ଏକାଧିକ ରେକର୍ଡ ନିଜ ନାମରେ କଲେ ହିଟ୍ମ୍ୟାନ୍; ପ୍ରଥମ ବ୍ୟାଟ୍ସମ୍ୟାନ୍ ଭାବେ ରଚିଲେ କୀର୍ତ୍ତିମାନ
ଓଭାଲ,୫।୯: ଟିମ୍ ଇଣ୍ଡିଆର ଓପନର ରୋହିତ ଶର୍ମା ଶନିବାର ଓଭାଲ ଟେଷ୍ଟର ଦ୍ୱିତୀୟ ଇନିଂସରେ ଶତକ ହାସଲ କରି ଏକାଧିକ ରେକର୍ଡ କରିଛନ୍ତି। ରୋହିତଙ୍କ କ୍ୟାରିୟରର ଏହା ଅଷ୍ଟମ ଟେଷ୍ଟ ଶତକ। ଏହାପୂର୍ବର ୭ ଶତକ ସେ ଭାରତରେ ସ୍କୋର କରିଥିଲେ।…
ବାଡ଼ି ଧରି ଛପି ଛପି ଯାଉଥିଲେ ଯୁବକ, କୁକୁଡ଼ା କଲା ଏମିତି, ଭିଡିଓ ଦେଖିଲେ…
ପ୍ରତିଦିନ ସୋସିଆଲ ମିଡିଆରେ କିଛି ନା କିଛି ମଜାଳିଆ ଭିଡିଓ ଭାଇରାଲ ହୋଇଥାଏ। ଏହା ଦେଖି ଲୋକେ ହସି ହସି ଗଡ଼ିଥାନ୍ତି। ଏବେ ସେମିତି ଏକ ଭିଡିଓ ଭାଇରାଲ ହେଉଛି। ଯାହାକୁ ଦେଖିଲେ ଆପଣ ହସ ରୋକିପାରିବେ ନାହିଁ। ଜଣେ ଯୁବକ…
ମ୍ୟାଚ୍ ଚାଲିଥିବାବେଳେ ଭାରତୀୟ ଦଳକୁ ବଡ଼ ଝଟ୍କା
ଓଭାଲ,୫।୯: ଭାରତ ଏବଂ ଇଂଲଣ୍ଡ ମଧ୍ୟ ଚତୁର୍ଥ ଟେଷ୍ଟ ଓଭାଲରେ ଖେଳାଯାଉଛି। ମ୍ୟାଚ୍ ଚାଲିଥିବାବେଳେ ଭାରତୀୟ ଦଳକୁ ଏକ ଝଟ୍କା ଲାଗିଛି । ଦଳର ମୁଖ୍ୟ କୋଚ ରବି ଶାସ୍ତ୍ରୀ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି। ଏବେ ସେ ଆଇସୋଲେସନ୍ରେ ଅଛନ୍ତି।…
ରାହୁଲଙ୍କୁ ଦଣ୍ଡ ଦେଲା ଆଇସିସି
ଲଣ୍ଡନ,୫।୯: ଅମ୍ପାୟାରଙ୍କ ନିଷ୍ପତ୍ତିକୁ ନେଇ ଅସନ୍ତୋଷ ପ୍ରକାଶ କରିଥିବାରୁ ଭାରତୀୟ ଓପନର୍ କେ.ଏଲ ରାହୁଲଙ୍କୁ ଅନ୍ତର୍ଜାତୀୟ କ୍ରିକେଟ କାଉନସିଲ (ଆଇସିସି) ଦ୍ୱାରା ତାଙ୍କ ମ୍ୟାଚ ଶୁଳ୍କର ୧୫ ପ୍ରତିଶତ ଜରିମାନା କରାଯାଇଛି। ଇଂଲଣ୍ଡ ବିପକ୍ଷ ଦ୍ୱିତୀୟ ଟେଷ୍ଟରେ ଭାରତୀୟ ଇନିଂସର ୩୪…
ନା ଡାକ୍ତର ନା କ୍ରିକେଟର, ଏମିତି ଲାଇଫ୍ ପାର୍ଟନର ଚାହାନ୍ତି କିଆରା
ମୁମ୍ବାଇ: ବଲିଉଡ୍ ଅଭିନେତ୍ରୀ କିଆରା ଆଡଭାନୀ ସିଦ୍ଧାର୍ଥ ମାଲହୋତ୍ରାଙ୍କୁ ଡେଟ୍ କରୁଥିବା ଖବର ଚର୍ଚ୍ଚାରେ ରହିଛି। ଦୁହିଁଙ୍କୁ ଅଧିକାଂଶ ସମୟରେ ଏକାଠି ମଧ୍ୟ ଦେଖିବାକୁ ମିଳୁଛି। କିନ୍ତୁ ଏନେଇ କିଆରା କିମ୍ବା ସିଦ୍ଧାର୍ଥ କେବେ ମୁହଁ ଖୋଲିନାହାନ୍ତି। ସବୁବେଳେ ଦୁହେଁ ଭଲ…
ପିଟରସନ୍ଙ୍କ ଆଶ୍ଚର୍ଯ୍ୟ କଲା ଭଳି ଭବିଷ୍ୟବାଣୀ, ୨୦୨୬ ସୁଦ୍ଧା ଶେଷ ହୋଇଯିବ…
ଲଣ୍ଡନ,୫।୯: ଟି -୨୦ କ୍ରିକେଟ୍ ଆସିବା ପରେ ଟେଷ୍ଟ କ୍ରିକେଟର ଧୀରେ ରୋମାଞ୍ଚ କମିବାରେ ଲାଗିଛି। ବହୁ ପୂର୍ବତନ ଭେଟେରାନ ମଧ୍ୟ ଏଥିରେ ସହମତ ଅଛନ୍ତି। ଇଂଲଣ୍ଡର ପୂର୍ବତନ ଅଧିନାୟକ କେଭିନ ପିଟରସେନ ମଧ୍ୟ ଏହି ତାଲିକାରେ ଯୋଗ ଦେଇଛନ୍ତି। ନିକଟରେ…
ଭାଜପା ଏମ୍ପି କୃଷକଙ୍କୁ କଲେ ସମର୍ଥନ…
ଲକ୍ଷ୍ନୌ,୫।୯: ଉତ୍ତରପ୍ରଦେଶର ମୁଜାଫରନଗର ଜିଲାର ଜିଆଇସି ଗ୍ରାଉଣ୍ଡରେ କୃଷି ଆଇନ ବିରୋଧରେ କିଷାନ ମହାପଞ୍ଚାୟତ ସଭା ଆରମ୍ଭ ହୋଇଛି। ଏପରିସ୍ଥଳେ ଭାରତୀୟ ଜନତା ପାର୍ଟି(ଭାଜପା)ର ଏମ୍ପି ବରୁଣ ଗାନ୍ଧୀଙ୍କ କୃଷକଙ୍କୁ ସମର୍ଥନ କରିଛନ୍ତି। କେନ୍ଦ୍ର ସରକାର ଏବଂ ଭାଜପା କୃଷି ଆଇନ…
୧୫ ଚୌକା, ୩ ଛକାରେ ବିସ୍ଫୋରକ ଶତକ ମାରି ଦଳର ୭୭ ପ୍ରତିଶତ ରନ୍ ନିଜେ କରିଦେଲେ ଏହି କ୍ରିକେଟର୍
ବାରବାଡୋସ୍,୫।୯: ସିପିଏଲ ୨୦୨୧ (ସିପିଏଲ)ର ୧୬ତମ ମ୍ୟାଚରେ ଗୁୟାନା ଆମାଜନ ୱାରିୟର୍ସ ବାରବାଡୋସ ରୟାଲ୍ସକୁ ୯ ଉଇକେଟରେ ପରାସ୍ତ କରିଛି। ଟସ ହାରି ପ୍ରଥମେ ବ୍ୟାଟିଂ କରିବାକୁ ଚୟନ କରି ବାରବାଡୋସ ନିର୍ଦ୍ଧାରିତ ୨୦ ଓଭରରେ ୧୩୦ ରନରେ ଅଲଆଉଟ୍ ହୋଇଥିଲା।…
ସିଦ୍ଧାର୍ଥଙ୍କ ମୃତ୍ୟୁ ପରେ କୋମାକୁ ଚାଲିଗଲେ ପ୍ରଶଂସକ
ମୁମ୍ବାଇ: ବିଗ୍ବସ୍-୧୩ ବିଜେତା ସିଦ୍ଧାର୍ଥ ଶୁକ୍ଳାଙ୍କ ମୃତ୍ୟୁକୁ ଏବେ ବି ସହଜରେ ଗ୍ରହଣ କରିପାରୁନାହାନ୍ତି ତାଙ୍କ ପ୍ରଶଂସକ। ଜଣେ ବ୍ୟକ୍ତି ଜଣେ ଯୁବତୀଙ୍କ ଫଟୋ ଶେୟାର କରି ଲେଖିଛନ୍ତି, ‘ଶୀଘ୍ର ଭଲ ହୋଇଯାଅ’। ଡାକ୍ତର କହିଛନ୍ତି ସେ କୋମାକୁ ଚାଲିଯାଇଛନ୍ତି। ଅତ୍ୟଧିକ…
ଗାଡ଼ି କିଣି ବନ୍ଧାହେଲେ ବ୍ୟକ୍ତି…
ପଦ୍ମପୁର,୫।୯(ଡି.ଏନ୍.ଏ.): ଗାଡ଼ି କିଣିଥିବା ବ୍ୟକ୍ତିଙ୍କ ସହ ବିକିଥିବା ବ୍ୟକ୍ତିଙ୍କୁ ବାନ୍ଧିଲା ପୋଲିସ। ଏଭଳି ଏକ ଘଟଣା ଘଟିଛି ଭଦ୍ରକ ଜିଲା ବାସୁଦେବପୁର ବ୍ଲକ ଅଞ୍ଚଳରେ। ନାୟକାଣିଡିହୀ ପୋଲିସ ଗାଡ଼ି ଚୋର ଓ ଗାଡ଼ି କିଣିଥିବା ବ୍ୟକ୍ତିଙ୍କୁ ଗିରଫ କରିଛି। କରଞ୍ଜ ଆଡ଼ିଆ…
ତାଲା କାଟି ଦୋକାନରୁ କରୁଥିଲେ ଚୋରି, ଯୁବକଙ୍କୁ ଦେଖି ବାଇକ୍ ଛାଡ଼ି ମାରିଲେ ଚମ୍ପଟ
ପାଟଣା,୫ା୯(ସ୍ବ.ପ୍ର.): କେନ୍ଦୁଝର ଜିଲା ପାଟଣା ମୁଖ୍ୟାଳୟ ବଜାର ଉପରେ ଥିବା ଏକ ଦୋକାନରୁ ଚୋରି ଉଦ୍ୟମ ହୋଇଛି। ଚିରଞ୍ଜୀବ ଦାଶଙ୍କ ଜେରକ୍ସ ଭେରାଇଟି ଷ୍ଟୋରରୁ ଶନିବାର ବିଳମ୍ବିତ ରାତିରେ ଦୁର୍ବୃତ୍ତମାନେ ତାଲା କାଟି ଚୋରି ଉଦ୍ୟମ କରୁଥିବା ସମୟରେ ରାସ୍ତାରେ ଯାଉଥିବା…
ଆଖିବୁଜିଲେ ଏହି ମହାନ କ୍ରିକେଟର୍
ନୂଆଦିଲ୍ଲୀ,୫।୯: ଭାରତର ସବୁଠୁ ବୟସ୍କ ପ୍ରଥମ ଶ୍ରେଣୀ କ୍ରିକେଟର ରଘୁନାଥ ରାମଚନ୍ଦ୍ର ଚାନ୍ଦୋରକରଙ୍କ ଦେହାନ୍ତ ହୋଇଛି। ମୃତ୍ୟୁ ବେଳକୁ ତାଙ୍କୁ ୧୦୦ ବର୍ଷ ବୟସ ହୋଇଥିଲା। ରଘୁନାଥ ଜଣେ ଡାହାଣହାତୀ ବ୍ୟାଟ୍ସମ୍ୟାନ ଥିଲେ। ସେ ୭ ରଣଜୀ ଟ୍ରଫି ମ୍ୟାଚରେ ମହାରାଷ୍ଟ୍ର…
Archives


