କଖାରୁ ବୋଝେଇ କ୍ୟାଣ୍ଟରରୁ ୧୮ ବସ୍ତା ଗଞ୍ଜେଇ ଜବତ
କେସିଙ୍ଗା,୬।୯(ଡି.ଏନ୍.ଏ.): କଳାହାଣ୍ଡି ଜିଲା କେସିଙ୍ଗା ସହରର ଅଣ୍ଡର ବ୍ରିଜ ନିକଟରୁ ୧୮ ବସ୍ତା ୨୮୧ ପ୍ୟାକେଟ ଗଞ୍ଜେଇ ଜବତ ହୋଇଥିବା ବେଳେ ଦୁଇ ଜଣଙ୍କୁ ଅଟକ ରଖି ପଚରାଉଚରା କରାଯାଉଛି। ରବିବାର ଏକ କଖାରୁ ବୋଝେଇ କ୍ୟାଣ୍ଟର ରାୟଗଡ଼ାରୁ ଉତ୍ତରପ୍ରଦେଶର ଗାଜିଆବାଦ…
୧୮ ସେପ୍ଟେମ୍ବର ପର୍ଯ୍ୟନ୍ତ ବଢ଼ିଲା ଆଂଶିକ ଲକ୍ଡାଉନ୍…
ଆଇଜଲ୍,୬।୯: ମିଜୋରାମ ସରକାର ଆଇଜଲ ମ୍ୟୁନିସିପାଲିଟି କର୍ପୋରେସନ ଅଞ୍ଚଳରେ ଆଂଶିକ ଲକ୍ଡାଉନ ଘୋଷଣା କରିବା ସହିତ ରାଜ୍ୟର ଅନ୍ୟାନ୍ୟ ଅଞ୍ଚଳରେ କୋଭିଡ ସମ୍ବନ୍ଧୀୟ କଟକଣାକୁ ସେପ୍ଟେମ୍ବର ୧୮ ପର୍ଯ୍ୟନ୍ତ ବୃଦ୍ଧି କରିଛନ୍ତି। ତେବେ କଟକଣାକୁ କିଛିା ମାତ୍ରାରେ କୋହଳ କରାଯାଇଛି। ଅଗଷ୍ଟ…
ଲକ୍ଷ୍ମଣ ରେଖା ଟପିଲେ ସ୍ଥିତି ହେବ ଭୟଙ୍କର, ପାକିସ୍ତାନ-ତାଲିବାନକୁ ଇରାନର ଚେତାବନୀ…
ତେହରାନ,୬।୯: ପଞ୍ଜଶିରରେ ପାକିସ୍ତାନ ସହାୟତାରେ ତାଲିବାନ ପକ୍ଷରୁ ନରସଂହାର ଜାରି ରହିଛି। ଏହାକୁ ନେଇ ଇରାନ ମୁହଁ ଖୋଲିଛି। ଇରାନ କହିଛି ଲକ୍ଷ୍ମଣ ରେଖା ଟପିଲେ ସ୍ଥିତି ଭୟଙ୍କର ହେବ। ଇରାନ କହିଛି ଯେ ପଞ୍ଜଶିରରେ ପାକିସ୍ତାନର ହସ୍ତକ୍ଷେପ ସମ୍ପର୍କରେ ଯାଞ୍ଚ…
ଟି-୨୦ ବିଶ୍ୱକପ୍ ପାଇଁ ଦଳ ଘୋଷଣା କଲା ପାକିସ୍ତାନ: ପ୍ରଥମଥର ପାଇଁ ଦଳରୁ ବାଦ୍ ପଡିଲେ ଏହି ଖେଳାଳି
ଇସଲାମାବାଦ,୬।୯: ଆଗାମୀ ଆଇସିସି ଟି -୨୦ ବିଶ୍ୱକପ ପାଇଁ ପାକିସ୍ତାନ କ୍ରିକେଟ ବୋର୍ଡ ନିଜର ୧୫ ଜଣିଆ ଦଳ ଘୋଷଣା କରିଛି। କରୋନା ମହାମାରୀକୁ ଦୃଷ୍ଟିରେ ରଖି ପାକିସ୍ତାନ ତିନିଜଣ ରିଜର୍ଭ ଖେଳାଳିଙ୍କୁ ମଧ୍ୟ ଚୟନ କରିଛି। ୟୁଏଇ ଏବଂ ଓମାନରେ…
