Home Left

୧୧ରେ ଆଉ ଏକ ଲଘୁଚାପ

ଭୁବନେଶ୍ୱର,୭।୯(ବ୍ୟୁରୋ): ରାଜ୍ୟରେ ୱେଲମାର୍କ ଲୋ ପ୍ରେସରରେ ପ୍ରଭାବରେ ବର୍ଷା ଜାରି ରହିଥିବା ବେଳେ ଆଉ ଏକ ଲଘୁଚାପ ଆସୁଛି । ଉତ୍ତର ଓ କେନ୍ଦ୍ରୀୟ ବଙ୍ଗୋପସାଗରରେ ଆସନ୍ତା ୧୧ ତାରିଖ ବେଳକୁ ଆଉ ଏକ ଲଘୁଚାପ ସୃଷ୍ଟି ହେବାର ସମ୍ଭାବନା ରହିଛି।…

ଦେଢ ବର୍ଷ ପରେ ୯୮ ହିନ୍ଦୁ ତୀର୍ଥଯାତ୍ରୀ ଫେରିଲେ ପାକିସ୍ତାନ

ନୂଆଦିଲ୍ଲୀ,୭ ।୯: ପାକିସ୍ତାନରେ ରହୁଥିବା ୯୮ ହିନ୍ଦୁ ପରିବାର ଦୀର୍ଘ ଦେଢ ବର୍ଷ ପରେ ପୁଣିଥରେ ସେମାନଙ୍କ ଘର ପାକିସ୍ତାନକୁ ଫେରି ଯାଇଛନ୍ତି । ଏମାନେ ତୀର୍ଥଯାତ୍ରା ପାଇଁ ଭାରତ ଆସିଥିଲେ । ୧୭ ମାସ ପରେ ଏମାନେ ୱାଘା-ଅଟାରୀ ସୀମାଦେଇ…

ଗୋଟିଏ ପୁଅକୁ ପ୍ରେମ କରି ବସିଥିଲେ ୨ ଯୁବତୀ, ବିବାହ ପାଇଁ ପଡିଲା ଟସ୍‌: ଆଉ ତା’ପରେ

ପ୍ରେମ କରିବା କୌଣସି ପାପ ନୁହେଁ। କିନ୍ତୁ ଯଦି ପ୍ରେମ ତ୍ରିକୋଣୀୟ ହୋଇଯାଏ ତେବେ କଥା ସରିଲା। କାରଣ ଏପରି ପରିସ୍ଥିତିରେ ମାମଲା ଗଡ୍‌ବଡ୍‌ ହେବାର ସମ୍ଭାବନା ବେଶୀ ଥାଏ। ଏପରି ଏକ ମାମଲା କର୍ନାଟକର ହାସନ ଜିଲାର ସକଲେଶପୁରରୁ ଆସିଛି।…

ପୃଥିବୀର ଏହି ଅଞ୍ଚଳରେ ଏବେ ବି ନାହିଁ ଜୀବନ…

ଓ୍ବାଶିଂଟନ,୭।୯: ପୃଥିବୀର ସମସ୍ତ ଅଞ୍ଚଳରେ ଜୀବନ ରହିଛି। ଏକ ମୁଠା ମାଟିକୁ ପରୀକ୍ଷା କଲେ ଏଥିରେ କୋଟି କୋଟି ସୂକ୍ଷ୍ମ ଜୀବ ରହିଥିବାର ଜଣାପଡ଼ିଥାଏ। ମାତ୍ର ପୃଥିବୀର ଏଭଳି କିଛି ଅଞ୍ଚଳରେ ଏବେ ମଧ୍ୟ ଜୀବନ ସର୍ତ୍ତା ପହଞ୍ଚି ପାରିନି। ଅଣ୍ଟାର୍କଟିକାର…

ୟୁପି ବିଧାନସଭାରେ ନମାଜ, ବିହାର ବିଧାନସଭାରେ ହନୁମାନ ଚାଳିଶା ପାଠକୁ ନେଇ କୋଠରି ଦାବି କଲେ ନେତା

କାନପୁର/ପାଟନା,୭ ।୯: ଝାଡଖଣ୍ଡ ବିଧାନସଭାରେ ନମାଜ ପଢିବାକୁ କୋଠରି ଆଲର୍ଟ କରିବା ବିବାଦ ଜାରି ରହିଛି । ଏମିତି ବିବାଦ ଏବେ ଉତ୍ତର ପ୍ରଦେଶ ଓ ବିହାର ପର୍ଯ୍ୟନ୍ତ ଲମ୍ବି ଗଲାଣି । ଏଠାର ବିଧାନସଭାରେ ବି ଏମିତି ବ୍ୟବସ୍ଥା କରିବାକୁ…

କୋହଲିଙ୍କ ଉପରେ ରାଗିଲା ବିସିସିଆଇ

ଓଭାଲ,୭।୯: ଟିମ ଇଣ୍ଡିଆର ଅଧିନାୟକ ବିରାଟ କୋହଲି ଏବଂ ରବି ଶାସ୍ତ୍ରୀଙ୍କ ଉପରେ ବିସିସିଆଇ ରାଗିଛି। ନିକଟରେ କୋହଲି ଶାସ୍ତ୍ରୀଙ୍କ ପୁସ୍ତକ ଉନ୍ମୋଚନ କାର୍ଯ୍ୟକ୍ରମକୁ ମଧ୍ୟ ଯାଇଥିଲେ। ଏଥିପାଇଁ ଇଂଲଣ୍ଡ ଏବଂ ୱେଲ୍ସ କ୍ରିକେଟ ବୋର୍ଡ (ଇସିବି)ରୁ ଅନୁମତି ନିଆଯାଇ ନ…

ଘନ କଳା କେଶ ପାଇଁ…

କେଶକୁ ଘନ ଏବଂ କଳା କରିବାକୁ ଚାହୁଁଥିଲେ ପ୍ରାକୃତିକ ଉପାୟ ଅବଲମ୍ବନ କରିବା ଭଲ। ଘରେ ମିଳୁଥିବା ବିଭିନ୍ନ ପରିବା ଓ ଫଳ ଦ୍ୱାରା ବି କେଶକୁ ସୁନ୍ଦର କରିହେବ… ଆଳୁରସ ଆଳୁରସକୁ କେଶ ମୂଳରେ ଲଗାଇ ଅଧଘଣ୍ଟା ପରେ ଧୋଇ…

ସଫା ରହିବ ଫ୍ରିଜ୍‌

ଫ୍ରିଜ୍‌କୁ ସଫା କରିବା ପୂର୍ବରୁ ପ୍ରଥମେ ଡିଫ୍ରଷ୍ଟ କରି ଦିଅନ୍ତୁ। ଏହାପରେ ସୁଇଚ୍‌ ବନ୍ଦ କରି ପ୍ଲଗ୍‌ ବାହାର କରିଦିଅନ୍ତୁ… ଫ୍ରିଜ୍‌ରେ ରହିଥିବା ସମସ୍ତ ସାମଗ୍ରୀକୁ ପ୍ରଥମେ ବାହାର କରି ଦିଅନ୍ତୁ। ତା’ ପରେ ଉଷୁମ ପାଣିରେ ଡିଟରଜେଣ୍ଟ ମିଶାଇ ସେଥିରେ…

ଜାଣି ରଖନ୍ତୁ

ଡେଙ୍ଗୁର ଶିକାର ହୋଇ କିଛି ଲୋକ ମୃତ୍ୟୁମୁଖରେ ବି ପଡ଼ିଥାନ୍ତି। ତେଣୁ ଠିକ୍‌ ସମୟରେ ଏହି ରୋଗର ଚିକିତ୍ସା କରିବା ଉଚିତ। ତେବେ ଘରୋଇ ଉପାୟରେ ମଧ୍ୟ ଏହି ରୋଗର ଚିକିତ୍ସା କରିହେବ…. ଡେଙ୍ଗୁ ହୋଇଥିଲେ ପଇଡ଼ପାଣି ପିଅନ୍ତୁ। ଏହା ସ୍ବାସ୍ଥ୍ୟ…

ମଧୁର ସମ୍ପର୍କ ଅନ୍ତରାଳେ…

ମିଛ, ସବୁ କଥାରେ ଯେମିତି ସ୍ପଷ୍ଟ ବାରିହୁଏ ମିଛକୁ। ହେଲେ ଇଏ ଏମିତି ଏକ ମିଛ ଯାହା ସମ୍ପର୍କକୁ ନିବିଡ଼ କରିଥାଏ, ଆଉ ସମସ୍ତଙ୍କୁ ଏକାଠି କରି ରଖିଥାଏ ତା’ ମୋହର ଶିକୁଳିରେ। ମିଠା ଏଇ ମିଛ, ଶିଖାଇଥାଏ ତ୍ୟାଗ ଓ…

ଓଡ଼ିଶାର ‘ମନ୍ଦା’ ମଇଁଷିକୁ ଜାତୀୟ ମାନ୍ୟତା

ଭୁବନେଶ୍ୱର, ୭।୯(ବ୍ୟୁରୋ): ପ୍ରାଣୀ ପ୍ରଜନନ ପଞ୍ଜୀକରଣ କ୍ଷେତ୍ରରେ ଓଡ଼ିଶା ଆଉଏକ ସଫଳତା ହାସଲ କରିଛି। ଓଡ଼ିଶାର ନୂଆ ପ୍ରଜାତି ‘ମନ୍ଦା’ ମଇଁଷିକୁ ଜାତୀୟ ମାନ୍ୟତା ମିଳିଛି। ଏନେଇ ଦି ଇଣ୍ଡିଆନ୍‌ କାଉନ୍‌ସିଲ୍‌ ଅଫ୍‌ ଏଗ୍ରିକଲ୍‌ଚରାଲ ରିସର୍ଚ୍ଚ (ଆଇସିଏଆର)-ନ୍ୟାଶନାଲ ବ୍ୟୁରୋ ଅଫ୍‌ ଆନିମଲ…

କୋଲକାତାରୁ ଓ୍ବେବ୍‌ ପୋର୍ଟାଲ ମୁଖ୍ୟ ରାଜ୍‌ ଗିରଫ

ଭୁବନେଶ୍ୱର(ବ୍ୟୁରୋ)/ବାରଙ୍ଗ,୭।୯(ଡି.ଏନ୍‌.ଏ.): ଦୁଇ ବ୍ୟବସାୟୀଙ୍କୁ ମୁଣ୍ଡଜାମିନ ରଖି ଅମାନୁଷିକ ନିର୍ଯାତନା ଦେବା ଘଟଣାରେ ଫେରାର ଥିବା ମୁଖ୍ୟ ଅଭିଯୁକ୍ତ ତଥା ଲାଇଭ୍‌ କଳିଙ୍ଗ ୱେବ୍‌ ପୋର୍ଟାଲର ସିଇଓ ରଘୁନାଥ ସାହୁ ଓରଫ ରାଜ୍‌ଙ୍କୁ ସୋମବାର କମିଶନରେଟ ପୋଲିସ କୋଲକାତାରୁ ଗିରଫ କରିଛି। ଏହି…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri