ଏହି ଦିନ ରିଲିଜ୍ ହେବ ଅକ୍ଷୟ କୁମାରଙ୍କ ଆଗାମୀ ଫିଲ୍ମ
ମୁମ୍ବାଇ: ବଲିଉଡ୍ ଅଭିନେତା ଅକ୍ଷୟ କୁମାର ଫିଲ୍ମକୁ ଦେଇ ସବୁବେଳେ ଚର୍ଚ୍ଚାରେ ରୁହନ୍ତି। ନିକଟରେ ଫିଲ୍ମ ‘ସୂର୍ଯ୍ୟବଂଶୀ’ରେ ତାଙ୍କ ଜଲଓ୍ବା ସମସ୍ତେ ଦେଖିସାରିଛନ୍ତି। ବର୍ତ୍ତମାନ ଅକ୍ଷୟଙ୍କ ଆଗାମୀ ଫିଲ୍ମ ‘ବଚ୍ଚନ ପାଣ୍ଡେ’ ଆସିବାକୁ ଯାଉଛି। ଏହି ଫିଲ୍ମରେ ତାଙ୍କ ସହ ମୁଖ୍ୟ…
ଅଧିନାୟକ ଭାବେ କୋହଲି ଥିଲେ ଏମିତି, ରାହୁଲ ଦେଲେ ବଡ଼ ବୟାନ
ପର୍ଲ,୧୯।୧: ବୁଧବାରଠାରୁ ଭାରତ ଏବଂ ଦକ୍ଷିଣ ଆଫ୍ରିକା ମଧ୍ୟରେ ତିନି ମ୍ୟାଚ୍ ବିଶିଷ୍ଟ ସିରିଜ୍ର ପ୍ରଥମ ମୁକାବିଲା ଖେଳାଯିବ। ଏଥିରେ ଜଣେ ଅଧିନାୟକ ଭାବେ ନୁହେଁ, ବରଂ ଜଣେ ବ୍ୟାଟର ଭାବେ ପଡ଼ିଆକୁ ଓହ୍ଲାଇବେ ବିରାଟ କୋହଲି। ଲୋକେଶ ରାହୁଲଙ୍କ ଅଧିନାୟକତ୍ୱରେ…
ଭାରତୀୟ ଦଳର ନେତୃତ୍ୱ ନେଇ ସ୍ବତନ୍ତ୍ର ତାଲିକାରେ ରାହୁଲ
ପାର୍ଲ,୧୯।୧: ଦକ୍ଷିଣ ଆଫ୍ରିକା ବିପକ୍ଷ ଚଳିତ ପ୍ରଥମ ଦିନିକିଆରେ ଭାରତୀୟ ଦଳର ନେତୃତ୍ୱ ନେଉଥିବା ଲୋକେଶ ରାହୁଲ ‘ଲିଷ୍ଟ ଏ’ କ୍ରିକେଟରେ କଦାପି କୌଣସି ଦଳର ନେତୃତ୍ୱ ନେଇ ନ ଥିଲେ। ଲିଷ୍ଟ ଏ’ କ୍ରିକେଟରେ ବିନା ଅଧିନାୟକତ୍ୱ ଅଭିଜ୍ଞତାରେ ସେ…
ନାମାଙ୍କନପତ୍ର ଦାଖଲ କଲେ କଂଗ୍ରେସ ପ୍ରାର୍ଥୀ ସୁରେଶ ଚୌଧୁରୀ
କର୍ଲାମୁଣ୍ଡା,୧୯ା୧(ଡି.ଏନ୍.ଏ.): କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକରେ ମୋଟ୍ ୨ଟି ଜିଲା ପରିଷଦ ଆସନ ପାଇଁ ବର୍ତ୍ତମାନ ସୁଦ୍ଧା ବିଭିନ୍ନ ଦଳ ପକ୍ଷରୁ ପ୍ରାର୍ଥୀଙ୍କ ନାମ ଘୋଷଣା ହୋଇପାରି ନ ଥିଲେ ହେଁ ଏହି ବ୍ଲକର ‘ଖ’ ଜୋନ୍ ପାଇଁ କଂଗ୍ରେସ ପ୍ରାର୍ଥୀ…
