ଚିଙ୍ଗୁଡ଼ିଚାଷ ଜୈବ ବିବିଧତା ନଷ୍ଟ କରୁଛି
ମହାକାଳପଡ଼ା,୩।୯ (ଡି.ଏନ୍.ଏ.): ଚିଙ୍ଗୁଡି ଘେରିରେ ବ୍ୟବହୃତ ହେଉଥିବା ରାସାୟନିକ ପଦାର୍ଥ ଜଳରେ ମିଶିବାରୁ ବିଷ ପାଲଟୁଛି। ଏ ନେଇ ଜୀବଜନ୍ତୁ, ଜଙ୍ଗଲ ଓ ମୃତ୍ତିକା କ୍ଷୟ ହେବା ସହ ଜୈବବିବିଧତା ନଷ୍ଟ ହେଉଛି। ଏହାକୁ ଦୃଷ୍ଟିରେ ରଖି ହାଇକୋର୍ଟଙ୍କ ନିର୍ଦ୍ଦେଶକ୍ରମେ ଉପକୂଳ…
କୁଶୁନୁପୁର ପ୍ରାଥମିକ ବିଦ୍ୟାଳୟ ଗୃହ ଜରାଜୀର୍ଣ୍ଣ
ପଟ୍ଟାମୁଣ୍ଡାଇ,୩।୯(ସ୍ବ.ପ୍ର.): ପଟ୍ଟାମୁଣ୍ଡାଇ କେନ୍ଦ୍ର ଓ ରାଜ୍ୟ ସରକାର ଗୁଣାତ୍ମକ ଶିକ୍ଷାର ବିକାଶ ପାଇଁ ଅନେକ ପଦକ୍ଷେପ ଗ୍ରହଣ କରୁଛନ୍ତି। ହେଲେ ପ୍ରଶାସନିକ ଅଧିକାରୀଙ୍କ ନିଷ୍କ୍ରିୟତା ଯୋଗୁ ଏହାର ସୁଫଳ ମିଳିପାରୁନାହିଁ। ସ୍କୁଲର ଭିତ୍ତିଭୂମିର ବିକାଶ ପାଇଁ ସର୍ବଶିକ୍ଷା ଅଭିଯାନ ଯୋଜନାରେ ମଧ୍ୟ…
ଗୋଟିଏ ଗଛ ନାହିଁ, ୯ ଲକ୍ଷ ଟଙ୍କା ଚଳୁ
ମହାକାଳପଡ଼ା, ୩।୯ (ଡି.ଏନ୍.ଏ.): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ଅଞ୍ଚଳରେ ମହାତ୍ମା ଗାନ୍ଧୀ ଜାତୀୟ ଗ୍ରାମୀଣ ନିଶ୍ଚିତ କର୍ମ ନିଯୁକ୍ତି ଯୋଜନା (ଏମ୍ଜିଏନ୍ଆର୍ଇଜିଏସ୍)ରେ ରାସ୍ତାପାର୍ଶ୍ୱରେ ବୃକ୍ଷ ରୋପଣ କରାଯାଇଥିବା କାଗଜ ପତ୍ରରେ ଦର୍ଶାଯାଇଛି। କେବଳ ସୂଚନା ଫଳକରେ ବୃକ୍ଷ ରୋପଣ ସୀମିତ…
ସରକାର ଗଠନ ପାଇଁ ଆଉ ଦିନେ ଦୁଇଦିନ ସମୟ ନେବ ତାଲିବାନ
କାବୁଲ,୩ ।୯: ଆଫଗାନିସ୍ତାନକୁ କବଜା କରିଥିବା ତାଲିବାନ ସେଠାରେ ଶୁକ୍ରବାର ସରକାର ଗଠନ କରିବ ବୋଲି ଜଣାପଡିଥିଲା । ହେଲେ ଏବେ ବିଶେଷ ସୂତ୍ରରୁ ସୂଚନା ମିଳିଛି କି ସେଠାରେ ତାଲିବାନ ସରକାର ଗଠନ କରିବାକୁ ଆଉ ଦିନେ ଦୁଇଦିନ ସମୟ…
ଲୁଟ୍ ଅପେକ୍ଷାରେ ୬ କଳାପଥର ଖାଦାନ
ଯାଜପୁର ଅଫିସ,୩।୯: ଲଘୁ ଖଣିଜ ସମ୍ପଦରେ ଭରପୁର ଯାଜପୁର ଜିଲା ଧର୍ମଶାଳା ତହସିଲ ଅଧୀନରେ ୫ ହେକ୍ଟରରୁ ଊର୍ଦ୍ଧ୍ୱ ୬ କଳାପଥର ଖାଦାନ ଓ ଗୋଟିଏ ବାଲୁକା ଖାଦାନରୁ ଉପତ୍ାଦନ ପାଇଁ ଜନଶୁଣାଣି ଅପେକ୍ଷାରେ ରହିଛି। ଏଥିପାଇଁ ପରିବେଶ ସଂଘାତ ଆକଳନ…
ପୁଣି ବ୍ରୋଞ୍ଜ ଜିତି ଇତିହାସ ରଚିଲେ ଅବନୀ
ଟୋକିଓ,୩।୯: ମହିଳା ୫୦ ମିଟର ରାଇଫଲ ପି-୩, ଏସ୍ଏଚ୍-୧ ଇଭେଣ୍ଟରେ ବ୍ରୋଞ୍ଜ ପଦକ ଜିତି ଅବନୀ ଲେଖରା ଇତିହାସ ସୃଷ୍ଟି କରଛନ୍ତି। ଟୋକିଓ ପାରାଲିମ୍ପିକ୍ସରେ ଏହା ଅବନୀଙ୍କର ଦ୍ୱିତୀୟ ପଦକ। ଏହାପୂର୍ବରୁ ସେ ସ୍ବର୍ଣ୍ଣ ପଦକ ଜିତଥିଲେ। ଏହା ବ୍ୟତୀତ ଭାରତୀୟ…
ସୁରଟରେ ଓଡ଼ିଆ ଶ୍ରମିକଙ୍କୁ ମାଡ଼
କାକଟପୁର,୩।୯(ଡି.ଏନ୍.ଏ.): ଗୁଜରାଟର ସୁରଟରେ ଜଣେ ଓଡ଼ିଆ ଦାଦନ ଶ୍ରମିକଙ୍କୁ କେତେଜଣ ଯୁବକ ଏକ ଘରେ ରଖି ନୃଶଂସ ଭାବେ ମାଡ଼ ମାରୁଥିବାର ଅଭିଯୋଗ ହେଉଛି। ଆକ୍ରମଣ ସମୟର ଏକ ଭିଡିଓ କିଛିଦିନ ହେବ ସୋସିଆଲ ମିଡିଆରେ ଭାଇରାଲ ହେବାରେ ଲାଗିଛି। ତେବେ…
ରେକର୍ଡ ଭାଙ୍ଗିଲା ସେନସେକ୍ସ
ନୂଆଦିଲ୍ଲୀ,୩।୯:ଭାରତୀୟ ଷ୍ଟକ ମାର୍କେଟ କ୍ରମାଗତ ରେକର୍ଡ ଭାଙ୍ଗିବାରେ ଲାଗିଛି। ପ୍ରଥମ ଥର ପାଇଁ ସେନସେକ୍ସ ୫୮ ହଜାର ଅତିକ୍ରମ କରିଛି। ଶୁକ୍ରବାର ପ୍ରାରମ୍ଭିକ ଅଧିବେଶନରେ ସେନସେକ୍ସ ୨୧୭ ପଏଣ୍ଟ ବୃଦ୍ଧି ପାଇ ୫୮,୦୬୯ରେ ପହଞ୍ଚିଛି। ଅନ୍ୟପକ୍ଷରେ, ନିଫ୍ଟି ୬୬.୨୦ ପଏଣ୍ଟ ବୃଦ୍ଧି…
ଭଙ୍ଗାଗଲା ପଞ୍ଚମୁଖୀ ହନୁମାନ ମନ୍ଦିର
କଟକ ସଦର,୩।୯ (ଡି.ଏନ.ଏ.): କିଶନନଗର ତହସିଲ ଅଧୀନ ରଟିଲୋସ୍ଥିତ ପଞ୍ଚମୁଖୀ ହନୁମାନ ମନ୍ଦିର ଗୁରୁବାର କଡା ସୁରକ୍ଷା ମଧ୍ୟରେ ଭଙ୍ଗାଯାଇଛି। ଆଇନଶୃଙ୍ଖଳା ପରିସ୍ଥିତି ସୃଷ୍ଟି ହେବା ଆଶଙ୍କା କରି ଅତିରିକ୍ତ ଜିଲାପାଳ ପୂର୍ଣ୍ଣଚନ୍ଦ୍ର ମିଶ୍ର, ଉପଜିଲାପାଳ ପ୍ରତାପ ଚନ୍ଦ୍ର ବେଉରା, ତହସିଲଦାର…
ଆଣ୍ଠୁରୁ ବୋହୁଥିଲା ଧାର ଧାର ରକ୍ତ; ତଥାପି ବୋଲିଂ କରି ଚାଲିଥିଲେ: ପ୍ରଶଂସକ କହିଲେ…
ଓଭାଲ,୩।୯: ଭାରତ ଏବଂ ଇଂଲଣ୍ଡ ମଧ୍ୟରେ ଚତୁର୍ଥ ଟେଷ୍ଟ ଗୁରୁବାର ଠାରୁ ଆରମ୍ଭ ହୋଇଛି । ପ୍ରଥମ ଦିନରେ ବୋଲରମାନେ ପ୍ରାଧାନ୍ୟ ବିସ୍ତାର କରିଥିଲେ ଏବଂ ମୋଟ ୧୩ ଉଇକେଟ ପଡିଥିଲା। କିନ୍ତୁ ଏହି ସମୟରେ ଇଂଲଣ୍ଡର ଦ୍ରୁତ ବୋଲର ଜେମ୍ସ…
ଜାଲ୍ ପଟ୍ଟାରେ ୧୦ ଲକ୍ଷ ଠକେଇ: ୩ ଗିରଫ
କଟକ ଅଫିସ,୩।୯: ଜାଲ୍ ଜମିପଟ୍ଟାରେ ଜଣେ ବ୍ୟକ୍ତିଙ୍କଠାରୁ ୧୦ ଲକ୍ଷ ଟଙ୍କା ଠକିନେବା ଅଭିଯୋଗରେ ଲାଲବାଗ ପୋଲିସ ଗୁରୁବାର ୩ ଜଣଙ୍କୁ ଗିରଫ କରି କୋର୍ଟଚାଲାଣ କରିଛି। ସେମାନେ ହେଲେ କଟକ ବାଖରାବାଦ ଅଞ୍ଚଳର ଅଳକା ସେନ୍ଗୁପ୍ତା ଓରଫ ମୋନାଲିସା ଭଗତ,…
ବିନୋଦିନୀ ଦେବୀ ପାଇବେ ‘ଗୁରୁ କେଳୁଚରଣ ମହାପାତ୍ର ସମ୍ମାନ’
ଭୁବନେଶ୍ୱର,୩।୯ (ବ୍ୟୁରୋ): ଆସନ୍ତା ୫ ତାରିଖରୁ ୨୭ତମ ଓଏମ୍ସି ଗୁରୁ କେଳୁଚରଣ ମହାପାତ୍ର ସମ୍ମାନ ଉତ୍ସବ-୨୦୨୧ ଆରମ୍ଭ ହେବ। ନୃତ୍ୟାନୁଷ୍ଠାନ ‘ସୃଜନ’ ପକ୍ଷରୁ ୯ ତାରିଖ ପର୍ଯ୍ୟନ୍ତ ଚାଲିବାକୁ ଥିବା ଏହି ଉତ୍ସବ ଲାଗି ଚଳିତ ବର୍ଷ ପୁରସ୍କାର ଘୋଷଣା ହୋଇଛି।…
Archives


