ପାହାଡ଼ରୁ ଖସି ପଡ଼ିଲେ ୨ ଭାଇ
ରାୟଗଡ଼(ଗଜପତି),୫ା୯(ଡି.ଏନ.ଏ.): ଗଜପତି ଜିଲା ମାର୍ଲବା ଘାଟିରେ ରବିବାର ବାଇକ୍ ସହ ପାହାଡ଼ ତଳକୁ ଖସିପଡ଼ି ୨ ଭାଇଙ୍କ ମୃତ୍ୟୁ ଘଟିଛି। ସେମାନେ ହେଲେ ରାୟଗଡ଼ ବ୍ଲକ ସ୍ବାଲସିଂ ସାହିର ସ୍ବର୍ଗତ ମନୋଜ କୁମାର ସ୍ବାଲସିଂଙ୍କ ପୁଅ ବିଲ୍ କ୍ଲିଣ୍ଟନ(୨୪) ଓ ପ୍ରିୟତମ…
ଗୁରୁଦିବସରେ କାନ ଧରି ଆଣ୍ଠେଇଲେ ଶିକ୍ଷକ
ଭୁବନେଶ୍ୱର,୫।୯(ବ୍ୟୁରୋ): ଗୁରୁଦିବସରେ ଗୁରୁଙ୍କୁ ପୂଜା କରାଯାଏ। କିନ୍ତୁ ଏଭଳି ପବିତ୍ର ଦିବସରେ ଗୁରୁମାନେ କାନ ଧରି ଆଣ୍ଠେଇବା ସମସ୍ତଙ୍କୁ ଚକିତ କରିଛି। ଅନୁଦାନରୁ ବାଦ୍ ପଡ଼ିଥିବା ବିଦ୍ୟାଳୟମାନଙ୍କୁ ଅନୁଦାନ ପ୍ରଦାନ ନିମନ୍ତେ ଭୁବନେଶ୍ୱର ଗାନ୍ଧୀମାର୍ଗରେ ଚାଲିଥିବା ଶିକ୍ଷକଙ୍କ ଆନ୍ଦୋଳନର ରବିବାର ଥିଲା…
ଚେତାବନୀ ଦେଲେ ନେପାଳ ସରକାର
କାଠମାଣ୍ଡୁ,.୫।୯: ନେପାଳ ସରକାର ରବିବାର ନାଗରିକମାନଙ୍କୁ ଚେତାବନୀ ଦେଇ କହିଛନ୍ତି ଯେ, ସେମାନେ ଏପରି ଲଜ୍ଜାଜନକ କାର୍ଯ୍ୟ କରିବା ଉଚିତ ନୁହେଁ, ଯାହା ଦ୍ୱାରା ବନ୍ଧୁତ୍ୱପୂର୍ଣ୍ଣ ଦେଶ ସହ ସମ୍ପର୍କକୁ ପ୍ରଭାବିତ କରିବ। କିଛିଦିନ ତଳେ ନେପାଳର କିଛି ଲୋକ ଭାରତର…
୩୪୬ ରନ୍ରେ ଆଗୁଆ ଭାରତ, ତଥାପି ବ୍ୟାଟିଂ ଛାଡ଼ିନି
ଲଣ୍ଡନ,୫।୯: ଇଂଲଣ୍ଡ ବିପକ୍ଷ ଚଳିତ ଓଭାଲ ଟେଷ୍ଟରେ ଚତୁର୍ଥ ଦିନର ଟି ବ୍ରେକ ସୁଦ୍ଧା ଭାରତୀୟ ଦଳ ୮ ଉଇକେଟ କ୍ଷତିରେ ୪୪୫ ରନ୍ କରି ୩୪୬ ରନ୍ରେ ଆଗୁଆ ରହିଛି। ଏତେ ରନ୍ରେ ଆଗୁରେ ରହିବା ସତ୍ତ୍ୱେ ଦ୍ୱିତୀୟ ଇନିଂସ…
ଭବାନୀପୁର ଆସନରୁ ଉପ-ନିର୍ବାଚନ ଲଢିବେ ମମତା
