କୋହଲିଙ୍କ ନୂଆ ସେଲିବ୍ରେସନ୍ ଷ୍ଟାଇଲ୍: ପ୍ରଶଂସକଙ୍କୁ ଆସୁଛି ପସନ୍ଦ
ଓଭାଲ୍,୭।୯:ବିରାଟ କୋହଲିଙ୍କ ନେତୃତ୍ୱାଧୀନ ଭାରତୀୟ ଦଳ ଇଂଲଣ୍ଡକୁ ୧୫୭ ରନ୍ରେ ପରାସ୍ତ କରି ୫ ମ୍ୟାଚ୍ ବିଶିଷ୍ଟ ଟେଷ୍ଟ ସିରିଜ୍କୁ ୨-୧ରେ ଆଗୁଆ ରହିଛି। ଏହି ବିଜୟ ଅଧିନାୟକ ବିରାଟ କୋହଲି ସେଲିବ୍ରେସନ କରୁଥିବାର ଫଟୋ ସୋସିଆଲ ମିଡିଆରେ ଭାଇରାଲ ହୋଇଛି।…
ଆସନ୍ତାବର୍ଷରୁ ସୁନ୍ଦରଗଡ଼ ମେଡିକାଲ କଲେଜରେ ନାମଲେଖା
ଭୁବନେଶ୍ୱର,୭।୯(ବ୍ୟୁରେ): ଆସନ୍ତା ୨୦୨୨-୨୩ ଶିକ୍ଷାବର୍ଷରୁ ସୁନ୍ଦରଗଡ଼ଠାରେ ଏନ୍ଟିପିସି ସହାୟତାରେ ନିର୍ମାଣାଧୀନ ମେଡିକାଲ କଲେଜ ଓ ହସ୍ପିଟାଲରେ ନାମଲେଖା ଆରମ୍ଭ ହେବ। ରାଜ୍ୟ ସରକାରଙ୍କ ଖର୍ଚ୍ଚରେ ୧୦୦ ଜଣ ଏମ୍ବିବିଏସ୍ ଛାତ୍ର ବାର୍ଷିକ ନାମଲେଖା ସହ ୫୦୦ ଶଯ୍ୟାବିଶିଷ୍ଟ ହସ୍ପିଟାଲରେ ରୋଗୀସେବା ଆରମ୍ଭ…
ସରକାର ମରୁଡ଼ି ସ୍ବୀକାର କରନ୍ତୁ: ବିରୋଧୀ
ଭୁବନେଶ୍ୱର,୭।୯(ବ୍ୟୁରେ): ରାଜ୍ୟରେ ସ୍ବଳ୍ପ ବର୍ଷା ଯୋଗୁ ଅନେକ ଜିଲାରେ ମରୁଡ଼ି ପରିସ୍ଥିତି ସୃଷ୍ଟି ହୋଇଛି। ଚାଷକାର୍ଯ୍ୟ ଗୁରୁତର ଭାବେ ବାଧାପ୍ରାପ୍ତ ହୋଇଛି। ଏହାକୁ ନେଇ ବିଧାନସଭାରେ ବିରୋଧୀ ଭାଜପା ଓ କଂଗ୍ରେସ ସରକାରଙ୍କୁ ଘେରିଛନ୍ତି। ମରୁଡ଼ି ପରିସ୍ଥିତିକୁ ନେଇ ରାଜ୍ୟ ସରକାରଙ୍କ…
ପ୍ରଧାନମନ୍ତ୍ରୀ ମୋଦିଙ୍କ ଫଟୋ ଶେୟାର କରି ଇଂଲଣ୍ଡକୁ ସମାଲୋଚନା କଲେ ସେହ୍ବାଗ: ଭାଇରାଲ ହେଉଛି ପୋଷ୍ଟ
ଓଭାଲ୍,୭।୯: ଲିଡ୍ସ ଟେଷ୍ଟ ହାରିବା ପରେ ଓଭାଲରେ ଭାରତ ଏକ ଚମତ୍କାର ପ୍ରତ୍ୟାବର୍ତ୍ତନ କରିଛି। ପ୍ରଥମ ଇନିଂସରେ ୯୯ ରନ ପଛରେ ରହିବା ସତ୍ତ୍ୱେ ଭାରତ ୧୫୭ ରନରେ ଓଭାଲ ଟେଷ୍ଟକୁ କବଜା କରିଛି। ଖେଳର ଶେଷ ଦିନରେ ଭାରତକୁ ୧୦…
୨ ବର୍ଷରେ ଓଡ଼ିଶାକୁ କେନ୍ଦ୍ର ଦେଇଛି ୪୦୫ କୋଟି
ଭୁବନେଶ୍ୱର,୭।୯(ବ୍ୟୁରୋ): କୋଭିଡ୍ ସମୟରେ ଗତ ୨ ବର୍ଷରେ କେନ୍ଦ୍ର ସରକାର ଓଡ଼ିଶାକୁ ୪୦୫ କୋଟି ଟଙ୍କା ଦେଇଛନ୍ତି। ସୋମବାର ବିଜେଡି ସଭ୍ୟ ମୌଷଧୀ ବାଗଙ୍କ ଏକ ଲିଖିତ ପ୍ରଶ୍ନର ଉତ୍ତରରେ ଅର୍ଥମନ୍ତ୍ରୀ ନିରଞ୍ଜନ ପୂଜାରୀ ବିଧାନସଭାରେ ଏହି ସୂଚନା ଦେଇଛନ୍ତି I…
ରାଜ୍ୟରୁ ପୁଣି ୭ ମୁଣ୍ଡ ନେଲା କରୋନା
ଭୁବନେଶ୍ୱର,୭।୯(ବ୍ୟୁରୋ): ରାଜ୍ୟରେ ମଙ୍ଗଳବାର କରୋନା ଆଉ ୭ ଜଣଙ୍କ ଜୀବନ ନେଇଛି। ଏଥିସହ ରାଜ୍ୟରେ ମୋଟ ମୃତ୍ୟୁ ସଂଖ୍ୟା ୮,୦୬୨କୁ ବୃଦ୍ଧି ପାଇଛି। ୭ ମୃତକଙ୍କ ମଧ୍ୟରେ ଅନୁଗୋଳ, କଟକ, ଖୋର୍ଦ୍ଧାରୁ ୨ ଲେଖାଏ ଓ ପୁରୀରୁ ଜଣେଅଛନ୍ତି।
ବଢ଼ୁଛି ପିଲାଙ୍କ ଚିନ୍ତା: ଆଜି ରାଜ୍ୟରେ ୯୩ ଛୁଆ କରୋନା ସଂକ୍ରମିତ
ଭୁବନେଶ୍ୱର,୭।୯(ବ୍ୟୁରୋ): ରାଜ୍ୟରେ କରୋନା ସଂକ୍ରମଣ ସଂଖ୍ୟା ହ୍ରାସ ପାଇବାରେ ଲାଗିଛିି। ମଙ୍ଗଳବାର ରାଜ୍ୟରେ ୬୩୮ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସେମାନଙ୍କ ମଧ୍ୟରୁ ୯୩ ଜଣ ଛୁଆ ଅଛନ୍ତି। ଯେଉଁମାନଙ୍କ ବୟସ ୧୮ ବର୍ଷରୁ କମ । ଆକ୍ରାନ୍ତଙ୍କ ମଧ୍ୟରୁ…
୨୦୨୧ ଅଗଷ୍ଟ ସୁଦ୍ଧା କୋଭିଡ୍ରେ ମରିଛନ୍ତି ୮୦୨୮
ଭୁବନେଶ୍ୱର, ୭।୯(ବ୍ୟୁରୋ): ରାଜ୍ୟରେ କୋଭିଡ୍ ମୃତ୍ୟୁକୁ ନେଇ ସବୁବେଳେ ଦ୍ୱନ୍ଦ୍ୱ ଲାଗି ରହିଛି। ରାଜ୍ୟ ସରକାର ଦେଉଥିବା ତଥ୍ୟ ଠିକ୍ ନୁହେଁ ବୋଲି ବିରୋଧୀ ଅଭିଯୋଗ କରିଆସୁଛନ୍ତି। ତେବେ ସରକାର ଦୈନିକ ଯେଉଁ ତଥ୍ୟ ଦେଉଛନ୍ତି ତା’ଠାରୁ ଢେର ଅଧିକ ମଶାଣିରେ…
୩୨୦୬.୮୮ କୋଟି ଜିଏସ୍ଟି କ୍ଷତିପୂରଣ ମିଳିନି
ଭୁବନେଶ୍ୱର,୭।୯(ବ୍ୟୁରୋ): ରାଜ୍ୟ ସରକାର ୨୦୨୦-୨୧ ଆର୍ଥିକ ବର୍ଷ ପାଇଁ ଦ୍ରବ୍ୟ ଓ ସେବା ଟିକସ(ଜିଏସ୍ଟି) କ୍ଷତିପୂରଣ ବାବଦରେ କେନ୍ଦ୍ର ନିକଟରେ ୮୬୮୮.୧୯ କୋଟି ଟଙ୍କାର କ୍ଷତିପୂରଣ ଦାବି କରିଥିଲେ। ସେଥିମଧ୍ୟରୁ ରାଜ୍ୟ ସରକାର ୧୬୫୯.୩୧ କୋଟିର କ୍ଷତିପୂରଣ ପାଇଥିବା ବେଳେ ବ୍ୟାକ୍…
ଦୁଇପଟେ ଚାହିଁ ରହିଥିଲା ମୃତ୍ୟୁ : ବିଲେଇକୁ ମାରି ଏଭଳି ଖାଇଲା ବାଘ; ଲୋମ ଟାଙ୍କୁରା ଭାଇରାଲ ଭିଡିଓ ଦେଖିଲେ…
ପ୍ରତ୍ୟେକ ଦିନ ସୋସିଆଲ ମିଡିଆରେ କିଛି ନା କିଛି ନୂତନ ଭିଡିଓ ଏବଂ ଫଟୋ ଭାଇରାଲ ହେଉଛି। ସେଥିରୁ କେତେକ ଭିଡିଓ ଏବଂ ଫଟୋ ହସର ଖୋରାକ ଯୋଗାଉଥିବା ବେଳେ କେତେକ ଭାବପ୍ରବଣ କରିଦିଏ। ସେହିଭଳି ଟୁଇଟରରେ ଏବେ ଏକ ଭିଡିଓ…
ଓଡ଼ିଶାରେ ୬୦% ଟିକାକରଣ
ଭୁବନେଶ୍ୱର, ୭।୯(ବ୍ୟୁରୋ): ଓଡ଼ିଶାରେ ପ୍ରଥମ ଡୋଜ୍ ଟିକାକରଣ ୬୦% ରହିଛି। ତେବେ ଦେଶରେ ପ୍ରଥମ ରାଜ୍ୟ ଭାବେ ହିମାଚଳ ପ୍ରଦେଶ ଯୋଗ୍ୟ ହିତାଧିକାରଙ୍କୁ ଶତ ପ୍ରତିଶତ ଟିକାକରଣ କରିବାରେ ସଫଳତା ହାସଲ କରିଛି। ଏଥିପାଇଁ ସୋମବାର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଉକ୍ତ…
ଜଗଦୀଶ, ଜୟନ୍ତ ପାଇବେ ‘ଇଲା-ବଂଶୀଧର ପଣ୍ଡା କଳା ସମ୍ମାନ’
ଭୁବନେଶ୍ୱର, ୭।୯ (ବ୍ୟୁରୋ): ଇମ୍ଫା ଚାରିଟେବୁଲ୍ ଟ୍ରଷ୍ଟ ପକ୍ଷରୁ ୨୦୨୧ ମସିହା ପାଇଁ ‘ଇଲା-ବଂଶୀଧର ପଣ୍ଡା କଳା ସମ୍ମାନ’ ଘୋଷଣା ହୋଇଛି। କଳା କ୍ଷେତ୍ରରେ ଜୀବନବ୍ୟାପୀ ସାଧନାର ଉତ୍କର୍ଷ ପାଇଁ ବରିଷ୍ଠ ଚିତ୍ରକର ଜଗଦୀଶ ଚନ୍ଦ୍ର କାନୁନ୍ଗୋ ଓ ପ୍ରସିଦ୍ଧ ଘୁମୁରା…
Archives


