ପାକିସ୍ତାନ ପେସରଙ୍କ ବୋଲିଂ ଉପରେ ଉଠିଲା ପ୍ରଶ୍ନ
ମେଲବୋର୍ନ,୧୯।୧: ଚଳିତ ବିଗ୍ ବାଶ୍ ଲିଗ୍ (ବିବିଏଲ୍)ରେ ଖେଳିଥିବା ପାକିସ୍ତାନ ପେସର ମହମ୍ମଦ ହାସନେନଙ୍କ ବୋଲିଂ ଆକଶନ ଉପରେ ପ୍ରଶ୍ନ ଉଠାଇଛନ୍ତି ଜଣେ ଅମ୍ପାୟର। ୨୧ ବର୍ଷୀୟ ହାସନେନ ଏବେ ସିଡ୍ନୀ ଥଣ୍ଡର ପାଇଁ ୫ ମ୍ୟାଚ୍ ଖେଳିବା ଚୁକ୍ତି ଶେଷ…
୬ ସ୍ଥାନରେ ଖୋଲିଲା କୋର୍ଟ
କଟକ ଅଫିସ,୧୯ା୧: ରାଜ୍ୟର ୬ଟି ସ୍ଥାନରେ ନୂତନ କୋର୍ଟ ବୁଧବାର ଉଦ୍ଘାଟିତ ହୋଇଛି। ସେଗୁଡିକ ହେଲା ମାଲକାନଗିରି ଜିଲା କୁଡୁମୁଲୁଗୁମାଠାରେ ସିଭିଲ ଜଜ ତଥା ଜେଏମ୍ଏଫ୍ସି, କଳାହାଣ୍ଡି ଜିଲା ଭବାନୀପାଟଣାଠାରେ ସିନିୟର ସିଭିଲ ଜଜ୍ ତଥା ସହକାରୀ ସେସନ ଜଜ୍(ମହିଳା ଅଦାଲତ),…
ଦିଗହରା ହୋଇଗଲା ଟିମ୍ ଇଣ୍ଡିଆ
ପାର୍ଲା,୧୯।୧: ଏଠାରେ ଦକ୍ଷିଣ ଆଫ୍ରିକା ବିପକ୍ଷରେ ଚାଲିଥିବା ପ୍ରଥମ ଦିନିକିଆରେ ବର୍ତ୍ତମାନ ଭାରତୀୟ ଦଳ ଖୁବ୍ ସଙ୍କଟରେ ପଡ଼ିଛି। ୨୯୭ ରନ୍ର ବିଜୟ ଲକ୍ଷ୍ୟ ପିଛା କରୁଥିବା ଟିମ୍ ଇଣ୍ଡିଆକୁ ଭଲ ଆରମ୍ଭ ଦେଇଥିଲେ ଶିଖର ଧାଓ୍ବନ ଓ ବିରାଟ କୋହଲି।…
ଦଳ ଛାଡିଲେ ୟୁପି ଉପବାଚସ୍ପତି
ନୂଆଦିଲ୍ଲୀ,୧୯।୧: ଉତ୍ତରପ୍ରଦେଶର ଉପବାଚସ୍ପତି ତଥା ସମାଜବାଦୀ ପାର୍ଟିର ବିଧାୟକ ନୀତିନ ଅଗ୍ରୱାଲ ବୁଧବାର ସମାଜବାଦୀ ପାର୍ଟି ଛାଡିଛନ୍ତି। ନିକଟରେ ଉତ୍ତରପ୍ରଦେଶର ଏକ ଭାଜପା ରାଲିରେ ଅମିତ ଶାହାଙ୍କ ସହ ନୀତିନ ଅଗ୍ରୱାଲ ମଞ୍ଚ ବାଣ୍ଟିଥିଲେ। ନୀତିନ ଅଗ୍ରୱାଲ ଗଣମାଧ୍ୟମକୁ କହିଛନ୍ତି, “ମୋର…
ଯୁବତୀଙ୍କ ସହ କଥା ହେବାରୁ ଜୀବନ ଗଲା
ନୂଆଦିଲ୍ଲୀ,୧୯।୧: ୨୯ ବର୍ଷୀୟ ବିବାହିତ ବ୍ୟକ୍ତିଙ୍କୁ ଦିଲ୍ଲୀରେ ଛୁରି ଭୁଷି ୩ ଜଣ ଅଭିଯୁକ୍ତ ହତ୍ୟା କରିଛନ୍ତି। ତଦନ୍ତରୁ ଉକ୍ତ ବ୍ୟକ୍ତିଙ୍କୁ ଅନ୍ୟ ଯୁବତୀଙ୍କ ସହ ଦୂରେଇ ରଖିବା ପାଇଁ ହତ୍ୟା କରାଯାଇଛି। ଭଉଣୀ ଠାରୁ ଦୂରେଇ ରହିବା ପାଇଁ ବାରମ୍ବାର…
ଶ୍ୱଶୁରଙ୍କ ସହ ମିଶି ଚିୟର୍ସ କରୁଛନ୍ତି କମେଡି କୁଇନ୍
ମୁମ୍ବାଇ: କମେଡି କୁଇନ୍ ଭାରତୀ ସିଂହ ଦର୍ଶକଙ୍କୁ ହସାଇବା ପାଇଁ ଟିକେ ବି ସୁଯୋଗ ହାତଛଡ଼ା କରନ୍ତି ନାହିଁ। ତାଙ୍କର ଟ୍ୟାଲେଣ୍ଟ କେବଳ ଶୋ’ରେ ସୀମିତ ନୁହେଁ, ସେ ନିଜର ବ୍ୟକ୍ତିଗତ ଜୀବନର କିଛି କଥା ମଧ୍ୟ ପ୍ରଶଂସକମାନଙ୍କ ସହ ଶେୟାର…
କ୍ୟାପିଟାଲ ହସ୍ପିଟାଲରେ କରୋନା: ୪୦ ଡାକ୍ତର ପଜିଟିଭ୍
ଭୁବନେଶ୍ୱର,୧୯।୧(ବ୍ୟୁରୋ): ରାଜଧାନୀରେ କରୋନା ସଂକ୍ରମଣ ବଢିଚାଲିଛି। ତେବେ କ୍ୟାପିଟାଲ୍ ହସ୍ପିଟାଲର ୧୩୦ କର୍ମଚାରୀ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଚିହ୍ନଟ ହୋଇଥିବା ଆକ୍ରାନ୍ତଙ୍କ ମଧ୍ୟରୁ ୪୦ ଡାକ୍ତର, ୩୦ ନର୍ସ, ୪୦ ଟେକ୍ନିସିଆନ, ୧୦/୧୫ ଫାର୍ମାସିଷ୍ଟ ଆକ୍ରାନ୍ତ ହୋଇଥିବା ସୂଚନା ମିଳିଛି।…
ଫିଲ୍ମ‘ପୁଷ୍ପା’ର ମିମ୍ସ ଶେୟାର କଲା ମନ୍ତ୍ରଣାଳୟ
ନୂଆଦିଲ୍ଲୀ,୧୯।୧: ସାଉଥ୍ ସୁପରଷ୍ଟାର ଅଲ୍ଲୁ ଅର୍ଜୁନ-ରଶ୍ମିକା ମନ୍ଦାନାଙ୍କ ଅଭିନୀତ ଫିଲ୍ମ‘ପୁଷ୍ପା’କୁ ନେଇ ଦର୍ଶକଙ୍କ ମଧ୍ୟରେ କ୍ରେଜ୍ ରହିଛି। ଏହି ଫିଲ୍ମକୁ ସୋସିଆଲ ମିଡିଆରେ ଅନେକ ମିମ୍ସ ଭାଇରାଲ ହେଉଛି। ବୁଧବାର ସୂଚନା ଏବଂ ପ୍ରସାରଣ ମନ୍ତ୍ରଣାଳୟ ପକ୍ଷରୁ ଲୋକଙ୍କୁ ସତର୍କ କରେଇବା…
ଆଜି ରାଜ୍ୟରୁ ଆଉ ୬,୭୮୫ କରୋନା ଆକ୍ରାନ୍ତ ସୁସ୍ଥ
ଭୁବନେଶ୍ୱର,୧୯ା୧(ବ୍ୟୁରୋ): ବୁଧବାର ରାଜ୍ୟରୁ ଆଉ ୬,୭୮୫ କରୋନା ଆକ୍ରାନ୍ତ ସୁସ୍ଥ ହୋଇଥିବା ନେଇ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। ଏହାକୁ ମିଶାଇ ବର୍ତ୍ତମାନ ସୁଦ୍ଧା ରାଜ୍ୟରେ ୧୦,୮୦,୫୬୨ ଜଣ ସୁସ୍ଥ ହୋଇସାରିଲେଣି। ଆଜି ସୁନ୍ଦରଗଡ଼ରୁ…
ଗାଈ ଏମିତି ଖାଉଛି ଗୁପ୍ଚୁପ୍, ଭିଡିଓ ଦେଖିଲେ…
ବଡ଼ ଶରଧାରେ ଗାଈ ଖାଉଛି ଗୁପ୍ଚୁପ୍। ଗୋଟିଏ ପାଟିରୁ ନ ସରୁଣୁ ମୁହଁ ବଢ଼ାଇ ଦେଉଛି। ଏପରି ଏକ ଭିଡିଓ ଏବେ ସୋସିଆଲ ମିଡିଆରେ ଭାଇରାଲ ହେଉଛି। ଯାହାକୁ ଦେଖି ସମସ୍ତେ ପ୍ରତିକ୍ରିୟା ରଖୁଛନ୍ତି ‘ଗୁପ୍ଚୁପ୍ କାହାକୁ ବା ନାପସନ୍ଦ’। କୁହାଯାଏ…
ଅଭିନେତ୍ରୀ ପିଠିରେ ଲେଖିଥିଲେ ସ୍ବାମୀଙ୍କ ନାମ
ବମ୍ବେ: ବଲିଉଡ୍ ଅଭିନେତ୍ରୀ ଶ୍ରୀଦେବୀ ଆଉ ଦୁନିଆରେ ନାହାନ୍ତି ସତ, ହେଲେ ପ୍ରଶଂସକଙ୍କ ହୃଦୟରେ ଆଜି ବି ସେ ଜୀବିତ ଅଛନ୍ତି। ଦୁଇ ଝିଅଙ୍କ ସହ ସ୍ବାମୀ ବୋନି କପୁର ସର୍ବଦା ତାଙ୍କୁ ମନେ ପକାଉଛନ୍ତି। ଶ୍ରୀଦେବୀଙ୍କ ସହ ପୁରୁଣା ଦିନକୁ…
ଡେଥ୍ ଓଭରରେ ପାରିଲେନି ବୋଲର, ଦକ୍ଷିଣ ଆଫ୍ରିକା ଛିଡ଼ା କଲା ୨୯୭ ରନ୍ ଟାଗେର୍ଟ
ପାର୍ଲ,୧୯।୧: ଦକ୍ଷିଣ ଆଫ୍ରିକା ବିପକ୍ଷ ପ୍ରଥମ ଦିନିକିଆ ମ୍ୟାଚ୍ରେ ଡେଥ୍ ଓଭରରେ ଭାରତୀୟ ବୋଲର ଉଇକେଟ ନେବାରେ ବିଫଳ ହୋଇଛନ୍ତି। ଯଶପ୍ରୀତ ବୁମରା, ଭୁବନେଶ୍ୱର କୁମାର, ରବିଚନ୍ଦ୍ରନ ଅଶ୍ୱିନ, ୟୁଜବେନ୍ଦ୍ର ଚହଲଙ୍କ ଉପସ୍ଥିତି ସତ୍ତ୍ୱେ ଭାରତୀୟ ଦଳ ୫୦ ଓଭରରେ ଘରୋଇ…

