Home Left

ଛାଡ଼ପତ୍ର ନେଲେ ଧାଓ୍ବନ

ନୂଆଦିଲ୍ଲୀ, ୮।୯: ଭାରତୀୟ ଓପନର ଶୀଖର ଧାଓ୍ବନ ତାଙ୍କ ପତ୍ନୀ ଆୟେଶା ମୁଖାର୍ଜୀଙ୍କୁ ଛାଡ଼ପତ୍ର ଦେଇଛନ୍ତି। ୮ ବର୍ଷର ବିବାହ ସମ୍ପର୍କ ଶେଷ ହୋଇଥିବା ସୂଚନା ଦେଇଛନ୍ତି ଆୟେଶା। ଏକ ଫଟୋ ଶେୟାର କରି ଆୟେଶା କ୍ୟାପଶନରେ ଲେଖିଛନ୍ତି, ‘ଦୁଇ ଥର…

ଫେକ୍‌ ଆକାଉଣ୍ଟରେ ନାବାଳିକାଙ୍କ ଅଶ୍ଳୀଳ ଫଟୋ, ଯୁବକ ଗିରଫ

ପାଟଣା, ୮।୯(ସ୍ବ. ପ୍ର.): ଫେସବୁକ୍‌ରେ ଫେକ୍‌ ଆକାଉଣ୍ଟ ଖୋଲି କେନ୍ଦ୍ରାପଡା ଟାଉନ ଥାନା ଅଞ୍ଚଳର ଜଣେ ନାବାଳିକା ଓ ତାଙ୍କ ମା’ ବାପାଙ୍କ ଅଶ୍ଲୀଳ ଫଟୋ ପୋଷ୍ଟ କରିବା ସହ ବାରମ୍ବାର ଧମକ ଦେଉଥିବା ଅଭିଯୋଗ ହୋଇଛି। ଏହି ଘଟଣାରେ କେନ୍ଦୁଝର…

ଦାଗ ଦୂରକରିବେ ଏମିତି

ପୋଷାକପତ୍ରରେ ଲାଗିଯାଉଥିବା ଦାଗ ଦୂରକରିବା ପାଇଁ ବିଭିନ୍ନ ପ୍ରକାର ଘରୋଇ ଉପାୟ ସମ୍ପର୍କରେ ଜାଣିରଖନ୍ତୁ…. କପଡ଼ାରେ ପେଣ୍ଟିଂର ବିଭିନ୍ନ ଦାଗ ଲାଗିଲେ ସେହି ସ୍ଥାନରେ କିଛି କିରୋସିନ ଲଗାଇ ଦିଅନ୍ତୁ। ଏହାପରେ ସେହି ସ୍ଥାନକୁ ଭଲଭାବେ ଘଷି ଗରମପାଣିରେ ସଫା କରିଦିଅନ୍ତୁ।…

୧୦ ଦିନ ତଳେ ନେଇଥିଲେ ଘରଭଡ଼ା, ତାଲା ଭାଙ୍ଗିବାରୁ ମିଳିଲା ଯୁବତୀଙ୍କ ମୃତଦେହ

ଭୁବନେଶ୍ୱର,୭।୯ : ଭରତପୁର ଥାନା ରୁଚିକା ମାର୍କେଟ ମହାବୀର ବସ୍ତିର ଏକ ଭଡାଘରୁ ମଙ୍ଗଳବାର ମିଳିଛି ଜଣେ ଯୁବତୀଙ୍କ ମୃତଦେହ। ପାରିପାର୍ଶ୍ୱିକ ସ୍ଥିତିରୁ ଏହା ଏକ ହତ୍ୟାକାଣ୍ଡ ବୋଲି ପୋଲିସ ସ୍ପଷ୍ଟ କରିଛି। ଅପରାହ୍ନରେ ଘର ମାଲିକଙ୍କଠୁ ଖବର ପାଇ ପୋଲିସ…

