Home Left

ଦିନକ ପରେ ଆଫଗାନିସ୍ତାନରେ ସରକାର ଗଢ଼ିବ ତାଲିବାନ!

କାବୁଲ,୨ ।୯: ଆଫଗାନିସ୍ତାନ ଉପରେ ପାଖାପାଖି ୨ ସପ୍ତାହ ହେବ ତାଲିବାନ କବଜା କରିବା ପରେ ଶୁକ୍ରବାର ସେ ସରକାର ଗଠନ କରିବାକୁ ସମ୍ପୂର୍ଣ୍ଣ ଭାବେ ପ୍ରସ୍ତୁତ ହୋଇ ଯାଇଛି । ମିଳିଥିବା ବିଶେଷ ସୂଚନା ଅନୁଯାୟୀ, ଜୁମେ ନମାଜ ପରେ…

ବାପାଙ୍କ ପରେ ପୁଅ ଗିରଫ

ଭୁବନେଶ୍ୱର,୨।୯: ମାନବବାଦ୍‌ ସଂଗଠନର ମୁଖ୍ୟ ମାନସ ଦାସଙ୍କ ପରେ ତାଙ୍କର ପୁଅ ମନୋରଞ୍ଜନଙ୍କୁ ପୋଲିସ ଗିରଫ କରିଛି। ମାନସଙ୍କ ସହ ପୁଅ ମନୋଜଙ୍କ ନାମରେ ହତ୍ୟା ଉଦ୍ୟମ, ଧମକ ଭଳି ସଙ୍ଗୀନ ଅଭିଯୋଗ ରହିଛି। ଆଇପିସି ଦଫା ୩୬୩, ୩୬୪, ୨୦୧,…

ସିଦ୍ଧାର୍ଥଙ୍କୁ ହରାଇ ଭାଙ୍ଗି ପଡ଼ିଛନ୍ତି ଶେହନାଜ; ବାପା କହିଲେ…

ବମ୍ବେ: ବିଗ୍‌ବସ୍‌ ବିଜେତା ସିଦ୍ଧାର୍ଥ ଶୁକ୍ଳାଙ୍କୁ ହରାଇ ଭାଙ୍ଗି ପଡ଼ିଛନ୍ତି ପ୍ରିୟ ବନ୍ଧୁ ତଥା କଥିତ ପ୍ରେମିକା ଶେହନାଜ ଗିଲ। କାନ୍ଦି କାନ୍ଦି ତାଙ୍କ ଅବସ୍ଥା ଖରାପ ଥିବା ଶେହନାଜଙ୍କ ବାପା କହିଛନ୍ତି। ସିଦ୍ଧାର୍ଥଙ୍କ ମୃତ୍ୟୁ ଖବର ଶୁଣି ସେ ସଙ୍ଗେ…

କଳା ବ୍ୟାଣ୍ଡ ପିନ୍ଧି ପଡ଼ିଆକୁ ଓହ୍ଲାଇଲେ ଭାରତୀୟ ଖେଳାଳି; କିଛି ଏପରି ରହିଛି କାରଣ…

ଲଣ୍ଡନ,୨।୯: ଭାରତ ଏବଂ ଇଂଲଣ୍ଡ ମଧ୍ୟରେ ଓଭାଲଷଣ ଖେଳାଯାଉଥିବା ଚତୁର୍ଥ ଟେଷ୍ଟ ଆରମ୍ଭ ହୋଇଛି। ଇଂଲଣ୍ଡ ଟସ୍‌ ଜିତି ଭାରତକୁ ବ୍ୟାଟିଂ କରିବାକୁ ଆମନ୍ତ୍ରଣ ଦେଇଛି। ତେବେ ଏହି ମ୍ୟାଚ୍‌ରେ ଟିମ୍‌ ଇଣ୍ଡିଆର ଖେଳାଳିମାନେ କଳା ବ୍ୟାଣ୍ଡ ପିନ୍ଧି ପଡ଼ିଆକୁ ଓହ୍ଲାଇଥିବା…

ଆଫଗାନ ମାଟି ଆତଙ୍କବାଦ ପାଇଁ ବ୍ୟବହାର ନ ହେଉ: ବୈଦେଶିକ ମନ୍ତ୍ରଣାଳୟ

ନୂଆଦିଲ୍ଲୀ,୨ ।୯: କତରର ରାଜଧାନୀ ଦୋହାରେ ଭାରତୀୟ ରାଷ୍ଟ୍ରଦୂତ ଦିପକ ମିତ୍ତଲଙ୍କ ସହ ତାଲିବାନ ନେତା ଶେର ମହମ୍ମଦ ଅବ୍ୱାସ ଷ୍ଟାନେକଜଇଙ୍କର କଥାବାର୍ତ୍ତା ହୋଇଥିଲା । ଏବେ ଏହାକୁ ନେଇ ପ୍ରଶ୍ନ ଉଠୁଛି । ଏହାପରେ ଗୁରୁବାର ବୈଦେଶିକ ମନ୍ତ୍ରଣାଳୟର ପ୍ରବକ୍ତା…

ପଞ୍ଜାବରେ କରୋନାର ନୂଆ ଗାଇଡଲାଇନ୍‌: ବିନା ଆର୍‌ଟିପିସିଆର ଟେଷ୍ଟରେ ରାଜ୍ୟକୁ ପ୍ରବେଶ ମନା

ଚଣ୍ଡିଗଡ଼,୨ ।୯: ଦେଶରେ ବେଳକୁ ବେଳ କରୋନା ସଂକ୍ରମିତଙ୍କ ସଂଖ୍ୟା ବୃଦ୍ଧି ତୃତୀୟ ଲହରର ସୂଚନା ଦେଉଛି । ଏହାକୁ ନେଇ ବିଭିନ୍ନ ରାଜ୍ୟ ସରକାର ଏବେଠାରୁ ସତର୍କତା ଆରମ୍ଭ କଲେଣି । ଏହାକୁ ଦୃଷ୍ଟିରେ ରଖି ପଞ୍ଜାବ ସରକାର କରୋନାର…

୪୦ ବର୍ଷରେ କୋଟି କୋଟି ଟଙ୍କା ସମ୍ପତ୍ତିର ମାଲିକ ହୋଇସାରିଥିଲେ ସିଦ୍ଧାର୍ଥ; ଆଗକୁ ହାତରେ ଥିଲା…

ବମ୍ବେ: ବୟସ ବା କେତେ। ମାତ୍ର ୪୦ ବର୍ଷ। ସେ କ୍ୟାରିୟରର ଏଭଳି ସମୟରେ ଥିଲେ ତାଙ୍କୁ ବିଭିନ୍ନ କାମ ପାଇଁ ଅଫର୍‌ ମିଳୁଥିଲା। ଏପରିକି ଆଗାମୀ ଦିନରେ କରିବା ପାଇଁ ହାତରେ ଏକରୁ ବଳି ଆରେକ ପ୍ରୋଜେକ୍ଟ ଥିଲା। ହେଲେ…

ମହାନ ବ୍ୟାଟ୍ସମ୍ୟାନଙ୍କୁ ପଛରେ ପକାଇଲେ କୋହଲି

ଓଭାଲ,୨।୯: ଭାରତୀୟ ଅଧିନାୟକ ବିରାଟ କୋହଲି ଇଂଲଣ୍ଡ ବିପକ୍ଷ ଚତୁର୍ଥ ଟେଷ୍ଟରେ ଚୌକା ଲଗାଇ ଖାତା ଖୋଲିଛନ୍ତି। ଏଥିସହ ତାଙ୍କ ଅନ୍ତର୍ଜାତୀୟ କ୍ରିକେଟ କ୍ୟାରିୟରରେ ପୂରଣ ହୋଇଛି ୨୩ ହଜାର ରନ୍‌। ସେ ବିଶ୍ୱ ଇତିହାସର ଦ୍ରୁତତମ ବ୍ୟାଟ୍ସମ୍ୟାନ ଭାବେ ଏହି…

ପୁଣି ଡ୍ରଗ୍ସ କବଳରେ ସିଦ୍ଧାର୍ଥ; ଖରାପ ଅବସ୍ଥାରେ ଉଦ୍ଧାର କଲା ପୋଲିସ

ବମ୍ବେ: ପୁଣି ଡ୍ରଗ୍ସ କବଳରେ କମେଡିଆନ ସିଦ୍ଧାର୍ଥ ସାଗର। ତାଙ୍କୁ ଏବେ ନିଶାମୁକ୍ତି କେନ୍ଦ୍ରରେ ଭର୍ତ୍ତି କରାଯାଇଛି। ପୂର୍ବରୁ ମଧ୍ୟ ସିଦ୍ଧାର୍ଥ ନିଶା ସେବନ କରୁଥିଲେ। ବହୁ କଷ୍ଟରେ ସେଥିରୁ ମୁକୁଳିଥିଲେ। ଏବେ ତାଙ୍କର ବାଇପୋଲାର ଡିସ୍‌ଅଡର୍‌ ପାଇଁ ମଧ୍ୟ ଚିକିତ୍ସା…

‘ମୁଁ ସବୁକିଛି ଠିକ୍‌ ଅଛି ବୋଲି କହିପାରିବି ନାହିଁ’

ଚଣ୍ଡିଗଡ଼,୨।୯: ପଞ୍ଜାବ କଂଗ୍ରେସରେ ଏବେ ବି ସବୁ ଠିକ ଚାଲିନାହିଁ। ଦଳର ପଞ୍ଜାବର ଦାୟିତ୍ୱରେ ଥିବା ତଥା ଉତ୍ତରାଖଣ୍ଡର ପୂର୍ବତନ ମୁଖ୍ୟମନ୍ତ୍ରୀ ହରିଶ ରାୱତ ଏହା ପ୍ରମାଣ କରିଛନ୍ତି। ପଞ୍ଜାବ କଂଗ୍ରେସରେ ଚାଲିଥିବା ବିବାଦର ସମାଧାନ କାର୍ଯ୍ୟ ଚାଲିଛି ବୋଲି ରାୱତ…

ଶସ୍ତାରେ ଚାଲିଗଲେ ଓପନର

ଓଭାଲ,୨।୯: ଆମନ୍ତ୍ରଣ ପାଇ ପ୍ରଥମେ ବ୍ୟାଟିଂ କରିଥିବା ଭାରତୀୟ ଦଳ ଖୁବ୍‌ ଶସ୍ତାରେ ଦୁଇ ଓପନରଙ୍କ ଉଇକେଟ ହରାଇଛି। ରୋହିତ ଶର୍ମା (୧୧) ଓ ଲୋକେଶ ରାହୁଲ (୧୭)ଙ୍କ ଓପନିଂ ଯୋଡ଼ି ୨୮ ରନ୍‌ର ଭଗୀଦାରି କରିଥିଲେ। ପ୍ରଥମେ ରୋହିତ, କ୍ରିସ…

ମୋଦିଙ୍କ ଜନ୍ମଦିନରେ ଏହି କାର୍ଯ୍ୟ ଆରମ୍ଭ କରିବେ ସ୍ମୃତି ଇରାନୀ

ଆମେଠି,୨।୯: ଟୋକିଓ ଅଲିମ୍ପିକ୍ସ ଏବଂ ପାରା ଅଲିମ୍ପିକ୍ସରେ ଭାରତର ଚମତ୍କାର ପ୍ରଦର୍ଶନ ପରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଜନ୍ମଦିନରେ ଆମେଠିରେ କୁସ୍ତି ପ୍ରତିଯୋଗିତା ଆରମ୍ଭ ହେବାକୁ ଯାଉଛି। ୨୦୨୨ ନିର୍ବାଚନ ପୂର୍ବରୁ କେନ୍ଦ୍ର ମନ୍ତ୍ରୀ ତଥା ଏମ୍‌ପି ସ୍ମୃତି ଇରାନୀ ଏକ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri