ଭିଡ଼ ରୋକିବାକୁ ନିର୍ବାଚନ କମିଶନଙ୍କ ନିର୍ଦ୍ଦେଶ
ଭୁବନେଶ୍ୱର,୨୦।୧(ବ୍ୟୁରୋ): ପଞ୍ଚାୟତ ନିର୍ବାଚନ ଲାଗି ନାମାଙ୍କନ ଦାଖଲ ବେଳେ ହେଉଥିବା ଭିଡ଼ ରୋକିବାକୁ ନିର୍ବାଚନ କମିଶନ ଡିଜିପିଙ୍କୁ ନିର୍ଦ୍ଦେଶ ଦେଇଛନ୍ତି। ୧୭ରୁ ନାମାଙ୍କନ ଚାଲିଥିବା ବେଳେ ଅନେକ ସ୍ଥାନରେ ଭିଡ଼ ପରିଲକ୍ଷିତ ହେଉଛି। ପ୍ରାର୍ଥୀଙ୍କ ସହ ସମର୍ଥକମାନେ ନାମାଙ୍କନ କେନ୍ଦ୍ରରେ ଭିଡ଼…
ଯୋଗୀଙ୍କ ସହ ଲଢ଼ିବେ ଚନ୍ଦ୍ରଶେଖର…
ଲକ୍ଷ୍ନୌ, ୧୯।୧ : ଉତ୍ତରପ୍ରଦେଶ ବିଧାନସଭା ନିର୍ବାଚନରେ ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥଙ୍କ ସହିତ ଗୋରଖପୁର ଆସନରେ ଆଜାଦ୍ ସମାଜ ପାର୍ଟି ପ୍ରମୁଖ ଚନ୍ଦ୍ରଶେଖର ଅଜାଦ୍ ପ୍ରତିଦ୍ୱନ୍ଦ୍ୱିତା କରିବେ। ଏହା ପୂର୍ବରୁ ନୋଏଡାଠାରେ ଜାନୁୟାରୀ ୧୮ରେ ମୁଖ୍ୟମନ୍ତ୍ରୀଙ୍କ ବିରୋଧରେ ଲଢ଼ିବା ନେଇ ଚନ୍ଦ୍ରଶେଖର…
ରାଜ୍ୟରେ ସଂକ୍ରମଣ ସ୍ଥିର ଅଛି: ଜନସ୍ବାସ୍ଥ୍ୟ ନିର୍ଦ୍ଦେଶକ
ଭୁବନେଶ୍ୱର,୨୦।୧(ବ୍ୟୁରୋ): ରାଜ୍ୟରେ ସଂକ୍ରମଣ ଏବେ ସ୍ଥିର ରହିଛି । ପ୍ରଥମେ ଯେଉଁ ଗତିରେ ସଂକ୍ରମଣ ବଢ଼ୁଥିଲା ସେଥିରେ କମ୍ ଆସିଛି । ଯାହା ଆମ ପାଇଁ ଆଶ୍ୱାସନାର ବିଷୟ ବୋଲି ଜନସ୍ବାସ୍ଥ୍ୟ ନିର୍ଦ୍ଦେଶକ ନିରଞ୍ଜନ ମିଶ୍ର କହିଛନ୍ତି। ବର୍ତ୍ତମାନ ସ୍ଥିତିରେ ୮୮…
୨୬ରୁ ସ୍ବାଭିମାନ ଅଞ୍ଚଳରେ ବୋଟ୍ ଆମ୍ବୁଲାନ୍ସ ସେବା
ଚିତ୍ରକୋଣ୍ଡା,୨୦।୧(ଡି.ଏନ.ଏ.) ମାଲକାନଗିରି ଜିଲା ଚିତ୍ରକୋଣ୍ଡା ବ୍ଳକର ସ୍ବାଭିମାନ ଅଞ୍ଚଳବାସୀଙ୍କୁ ଆସନ୍ତା ୨୬ରୁ ବୋଟ୍ ଆମ୍ବୁଲାନ୍ସ ସେବା ମିଳିବ। ବିଚ୍ଛିନ୍ନାଞ୍ଚଳବାସୀଙ୍କ ପାଇଁ ଜିଲା ପ୍ରଶାସନ ପୂର୍ବରୁ ୨ଟି ବୋଟ୍ ଆମ୍ବୁଲାନ୍ସ ଯୋଗାଇ ଦେଇଛି। ଏହା ସ୍ପଲ୍େଓ ଲଞ୍ଚ ଘାଟରେ ଉଦ୍ଘାଟିତ ହୋଇ ଅଞ୍ଚଳବାସୀଙ୍କୁ…
ପ୍ରଥମ ଦିନିକିଆରେ ହାରିବା ପରେ ଅଧିନାୟକ ରାହୁଲ କହିଲେ ‘ ବହୁତ କିଛି…’
ପର୍ଲ,୨୦।୧: ଦକ୍ଷିଣ ଆଫ୍ରିକା ବିପକ୍ଷରେ ବୁଧବାର ଖେଳାଯାଇଥିବା ପ୍ରଥମ ଦିନିକିଆ ମ୍ୟାଚ୍ରେ ଭାରତ ୩୧ ରନ୍ରେ ପରାସ୍ତ ହୋଇଛି। ପ୍ରଥମେ ବ୍ୟାଟିଂ କରିଥିବା ଦକ୍ଷିଣ ଆଫ୍ରିକା ୫୦ ଓଭରରେ ୪ ଉଇକେଟ ହରାଇ ୨୯୬ ରନ୍ କରିଥିଲା। ଏହାର ଜବାବରେ ଭାରତ…
ପୋଲିସ-ମାଓବାଦୀ ଗୁଳି ବିନିମୟ: ଟଳିପଡ଼ିଲେ ମାଓବାଦୀ ମୁନି
ମାଲକାନଗିରି,୨୦ା୧(ଡି.ଏନ୍.ଏ.): ମାଲକାନଗିରି ସୀମାରେ ପୋଲିସ ଏନ୍କାଉଣ୍ଟରରେ ଜଣେ ଦୁର୍ଦ୍ଦାନ୍ତ ମାଓବାଦୀ ନିହତ ହୋଇଛନ୍ତି। ମୃତ ମାଓବାଦୀ ମହୁପଦର ଏଲ୍ଓଏସ କମାଣ୍ଡର ମୁନି ବୋଲି ଜଣାପଡ଼ିଛି । ମୁନିଙ୍କ ନାଁରେ ୫ ଲକ୍ଷ ଟଙ୍କାର ପୁରସ୍କାର ରହିଥିଲା। ସୂଚନାଯୋଗ୍ୟ, କଟେକଲ୍ୟାଣ ଥାନା ଅନ୍ତର୍ଗତ…
ଏକ୍ସ-ରେ ଦ୍ୱାରା ଜଣା ପଡ଼ିବ କରୋନା ସଂକ୍ରମଣ, ୯୮ ପ୍ରତିଶତ ନିର୍ଭୁଲ…
ଇଡେନବର୍ଗ, ୧୯।୧ : ସ୍କଟଲାଣ୍ଡର ବୈଜ୍ଞାନିକମାନଙ୍କର ଏକ ଦଳ କରୋନା ମହାମାରୀ ସମ୍ବନ୍ଧରେ ଏକ ନୂତନ ପରୀକ୍ଷଣ କରିଛନ୍ତି। ଜଣେ କରୋନାରେ ଆକ୍ରାନ୍ତ ହୋଇଛନ୍ତି କି ନାହିଁ ତାହା ଏକ୍ସ-ରେ ବ୍ୟବହାର କରି ଚିହ୍ନଟ ହୋଇପାରିବ। ବୈଜ୍ଞାନିକମାନେ ଏହାକୁ ୯୮ ପ୍ରତିଶତ…
ଶ୍ମଶାନରୁ ଜୀବନ୍ତ ଫେରି ଆସିଥିବା ଶିଶୁ ଡାକ୍ତରଖାନାରେ ଆଖି ବୁଜିଲା
ପାଟଣା,୨୦ା୧(ସ୍ବ.ପ୍ର.): ଲୋକେ ଡାକ୍ତରଙ୍କୁ ରୋଗୀଙ୍କ ଦ୍ୱିତୀୟ ଭଗବାନ ବୋଲି ମାନି ଥାଆନ୍ତି। ହେଲେ ବେଳେବେଳେ ଏଭଳି କିଛି ଅଭାବନୀୟ ଘଟଣା ଘଟେ, ଯାହା ଫଳରେ ଡାକ୍ତରଙ୍କ ଉପରୁ ଭରସା ତୁଟିଯାଏ। ଏଭଳି ଏକ ଅଭାବନୀୟ ଘଟଣା ଘଟିଛି କେନ୍ଦୁଝର ଜିଲା ସାହାରପଡ଼ା…
ନନ୍ଦନକାନନରେ ୪ ଦିନରେ ୪ ପକ୍ଷୀ ମୃତ
ବାରଙ୍ଗ,୨୦।୧(ଡି.ଏନ୍.ଏ.): ନନ୍ଦନକାନନରେ ଲଗାତାର ୪ ଦିନରେ ୪ଟି ପକ୍ଷୀଙ୍କ ମୃତ୍ୟୁ ହୋଇଛି। ମୃତ ପକ୍ଷୀଙ୍କ ମଧ୍ୟରୁ ତିନୋଟି ମୟୂର ଓ ଗୋଟିଏ ମାଟିଆ ଚିଲ ଅଛନ୍ତି। ଭେଟେନାରୀ ପରିସରରେ ଥିବା କ୍ବାରାଣ୍ଟାଇନରେ ରହୁଥିବା ସମସ୍ତ ପକ୍ଷୀଗୁଡିକୁ ସ୍ବତନ୍ତ୍ର କୋଠରୀରେ ରଖାଯାଇ ସେମାନଙ୍କ…
ପ୍ରେମିକାଙ୍କ ପଛରେ ପ୍ରତିମାସରେ କୋଟିକୋଟି ଟଙ୍କା ଖର୍ଚ୍ଚ କରୁଥିଲେ ପ୍ରେମିକ, ସତ ଜାଣିବା ପରେ ଉଡ଼ିଗଲା ହୋସ୍
ପ୍ରେମିକାଙ୍କ ପଛରେ ଜଣେ ପ୍ରେମିକ ୪୦୦,୦୦୦ ପାଉଣ୍ଡ ଅର୍ଥାତ୍ ୪ କୋଟି ଟଙ୍କା ଖର୍ଚ୍ଚ କରୁଥିଲେ। ଶେଷରେ ପ୍ରେମିକାଙ୍କୁ ପ୍ରପୋଜ କରିବାକୁ ଯାଇ ଯୁବକଙ୍କୁ ଝଟ୍କା ଲାଗିଛି। ୬ ମାସ ପର୍ଯ୍ୟନ୍ତ ପ୍ରେମିକାଙ୍କ ସହ ରିଲେସନଶିପ୍ରେ ରହିବା ପରେ ତାଙ୍କୁ ବିବାହ…
ଡିସେମ୍ବରରେ ଆସିବ ପୁଷ୍ପାର ପାର୍ଟ-୨
ମୁମ୍ବାଇ: ସାଉଥ୍ ସୁପରଷ୍ଟାର ଅଲ୍ଲୁ ଅର୍ଜୁନ-ରଶ୍ମିକା ମନ୍ଦାନାଙ୍କ ଅଭିନୀତ ଫିଲ୍ମ ‘ପୁଷ୍ପା’କୁ ନେଇ ଏବେ ଦର୍ଶକଙ୍କ ମଧ୍ୟରେ କ୍ରେଜ୍ ବଢିଛି। ଫିଲ୍ମକୁ ଦେଖିବା ପାଇଁ ସିନେମା ହଲ୍କୁ ଦର୍ଶକଙ୍କ ସୁଅ ଛୁଟୁଛି। ପୁଷ୍ପା: ଦି ରାଇଜ ସଫଳତା ପାଇସାରିଥିବା ବେଳେ ଫିଲ୍ମର…
ବାପାଙ୍କୁ ହରାଇଲେ ଅଭିନେତା
ବମ୍ବେ: ବାପାଙ୍କୁ ହରାଇଛନ୍ତି ଟେଲି ଅଭିନେତା ଶାହିର ଶେଖ। କରୋନାରେ ସଂକ୍ରମିତ ହୋଇଥିବା ଯୋଗୁ ତାଙ୍କ ଅବସ୍ଥା ଗୁରୁତର ରହିଥିଲା। କିଛି ଦିନ ଧରି ସେ ଭେଣ୍ଟିଲେଟରରେ ଥିଲେ। ଶେଷରେ ଜୀବନ ଯୁଦ୍ଧରେ ହାରି ଯାଇଛନ୍ତି ଶାହାନବାଜ୍ ଶେଖ୍। ଏନେଇ ଅଭିନେତା…

