Home Left

ମାତ୍ର ଏତିକି କୋଟିରେ ଭେଙ୍କଟେଶଙ୍କୁ କିଣିଲା ଏହି ଦଳ, ଗତ ବର୍ଷ ତୁଳନାରେ ପ୍ରାୟ 70 ପ୍ରତିଶତ କମ୍‌

ନୂଆଦିଲ୍ଲୀ,୧୬।୧୨: ଭେଙ୍କଟେଶ ଆୟର ପ୍ରଥମ ଥର ପାଇଁ କୋଲକାତା ନାଇଟ ରାଇଡର୍ସ ବ୍ୟତୀତ ଅନ୍ୟ କୌଣସି IPL ଦଳ ପାଇଁ ଖେଳିବେ। ଯଦିଓ KKR ମଧ୍ୟ ତାଙ୍କ ପାଇଁ ନିଲାମରେ ବିଡ କରିଥିଲା, କିନ୍ତୁ ରୟାଲ ଚ୍ୟାଲେଞ୍ଜର୍ସ ବାଙ୍ଗାଲୋର ବିଡ ଜିତିଥିଲା।…

IPL 2026 ନିଲାମ: ଜାଣନ୍ତୁ କିଏ ରହିଲେ ଅନ୍‌ ସୋଲ୍ଡ

ଆବୁଧାବି,୧୬।୧୨: IPL 2026 ନିଲାମ ପ୍ରକ୍ରିୟା ଆରମ୍ଭ ହୋଇଯାଇଛି। ଅଷ୍ଟ୍ରେଲିଆ ଅଲ୍‌ରାଉଣ୍ଡର କ୍ୟାମେରନ ଗ୍ରୀନଙ୍କୁ KKR ସର୍ୱାଧିକ ୨୫ କୋଟି ୨୦ ଲକ୍ଷରେ କିଣିଛି। ଫଳରେ ସେ ମିନି ଅକ୍ସନରେ ଗ୍ରୀନ IPL ଇତିହାସର ସବୁଠାରୁ ମହଙ୍ଗା ବିଦେଶୀ ଖେଳାଳି ହୋଇଛନ୍ତି।…

ଶାଶୁ ପରେ ଜ୍ୱାଇଁ ଘରେ ବୁଲିଲା ବୁଲଡୋଜର: ଏକାବେଳକେ ଛାନିଆ…

ପୁରୀ,୧୬।୧୨(ଅଜିତ୍‌ କୁମାର ମହାନ୍ତି): ପୁରୀ ପୋଲିସ ଅପରେଶନ ଚକ୍ର ଜରିଆରେ ନିଶା ବେପାରୀଙ୍କ ଘର ଉପରେ ବୁଲଡୋଜର ଚଳାଇଛି । ପୂର୍ବରୁ ଗତ ୪ ତାରିଖରେ ନୀଳଚକ୍ର ନଗରର ବ୍ରାଉନସୁଗାର ବେପାରୀ ସୁକାନ୍ତି ପଣ୍ଡାଙ୍କ ୪ଟି ଘର ଉପରେ ବୁଲଡୋଜର ଚାଳାଇଥିବା…

ଗୋଆ ଅଗ୍ନିକାଣ୍ଡ ଘଟଣା: ଭାରତ ଆସିଲେ ଲୁଥ୍ରା ବ୍ରଦର୍ସ

ନୂଆଦିଲ୍ଲୀ,୧୬।୧୨: ଗୋଆ ଅଗ୍ନିକାଣ୍ଡ ଘଟଣା ପରେ ପଲାତକ ଲୁଥ୍ରା ବ୍ରଦର୍ସ ସୌରଭ ଏବଂ ଗୌରବଙ୍କୁ ମଙ୍ଗଳବାର ଭାରତ ଫେରାଇ ଅଣାଯାଇଛି। ଦିଲ୍ଲୀରେ ଲୁଥ୍ରା ବ୍ରଦର୍ସଙ୍କ ବିମାନ ଅବତରଣ କରିବା ମାତ୍ରେ ଗୋଆ ପୋଲିସ ତୁରନ୍ତ ଦୁଇ ଭାଇଙ୍କୁ ଗିରଫ କରିବା ପ୍ରକ୍ରିୟା…

ବିଶ୍ୱର ସବୁଠୁ ମହଙ୍ଗା ଫଳ: ମୂଲ୍ୟ ଜାଣିଲେ ଉଡିଯିବ ହୋଶ୍‌

ସାଧାରଣତଃ ମହଙ୍ଗା ଜିନିଷ କିଣିବାକୁ ହେଲେ ଲୋକେ ବିଳାସପୂର୍ଣ୍ଣ କାର, ସୁନା ଏବଂ ହୀରା ବିଷୟରେ ଚିନ୍ତା କରନ୍ତି। କିନ୍ତୁ ଜାପାନରେ ଏକ ତରଭୁଜ ଅଛି, ଯାହାର ମୂଲ୍ୟ ଏକ ନୂଆ କାର କିଣି ହୋଇଯିବ। ଏହାକୁ ୟୁବାରି କିଙ୍ଗ ମେଲନ…

ପୁଣି ପ୍ରେମାନନ୍ଦ ମହାରାଜଙ୍କ ଶରଣରେ ବିରାଟ-ଅନୁଷ୍କା, କଣ କହିଲେ ଦେଖନ୍ତୁ Video

ନୂଆଦିଲ୍ଲୀ,୧୬।୧୨: ଭାରତୀୟ କିମ୍ବଦନ୍ତୀ ବିରାଟ କୋହଲି ଏବଂ ଅନୁଷ୍କା ଶର୍ମା ପୁଣି ଥରେ ପ୍ରେମାନନ୍ଦ ଜୀ ମହାରାଜଙ୍କୁ ଭେଟିଛନ୍ତି । ବୃନ୍ଦାବନର ପ୍ରସିଦ୍ଧ ପ୍ରେମାନନ୍ଦ ଜୀ ମହାରାଜଙ୍କୁ ଭେଟିବା ସମୟରେ ଅନୁଷ୍କା ଶର୍ମା ବହୁତ ଭାବପ୍ରବଣ ଦେଖାଯାଉଥିବା ବେଳେ କୋହଲିଙ୍କ ମୁହଁରେ…

ଓଡ଼ିଶା ରାଜନୀତିକୁ ନେଇ ଅମର ଶତପଥୀଙ୍କ ବିସ୍ଫୋରକ ବୟାନ: କହିଲେ ବଦଳିପାରେ…

ଭୁବନେଶ୍ୱର,୧୬।୧୨: ସାଂପ୍ରତିକ ଓଡ଼ିଶା ରାଜନୀତିକୁ ନେଇ ଅମର ଶତପଥୀ ବଡ଼ ବୟାନ ଦେଇଛନ୍ତି। ଅମର କହିଛନ୍ତି, ଓଡ଼ିଶାରେ ରାଜନୈତିକ ସମୀକରଣ ବଦଳିପାରେ। ଓଡ଼ିଶା ରାଜନୈତିକ ଦୃଶ୍ୟପଟ ଅସ୍ଥିରତା ଓ ଅନିଶ୍ଚିତତା ଭିତରେ ଗତି କରୁଛି। ଓଡ଼ିଶାରେ ସବୁ ରାଜନୈତିକ ଦଳରେ ଅସ୍ଥିରତା…

ଆସନ୍ତା ୨୩ରୁ ଖୋଲିବ ଧାନମଣ୍ଡି, ଶୁଭାରମ୍ଭ ହେଲା ୨ଟି ସଚେତନତା ରଥ

ଛତ୍ରପୁର, ୧୬/୧୨ (ଦିଲ୍ଲୀପ ସାମଲ): ହିଞ୍ଜିଳିକାଟୁ ନିୟନ୍ତ୍ରିତ ବଜାର କମିଟି ପକ୍ଷରୁ ଛତ୍ରପୁର ସ୍ଥିତ ଗଞ୍ଜାମ ଜିଲାପାଳଙ୍କ କାର୍ଯ୍ୟାଳୟରୁ ୨ ଟି ସଚେତନତା ରଥର ଶୁଭାରମ୍ଭ ହୋଇଛି। ଗଞ୍ଜାମ ଜିଲାପାଳ ଭି କୀର୍ତ୍ତି ଭାସନ, ଛତ୍ରପୁର ଉପଜିଲାପାଳ ତଥା ନିୟନ୍ତ୍ରିତ ବଜାର…

ଚାଷୀ ଆନ୍ଦୋଳନକୁ ନେଇ ମୁହଁ ଖୋଳିଲେ ମନ୍ତ୍ରୀ: ବିରୋଧୀଙ୍କୁ ଦେଲେ କଡ଼ା ଜବାବ

ଭୁବନେଶ୍ୱର,୧୬।୧୨: ଧାନ ବିକ୍ରି ପାଇଁ ଚାଷୀଙ୍କୁ ମିଳୁନାହିଁ ଟୋକନ। ଏନେଇ ରାଜ୍ୟର ବିଭିନ୍ନ ସ୍ଥାନରେ ଚାଷୀ ଆନ୍ଦୋଳନ ଦେଖାଦେଇଛି। ଏଭଳିସ୍ଥତିରେ ସମବାୟ ମନ୍ତ୍ରୀ ପ୍ରଦୀପ ବଳ ସାମନ୍ତ ମଙ୍ଗଳବାର ଚାଷୀ ଆନ୍ଦୋଳନକୁ ନେଇ ମୁହଁ ଖୋଳିଛନ୍ତି। ଚାଷୀ ଆନ୍ଦୋଳନ ପାଇଁ ମନ୍ତ୍ରୀ…

ସୁନା ଦୋକାନୀ ଗହଣା ଭର୍ତ୍ତି ବ୍ୟାଗ ଘରେ ଥୋଇ ଯାଇଥିଲେ ବଜାର: ଆସିଲା ବେଳକୁ …

କେନ୍ଦୁଝର,(ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ଜିଲା ପଣ୍ଡାପଡ଼ା ଥାନାରୁ ପ୍ରାୟ ଅଧ କି.ମି. ଦୂରରେ ସୋମବାର ରାତିରେ ଜଣେ ଗହଣା ବ୍ୟବସାୟୀ ସଞ୍ଜୟ ରାଣାଙ୍କ ଘରୁ ଟଙ୍କା ଓ ସୁନା ରୂପା ଗହଣା ଲୁଟ୍‌  ହୋଇଛି। ଏ ନେଇ ଉକ୍ତ ଅଞ୍ଚଳରେ…

ଓଡ଼ିଶା-ହିମାଚଳ ପ୍ରଦେଶ କୁଚ ବେହାର ଟ୍ରଫି କ୍ରିକେଟ ଉଦଘାଟିତ

ବଲାଙ୍ଗୀର, ୧୬।୧୨ (ବୀରେନ୍ଦ୍ର କୁମାର ଝାଙ୍କର)- ବଲାଙ୍ଗୀର ଗାନ୍ଧୀ ଷ୍ଟାଡିୟମ ଠାରେ ମଙ୍ଗଳବାର ଓଡିଶା-ହିମାଚଳ ପ୍ରଦେଶ କୁଚ ବେହାର ଟ୍ରଫି କ୍ରିକେଟ ମ୍ୟାଚ ଉଦଘାଟିତ ହୋଇଛି। ମୁଖ୍ୟ ଅତିଥି ଭାବେ ବଲାଙ୍ଗୀର ପୌରାଧ୍ୟକ୍ଷା ଲିକା ସାହୁ ଓ ସମ୍ମାନିତ ଅତିଥି ଭାବେ…

ଅଷ୍ଟ୍ରେଲିଆ ଆତଙ୍କବାଦୀ ଆକ୍ରମଣ ସହ ଭାରତୀୟ ପାସପୋର୍ଟ ମଧ୍ୟରେ କ’ଣ ରହିଛି ସମ୍ପର୍କ? ନୂଆ ତଥ୍ୟକୁ ନେଇ ହଇଚଇ

ସିଡନୀ,୧୬।୧୨: ଅଷ୍ଟ୍ରେଲିଆରେ ଯିହୁଦୀ ସମ୍ପ୍ରଦାୟକୁ ଟାର୍ଗେଟ କରି ହୋଇଥିବା ବଣ୍ଡି ଆତଙ୍କବାଦୀ ଆକ୍ରମଣର ତଦନ୍ତ ସମୟରେ ଏକ ଗୁରୁତ୍ୱପୂର୍ଣ୍ଣ ତଥ୍ୟ ସାମ୍ନାକୁ ଆସିଛି। ଫିଲିପାଇନ୍ସ ସରକାର ଦାବି କରିଛନ୍ତି ଯେ ଆକ୍ରମଣରେ ଅଭିଯୁକ୍ତ ପିତା ଏବଂ ପୁତ୍ର ଆକ୍ରମଣର କିଛି ସପ୍ତାହ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri