Home Left

ଆଜି ରାଜ୍ୟରୁ ୧୦,୪୮୯ ଆକ୍ରାନ୍ତ ଚିହ୍ନଟ, ଖୋର୍ଦ୍ଧାରୁ ରେକର୍ଡ ସଂଖ୍ୟକ

ଭୁବନେଶ୍ୱର,୧୭ା୧(ବ୍ୟୁରୋ): ସୋମବାର ରାଜ୍ୟରୁ ୧୦,୪୮୯ ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ବର୍ତ୍ତମାନ ମୋଟ୍‌ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୧୧,୧୪,୪୦୧ରେ ପହଞ୍ଚିଥିବା ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ସୂଚନା ଦେଇଛି। ଏଥିମଧ୍ୟରୁ କ୍ୱାରାଣ୍ଟାଇନ୍‌ରୁ ୬,୦୮୨ ଜଣ ଚିହ୍ନଟ ହୋଇଥିବା…

ଆଉ ୩ ଜଣଙ୍କ ଜୀବନ ନେଲା କରୋନା

ଭୁବନେଶ୍ୱର,୧୭ା୧(ବ୍ୟୁରୋ): ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ବଢ଼ି ବଢ଼ି ଚାଲିଛି। ସେହିପରି ମୃତ୍ୟୁସଂଖ୍ୟାରେ ବି ବ୍ରେକ୍‌ ଲାଗୁନି। ଆଜି ଆଉ ୩ ଜଣଙ୍କ ଜୀବନ ନେଇଛି କରୋନା। ଏନେଇ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି।…

ବାଟବଣା ରୁର୍ବାନ ମିଶନ

ଯାଜପୁର ଅଫିସ,୧୭ା୧: ଦୀର୍ଘ ସ୍ଥାୟୀ ସୁରକ୍ଷିତ ଜୀବିକା, ଆୟ ବୃଦ୍ଧିକାରୀ ସମ୍ପତ୍ତି ସୃଷ୍ଟି, ମୁଣ୍ଡପିଛା ଆୟ ବୃଦ୍ଧି ଇତ୍ୟାଦି ପଞ୍ଚାୟତିରାଜ ଓ ପାନୀୟ ଜଳ ବିଭାଗର ମୂଳ ଲକ୍ଷ୍ୟ। ତାହା ପୂରଣ କରିବା ପାଇଁ ଉଭୟ କେନ୍ଦ୍ର ଓ ରାଜ୍ୟ ସରକାରଙ୍କ…

ଲଭ ଲେଟର ଲେଖିବାରେ ଓସ୍ତାଦ ଥିଲେ ଜାଭେଦ ଅଖତର

ମୁମ୍ବାଇ: ବଲିଉଡର ପ୍ରସିଦ୍ଧ ଗୀତିକାର ଜାଭେଦ ଅଖତର ଆଜି ୭୭ ବର୍ଷରେ ପାଦ ରଖିଛନ୍ତି । ମଧ୍ୟପ୍ରଦେଶର ଗ୍ୱାଲିୟରେ ଜନ୍ମ ନେଇଥିବା ଜାଭେଦ ଆଜି ବଲିଉଡ ଇଣ୍ଡଷ୍ଟ୍ରିରେ ଜଣେ ନାମୀ ଗୀତିକାର । ୧୭ ଜାନୁୟାରୀ ୧୯୪୫ରେ ଜନ୍ମ ନେଇଥିବା ଜାଭେଦ…

ଜାହାଜ ଚଳାଚଳ ପାଇଁ ଉଚ୍ଚ ହେବ ବ୍ରାହ୍ମଣୀ ସେତୁ

ଢେଙ୍କାନାଳ ଅଫିସ,୧୭।୧: ଓଡ଼ିଶାର ଦ୍ୱିତୀୟ ବୃହତ୍ତମ ନଦୀ ବ୍ରାହ୍ମଣୀରେ ହେବ ରାଷ୍ଟ୍ରୀୟ ଜଳମାର୍ଗ। ଶିଳ୍ପାୟନରେ ପ୍ରମୁଖ ଭୂମିକା ଗ୍ରହଣ କରିଥିବା ଏହି ନଦୀରେ ଚଳାଚଳ କରିବ ପଣ୍ୟବାହୀ ଜାହାଜ। ଅନୁଗୋଳ-ଢେଙ୍କାନାଳ-ଯାଜପୁର ଭଳି ଶିଳ୍ପସମୃଦ୍ଧ ଜିଲାରୁ )ସାମଗ୍ରୀ ପରିବହନ ସୁବିଧାରେ କରିହେବ। କୃଷି,…

ଅଘୋଷିତ ମେଣ୍ଟ ଦାନା ବାନ୍ଧୁଛି

ଯାଜପୁର ଅଫିସ,୧୭ା୧: ତ୍ରିସ୍ତରୀୟ ପଞ୍ଚାୟତ ନିର୍ବାଚନ ପାଇଁ ସୋମବାରଠାରୁ ପ୍ରାର୍ଥତ୍ପତ୍ର ଦାଖଲ ପ୍ରକ୍ରିୟା ଆରମ୍ଭ ହେବ। ହେଲେ ଯାଜପୁର ଜିଲାରେ ୩୯ଟି ଜିଲା ପରିଷଦ ଆସନ ପାଇଁ ପ୍ରମୁଖ ରାଜନୈତିକ ଦଳଗୁଡିକର ପ୍ରାର୍ଥୀ ଚୂଡାନ୍ତ ହୋଇପାରିନାହିଁ। ସବୁଠି ବିଦ୍ରୋହ ଏବଂ ଅଘୋଷିତ…

ପାଣିରେ ଭାସୁଛି ଧାନ ଫସଲ

ନିରାକାରପୁର,୧୭ା୧(ଡି.ଏନ୍‌.ଏ.): ଖୋର୍ଦ୍ଧା ଜିଲା ଟାଙ୍ଗୀ ବ୍ଲକ ଅଞ୍ଚଳର ଶହ ଶହ ହେକ୍ଟର ଅମଳକ୍ଷମ ଧାନ ଫସଲ ବିଲରେ କଟା ହୋଇପଡ଼ିଛି। ଅଦିନଆ ବର୍ଷା ଯୋଗୁ ବିଲରେ ପାଣି ଜମି ରହିଥିବାରୁ ଧାନ ଗଜା ହେବାର ଆଶଙ୍କା ରହିଛି। ଅନ୍ୟପଟେ ଋଣ କିପରି…

ମୋବାଇଲ ବ୍ୟାଟେରି ଫାଟି ନାବାଳକ ଗୁରୁତର

ଡାବୁଗାଁ, ୧୭।୧(ଡି.ଏନ୍‌.ଏ.): ନବରଙ୍ଗପୁର ଜିଲା ଡାବୁଗାଁ ବ୍ଲକ ଅଧୀନ ଛେରାଗୁଡା ଗ୍ରାମରେ ମୋବାଇଲ ବ୍ୟାଟେରି ଫାଟି ବୈଦ୍ୟନାଥ ଭତ୍ରାଙ୍କ ପୁଅ ଅନନ୍ତ (୭) ଆହତ ହୋଇଛନ୍ତି। ନବରଙ୍ଗପୁର ଡାକ୍ତରଖାନାରେ ତାଙ୍କର ଚିକିତ୍ସା କରାଯାଇଥିଲା। ପରେ ତାଙ୍କୁ କୋରାପୁଟସ୍ଥିତ ଶହୀଦ ଲକ୍ଷ୍ମଣ ନାୟକ…

ଖୋଲୁନି ମଣ୍ଡି, ବେପାରୀଙ୍କୁ ଧାନ ବିକୁଛନ୍ତି ଚାଷୀ

ବେଗୁନିଆ,୧୭ା୧(ଡି.ଏନ୍‌.ଏ.): ପ୍ରାଥମିକ ସେବା ସମବାୟ ସମିତି (ପାକ୍ସ) ଜରିଆରେ ଚାଷୀମାନେ ଧାନ ସୁବିଧାରେ ବିକ୍ରି କରିପାରିବେ ବୋଲି ସରକାରଙ୍କ ପକ୍ଷରୁ ମଣ୍ଡି ବ୍ୟବସ୍ଥା କରାଯାଇଛି। ତେବେ ଚାଷୀଙ୍କ ସମସ୍ୟା ଦୂର ହେବା ପରିବର୍ତ୍ତେ ବଢ଼ିବାରେ ଲାଗିଛି। ଏଯାଏ ଚଳିତ ଖରିଫ ବର୍ଷର…

ଟ୍ରମା କେୟାରକୁ ଆନ୍ତରିକତା ନାହିଁ

ଭୁବନେଶ୍ୱର,୧୭ା୧(ବ୍ୟୁରୋ): ଓଡ଼ିଶାରେ ଘଟୁଥିବା ପ୍ରତି ୧୦୦ ଦୁର୍ଘଟଣାରେ ୪୮ଜଣ ପ୍ରାଣ ହରାଉଛନ୍ତି। ପ୍ରତିବର୍ଷ ଏହି ସଂଖ୍ୟା ବୃଦ୍ଧି ଘଟିବାରେ ଲାଗିଛି। ଏହାକୁ ରୋକିବାରେ ସରକାର ବିଫଳ ହେବା କାରଣରୁ ସୁପ୍ରିମକୋର୍ଟଙ୍କ ଦ୍ୱାରା ଗଠିତ କମିଟି ପକ୍ଷରୁ ବାରମ୍ବାର ଭର୍ତ୍ସନା କରାଯାଉଛି। ତଥାପି…

୧୯ ଯାଏ ଘନ କୁହୁଡ଼ି

ଭୁବନେଶ୍ୱର,୧୭।୧(ବ୍ୟୁରୋ): ପ୍ରଚୁର ଜଳୀୟବାଷ୍ପର ଉପସ୍ଥିତି ଓ ବାୟୁମଣ୍ଡଳର ସ୍ଥିରତା ଯୋଗୁ ରାଜ୍ୟର ବିଭିନ୍ନ ସ୍ଥାନରେ ଆସନ୍ତା ୩ଦିନ ପର୍ଯ୍ୟନ୍ତ ଘନ କୁହୁଡ଼ିର ଆଶଙ୍କା ରହିଛି। ଏଥିପାଇଁ ଦୃଶ୍ୟମାନ ଦୂରତା ୨୦୦ ମିଟରରୁ କମ୍‌ ରହିପାରେ। ଫଳରେ ମଧ୍ୟରାତ୍ରରୁ ସକାଳ ଯାଏ ଯାତାୟାତର…

ଆଜ୍‌ମା, କିଡ୍‌ନୀ, କ୍ୟାନସର ରୋଗୀଙ୍କ ପାଇଁ ପ୍ରାଣଘାତି ହେଉଛି କରୋନା!

ନୂଆଦିଲ୍ଲୀ,୧୭ ।୧: କରୋନା ମହାମାରୀ ଏବେ ସାରା ବିଶ୍ୱ ପାଇଁ ଚିନ୍ତାର କାରଣ ପାଲଟିଛି । ତେବେ ଆଜମା, ଗୁରୁତର କିଡନୀ ରୋଗୀ ଓ କ୍ୟାନସର ରୋଗୀଙ୍କ ପାଇଁ ଏହା ପ୍ରାଣଘାତି ହୋଇଛି ବୋଲି କୁହାଯାଉଛି । ଦିଲ୍ଲୀ ସରକାରଙ୍କ ଡେଥ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?