Home Left

ଆଖି ବୁଜିଲା ‘ସୁପର ମମ୍‌’

ଭୋପାଳ, ୧୭ା୧: କୋଲାରଓ୍ବାଲି ଭାବେ ଜଣାଶୁଣା ଏକ ବାଘୁଣୀର ମଧ୍ୟପ୍ରଦେଶ ପେଞ୍ଚ ବ୍ୟାଘ୍ର ସଂରକ୍ଷଣ(ପିଟିଆର୍‌) ରେ ଶନିବାର ମୃତ୍ୟୁ ହୋଇଛି। ଏହାର ବୟସ ପ୍ରାୟ ୧୬ ବର୍ଷରୁ ଊର୍ଦ୍ଧ୍ୱ ହେବ। ବୟସାଧିକ୍ୟ ଯୋଗୁ ଏହାର ମୃତ୍ୟୁ ଘଟିଥିବା ଜଣାଯାଇଛି। ବାଘୁଣୀଟି ମୋଟ…

ବ୍ୟାଙ୍କରେ ୨୦ ଘଣ୍ଟା ଲୁଚିଥିଲେ ଅଭିଯୁକ୍ତ

କୋରାପୁଟ (ସ୍ବ.ପ୍ର.)/ଲକ୍ଷ୍ମୀପୁର (ଡି.ଏନ୍‌.ଏ.), ୧୭ା୧: କୋରାପୁଟ ଜିଲା ଲକ୍ଷ୍ମୀପୁରସ୍ଥିତ ଭାରତୀୟ ଷ୍ଟେଟ୍‌ ବ୍ୟାଙ୍କ (ଏସ୍‌ବିଆଇ) ଶାଖାରୁ ସୁନା ଚୋରି ଘଟଣାର ରହସ୍ୟ ଉନ୍ମୋଚିତ ହୋଇଛି। ଚୋରି କରିବା ଲାଗି ଅଭିଯୁକ୍ତ ଜଣକ ଘଟଣା ଦିନ ଅପରାହ୍ନ ୩ଟାରୁ ଏହା ପରଦିନ ବ୍ୟାଙ୍କ…

ପାକିସ୍ତାନୀ ବନ୍ଦୀଙ୍କ ମୁକ୍ତି ପାଇଁ ୪ ପଣବନ୍ଦୀ

ଓ୍ବାଶିଂଟନ୍‌, ୧୭ା୧: ଜଣେ ପାକିସ୍ତାନୀ ଆତଙ୍କବାଦୀଙ୍କୁ ମୁକ୍ତ କରାଯିବା ଦାବିରେ ଆମେରିକାର ଟେକ୍ସାସ୍‌ ସ୍ଥିତ କୋଲେଭିଲ୍ଲେରେ ଇହୁଦୀମାନଙ୍କ ପ୍ରାର୍ଥନା ସ୍ଥଳୀ(ସିନେଗଗ୍‌)ରେ ଜଣେ ବ୍ୟକ୍ତି ଶନିବାର ୪ ଜଣଙ୍କ ମୁଣ୍ଡ ଜାମିନ ରଖିଥିଲେ। ପ୍ରାୟ ୧୦ ଘଣ୍ଟାର ଅପରେଶନ ପରେ ବନ୍ଧକ ଥିବା…

ହ୍ବିଲଚେୟାରରେ ବିଶ୍ୱ ରେକର୍ଡ

ଭୁବନେଶ୍ୱର,୧୭।୧ (ସ୍ପୋଟର୍‌ସ ବ୍ୟୁରୋ): ରାଜ୍ୟର ଜଣାଶୁଣା ହ୍ବିଲଚେୟାର ମାରାଥନର କମଳାକାନ୍ତ ନାୟକ ବିଶ୍ୱ ରେକର୍ଡ କରିଛନ୍ତି। ୨୮ ବର୍ଷୀୟ କମଳାକାନ୍ତ ଶନିବାର ଅପରାହ୍ନ ୩ଟାରୁ ରବିବାର ଅପରାହ୍ନ ୩ଟା ପର୍ଯ୍ୟନ୍ତ ୨୪ ଘଣ୍ଟା ମଧ୍ୟରେ ମାନୁଆଲ ହ୍ବିଲଚେୟାରରେ ୨୧୩ କି.ମି. ଅତିକ୍ରମ…

କରୋନା ଟିକା ନେବା ପାଇଁ ପିତାଙ୍କୁ ପିଠିରେ ବସାଇ ୬ ଘଣ୍ଟା ଚାଲିଲେ ଯୁବକ

ବ୍ରାଜିଲର ଆମାଜନରେ କରୋନା ଟିକା ନେବା ପାଇଁ ଜଣେ ଆଦିବାସୀ ଯୁବକ ତାଙ୍କ ପିତାଙ୍କୁ ପିଠିରେ ବସାଇ ୬ ଘଣ୍ଟାର ରାସ୍ତା ଚାଲିବା ଆଶ୍ଚର୍ଯ୍ୟଜନକ। ଏହି ଦୃଶ୍ୟ ଏବେ ସୋସିଆଲ ମିଡିଆରେ ଭାଇରାଲ ହେଉଛି। ଫଟୋରେ ୨୪ ବର୍ଷୀୟ ତାଓ୍ବି ତାଙ୍କର…

ଭାଜପାରୁ ୬ ବର୍ଷ ପାଇଁ ନିଲମ୍ବିତ ହେଲେ ହରକ, କଂଗ୍ରେସରେ ହୋଇପାରନ୍ତି ସାମିଲ

ଡେରାଡୁନ,୧୭ ।୧: କଂଗ୍ରେସରୁ ଅସନ୍ତୁଷ୍ଟ ହୋଇ ୨୦୧୬ରେ ଭାରତୀୟ ଜନତାପାର୍ଟି (ଭାଜପା)ର ହାତ ଧରିଥିଲେ ହରକ ସିଂ ରାୱତ । ଏବେ ଭାଜପା ତାଙ୍କୁ ୬ ବର୍ଷ ପାଇଁ ଦଳରୁ ନିଲମ୍ବିତ କରିବା ସହ ମୁଖ୍ୟମନ୍ତ୍ରୀ ପୁଷ୍କର ସିଂ ଧାମି ତାଙ୍କୁ…

ଇଚ୍ଛା ବିରୋଧରେ କାହାକୁୁ ଦିଆଯିବନାହିଁ କରୋନା ଟିକା: କେନ୍ଦ୍ର ସରକାର

ନୂଆଦିଲ୍ଲୀ,୧୭ ।୧: କେନ୍ଦ୍ର ସରକାର ସୁପ୍ରିମକୋର୍ଟଙ୍କୁ ଜଣାଇଛନ୍ତି କି କୌଣସି ବ୍ୟକ୍ତିଙ୍କ ଇଚ୍ଛା ବିରୋଧରେ ତାଙ୍କୁ କରୋନା ଟିକା ଦିଆଯାଇ ପାରିବ ନାହିଁ । ଭିନ୍ନକ୍ଷମମାନଙ୍କ ଟିକାକରଣ ପ୍ରମାଣପତ୍ରକୁ ନେଇ କେନ୍ଦ୍ର ଏହା କହିଛି । ଆହୁରି ମଧ୍ୟ କେନ୍ଦ୍ର ସରକାର…

ଯୋଗୀଙ୍କୁ ଫେୟାରଓ୍ବେଲ ଦେଇସାରିଲାଣି ଭାଜପା

ଲକ୍ଷ୍ନୌ, ୧୬ା୧- ନିର୍ବାଚନ ଲାଗି ଉତ୍ତରପ୍ରଦେଶ ମୁଖ୍ୟମନ୍ତ୍ରୀଙ୍କୁ ତାଙ୍କ ପସନ୍ଦର ଆସନ ଦେଉ ନାହାନ୍ତି କେନ୍ଦ୍ର ନେତୃତ୍ୱ। ଏହା ଦର୍ଶାଉଛି ଭାଜପାର ଡବଲ ଇଞ୍ଜିନ ସରକାର ରାଜ୍ୟରେ ସମ୍ପୂର୍ଣ୍ଣ ଫେଲ୍‌ ମାରିଛି। ଏଭଳି ସ୍ବରରେ ଭାଜପାକୁ ସମାଲୋଚନା କରିଛନ୍ତି ସମାଜବାଦୀ ଦଳ…

ବିଶ୍ୱ ଚାମ୍ପିୟନଙ୍କୁ ହରାଇଲେ ଫାଇନାଲରେ

ନୂଆଦିଲ୍ଲୀ, ୧୬ା୧- ଭାରତୀୟ ଉଦୀୟମାନ ଶଟଲର ଲକ୍ଷ୍ୟ ସେନ୍‌ ଚଳିତ ଇଣ୍ଡିଆ ଓପନ ଟୁର୍ନାମେଣ୍ଟ ଟାଇଟଲ ଜିତିଛନ୍ତି। ରବିବାର ଅନୁଷ୍ଠିତ ଫାଇନାଲରେ ବିଶ୍ୱ ଚାମ୍ପିୟନ ସିଙ୍ଗାପୁରର ଲୋ କିନ୍‌ ୟେଙ୍କୁ ୨୪-୨୨, ୨୧-୧୭ରେ ହରାଇ ପୁରୁଷ ସିଙ୍ଗଲ୍ସ ଟାଇଟଲ ହାତେଇଛନ୍ତି ଲକ୍ଷ୍ୟ।…

ଭାଜପା ଉପରେ କମେଣ୍ଟ କରି ଶୋ’ରୁ ବିଦା

ନୂଆଦିଲ୍ଲୀ,୧୬।୧: ସାଥି ଆର୍ଟିଷ୍ଟଙ୍କ ସହ ଖରାପ ବ୍ୟବହାର ପାଇଁ ମରାଠୀ ଅଭିନେତା କିରନ ମାଣେଙ୍କୁ ‘ମୁଲଗି ଝାଲି ହୋ’ ଶୋ’ରୁ ବାଦ୍‌ ଦିଆଯାଇଛି। ଏ ନେଇ ରବିବାର ସୂଚନା ଦେଇଛି ଏଣ୍ଟରଟେନମେଣ୍ଟ ଚ୍ୟାନେଲ ଷ୍ଟାର ପ୍ରବାହ। କିନ୍ତୁ ସୋସିଆଲ ମିଡିଆରେ ଭାଜପା…

୧୫୦ ଜଣଙ୍କ ପ୍ରାର୍ଥୀ ତାଲିକା ପ୍ରକାଶ କଲା ଏଏପି…

ଲକ୍ଷ୍ନୌ, ୧୬।୧: ଉତ୍ତରପ୍ରଦେଶ ବିଧାନସଭା ନିର୍ବାଚନ ପାଇଁ ଆମ୍‌ ଆଦ୍‌ମୀ ପାର୍ଟି (ଏଏପି)ପକ୍ଷରୁ ୧୫୦ ଜଣଙ୍କ ପ୍ରାର୍ଥୀ ତାଲିକା ପ୍ରକାଶ ପାଇଛି। ଉତ୍ତରପ୍ରଦେଶ ପ୍ରଭାରୀ ଏବଂ ରାଜ୍ୟ ସଭା ଏମ୍‌ପି ସଞ୍ଜୟ ସିଂ ଲକ୍ଷ୍ନୌରେ ରବିବାର ଏକ ଗଣମାଧ୍ୟମ ସମ୍ମିଳନୀରେ ଏ…

ବିଏସ୍‌ଏଫ୍‌ ଅଫିସରଙ୍କ ପାଖରୁ ମିଳିଲା ୭ ଦାମୀ ଗାଡ଼ି, ୧୪ କୋଟି

ବିଏସ୍‌ଏଫ୍‌ ଅଫିସରଙ୍କ ପାଖରୁ ମିଳିଲା ୭ ଦାମୀ ଗାଡ଼ି, ୧୪ କୋଟି ଗୁରଗାଓଁ,୧୬।୧: ହରିୟାଣାର ଜଣେ ସୀମା ସୁରକ୍ଷା ବଳ (ବିଏସ୍‌ଏଫ୍‌) ଅଧିକାରୀଙ୍କଠାରୁ ୧୪ କୋଟି ଟଙ୍କା, ଏକ କୋଟି ଟଙ୍କାର ମୂଲ୍ୟର ସୁନା ଅଳଙ୍କାର ଜବତ ହୋଇଛି। ଏଥି ସହିତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?