୍ତି ପାଇବା ଲାଗି କେହି ଜିମ୍‌ ଯାଉଥିବା, କେହି କେହି ଡାଏଟ ଫଲୋ କରିଥାନ୍ତି। ମାତ୍ର ମହୁରେ ଅନେକ ସ୍ବାସ୍ଥ୍ୟ ଉପକାରୀ ଗୁଣ ଭରିରହିଛ, ଯାହା…

ରୋହିତଙ୍କ ଓପନିଂ ପାର୍ଟନର କୋହଲି ନୁହନ୍ତି

ନୂଆଦିଲ୍ଲୀ,୯।୯: ଗତ ମାର୍ଚ୍ଚରେ ବିରାଟ କୋହଲି ସଫଳତାର ସହ ଇଂଲଣ୍ଡ ବିପକ୍ଷ ୫ ମ୍ୟାଚ୍‌ ବିଶିଷ୍ଟ ଟି୨୦ ସିରିଜ୍‌ରେ ଓପନିଂ କରିଥିଲେ। ଆଉ ଟି୨୦ ବିଶ୍ୱକପ୍‌ରେ ରୋହିତ ଶର୍ମାଙ୍କ ଓପନିଂ ପାର୍ଟନର ହେବାକୁ ଚାହୁଁଥିବା ସ୍ବୀକାର କରିଥିଲେ ଅଧିନାୟକ କୋହଲି। କିନ୍ତୁ…

୪ ବର୍ଷ ହେଲା ଟି୨୦ ଖେଳି ନାହାନ୍ତି ଅଶ୍ୱିନ, ତଥାପି ମିଳିଲା ବିଶ୍ୱକପ୍‌ ଦଳରେ ସ୍ଥାନ

ନୂଆଦିଲ୍ଲୀ,୯।୯: ଆଗାମୀ ଟି୨୦ ବିଶ୍ୱକପ୍‌ ଲାଗି ବୁଧବାର ୧୫ ଜଣିଆ ଭାରତୀୟ ଦଳ ଘୋଷିତ ହୋଇଛି। ଏହି ଦଳରେ ସ୍ଥାନ ପାଇଛନ୍ତି ଅଭିଜ୍ଞ ଅଫ୍‌ ସ୍ପିନର ରବିଚନ୍ଦ୍ରନ ଅଶ୍ୱିନ। ସେ ଅନ୍ତିମ ଥର ୨୦୧୭ରେ କ୍ରିକେଟର ଛୋଟିଆ ଫର୍ମାଟରେ ଭାରତ ପାଇଁ…

ରାସ୍ତାରେ ଗଦା କଲେ ପରିବା

ବରଗଡ଼ ଅଫିସ୍‌,୮।୯: ବରଗଡ଼ ଏକ କୃଷିପ୍ରଧାନ ଜିଲା। ଧାନ ପରି ପରିବା ଉତ୍ପାଦନରେ ମଧ୍ୟ ଏହି ଜିଲା ପଛରେ ପଡ଼ିନାହିଁ। କିନ୍ତୁ ଧାନବିକ୍ରି ଭଳି ପରିବା ବିକ୍ରିରେ ମଧ୍ୟ ଚାଷୀଙ୍କୁ ଅଭାବୀ ବିକ୍ରିର ସମ୍ମୁଖୀନ ହେବାକୁ ପଡୁଛି। ବୁଧବାର ଜିଲାର ଚାଷୀମାନେ…

ଖୋଜି ଖୋଜି ୩ ମାଓବାଦୀଙ୍କୁ ଧରିଲେ

ମାଲକାନଗିରି,୮ା୯(ଡି.ଏନ୍‌.ଏ.): ମାଲକାନଗିରି ସୀମାନ୍ତ ଛତିଶଗଡ଼ରେ ଯବାନଙ୍କୁ ବଡ଼ ସଫଳତା ମିଳିଛି। ସର୍ଚ୍ଚ ଅପରେଶନବେଳେ ମାଓବାଦୀଙ୍କ ଏକ ସ୍ମାରକୀ ସ୍ତୂପକୁ ଭଙ୍ଗାଯିବା ସହ ବିଜାପୁର ଜିଲା ବାସାଗୁଡ଼ା ଥାନା ମୁରୁଦଣ୍ଡାପଟେଲପାରା ଜଙ୍ଗଲରୁ ୩ ମାଓବାଦୀଙ୍କୁ ଗିରଫ କରାଯାଇଛି। ସେମାନେ ହେଲେ ଜାଗରଗୁଣ୍ଡାର କୁଞ୍ଜାମ…

ଟଙ୍କା ପାଇଁ ୧୫୦ କୁକୁରଙ୍କୁ ଜିଅନ୍ତା ପୋତିଦେଲେ

ଶିବାମୋଗା,୮।୯: କର୍ନାଟକର ଶିବାମୋଗା ଜିଲାରେ କିଛି ଦୁର୍ବୃତ୍ତ ୧୫୦ କୁକୁରଙ୍କୁ ଜିଅନ୍ତା ପୋତିଦେଇଛନ୍ତି। ସେପ୍ଟେମ୍ବର ୪ରେ ଭଦ୍ରାବତୀ ସହର ନିକଟ ରଙ୍ଗନାଥପୁରାରେ ଏଭଳି ଘଟଣା ଘଟିଥିବା ପୋଲିସ କହିଛି। ଜଙ୍ଗଲ ମଧ୍ୟରେ କୁକୁରମାନଙ୍କ ଭୋକିବା ଶବ୍ଦ ଶୁଭୁବା ହଠାତ୍‌ ବନ୍ଦ ହୋଇଯିବାରୁ…

ନାବାଳିକାଙ୍କୁ ବଳାତ୍କାର କଲେ ୧୪ ଜଣ

ପୁଣେ,୮।୯: ୧୪ ବର୍ଷୀୟା ନାବାଳିକାଙ୍କୁ ଅପହରଣ କରି ପୁଣେ ରେଲଓ୍ବେ ଷ୍ଟେଶନ ନିକଟରେ ବିଭିନ୍ନ ସ୍ଥାନରେ ଗଣବଳାତ୍କାର କରାଯାଇଥିବା ଅଭିଯୋଗ ଆସିଛି। ଏହି ଅପରାଧରେ ସମ୍ପୃକ୍ତ ୬ ଜଣ ଅଭିଯୁକ୍ତଙ୍କୁ ପୋଲିସ ଗିରଫ କରିଛି। ପୂର୍ବରୁ ସୋମବାର ଏହି ଗଣବଳାତ୍କାର ମାମଲାରେ…

ଭାରତୀୟ ଦଳକୁ ଫେରିଲେ ଧୋନୀ

ନୂଆଦିଲ୍ଲୀ,୮।୯: ଭାରତୀୟ ଦଳକୁ ପ୍ରତ୍ୟାବର୍ତ୍ତନ କରିଛନ୍ତି ଅନ୍ତର୍ଜାତୀୟ କ୍ରିକେଟର ସବୁଠୁ ସଫଳ ଅଧିନାୟକ ମହେନ୍ଦ୍ର ସିଂ ଧୋନୀ। ତେବେ ଏଥର ଖେଳାଳି ଭାବେ ନୁହେଁ। ସପୋର୍ଟ ଷ୍ଟାଫର ସଦସ୍ୟ ଭାବେ ଧୋନୀ ଟିମ୍‌ ଇଣ୍ଡିଆର ଡ୍ରେସିଂ ରୁମ୍‌ରେ ଉପସ୍ଥିତ ରହିବେ। ଆସନ୍ତା…

ଭାରତୀୟ ଟି୨୦ ବିଶ୍ୱକପ୍‌ ଦଳ ଘୋଷିତ: ବାଦ୍‌ ପଡ଼ିଲେ ସିନିୟର ଖେଳାଳି

ମୁମ୍ବାଇ,୮।୯: ଆସନ୍ତା ଅକ୍ଟୋବରରେ ୟୁନାଇଟେଡ୍‌ ଆରବ ଏମିରେଟ୍ସ (ୟୁଏଇ) ଏବଂ ଓମାନରେ ହେବାକୁ ଯାଉଥିବା ଟି୨୦ ବିଶ୍ୱକପ୍‌ ଲାଗି ବୁଧବାର ୧୫ ଜଣିଆ ଭାରତୀୟ ଦଳ ଘୋଷିତ ହୋଇଛି। ଦଳରୁ ୟୁଜବେନ୍ଦ୍ର ଚହଲ ଓ ଶିଖର ଧାଓ୍ବନଙ୍କ ଭଳି ବରିଷ୍ଠ ଖେଳାଳି…

ଆତ୍ମହତ୍ୟା ଉଦ୍ୟମ କରିଥିବା ଯୁବକଙ୍କ ଗଲା ଜୀବନ

କଟକ ଅଫିସ୍‌,୮।୯: ବିଧାନସଭା ଆଗରେ ବୁଧବାର ହାତ କାଟି, ବିଷ ପିଇ ଆତ୍ମହତ୍ୟା ଉଦ୍ୟମ କରିଥିବା ଯୁବକଙ୍କ ଚିକିତ୍ସାଧୀନ ଅବସ୍ଥାରେ ମୃତ୍ୟୁ ଘଟିଛି। ସେ ହେଲେ ଜଗତସିଂହପୁର ଜିଲା କୁଜଙ୍ଗର ଦୁଷ୍ମନ୍ତ ଦାସ । ସେ କଟକ ଏସ୍‌ସିବି ମେଡିକାଲରେ ଚିକିତ୍ସିତ…

ମାଞ୍ଚେଷ୍ଟର ଟେଷ୍ଟ ଲାଗି ଟିମ୍‌ ଇଣ୍ଡିଆରେ ହୋଇପାରେ ଅନେକ ପରିବର୍ତ୍ତନ

ନୂଆଦିଲ୍ଲୀ,୮।୯: ଇଂଲଣ୍ଡ ବିପକ୍ଷ ଟେଷ୍ଟ ସିରିଜ୍‌ରେ ଅପରାଜେୟ ସ୍ଥିତିରେ ଥିବା ଭାରତୀୟ ଦଳ ଅନେକ ପରିବର୍ତ୍ତନ ସହ ମାଞ୍ଚେଷ୍ଟର ଟେଷ୍ଟରେ ଓହ୍ଲାଇପାରେ। ଭେଟେରାନ ଭାରତୀୟ ପେସର ମହମ୍ମଦ ଶାମି ଏବେ ସମ୍ପୂର୍ଣ୍ଣ ଫିଟ୍‌। ଗୋଇଠି ଜନିତ ଆହତ ସମସ୍ୟାରୁ ମୁକୁଳି ସାରିଥିବାରୁ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri