ଅନ୍ତଃବସ୍ତ୍ର ପିନ୍ଧି ଟ୍ରେନ୍ ଭିତରେ ବୁଲିଲେ ବିଧାୟକ: ଆଉ ତା’ପରେ
ପାଟନା,୩।୯: ବିହାରର ଶାସକ ଦଳ ଜେଡିୟୁ ବିଧାୟକ ଗୋପାଳ ମଣ୍ଡଳ ଏବେ ଚର୍ଚ୍ଚାରେ ଅଛନ୍ତି। ସେ ଏବେ ଏଭଳି କାର୍ଯ୍ୟ କରିଛନ୍ତି ଯେ ଲୋକେ ତାଙ୍କୁ ଗାଳି ଦେବାକୁ ପଛାଉନାହାନ୍ତି। ଆଜିକାଲି ତାଙ୍କର ଏକ ଫଟୋ ବହୁତ ଭାଇରାଲ ହେବାରେ ଲାଗିଛି,…
ଜାତୀୟ ଟିବି ନିରାକରଣ କାର୍ଯ୍ୟକ୍ରମରେ ଓଡ଼ିଶା ଦ୍ୱିତୀୟ
ଭୁବନେଶ୍ୱର,୩।୯(ବ୍ୟୁରୋ): ଜାତୀୟ ଟିବି ନିରାକାରଣ ଯୋଜନା କାର୍ଯ୍ୟକାରିତାରେ ଓଡ଼ିଶା ଦ୍ୱିତୀୟ ସ୍ଥାନ ଅଧିକାର କରିଛି। ଏଥିପାଇଁ କେନ୍ଦ୍ର ସ୍ବାସ୍ଥ୍ୟ ମନ୍ତ୍ରୀଙ୍କଠାରୁ ରାଜ୍ୟ ପୁରସ୍କୃତ ହୋଇଥିବା ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରୀ ନବ କିଶୋର ଦାସ କହିଛନ୍ତି। ଗୁରୁବାର ଜାତୀୟ ଟିବି…
ଜବତ ୫୦ କୁଇଣ୍ଟାଲ ନକଲି ଚା’ପତି ପୋତାଗଲା
ଫୁଲନଖରା,୩।୯ (ଡି.ଏନ.ଏ.): କଟକ ସଦର ଥାନା ଅଧୀନ ମୁକାମେଶ୍ୱର ଗ୍ରାମର ଏକ କାରଖାନାରୁ ଜବତ ହୋଇଥିବା ନକଲି ଚା’ପତିକୁ ଗୁରୁବାର କାଠଯୋଡୀ ନଦୀପଠାରେ ଗାତ ଖୋଳି ପୋତି ଦିଆଯାଇଛି। ଏହି ସମୟରେ ଜୋନ୍-୪ ଏସିପି ଚନ୍ଦନ ଘଡେଇ, ସଦର ଥାନା ଆଇଆଇସି…
ବଢୁଛି ସଂକ୍ରମଣ
ନୂଆଦିଲ୍ଲୀ,୩।୯: ଦେଶରେ କରୋନା ସଂକ୍ରମିତଙ୍କ ଧୀରେ ଧୀରେ ବଢିବାରେ ଲାଗିଛି। ସ୍ବାସ୍ଥ୍ୟ ମନ୍ତ୍ରଣାଳୟର ତଥ୍ୟ ଅନୁଯାୟୀ, ଗତ ୨୪ ଘଣ୍ଟା ମଧ୍ୟରେ ସାରା ଦେଶରେ କରୋନା ସଂକ୍ରମଣ ୪୫,୩୫୨ଟି ମାମଲା ସାମ୍ନାକୁ ଆସିଥିବାବେଳେ ୩୬୬ ଜଣଙ୍କର ମୃତ୍ୟୁ ହୋଇଛି। ନୂତନ ମାମଲା…
ହତ୍ୟା, ଭାଇରାଲ ଭିଡିଓ ଖୋଲିଲା ଗୁମର
ଖୋର୍ଦ୍ଧା ଅଫିସ/ ନିରାକାରପୁର,୩।୯ (ଡି.ଏନ୍.ଏ.): ମାନବବାଦ ସଙ୍ଗଠନର ମୁଖ୍ୟ ତଥା ଆତ୍ମଘୋଷିତ ଗୁରୁଜୀ ମାନସ ଦାସ ଓ ତାଙ୍କ ପୁଅ ମନୋରଞ୍ଜନଙ୍କୁ ଗୁରୁବାର ପୋଲିସ ଭୁବନେଶ୍ୱର ଶହୀଦନଗରସ୍ଥିତ ବାସଭବନରୁ ଉଠାଇ ନେଇଥିଲା। କୌଣସି ଅପ୍ରୀତିକର ପରିସ୍ଥିତି ଏଡ଼ାଇବା ପାଇଁ ପୋଲିସ ସେମାନଙ୍କୁ…
ଆଇନର ଆଶ୍ରୟ ନେଲେ ଦୂତୀ
ଭୁବନେଶ୍ୱର,୩।୯(କ୍ରୀଡ଼ା ପ୍ରତିନିଧି): ୨୦୧୬ ରିଓ ଏବଂ ୨୦୨୦ ଟୋକିଓ ଅଲିମ୍ପିକ୍ସରେ ଭାଗ ନେବା ସହ ଏସିଆନ ଗେମ୍ସରେ ୨ଟି ରୌପ୍ୟ ପଦକ ଜିତି ରାଜ୍ୟକୁ ଗର୍ବିତ କରିଥିବା ସ୍ପ୍ରିଣ୍ଟ କୁଇନ୍ ଦୂତୀ ଚାନ୍ଦ ଏବେ ନିଜକୁ ଅସହଜ ମନେକରୁଛନ୍ତି। ତାଙ୍କ ପାରିବାରିକ…
ଜମ୍ମୁ-କଶ୍ମୀର ମୁସଲମାନଙ୍କ ପାଇଁ ଆମର ଲଢିବାର ହକ୍ ଅଛି: ତାଲିବାନ ନେତା
କାବୁଲ,୩।୯: ଗୋଟିଏ ପଟେ ତାଲିବାନ ଦୋହାରେ ଭାରତ ସହ କଥାବାର୍ତ୍ତା କରୁଛି ଏବଂ ଅନ୍ୟ ପଟେ ଏହାର ମୁଖପାତ୍ର କଶ୍ମୀର ପ୍ରସଙ୍ଗରେ ବିବୃତ୍ତି ଦେବା ଆରମ୍ଭ କରିଛନ୍ତି। ଚାଇନାର ଉଇଗୁରୁ ମୁସଲମାନଙ୍କ ଦମନ ଉପରେ ନୀରବ ରହିଥିବା ତାଲିବାନ କହିଛି ଯେ,…
କେନ୍ଦ୍ର ଶିକ୍ଷାମନ୍ତ୍ରୀଙ୍କୁ ଚିଠି ଲେଖିଲେ ଅରୁଣ
ଭୁବନେଶ୍ୱର,୩।୯(ବ୍ୟୁରୋ): ସ୍ନାତକ ଶ୍ରେଣୀ ଛାତ୍ରୀଛାତ୍ରଙ୍କ ରେଜଲ୍ଟ ଶୀଘ୍ର ବାହାର କରିବା ନେଇ କେନ୍ଦ୍ର ଶିକ୍ଷା ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କୁ ଚିଠି ଲେଖିବା ପରେ ଏହାର ଉତ୍ତର ରଖିଛନ୍ତି ରାଜ୍ୟ ଉଚ୍ଚଶିକ୍ଷା ମନ୍ତ୍ରୀ ଅରୁଣ ସାହୁ। ଗୁରୁବାର ମନ୍ତ୍ରୀ…
୫୮.୧୪ କୋଟିର ଜିଏସ୍ଟି ଠକେଇ ଧରାପଡ଼ିଲା: ଚାର୍ଟାର୍ଡ ଆକାଉଣ୍ଟାଣ୍ଟ ସମେତ ୨ ଗିରଫ
କଟକ ଅଫିସ,୩।୯: ରାଜ୍ୟ ଜିଏସ୍ଟି ଏନ୍ଫୋର୍ସମେଣ୍ଟ ୱିଙ୍ଗ ୧୮୧୯ କୋଟିର ଜାଲ ବିଲ୍ ର଼୍ୟାକେଟକୁ ଧରିଛି। ଏଥିସହ ସମ୍ପୃକ୍ତ ୨ଜଣ ମାଷ୍ଟରମାଇଣ୍ଡ୍ଙ୍କୁ ଗୁରୁବାର ଗିରଫ କରିଛି। ଚାର୍ଟାର୍ଡ ଆକାଉଣ୍ଟାଣ୍ଟ ଅମିତ କୁମାର ଅଗ୍ରୱାଲଙ୍କୁ ଝାରସୁଗୁଡାରୁ ଓ ସତୀନ୍ଦ୍ର କୁମାର ଯାଦବଙ୍କୁ ଭୁବନେଶ୍ୱରରୁ…
୬ରେ ଆଉ ଏକ ଲଘୁଚାପ: ବଢ଼ିପାରେ ବର୍ଷା
ଭୁବନେଶ୍ୱର,୩।୯(ବ୍ୟୁରୋ): ଉତ୍ତର ବଙ୍ଗୋପସାଗରରେ ଆସନ୍ତା ୬ ତାରିଖରେ ଏକ ଲଘୁଚାପ ସୃଷ୍ଟି ହେବା ସମ୍ଭାବନା ରହିଛି। ଏହା ପ୍ରଭାବରେ ଓଡ଼ିଶାରେ ବର୍ଷା ବଢ଼ିପାରେ। ଏ ନେଇ ଗୁରୁବାର ଭାରତୀୟ ପାଣିପାଗ ବିଭାଗ(ଆଇଏମ୍ଡି) ଡିଜି ମୃତ୍ୟୁଞ୍ଜୟ ମହାପାତ୍ର ସୂଚନା ଦେଇ କହିଛନ୍ତି, ଏହି…
ମାତ୍ର ୧ ରନ୍ ପାଇଁ ରେକର୍ଡରୁ ବଞ୍ଚିତ ହେଲେ ଏହି କ୍ରିକେଟର୍
ଲଣ୍ଡନ,୩।୯: ଭାରତ ଏବଂ ଇଂଲଣ୍ଡ ମଧ୍ୟରେ ୫ ମ୍ୟାଚ୍ ବିଶିଷ୍ଟ ଟେଷ୍ଟ ସିରିଜର ଚତୁର୍ଥ ମ୍ୟାଚ ଓଭାଲରେ ଖେଳାଯାଉଛି। ଇଂଲଣ୍ଡ ଟସ ଜିତି ଭାରତକୁ ପ୍ରଥମେ ବ୍ୟାଟିଂ କରିବାକୁ ଆମନ୍ତ୍ରଣ କରିଥିଲା। କିନ୍ତୁ ଲିଡ୍ସ ଭଳି ଭାରତୀୟ ବ୍ୟାଟ୍ସମ୍ୟାନମାନେ ମଧ୍ୟ ଏଠାରେ…
ଆଉ ୭ ଜଣଙ୍କ ଜୀବନ ନେଲା କରୋନା, ମୃତ୍ୟୁସଂଖ୍ୟା ୮୦୩୫କୁ ବୃଦ୍ଧି
ଭୁବନେଶ୍ୱର,୩ା୯(ବ୍ୟୁରୋ): ରାଜ୍ୟରୁ ଶୁକ୍ରବାର ୭ ଜଣଙ୍କ ଜୀବନ ନେଇଛି କରୋନା। ଏନେଇ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। ଏହାକୁ ମିଶାଇ ରାଜ୍ୟରେ କରୋନା ଜନିତ ମୃତ୍ୟୁସଂଖ୍ୟା ୮୦୩୫କୁ ବୃଦ୍ଧି ପାଇଥିବା ଜଣାପଡ଼ିଛି। ଆଜି ଗଞ୍ଜାମରୁ…
Archives