ରିଷିଡ଼ା ପଞ୍ଚାୟତକୁ ସମ୍ପୂର୍ଣ୍ଣ ମରୁଡି ଘୋଷଣା ଦାବି
କର୍ଲାମୁଣ୍ଡା,୬।୯(ଡି.ଏନ.ଏ.): କଳାହାଣ୍ଡି ଜିଲ କର୍ଲାମୁଣ୍ଡା ବ୍ଲକ ରିଷିଡ଼ା ପଞ୍ଚାୟତକୁ ସମ୍ପୂର୍ଣ୍ଣ ମରୁଡି ଘୋଷଣା କରିବା ସହ କୃଷି ଋଣ, ଜଳକର ଛାଡ଼, ଓ ତେଲନଦୀ ଠାରେ ବୃହତ ଉଠା ଜଳସେଚନ ପ୍ରକଳ୍ପ ନିର୍ମାଣ ଦାବି ହୋଇଛି। ଏ ନେଇ ରିଷିଡା ଗ୍ରାମ୍ୟ…
ହିନ୍ଦୋଳ ବ୍ଲକକୁ ସମ୍ପୂର୍ଣ୍ଣ ମରୁଡି ଘୋଷଣା ଦାବି
ଢେଙ୍କାନାଳ, ୬।୯(ଡି.ଏନ୍.ଏ.): ଢେଙ୍କାନାଳ ଜିଲା ହିନ୍ଦୋଳ ବ୍ଲକକୁ ସମ୍ପୂର୍ଣ୍ଣ ମରୁଡି ଘୋଷଣା କରିବାକୁ ଦାବି ହୋଇଛି । ସାମାଜିକ ସଂଗଠନ ଆମ ହିନ୍ଦୋଳ ପକ୍ଷରୁ ବ୍ଲକର କୃଷକମାନେ ସୋମବାର ମୁଖ୍ୟମନ୍ତ୍ରୀଙ୍କ ଉଦ୍ଦେଶ୍ୟରେ ଉପଜିଲାପାଳ ଉଦୟ କୁମାର ମହାପାତ୍ରଙ୍କୁ ଏକ ଦାବିପତ୍ର ପ୍ରଦାନ…
ଝାଡ଼ଖଣ୍ଡ ବିଧାନସଭା ନମାଜ କୋଠରୀରେ ତାଣ୍ଡବ ‘ଭଜନ-କିର୍ତ୍ତନ’ କରିବାକୁ ବସିଲେ ଭାଜପା ବିଧାୟକ
ରାଞ୍ଚି,୬ ।୯: ଝାଡ଼ଖଣ୍ଡ ବିଧାନସଭାରେ ସୋମବାର ତାଣ୍ଡବ ହୋଇଛି । ବିଧାନସଭା ପରିସରରେ ନମାଜ ପାଇଁ ଭିନ୍ନ କୋଠରୀ ଆଲଟମେଣ୍ଟକୁ ନେଇ ଏହା ହୋଇଛି । ଏହାକୁ ନେଇ ଭାରତୀୟ ଜନତା ପାର୍ଟି(ଭାଜପା) ବିଧାୟକମାନେ ହଙ୍ଗାମା କରିଛନ୍ତି । ନମାଜ ପାଇଁ…
‘ଅନ୍ୟ କାନ୍ଧରେ ବନ୍ଧୁକ ରଖି ଚଲାଇବା ରାହୁଲଙ୍କ ଅଭ୍ୟାସ’
ନୂଆଦିଲ୍ଲୀ,୬।୯: କଂଗ୍ରେସ ନେତା ରାହୁଲ ଗାନ୍ଧୀଙ୍କ ଏକ ଟୁଇଟକୁ ନେଇ ରାଜନୀତି ସରଗରମ ହୋଇଛି। ସେ କୃଷକ ଆନ୍ଦୋଳନର ଏକ ପୁରୁଣା ଫଟୋ ଟୁଇଟ୍ କରିବା ପରେ ଭାଜପା ତାଙ୍କ ଉପରେ ବର୍ଷିଛି। ଦଳର ମୁଖପାତ୍ର ସମ୍ବିତ ପାତ୍ର ରାହୁଲଙ୍କୁ ଜବାବ…
ଭିଡିଓ କଲ୍ରେ ସ୍ତ୍ରୀ ପୁଅର ଚେହେରା ନ ଦେଖାଇବାରୁ ସ୍ବାମୀ ନେଲେ ଚରମ ନିଷ୍ପତ୍ତି, ଜାଣିଲେ…
ଭୋପାଳ,୬ା୯: ମଧ୍ୟପ୍ରଦେଶର ଶିବାନୀ ଜିଲାରେ ଏକ ଅଭାବନୀୟ ଘଟଣା ଘଟିଛି। ରାଗି କି ବାପଘର ଚାଲି ଯାଇଥିବା ଜଣେ ମହିଳା ଭିଡିଓ କଲ୍ରେ ପୁଅର ମୁହଁ ସ୍ବାମୀଙ୍କୁ ନ ଦେଖାଇବାରୁ ସ୍ବାମୀ ରଶି ଲଗାଇ ଆତ୍ମହତ୍ୟା କରିବା ଖବର ସମସ୍ତଙ୍କୁ ଆଶ୍ଚର୍ଯ୍ୟ…
ସ୍ବାମୀଙ୍କୁ ଗୁଗଲ୍ ସର୍ଚ୍ଚ କରିବାକୁ ମନା କରିଥିଲେ କରୀନା: ଜାଣନ୍ତୁ କାହିଁକି
ବଲିଉଡ ଷ୍ଟାର୍ସ କରୀନା କପୁର ଖାନ୍ ଏବଂ ସୈଫ ଅଲ୍ଲୀ ଖାନ୍ ଇଣ୍ଡଷ୍ଟ୍ରୀର ସବୁଠୁ ଖାସ୍ ଯୋଡିଙ୍କ ମଧ୍ୟରୁ ଅନ୍ୟତମ। ପ୍ରଶଂସକ ସେମାନଙ୍କୁ ବିଷୟରେ ଜାଣିବାକୁ ଇଚ୍ଛୁକ ଥାନ୍ତି। କରୀନା ମଧ୍ୟ ନିଜ ପ୍ରଶଂସକଙ୍କ ମନ ଦୁଃଖ କରିବାକୁ ଆଦୌ ଚାହାନ୍ତି…
ଶ୍ୱଶୁର ଘରେ ପହଞ୍ଚି ନବବିବାହିତା ସ୍ତ୍ରୀଙ୍କୁ ବେଲ୍ଟରେ ନିର୍ଧୂମ ପିଟିଲେ ସ୍ବାମୀ, ଆଉ ତା’ ପରେ…
ଭୋପାଳ,୬ା୯: ଗ୍ବାଲିଅରରେ ଜଣେ ନବବିବାହିତାଙ୍କୁ ତାଙ୍କ ଶାଶୁଘର ଲୋକେ ଅଧିକ ଯୌତୁକ ଦାବି କରି ଘରୁ ତଡ଼ି ଦେଇଥିଲେ। ଫଳରେ ସେ ତାଙ୍କ ବାପଘରକୁ ଚାଲିଯାଇଥିଲେ। ଏଥିରେ କ୍ରୋଧାନ୍ବିତ ହୋଇ ଜ୍ୱାଇଁ ପହଞ୍ଚିଥିଲେ ଶ୍ୱଶୁର ଘରେ। ପରେ ମାର୍ପିଟ୍ ଆରମ୍ଭ କରିଥିଲେ।…
କୁଳପତିଙ୍କ ନାଁ ବଦଳାଇବ ଭାଜପା କହିବ ‘କୁଳଗୁରୁ’
ଭୋପାଳ,୬ ।୯: ମେଡିକାଲ ଏଜୁକେଶନରେ ବଡ ପରିବର୍ତ୍ତନ ପରେ ଏବେ ମଧ୍ୟ ପ୍ରଦେଶ ସରକାର ଉଚ୍ଚ ଶିକ୍ଷାରେ ବି ପରିବର୍ତ୍ତନ କରିବାକୁ ଯାଉଛନ୍ତି । ଏହାର ପ୍ରକ୍ରିୟା ବି ଆରମ୍ଭ ହୋଇଗଲାଣି । ମିଳିଥିବା ସୂଚନା ଅନୁଯାୟୀ, ମଧ୍ୟ ପ୍ରଦେଶର ଉଚ୍ଚ…
Archives