ଟି୨୦ ବିଶ୍ୱକପ୍‌ରେ ନ ଖେଳିପାରନ୍ତି ଇଂଲଣ୍ଡର ଷ୍ଟାର ଖେଳାଳି

ଲଣ୍ଡନ,୭।୯: ଇଂଲଣ୍ଡର ଷ୍ଟାର ଅଲରାଉଣ୍ଡର ବେନ ଷ୍ଟୋକ୍ସ ସମ୍ଭବତଃ ଟି୨୦ ବିଶ୍ୱକପ୍‌ ଅଭିଯାନର ଅଂଶବିଶେଷ ହୋଇପାରିବେ ନାହିଁ। କାରଣ ଅଲରାଉଣ୍ଡରଙ୍କ ବ୍ୟକ୍ତିଗତ ନିଷ୍ପତ୍ତିକୁ ଆଗ୍ରାଧ୍ୟକାର ଦେଉଥିବା କହିଛନ୍ତି ଦଳର ମୁଖ୍ୟ କୋଚ୍‌ କ୍ରିସ ସିଲଭରଉଡ୍‌। ୩୦ ବର୍ଷୀୟ ଷ୍ଟୋକ୍ସ ମାନସିକ ସ୍ବାସ୍ଥ୍ୟକୁ…

ହୁଇସିଲ ମାରିବାରୁ ପିଟିଲେ ସାର୍‌, ହସ୍ପିଟାଲରେ ୧୦ ଛାତ୍ର

ଫତେହାବାଦ୍‌,୭।୯: କ୍ଲାସରେ ହୁଇସିଲ ମାରିବାକୁ ନେଇ ୪୦ ଛାତ୍ରୀଛାତ୍ରଙ୍କୁ କିଛି ଶିକ୍ଷକ ବାଡ଼ିରେ ମାଡ଼ ମାରିଥିବା ହରିୟାଣାର ଫତେହାବାଦ ଜିଲା ତୋହାନା ଥାନାରେ ଅଭିଯୋଗ ହୋଇଛି। ୧୦ ଜଣ ଛାତ୍ରୀଛାତ୍ର ଗୁରୁତର ହୋଇ ହସ୍ପିଟାଲରେ ଭର୍ତ୍ତି ହୋଇଛନ୍ତି। ରିପୋର୍ଟ ଅନୁଯାୟୀ, ସୋମବାର…

ପତଳି ହେଇଗଲେଣି ଭାରତୀ; କପିଲଙ୍କ ଶୋ’ରେ ଓଜନ କମାଇ ଚମକାଇଲେ…

ବମ୍ବେ: ଲୋକପ୍ରିୟ କମେଡିଆନ୍‌ଙ୍କ ମଧ୍ୟରୁ ଭାରତୀ ସିଂହ ଜଣେ। ସେ ଏବେ ବେଶ ଖୁସି ଅଛନ୍ତି। ସେ ବି ନିଜର ଓଜନ କମାଇବାକୁ ନେଇ। ନିଜର ୧୫ କିଲୋ ଓଜନ କମାଇଛନ୍ତି ଭାରତୀ। କପିଲ ଶର୍ମା ଶୋ’ରେ ସେ ଏନେଇ ସୂଚନା…

ବିଶାଖାପାଟଣାରୁ ଗିରଫ ପରେ ଚୌଦ୍ୱାର ଜେଲ ଗଲେ ଆନ୍ଧ୍ରପ୍ରଦେଶର ପୂର୍ବତନ ବିଧାୟକ ଏମ୍‌.ଭି. ପ୍ରସାଦ

କଟକ ଅଫିସ,୭।୯: ଅନ୍ଧ୍ରପ୍ରଦେଶର ପୂର୍ବତନ ବିଧାୟକ ଏମ୍‌.ଭି. ପ୍ରସାଦଙ୍କୁ ମଙ୍ଗଳବାର ଚୌଦ୍ୱାର ଜେଲ ପଠାଇ ଦିଆଯାଇଛି। ଚିଟ୍‌ଫଣ୍ଡ ଠକେଇ ମାମଲାରେ ତାଙ୍କୁ ସୋମବାର ବିଶାଖାପାଟଣାରୁ ଗିରଫ କରାଯାଇଥିଲା। କ୍ରାଇମ୍‌ବ୍ରାଞ୍ଚର ଅର୍ଥନୈତିକ ଶାଖା ପକ୍ଷରୁ ତାଙ୍କୁ ସ୍ବତନ୍ତ୍ର ଚିଟ୍‌ଫଣ୍ଡ କୋର୍ଟରେ ହାଜର କରାଯିବା…

ରାସ୍ତାରେ ଓଲଟିଲା ଆଳୁ ବୋଝେଇ ଟ୍ରକ୍‌, ବୋହି ନେଇଗଲେ ଲୋକେ

ଛତିଆ,୭ା୯(ଡି.ଏନ.ଏ.): ଯାଜପୁର ଜିଲା ବଡ଼ଚଣା ବ୍ଲକ ଅଧୀନ ୧୬ ନଂ. ଜାତୀୟ ରାଜପଥର ଛତିଆ ହନୁମାନ ଢାବା ନିକଟରେ ମଙ୍ଗଳବାର ସକାଳେ ଏକ ଆଳୁ ବୋଝେଇ ଟ୍ରକ୍‌ ଦୁର୍ଘଟଣାଗ୍ରସ୍ତ ହୋଇ ଓଲଟି ପଡ଼ିଥିଲା। କୋଲକାତାରୁ ଆଳୁ ବୋଝେଇ କରି କଟକ ଜଗତପୁରକୁ…

ହାଜତ ମୃତ୍ୟୁ ମାମଲାରେ ପୋଲିସ ଅଧିକାରୀଙ୍କୁ ମିଳିଲା ନାହିଁ ଜାମିନ

ହାଇଦ୍ରାବାଦ୍‌,୭।୯: ତାମିଲନାଡୁର ବାପା ଓ ପୁଅର ହାଜତ ମୃତ୍ୟୁ ମାମଲାରେ ସମ୍ପୃକ୍ତ ଦୁଇ ପୋଲିସ ଅଧିକାରୀଙ୍କୁ ଜାମିନ ଦିଆଯାଇପାରିବ ନାହିଁ ବୋଲି ସୁପ୍ରିମକୋର୍ଟ କହିଛନ୍ତି। ତାମିଲନାଡୁର ସଥନକୁଲମ ଥାନା ହାଜତରେ ପି ଜେୟାରାଜ ଓ ତାଙ୍କ ପୁଅ ଜେ ବେନ୍ନିକ୍ସ ଗତବର୍ଷ…

ଅନ୍ତିମ ମୁକାବିଲାରେ ଟସ୍‌ ହାରିଲେ ବି ଇତିହାସ ରଚିପାରେ ଟିମ୍‌ ଇଣ୍ଡିଆ ! ପ୍ରଶଂସକ ଏଭଳି କରୁଛନ୍ତି ଆକଳନ

ଲଣ୍ଡନ,୭।୯: ଇଂଲଣ୍ଡ ବିପକ୍ଷରେ ଖେଳୁଥିବା ପାଞ୍ଚ ମ୍ୟାଚ୍‌ ବିଶିଷ୍ଟ ଟେଷ୍ଟ ସିରିଜ୍‌ର ଚତୁର୍ଥ ମୁକାବିଲା ଜିତି ୨-୧ରେ ଅଗ୍ରଣୀ ହାସଲ କରିଛି ଭାରତ। ସିରିଜର ପଞ୍ଚମ ତଥା ଅନ୍ତିମ ଟେଷ୍ଟ ମ୍ୟାଚ୍‌ ସେପ୍ଟେମ୍ବର ୧୦ରୁ ମଞ୍ଚେଷ୍ଟରରେ ଖେଳାଯିବ। ଏହି ଟେଷ୍ଟ ପୂର୍ବରୁ…

‘ଲର୍ଡ ଶାର୍ଦ୍ଦୁଲ’ ନାମରେ ସୁପରହିଟ୍‌ ହେଲେ ଏହି ଭାରତୀୟ ଅଲରାଉଣ୍ଡର; କିଛି ଏଭଳି ପ୍ରତିକ୍ରିୟା ରଖିଲେ ସେ

ନୂଆଦିଲ୍ଲୀ,୭।୯: ଟିମ୍‌ ଇଣ୍ଡିଆର ଦ୍ରୁତ ବୋଲର ଅଲରାଉଣ୍ଡର ଶାର୍ଦ୍ଦୁଲ ଠାକୁରଙ୍କ ଉଲ୍ଲେଖନୀୟ ପ୍ରଦର୍ଶନକୁ ନେଇ ପ୍ରଶଂସିତ ହେଉଛନ୍ତି। ଇଂଲଣ୍ଡ ବିପକ୍ଷ ଚତୁର୍ଥ ଟେଷ୍ଟର ଉଭୟ ଇନିଂସରେ ସେ ୫୭ ଏବଂ ୬୦ ରନ୍‌ କରିବା ସହ ୩ ଉଇକେଟ ନେଇଥିଲେ। ଏହି…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri