ଆଜିଠୁ ସମସ୍ତ ବୈଷୟିକ ଶିକ୍ଷାନୁଷ୍ଠାନରେ ଅଫ୍ଲାଇନ୍ ପାଠପଢ଼ା
ଭୁବନେଶ୍ୱର,୬ା୯(ବ୍ୟୁରୋ): ରାଜ୍ୟର ସମସ୍ତ ବୈଷୟିକ ଶିକ୍ଷାନୁଷ୍ଠାନ ସୋମବାରଠାରୁ ଖୋଲିଛି। ସବୁ ସେମିଷ୍ଟର ପାଇଁ ଶ୍ରେଣୀଗୃହରେ ପାଠପଢ଼ା ଆରମ୍ଭ ହୋଇଛି। ବୈଷୟିକ ବିଶ୍ୱବିଦ୍ୟାଳୟ, ଇଞ୍ଜିନିୟରିଂ ଏବଂ ଧନ୍ଦାମୂଳକ କଲେଜ, ପଲିଟେକ୍ନିକ, ଡିପ୍ଲୋମା କଲେଜ, ଆଇଟିଆଇ କଲେଜର ଛାତ୍ରୀଛାତ୍ର ଅଫ୍ଲାଇନ ମାଧ୍ୟମରେ ପାଠ ପଢୁଛନ୍ତି।…
ସାଇନସ୍ର ଘରୋଇ ଉପଚାର
ସାଇନସ୍ ହେଉଛି ଏକ ଶ୍ୱାସଜନିତ ସମସ୍ୟା। ସାଧାରଣତଃ ବ୍ୟାକ୍ଟେରିଆ, ଫଙ୍ଗଲ୍ ଇନ୍ଫେକ୍ଶନ, ନାକରେ ହାଡ଼ ବଢ଼ି ତେଢ଼ା ହୋଇଯିବା ଦ୍ୱାରା ଏପରି ସମସ୍ୟା ଦେଖାଦେଇଥାଏ। ଅନ୍ୟପକ୍ଷରେ ଥଣ୍ଡା ପବନ, ଧୂଳି, ଧୂଅଁା ସଂସ୍ପର୍ଶରେ ଆସିଲେ ଏହି ସମସ୍ୟା ଆହୁରି ବଢ଼ିଯାଏ। ମୁଣ୍ଡ…
ଚହଲ-ଧନଶ୍ରୀଙ୍କ ମଧ୍ୟରେ ଝଗଡା!
ଟିମ ଇଣ୍ଡିଆର ଲେଗ ସ୍ପିନର ୟୁଜବେନ୍ଦ୍ର ଚହଲ ଏବଂ ତାଙ୍କ ସ୍ତ୍ରୀ ଧନଶ୍ରୀ ବର୍ମା ସୋସିଆଲ ମିଡିଆରେ ବହୁତ ସକ୍ରିୟ ଅଛନ୍ତି। ଉଭୟ ନିଜ ଫଟୋ ଏବଂ ଭିଡିଓ ପ୍ରଶଂସକଙ୍କ ସହ ଶେୟାର କରନ୍ତି। ସେମାନଙ୍କର ପ୍ରତ୍ୟେକ ଭିଡିଓ ସୋସିଆଲ ମିଡିଆରେ…
ଆଦର୍ଶ ବିଦ୍ୟାଳୟ ଦେଶରେ ରୋଲ୍ ମଡେଲ ହେଉ: ମୁଖ୍ୟମନ୍ତ୍ରୀ
ଭୁବନେଶ୍ୱର,୬।୯(ବ୍ୟୁରୋ): ରାଜ୍ୟର ସବୁ ଅଞ୍ଚଳର ମେଧାବୀ ପିଲାଙ୍କୁ ଗୁଣାତ୍ମକ ଶିକ୍ଷା ପ୍ରଦାନ କରିବା ମୁଖ୍ୟ ଲକ୍ଷ୍ୟ। ଏହି ଉଦ୍ଦେଶ୍ୟରେ ରାଜ୍ୟରେ ମାଧ୍ୟମିକ ଓ ଉଚ୍ଚ ମାଧ୍ୟମିକ ଓଡ଼ିଶା ଆଦର୍ଶ ବିଦ୍ୟାଳୟ ଜରିଆରେ ଇଂଲିଶରେ ଶିକ୍ଷା ପ୍ରଦାନ କରାଯାଉଛି। ବିଶେଷକରି ଗ୍ରାମାଞ୍ଚଳ ଓ…
ବାପା ହେଲେ ଏହି କ୍ରିକେଟର୍
ଲଣ୍ଡନ,୬।୯: ଇଂଲଣ୍ଡ କ୍ରିକେଟ୍ ଦଳର ଉଇକେଟ୍କିପର୍-ବ୍ୟାଟ୍ସମ୍ୟାନ୍ ଜୋଶ୍ ବଟଲର୍ ଦ୍ୱିତୀୟଥର ପିତା ହୋଇଛନ୍ତି। ତାଙ୍କ ସ୍ତ୍ରୀ ଲୁଇସ୍ ଓ୍ବେବର ସେପ୍ଟେମ୍ବର ୫ରେ ଏକ କନ୍ୟା ସନ୍ତାନ ଜନ୍ମ ଦେଇଛନ୍ତି। ବଟଲର ଖେଳୁଥିବା ଆଇପିଏଲ୍ ଟିମ୍ ରାଜସ୍ଥାନ ରୟାଲ୍ସ ଟୁଇଟ୍ ଯୋଗେ ଏହି…
ରାଜଧାନୀକୁ ବନ୍ଧୁକ ବିକ୍ରି କରିବାକୁ ଆସିଥିବା ପଶ୍ଚିମବଙ୍ଗ ବେପାରୀ ଗିରଫ
ଭୁବନେଶ୍ୱର,୬।୯(ବ୍ୟୁରୋ): ରାଜଧାନୀରେ ବନ୍ଧୁକ ବିକ୍ରି କରିବାକୁ ଆସିଥିବା ପଶ୍ଚିମବଙ୍ଗର ଜଣେ ବେପାରୀଙ୍କୁ କମିଶନରେଟ ପୋଲିସ କାବୁ କିରିଛି। ରବିବାର ପୂର୍ବାହ୍ନରେ ଭରତପୁର ଥାନା ଅନ୍ତର୍ଗତ କୋଳଥିଆ ପଡିଆ ନିକଟରେ ବନ୍ଧୁକ ବିକ୍ରି ପାଇଁ ଗରାଖଙ୍କୁ ଅପେକ୍ଷା କରିଥିବାବେଳେ ପୋଲିସ ଗିରଫ କରିଛି।…
ଆଜିଠୁ ୬ ଦିନିଆ ଓଡ଼ିଶା ଗସ୍ତରେ କେନ୍ଦ୍ରମନ୍ତ୍ରୀ ଟୁଡୁ
ଭୁବନେଶ୍ୱର,୬।୯(ବ୍ୟୁରୋ): କେନ୍ଦ୍ର ମନ୍ତ୍ରିମଣ୍ଡଳରେ ନୂତନ ଭାବେ ସ୍ଥାନ ପାଇଥିବା ମୟୂରଭଞ୍ଜ ଏମ୍ପି ବିଶ୍ୱେଶ୍ୱର ଟୁଡୁ ଅସୁସ୍ଥତା ଯୋଗୁ ଓଡ଼ିଶା ଗସ୍ତରେ ଆସି ପାରି ନ ଥିଲେ। ଆରୋଗ୍ୟ ଲାଭ କରି ଟୁଡୁ ସୋମବାରଠାରୁ ୬ ଦିନିଆ ଓଡ଼ିଶା ଗସ୍ତରେ ଆସୁଛନ୍ତି। ସେ…
କର୍ମ ନିଯୁକ୍ତି ଭିତ୍ତିଭୂମି ନାହିଁ
କେନ୍ଦ୍ରାପଡ଼ା ଅଫିସ,୬।୯: ସପ୍ତାହକ ମଧ୍ୟରେ କେନ୍ଦ୍ରାପଡ଼ା ଜିଲାର ରାଜକନିକା ଥାନା ଅଞ୍ଚଳରେ ୪ ଲୁଟ୍ ଘଟଣା ଘଟିଛି। କାଟଣା ଅଞ୍ଚଳର ଜଣେ ଛାତ୍ରୀଙ୍କ ମୋବାଇଲକୁ ୨ ଦୁର୍ବୃତ୍ତ ବାଇକ୍ରେ ଆସି ଛଡାଇ ନେଇଛନ୍ତି। ୧ ତାରିଖରେ ଅଶୋକ ବଜାରରେ ରହୁଥିବା ଅବସରପ୍ରାପ୍ତ…
ଇଂଲଣ୍ଡକୁ ଜିତିବାକୁ ହେଲେ ବଦଳାଇବାକୁ ପଡିବ ୧୪୧ ବର୍ଷର ଇତିହାସ
ଓଭାଲ,୬।୯: ଚମତ୍କାର ବ୍ୟାଟିଂ କରି ଚତୁର୍ଥ ଟେଷ୍ଟରେ ଟିମ ଇଣ୍ଡିଆ ପ୍ରତ୍ୟାବର୍ତ୍ତନ କରିଛି। ଦ୍ୱିତୀୟ ଇନିଂସରେ ୩୬୮ ରନ ସଂଗ୍ରହ କରିଥିଲା। ଭାରତ ଇଂଲଣ୍ଡକୁ ୩୬୮ ରନର ବିଜୟ ଟାର୍ଗେଟ ଦେଇଛି। ଏ ପର୍ଯ୍ୟନ୍ତ କୌଣସି ଦଳ ଓଭାଲ ଗ୍ରାଉଣ୍ଡରେ ଏତେ…
ବିଜ୍ଞାନ ଓ ସାମ୍ବାଦିକତା
ସାରା ବିଶ୍ୱରେ ପ୍ରତିଦିନ ଓ ପ୍ରତି ମୁହୂର୍ତ୍ତରେ ଘଟି ଚାଲିଛି ଅସଂଖ୍ୟ ଘଟଣା। କିନ୍ତୁ ସବୁ ଘଟଣା ଖବର ଭାବରେ ଗୁରୁତ୍ୱ ପାଇନଥାଏ। ଯେଉଁ ଘଟଣାଟି ଗୁରୁତ୍ୱ ପାଇଥାଏ, ସେହି ଘଟଣାଟି ହୋଇପଡ଼େ ଏକ ‘ଖବର’। ମାତ୍ର ଘଟଣାଗୁଡ଼ିକ ମଧ୍ୟରୁ କେଉଁ…
ଗର୍ଭବତୀ ପୋଲିସ ଅଫିସରଙ୍କୁ ସ୍ବାମୀଙ୍କ ଆଗରେ ହତ୍ୟା କଲେ ତାଲିବାନ
କାବୁଲ,୬।୯: ଆଫଗାନିସ୍ତାନକୁ ତାଲିବାନ କବ୍ଜା କରିବା ପରେ ସେମାନଙ୍କ କ୍ରୁର ଚେହେରା ସାମ୍ନାକୁ ଆସୁଛି। ସେଠାରେ ତାଲିବାନମାନେ ପ୍ରାନ୍ତୀୟ ସହରରେ ଜଣେ ମହିଳା ଗର୍ଭବତୀ ପୋଲିସ ଅଫିସରଙ୍କୁ ଗୁଳି କରି ହତ୍ୟା କରିଛନ୍ତି। ହୃଦୟବିଦାରକ କଥା ହେଉଛି ମହିଳାଙ୍କ ସ୍ବାମୀ ଏବଂ…
ପିରିୟଡ୍ ଅନିୟମିତତା ଲାଇଫ୍ ଷ୍ଟାଇଲ୍ ଡିଜିଜ୍ ହୋଇଗଲାଣି: ଡା. ସଂଘମିତ୍ରା ଶତପଥୀ
ପରିବର୍ତ୍ତିତ ଜୀବନଶୈଳୀ ଯୋଗୁ ଲୋକେ ଅନେକ ରୋଗର ଶିକାର ହେଉଛନ୍ତି। ଏହାରି ଭିତରେ ମହିଳାଙ୍କ ପିରିୟଡ୍ ସମସ୍ୟା ଅନ୍ୟତମ। ସେହିଭଳି ଆଜିକାଲି ଇନ୍ଫର୍ଟିଲିଟି (ବନ୍ଧ୍ୟା) କେସ୍ ବି ବଢ଼ିବାରେ ଲାଗିଛି। ମହିଳାଙ୍କର ଏଭଳି ସମସ୍ୟା କାହିଁକି ହେଉଛି ଓ କେବେ ଡାକ୍ତରଙ୍କ…
Archives