କୋଲକତା,୫।୯: ପଶ୍ଚିମବଙ୍ଗରେ ଉପ-ନିର୍ବାଚନ ଘୋଷଣା ପରେ ରାଜନୈତିକ ମହଲରେ ଚର୍ଚ୍ଚା ଆରମ୍ଭ ହୋଇଛି। ଭବାନୀପୁର ବିଧାନସଭା ଆସନରୁ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ ତାଙ୍କ ପ୍ରାର୍ଥୀପତ୍ର ଉପସ୍ଥାପନ କରିବେ। ମୁଖ୍ୟମନ୍ତ୍ରୀଙ୍କ ଚେୟାରରେ ରହିବାକୁ ମମତାଙ୍କୁ ଯେକୌଣସି ଭାବେ ଉପ-ନିର୍ବାଚନରେ ଜିତିବାକୁ ପଡିବ। ଅନ୍ୟ…
୨୪ ଘଣ୍ଟାରେ ଆରମ୍ଭ ହେବ ଲଘୁଚାପ ବର୍ଷା
ଭୁବନେଶ୍ୱର,୫।୯(ବ୍ୟୁରୋ): ଉତ୍ତର-ପୂର୍ବ ଏବଂ ତତ୍ସଂଲଗ୍ନ ପୂର୍ବ କେନ୍ଦ୍ରୀୟ ବଙ୍ଗୋପସାଗରରେ ସୃଷ୍ଟି ହୋଇଛି ସାଇକ୍ଲୋନିକ୍ ସର୍କୁଲେସନ୍ । ଏହାର ପ୍ରଭାବରେ ଆସନ୍ତା ୨୪ ଘଣ୍ଟା ମଧ୍ୟରେ ଏକ ଲଘୁଚାପ କ୍ଷେତ୍ର ହେବାର ସମ୍ଭାବନା ରହିଛି। ଏନେଇ ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ…
ଆଉଟ୍ ହେବା ପରେ ରାଗରେ ଏମିତି କଲେ କୋହଲି
ଲଣ୍ଡନ,୫।୯: ଇଂଲଣ୍ଡ ବିପକ୍ଷ ଚଳିତ ଓଭାଲ ଟେଷ୍ଟର ଦ୍ୱିତୀୟ ଇନିଂସରେ ଭାରତୀୟ ଅଧିନାୟକ ବିରାଟ କୋହଲି ମାତ୍ର ୪୪ ରନ୍ର ବ୍ୟକ୍ତିଗତ ସ୍କୋରରେ ଆଉଟ୍ ହୋଇ ପ୍ୟାଭିଲିଅନ ଫେରିଥିଲେ। ମୋଇନ ଅଲିଙ୍କ ବଲରେ ଆଉଟ୍ ହେବା ପରେ ୩୨ ବର୍ଷୀୟ ବ୍ୟାଟ୍ସମ୍ୟାନ…
‘ଦୁର୍ନୀତି ସାବ୍ୟସ୍ତ ହେଲେ, ସର୍ବସମ୍ମୁଖରେ ମୁଁ ଫାଶୀ ଦେବି’
କୋଲକାତା,୫।୯: ଯଦି କୌଣସି କେନ୍ଦ୍ରୀୟ ତଦନ୍ତକାରୀ ସଂସ୍ଥା ମୋ ବିରୋଧରେ ଦୁର୍ନୀତି ପ୍ରମାଣ କରି ଦିଅନ୍ତି, ତେବେ ମୁଁ ସର୍ବସମ୍ମୁଖରେ ଫାଶୀରେ ଝୁଲିବି। କୋଇଲା ଦୁର୍ନୀତି ମାମଲାରେ ନୋଟିସ କ୍ରମେ ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ (ଇଡି)ର କାର୍ଯ୍ୟାଳୟରେ ହାଜର ହେବାକୁ ଯାଉଥିବା ବରିଷ୍ଠ…
ଇରାକ୍ରେ ଆତଙ୍କବାଦୀଙ୍କ ବଡ଼ ଧରଣର ଆକ୍ରମଣ
ର୍କିକୁକ(ଇରାକ),୫।୯: ତାଲିବାନ୍ ଆତଙ୍କବାଦୀ ସଙ୍ଗଠନ ଆଫ୍ଗାନିସ୍ତାନ ଦଖଲ ପରେ ବର୍ତ୍ତମାନ ଇରାକ୍ରେ ଆତଙ୍କବାଦୀ ଆଇଏସ୍ଆଇଏସ୍ର ବର୍ବର କାଣ୍ଡ ଦେଖିବାକୁ ମିଳିଛି। ଆଇଏସ୍ଆଇଏସ୍ ଆତଙ୍କବାଦୀଙ୍କ ଗୁଳିରେ ୧୩ ଜଣ ପୋଲିସ କର୍ମଚାରୀଙ୍କ ମୃତ୍ୟୁ ଘଟିଛି। ଏଥିରେ ଅନେକ ଲୋକ ଗୁରୁତର ଆହତ ହୋଇଛନ୍ତି।…
ସିଦ୍ଧାର୍ଥ ଶୁକ୍ଳାଙ୍କ ମୃତ୍ୟୁ ପରେ ରାଗିକି ଏମିତି କହିଲେ କ୍ରିତି
ଲୋକପ୍ରିୟ ଅଭିନେତା ସିଦ୍ଧାର୍ଥ ଶୁକ୍ଳାଙ୍କ ଆକସ୍ମିକ ମୃତ୍ୟୁକୁ ନା ତାଙ୍କ ପରିବାର ନା ପ୍ରଶଂସକ କେହିବି ଗ୍ରହଣ କରି ପାରୁନାହାନ୍ତି। ୩ ତାରିଖ ଓଶିୱାରା ଶ୍ମଶାନରେ ତାଙ୍କର ଶେଷକୃତ୍ୟ ସମ୍ପନ୍ନ ହୋଇଥିଲା। ତେବେ କେତେକ ଗଣମାଧ୍ୟମ ସିଦ୍ଧାର୍ଥଙ୍କ ଅନ୍ତିମ ସଂସ୍କାରର ସମସ୍ତ…
ବାପା ହେଲେ କ’ଣ ହେଲା, ଆଇନ ଊର୍ଦ୍ଧ୍ୱରେ କେହି ନୁହନ୍ତି
ରାୟପୁର,୫।୯: ବ୍ରାହ୍ମଣମାନଙ୍କୁ ବାସନ୍ଦ କରିବା ନେଇ ବିବାଦୀୟ ମନ୍ତବ୍ୟ ଦେଇଥିଲେ ଛତିଶଗଡ଼ ମୁଖ୍ୟମନ୍ତ୍ରୀ ଭୁପେଶ ବାଘେଲଙ୍କ ବାପା ନନ୍ଦ କୁମାର ବାଘେଲ। ଏଥି ଯୋଗୁ ତାଙ୍କ ବିରୋଧରେ ମାମଲା ରୁଜୁ କରାଯାଇଛି। ନିକଟରେ ଉତ୍ତରପ୍ରଦେଶ ଗସ୍ତରେ ଛତିଶଗଡ଼ ମୁଖ୍ୟମନ୍ତ୍ରୀ ଭୁପେଶଙ୍କ ବାପା…
ଭାଜପା ଉପରେ ବର୍ଷିଲେ ଉଦ୍ଧବ
ମୁମ୍ବାଇ,୫।୯: ମହାରାଷ୍ଟ୍ରରେ ମନ୍ଦିର ଖୋଲିବା ଏବଂ ଧାର୍ମିକ କାର୍ଯ୍ୟକ୍ରମ ପାଇଁ ଅନୁମତି ଦେବାକୁ ପ୍ରଦର୍ଶନ କରୁଥିବା ଭାଜପା ଏବଂ ମହାରାଷ୍ଟ୍ର ନବନିର୍ମାଣ ସେନାଙ୍କୁ ମୁଖ୍ୟମନ୍ତ୍ରୀ ଉଦ୍ଧବ ଠାକରେ ଟାର୍ଗେଟ କରିଛନ୍ତି। ସେ କହିଛନ୍ତି ଯେ, କିଛି ଲୋକ ମନ୍ଦିର ଏବଂ ଅନ୍ୟାନ୍ୟ…
Archives