ଏକୁଟିଆ ଥିବାବେଳେ ଝିଅମାନେ ଗୁଗୁଲର ଏସବୁ ସାଇଟ୍ ଅଧିକ ସର୍ଚ୍ଚ କରନ୍ତି, ସର୍ଭେରୁ ଜଣାପଡ଼ିଲା…
ନୂଆଦିଲ୍ଲୀ, ୧୯।୧ : ସମ୍ପ୍ରତି ଗୁଗୁଲ ଏପରି ଏକ ପ୍ଲାଟଫର୍ମରେ ପରିଣତ ହୋଇଛି ଯାହା ଉପରେ ୟୁଜର ଯେ କୌଣସି କାମ ପାଇଁ ନିର୍ଭର କରୁଛନ୍ତି। କିଛିି ସମସ୍ୟାର ସମ୍ମୁଖୀନ ହେଲେ ଏବେ ୟୁଜରଙ୍କ ହାତ ତୁରନ୍ତ ଗୁଗୁଲ ଆଡକୁ ପଳାଉଛି।…
ପୁଅଙ୍କୁ ଧରି ସ୍ବାମୀଙ୍କ ଘର ସମ୍ମୁଖରେ ସ୍ତ୍ରୀଙ୍କ ଧାରଣା
ବଲାଙ୍ଗୀର ଅଫିସ, ୧୯।୧: ସ୍ବାମୀ-ସ୍ତ୍ରୀ ବିବାଦକୁ ନେଇ ସ୍ବାମୀଙ୍କ ଘର ସମ୍ମୁଖରେ ଧାରଣା ଦେଇଛନ୍ତି ଜଣେ ମହିଳା। ରାତିସାରା ସେ ତାଙ୍କ ୭ବର୍ଷର ପୁଅକୁ ଧରି ବଲାଙ୍ଗୀର ଜିଲା ଟିକ୍ରାପଡାର ବାସୁଦେବ ମିଶ୍ରଙ୍କ ଘର ସମ୍ମୁଖରେ ଧାରଣାରେ ବସିବା ଘଟଣା ସହର…
ରାସ୍ତା ଖରାପ ଯୋଗୁ ଯାଇପାରିଲାନି ଆମ୍ବୁଲାନ୍ସ: ଚାଲିଗଲା ରୋଗୀଙ୍କ ଜୀବନ
ପାଟଣା,୧୯।୧(ସ୍ବ.ପ୍ର.): ଗାଁକୁ ଭଲ ରାସ୍ତା ନ ଥିବାରୁ ପହଞ୍ଚି ପାରିଲାନି ଆମ୍ବୁଲାନ୍ସ। ଷ୍ଟ୍ରେଚରରେ ବୁହାହୋଇ ଆମ୍ବୁଲାନ୍ସ ପାଖକୁ ଯାଇଥିଲେ ରୋଗୀ। ବିଳମ୍ବରେ ଚିକିତ୍ସାଳୟରେ ପହଞ୍ଚିବା ପରେ ଚିକିତ୍ସାଧୀନ ଅବସ୍ଥାରେ ତାଙ୍କର ମୃତ୍ୟୁ ଘଟିବା ଅଭିଯୋଗ ହୋଇଛି। ଏଭଳି ଅଭାବନୀୟ ଘଟଣା ଘଟିଛି…
ହଂକଂରେ ୨,୦୦୦ ହାମଷ୍ଟରଙ୍କୁ ହତ୍ୟା କରାଯିବ…
ସିଟି ଅଫ୍ ଭିକ୍ଟୋରିଆ, ୧୯।୧ : କରୋନାରେ ସଂକ୍ରମିତ ହୋଇଥିବା ପ୍ରାୟ ୨,୦୦୦ ହାମଷ୍ଟରଙ୍କୁ ହତ୍ୟା କରାଯିବ ବୋଲି ପ୍ରଶାସନ ପକ୍ଷରୁ କୁହାଯାଇଛି। ଏକ ଗୃହପାଳିତ ପ୍ରାଣୀ ଦୋକାନରେ ହାମଷ୍ଟର ସଂକ୍ରମିତ ହୋଇଥିବାରୁ ଏଭଳି ପଦକ୍ଷେପ ଗ୍ରହଣ କରାଯାଇଛି। ସେଠାରେ ଜଣେ…
ବୋଲେରୋ ଧକ୍କାରେ ସ୍କୁଟି ଆରୋହୀ ମୃତ: ରାଜପଥ ଅବରୋଧ
ପାଟଣା,୧୯।୧(ସ୍ବ.ପ୍ର.): କେନ୍ଦୁଝର ଜିଲା ପାଟଣା ବ୍ଲକ ତୁରୁମୁଙ୍ଗା ଦେଇ ଯାଇଥିବା ୪୯ ନମ୍ବର ମୁମ୍ବାଇ- କୋଲକାତା ଜାତୀୟ ରାଜପଥ ନିହ୍ନୁଆଁ ଛକ ନିକଟରେ ବୁଧବାର ସକାଳେ ଦୁର୍ଘଟଣା ଘଟିଛି। ଏକ ବୋଲେରୋ ସ୍କୁଟି ଆରୋହୀଙ୍କୁ ଧକ୍କା ଦେଇ ଫେରାର ହୋଇ ଯାଇଥିବା…
ଦିନକରେ ୨୦ ଲକ୍ଷ ୭୧ ହଜାରରୁ ଅଧିକ ନୂଆ ଆକ୍ରାନ୍ତ ଚିହ୍ନଟ…
ଓ୍ବାଶିଂଟନ/ନୂଆଦିଲ୍ଲୀ, ୧୯।୧ : ଗୋଟିଏ ଦିନରେ ପୃଥିବୀରେ ୨୦ ଲକ୍ଷ ୭୧ ହଜାରରୁ ଅଧିକ ନୂଆ ଆକ୍ରାନ୍ତଙ୍କୁ ଚିହ୍ନଟ କରାଯାଇଛି। ସେହିପରି ଏହି ସମୟ ମଧ୍ୟରେ ୫ ହଜାର ୨୮୬ ଜଣଙ୍କର ମୃତ୍ୟୁ ଘଟିଛି। ଆମେରିକାରେ ଏହି ସମୟ ମଧ୍ୟରେ ସର୍ବାଧିକ…
ଓଡ଼ିଶାରେ ପହଞ୍ଚିଲା ୩୦ ହଜାର ଓମିସିୟୋର କିଟ୍
ଭୁବନେଶ୍ୱର,୧୯।୧(ବ୍ୟୁରୋ): ଓମିକ୍ରନ ଚିହ୍ନଟ ପାଇଁ ଓଡ଼ିଶାରେ ପହଞ୍ଚିଛି ୩୦ ହଜାର ଓମିସିୟୋର କିଟ୍ । ଏହାଦ୍ୱାରା ସହଜରେ ଓମିକ୍ରନ ଭାରିଆଣ୍ଟକୁ ଚିହ୍ନଟ କରାଯାଇପାରିବ । କିଟ୍ ପହଂଚିବା ପରେ ଡ୍ରାଏ ରନ ଆରମ୍ଭ ହୋଇଛି । ଏହା ଠିକ ଅଛି ନା…
ରାତି ଅଧରେ ଏହି ଅଭିନେତ୍ରୀଙ୍କୁ ନିଦରୁ ଉଠାନ୍ତି ସଲମାନ୍
ଅଭିନେତ୍ରୀ ଲାରା ଦତ୍ତଙ୍କୁ ‘ବେଲ୍ବଟମ’ ଫିଲ୍ମରେ ଶେଷଥର ଦେଖିବାକୁ ମିଳିଥିଲା। ଯେଉଁଥିରେ ସେ ପୂର୍ବତନ ପ୍ରଧାନମନ୍ତ୍ରୀ ଇନ୍ଦିରା ଗାନ୍ଧୀଙ୍କ ଭୂମିକାରେ ଅଭିନୟ କରିଥିଲେ। ଏବେ ତାଙ୍କୁ ‘ଜି୫’ରେ ରିଲିଜ ହୋଉଥିବା ‘କୌନ ବାନେଗା ଶିଖରବତୀ’ ଧାରାବାହିକରେ ଦେଖିବାକୁ ମିଳିବ । ସେଥିରେ…

