Home Left

ଯୁଦ୍ଧ ଭିତରେ ଇରାନକୁ କେତେଥର ଫୋନ କରିଛି ଭାରତ, ବଡ଼ କଥା କହିଲା ବୈଦେଶିକ ମନ୍ତ୍ରଣାଳୟ

ନୂଆଦିଲ୍ଲୀ,୧୨।୩: ମଧ୍ୟପ୍ରାଚ୍ୟରେ ବଢୁଥିବା ଉତ୍ତେଜନା ମଧ୍ୟରେ, ଭାରତ ସରକାର କୂଟନୈତିକ ଏବଂ ମାନବୀୟ ସ୍ତରରେ ସକ୍ରିୟ ଭାବରେ ନିୟୋଜିତ ଅଛନ୍ତି। ବୈଦେଶିକ ମନ୍ତ୍ରଣାଳୟ ସ୍ପଷ୍ଟ କରିଛି ଯେ ସରକାରଙ୍କ ପ୍ରାଥମିକ ଧ୍ୟାନ ହେଉଛି ଭାରତୀୟ ନାଗରିକଙ୍କ ସୁରକ୍ଷା ଏବଂ ଦେଶର ଶକ୍ତି…

ଭାଇରାଲ ଗର୍ଲ ମୋନାଲିସାଙ୍କୁ ବିବାହ କରିଥିବା ଫରମାନ କିଏ? କ’ଣ କରନ୍ତି? କେମିତି ହେଲେ ମୋନାଲିସାଙ୍କ ଜୀବନସାଥି? ଜାଣନ୍ତୁ…

ମୁମ୍ବାଇ,୧୨।୩: ମହାକୁମ୍ଭ ମେଳା ୨୦୨୫ ପରେ ରାତାରାତି ଭାଇରାଲ ହୋଇଥିବା ମୋନାଲିସା ପୁଣି ଥରେ ଶିରୋନାମାରେ ଅଛନ୍ତି। ଏହାର କାରଣ ହେଉଛି ତାଙ୍କ ବିବାହ। ପ୍ରକୃତରେ, ମୋନାଲିସା ତାଙ୍କ ପରିବାରର ଇଚ୍ଛା ବିରୁଦ୍ଧରେ ଯାଇ ତିରୁଭାନନ୍ତପୁରମର ଏକ ସ୍ଥାନୀୟ ମନ୍ଦିରରେ ତାଙ୍କ…

ଆକ୍ସନରେ ଭାରତ ସରକାର, ଅମିତ ଶାହାଙ୍କ ଅଧ୍ୟକ୍ଷତାରେ ଗଠିତ ହେଲା କମିଟି, ଜାଣନ୍ତୁ କ’ଣ କରାଯିବ

ନୂଆଦିଲ୍ଲୀ,୧୨।୩: ଇରାନରେ ଚାଲିଥିବା ସଙ୍କଟକୁ ଦୃଷ୍ଟିରେ ରଖି, କେନ୍ଦ୍ର ସରକାର ପରିସ୍ଥିତି ଉପରେ କଡ଼ା ନଜର ରଖିବା ଏବଂ ସମ୍ଭାବ୍ୟ ପ୍ରଭାବର ମୁକାବିଲା କରିବା ପାଇଁ ଏକ ତିନି ସଦସ୍ୟ ବିଶିଷ୍ଟ ମନ୍ତ୍ରୀ ଗୋଷ୍ଠୀ ଗଠନ କରିଛନ୍ତି। ଏହି ଉଚ୍ଚସ୍ତରୀୟ କମିଟିର…

ଓଡ଼ିଶାରେ ସରିଯିବ କି ଗ୍ୟାସ? ଜାଣନ୍ତୁ କ’ଣ କହିଲେ ବିଧାୟକ

ଭୁବନେଶ୍ୱର,୧୨।୩: ସାଧାରଣ ଖାଉଟୀଙ୍କ ରୋଷେଇ ଘରେ ମଧ୍ୟପ୍ରାଚ୍ୟ ଯୁଦ୍ଧର ସିଧା ଅଭାବ ପଡିଛି। ଏଲପିଜି ସିଲିଣ୍ଡରର ଅଭାବ ପାଇଁ ଅଚଳାବସ୍ଥା ସୃଷ୍ଟି ହେଲାଣି। ଯୁଦ୍ଧ ପ୍ରଭାବରୁ ଗ୍ୟାସ ଯୋଗାଣ ଗୁରୁତର ବ୍ୟାହତ ହେବାରୁ ରାଜ୍ୟର ବିଭିନ୍ନ ସ୍ଥାନରେ ଗ୍ୟାସର ଘୋର ଅଭାବ…

ଆର୍‌ଏନ୍‌. ରବି ପଶ୍ଚିମବଙ୍ଗର ୨୨ତମ ରାଜ୍ୟପାଳ ଭାବେ ନେଲେ ଶପଥ

କୋଲକାତା,୧୨।୩: କୋଲକାତା ହାଇକୋର୍ଟ ମୁଖ୍ୟ ବିଚାରପତି ଜଷ୍ଟିସ୍‌ ସୁଜୟ ପାଲ୍‌ କୋଲକାତାସ୍ଥିତ ଲୋକଭବନରେ ଆର୍‌.ଏନ୍‌. ରବିଙ୍କୁ ପଶ୍ଚିମବଙ୍ଗର ରାଜ୍ୟପାଳ ଭାବେ ଶପଥ ପାଠ କରାଇଛନ୍ତି। ଶପଥ ପାଠ ପରେ ପୂର୍ୱତନ ଆଇପିଏସ୍‌ ଅଧିକାରୀ ଆର୍‌.ଏନ୍‌. ରବି ପଶ୍ଚିମବଙ୍ଗର ୨୨ତମ ରାଜ୍ୟପାଳ ହୋଇଛନ୍ତି।…

ନବରାତ୍ରୀ ପୂର୍ବରୁ ସୃଷ୍ଟି ହେଉଛି ରାଜଯୋଗ, ମେଷ-ମିଥୁନ ସମେତ ଏହି ରାଶିର ବ୍ୟକ୍ତି ହେବେ ମାଲାମାଲ୍!

ରାଜଯୋଗ ଏବଂ ଧନ ଯୋଗର ଗ୍ରହ ସୂର୍ଯ୍ୟ, ଏହି ମାସର ୧୫ ତାରିଖରେ ନିଜର ରାଶି ପରିବର୍ତ୍ତନ କରିବେ। ପ୍ରାୟ ୧ଟା୦୮ ସମୟରେ, ସୂର୍ଯ୍ୟ କୁମ୍ଭ ରାଶିରୁ ମୀନ ରାଶିକୁ ଗମନ କରିବେ। ଏହି ସମୟରେ ଶୁକ୍ର ମଧ୍ୟ ମୀନ ରାଶିରେ…

ଭାରତ-ପାକିସ୍ତାନ ସମେତ ୨୦ ଦେଶ ଉପରେ ଟଙ୍କା ବର୍ଷା କଲା ICC, ପ୍ରତ୍ୟେକ ଦଳକୁ କେତେ ଟଙ୍କା ମିଳିଲା… ଜାଣନ୍ତୁ

ନୂଆଦିଲ୍ଲୀ,୧୨।୩: ୨୦୨୬ ଟି ୨୦ ବିଶ୍ୱକପ ଭାରତ ଏବଂ ଶ୍ରୀଲଙ୍କା ଦ୍ୱାରା ଆୟୋଜିତ ହୋଇଥିଲା। ଫାଇନାଲରେ ନ୍ୟୁଜିଲାଣ୍ଡକୁ ପରାସ୍ତ କରି ଭାରତ ଟାଇଟଲ ଜିତିଥିଲା। ୨୦୨୬ ଟି ୨୦ ବିଶ୍ୱକପରେ ମୋଟ ୨୦ଟି ଦଳ ଅଂଶଗ୍ରହଣ କରିଥିଲେ। ଭାରତ, ଇଂଲଣ୍ଡ, ଦକ୍ଷିଣ…

ଡିକିରୁ ନେଇଗଲେ ୬୦ ଗ୍ରାମ ସୁନା, ୧ ଲକ୍ଷ ୪୪ ହଜାର ଟଙ୍କା

ବାଲୁଗାଁ: ଖୋର୍ଦ୍ଧା ଜିଲା ବାଲୁଗାଁ ଇଞ୍ଜନପୁର ଛକରେ ଗୁରୁବାର ଏକ ବଡ଼ ଧରଣର ଳୁଟ ହୋଇଛି। ୩ଜଣ ଦୁବୃର୍ତ୍ତ ଜଣେ ସ୍କୁଟି ଚାଳକଙ୍କୁ ଅଟକାଇ ସ୍କୁଟି ଡିକିରେ ଥିବା ୬୦ ଗ୍ରାମ ସୁନା ଅଳଙ୍କାର ସହ ୧ ଲକ୍ଷ ୪୪ ହଜାର…

ସି-ସୋର ଚିଟ୍‌ଫଣ୍ଡ କେଳେଙ୍କାରୀ ମାମଲା: ପୂର୍ବତନ ଏମ୍‌ପିଙ୍କୁ ହାଇକୋର୍ଟରୁ ମିଳିଲା ଆଶ୍ୱସ୍ତି

କଟକ,୧୨ା୩(ପ୍ରଭୁକଲ୍ୟାଣ ପାଲ): ବହୁଚର୍ଚ୍ଚିତ ସି-ସୋର୍‌ ଚିଟ୍‌ଫଣ୍ଡ୍‌ କେଳେଙ୍କାରୀ ମାମଲାରେ ଅଭିଯୁକ୍ତ ବାଲେଶ୍ୱରର ପୂର୍ବତନ ଏମ୍‌ପି ରବୀନ୍ଦ୍ର କୁମାର ଜେନାଙ୍କୁ ହାଇକୋର୍ଟରୁ ସାମୟିକ ଆଶ୍ୱସ୍ତି। ତାଙ୍କୁ ପୂର୍ବରୁ ମିଳିଥିବା ‘ଅନ୍ତରୀଣ ସୁରକ୍ଷା’ ଅବଧିକୁ ଆସନ୍ତା ଏପ୍ରିଲ ୧୩ ପର୍ଯ୍ୟନ୍ତ ବୃଦ୍ଧି କରିଛନ୍ତି ହାଇକୋର୍ଟ।…

‘ମୁଖ୍ୟମନ୍ତ୍ରୀ ମୋ ପାଇଁ କୃଷ୍ଣ’, ନୀତୀଶ କୁମାରଙ୍କ ନାମ ନେବାରୁ କାହିଁକି କାନ୍ଦି ଉଠିଲେ ମହିଳା ମନ୍ତ୍ରୀ, ଜାଣନ୍ତୁ ଏହା ପଛର କାରଣ

ପାଟନା,୧୨।୩: ବିହାର ମୁଖ୍ୟମନ୍ତ୍ରୀ ନୀତୀଶ କୁମାର ରାଜ୍ୟ ସଭାରେ ପ୍ରବେଶ କରିବାକୁ ଯାଉଛନ୍ତି। ତାଙ୍କ ନିଷ୍ପତ୍ତି ଦଳୀୟ କର୍ମୀ ଏବଂ ନେତାଙ୍କ ମଧ୍ୟରେ ଅସନ୍ତୋଷ ସୃଷ୍ଟି କରିଛି। ତଥାପି, ନୀତୀଶ କୁମାର ସ୍ପଷ୍ଟ କରିଛନ୍ତି ଯେ ସେ ବିହାରରେ ରହିବେ ଏବଂ…

ସରକାର ମୋ କଥା ଶୁଣିବା ଉଚିତ୍…ପ୍ରଧାନମନ୍ତ୍ରୀଙ୍କ ଉପରେ ଅସନ୍ତୋଷ ଝାଡିଲେ ରାହୁଲ ଗାନ୍ଧୀ

ନୂଆଦିଲ୍ଲୀ,୧୨।୩: ଗୁରୁବାର ଦିନ ଲୋକସଭା ଆରମ୍ଭ ହେବା ମାତ୍ରେ ବିରୋଧୀ ଦଳ ଗ୍ୟାସ ସିଲିଣ୍ଡରକୁ ନେଇ ପ୍ରତିବାଦ କରିଥିଲେ। ମୁଲତବୀ ପରେ, ବିରୋଧୀ ଏମପିମାନେ ସଂସଦ ପରିସରରେ ସ୍ଲୋଗାନ ଦେଇଥିଲେ। ରାହୁଲ ଗାନ୍ଧୀ ଦେଶର ବର୍ତ୍ତମାନର ଇନ୍ଧନ ସଙ୍କଟ ଉପରେ କହିବା ପାଇଁ…

ବିନା ଲାଇସେନ୍ସ, କାଗଜପତ୍ରରେ ଗଡୁଛି ଟ୍ରାକ୍ଟର, ଗୋଟିଏ ରେଜିଷ୍ଟ୍ରେଶନ ନମ୍ବରରେ ଏକାଧିକ ଗାଡ଼ି

ଧର୍ମଶାଳା,୧୨ା୩(ଶିବ ପ୍ରସାଦ ମହାନ୍ତି): ପରିବହନ ବିଭାଗ ପକ୍ଷରୁ ନିୟମ ଅନେକ ରହିଥିଲେ ସୁଦ୍ଧା ତାହା ଟ୍ରାକ୍ଟରଗୁଡ଼ିକ ପାଇଁ ସଠିକ୍‌ ଭାବରେ ପାଳନ କରାଯାଉନାହିଁ। ଯାଜପୁର ଜିଲା ଧର୍ମଶାଳା ଅଞ୍ଚଳରେ ଏହାର ଜ୍ୱଳନ୍ତ ଉଦାହରଣ ଦେଖିବାକୁ ମିଳୁଛି । ଟ୍ରାକ୍ଟରଗୁଡ଼ିକ ବିନା ଫିଟନେସ୍‌,ଇନ୍‌ସ୍ୟୁରାନସ୍‌…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri