Home Left

ଇସ୍ରୋକୁ ମିଳିଲା ନୂଆ ମୁଖ୍ୟ

ନୂଆଦିଲ୍ଲୀ,୧୨।୧: ଭାରତୀୟ ଏରୋସ୍ପେସ୍‌ ଇଞ୍ଜିନିୟର ଓ ରକେଟ ସାଇଣ୍ଟିଷ୍ଟ ଡ. ଏସ୍‌ ସୋମନାଥଙ୍କୁ ଭାରତୀୟ ମହାକାଶ ରିସର୍ଚ୍ଚ ସଂଗଠନ (ଇସ୍ରୋ)ର ନୂଆ ଚେୟାରମ୍ୟାନ ଭାବେ ନିଯୁକ୍ତ କରାଯାଇଛି। ଆଗାମୀ ୩ ବର୍ଷ ପାଇଁ ସେ ଏହି ପଦବୀରେ ରହିବେ। ସେ କେ.…

ବିଚ୍ଛେଦର ୭୪ ବର୍ଷ ପରେ ଏକାଠି ହେଲେ ଦୁଇ ଭାଇ

ନୂଆଦିଲ୍ଲୀ,୧୨।୧: ୧୯୪୭ରେ ଭାରତ-ପାକିସ୍ତାନ ବିଭାଜନ ବେଳେ ପରସ୍ପରଠୁ ବିଚ୍ଛେଦ ହୋଇଯାଇଥିଲେ ଦୁଇ ଭାଇ। ବିଚ୍ଛେଦ ହେବାର ୭୪ ବର୍ଷ ପରେ ଦୁଇ ଭାଇ ପରସ୍ପରକୁ ଭେଟିଛନ୍ତି ପଞ୍ଜାବର କରତାରପୁର ଗୁରୁଦ୍ୱାରା ଦରବାର ଶାହିବରେ। ସୂଚନାନୁସାରେ, ୧୯୪୭ରେ ଦେଶର ବିଭାଜନ ବେଳେ ମହମ୍ମଦ…

ପଞ୍ଚାୟତ ନିର୍ବାଚନ: ୧୫ରେ ସମୀକ୍ଷା ବୈଠକ

ଭୁବନେଶ୍ୱର,୧୨।୧(ବ୍ୟୁରୋ): ତ୍ରିସ୍ତରୀୟ ପଞ୍ଚାୟତ ନିର୍ବାଚନ ତାରିଖ ଘୋଷଣା ହୋଇସାରିଛି । ତେବେ ନିର୍ବାଚନରେ ଶାନ୍ତି ଶୃଙ୍ଖଳା ଓ ସୁରକ୍ଷା ନେଇ ରାଜ୍ୟ ନିର୍ବାଚନ କମିଶନର ଆଦିତ୍ୟ ପ୍ରସାଦ ପାଢୀ ଆସନ୍ତା ୧୫ରେ ସମସ୍ତ ଜଲାପାଳ, ଆରକ୍ଷୀ ଅଧୀକ୍ଷକ, ରାଜସ୍ବ କମିଶନର, ରେଞ୍ଜ…

ସରକାରୀ ହୋର୍ଡିଂରୁ ଉଠିବ ନେତା, ମନ୍ତ୍ରୀଙ୍କ ଫଟୋ

ଭୁବନେଶ୍ୱର,୧୨।୧(ବ୍ୟୁରୋ): ପଞ୍ଚାୟତ ନିର୍ବାଚନ ହେବାକୁ ଯାଉଛି। ଏହାକୁ ଦୃଷ୍ଟିରେ ରଖି ରାଜ୍ୟ ନିର୍ବାଚନ କମିଶନର କଡା ଆଭିମୁଖ୍ୟ ଗ୍ରହଣ କରିଛନ୍ତି । ସମସ୍ତ ସରକାରୀ ହୋର୍ଡିଂରୁ ନେତା, ମନ୍ତ୍ରୀଙ୍କ ଫଟୋ ହଟାଇବାକୁ ନିର୍ଦ୍ଦେଶ ଦିଆଯାଇଛିି । ଏଥି ସହିତ ସମସ୍ତ ସରକାରୀ…

ଏଥର ଭୁବନେଶ୍ୱରରେ ମହିଳା ମେୟର!

ଭୁବନେଶ୍ୱର,୧୨।୧(ବ୍ୟୁରୋ): ଭୁବନେଶ୍ୱର, କଟକ ଏବଂ ବ୍ରହ୍ମପୁର ମହାନଗର ନିଗମ ପାଇଁ ମେୟର ପଦବୀ ନିମନ୍ତେ ଚିଠା ତାଲିକା ପ୍ରକାଶ ପାଇଛି। ଭୁବନେଶ୍ୱର ମହାନଗର ମେୟର ପଦବୀ ମହିଳାଙ୍କ ପାଇଁ ସଂରକ୍ଷିତ ରହିଛି। ସେହିପରି କଟକ ଅଣସଂରକ୍ଷିତ ଥିବାବେଳେ ବ୍ରହ୍ମପୁର ମହିଳାଙ୍କ ପାଇଁ…

୯୯ତମ ଟେଷ୍ଟରେ କୋହଲିଙ୍କ ଶତକ

କେପ ଟାଉନ୍‌,୧୨।୧: ଭାରତୀୟ ଟେଷ୍ଟ ଦଳର ଅଧିନାୟକ ବିରାଟ କୋହଲି କ୍ୟାରିୟରର ୯୯ତମ ଟେଷ୍ଟରେ ୧୦୦ କ୍ୟାଚ୍‌ ପୂରଣ କରିଛନ୍ତି। ୩୨ ବର୍ଷୀୟ କୋହଲିଙ୍କ ୧୦୦ତମ ଶିକାର ପାଲଟିଥିଲେ ଦକ୍ଷିଣ ଆଫ୍ରିକାର ମଧ୍ୟକ୍ରମ ବ୍ୟାଟର ତେମ୍ବା ବଭୁମା। ପ୍ରଥମ ଇନିଂସର ୫୫ତମ…

ରାଜ୍ୟରେ ବଢ଼ିଲା ମେଡିକାଲ ସିଟ୍‌ ସଂଖ୍ୟା

ଭୁବନେଶ୍ୱର,୧୨ା୧(ବ୍ୟୁରୋ): ରାଜ୍ୟରେ ଚଳିତବର୍ଷ ମେଡିକାଲ ସିଟ୍‌ ସଂଖ୍ୟା ବଢ଼ିଛି। ୧୩୫୦ରୁ ଏହି ସିଟ୍‌ ସଂଖ୍ୟା ବୃଦ୍ଧି ପାଇ ୧୪୫୦ ହୋଇଛି। ପ୍ରଥମଥର ପାଇଁ ପୁରୀ ଶ୍ରୀଜଗନ୍ନାଥ ମେଡିକାଲ କଲେଜ ପାଇଁ ୧୦୦ ସିଟ୍‌ରେ ଛାତ୍ରୀଛାତ୍ର ଆଡମିଶନ କରିବେ। ବୁଧବାରଠାରୁ ଏନେଇ କାଉନସେଲିଂ…

କରୋନା ପରେ ଏବେ ନିମୋନିଆ

ବମ୍ବେ: କରୋନା ପରେ ସୁରସାମ୍ରାଜ୍ଞୀ ଲତା ମଙ୍ଗେସକରଙ୍କୁ ନିମୋନିଆ। ଫଳରେ ଚିକିତ୍ସା କରୁଥିବା ଡାକ୍ତରଙ୍କ ଚିନ୍ତା ବଢ଼ିଛି। ସେ କରୋନାରେ ଆକ୍ରାନ୍ତ ହେବାପରେ ତାଙ୍କୁ ମୁମ୍ବାଇର ବ୍ରିଚ୍‌କାଣ୍ଡି ହସ୍ପିଟାଲରେ ଭର୍ତ୍ତି କରାଯାଇଛି। ସେଠାରେ ତାଙ୍କୁ ଆଇସିୟୁରେ ରଖାଯାଇଛି। ସେ ଆହୁରି ୧୦ରୁ…

ଭାରତକୁ ମ୍ୟାଚ୍‌ରେ ଫେରାଇ ଆଣିଲା ଶାମିଙ୍କ ଓଭର

କେପ ଟାଉନ୍‌,୧୨।୧: ନ୍ୟୁଲାଣ୍ଡ୍ସଠାରେ ଚାଲିଥିବା ତୃତୀୟ ତଥା ନିର୍ଣ୍ଣାୟକ ଟେଷ୍ଟର ଦ୍ୱିତୀୟ ଦିନରେ ମହମ୍ମଦ ଶାମି ଗୋଟିଏ ଓଭରରେ ଦୁଇଟି ଉଇକେଟ ନେଇ ଭାରତୀୟ ଦଳକୁ ମ୍ୟାଚ୍‌କୁ ଫେରାଇ ଆଣିଛନ୍ତି। ପ୍ରଥମେ ଇନ୍‌ ଫର୍ମ ବ୍ୟାଟର ତେମ୍ବା ବଭୁମା (୨୮)ଙ୍କୁ ସ୍ଲିପ୍‌ରେ…

ଢାବାରେ ଛେପ ପକାଇ କରୁଥିଲେ ରୁଟି; ଭିଡିଓ ଭାଇରାଲ ହେବା ପରେ…

ହେୟାର ଷ୍ଟାଇଲିଷ୍ଟ ଜାଭେଦ ହବିବଙ୍କ ‘ଛେପ ପକାବା’ ଘଟଣା ଏଯାଏ ଶାନ୍ତ ପଡ଼ି ନ ଥିବା ବେଳେ ଏବେ ଖାଦ୍ୟରେ ଛେପ ପକାଇବାର ଆଉ ଏକ ଆଶ୍ଚର୍ଯ୍ୟଜନକ ମାମଲା ସାମ୍ନାକୁ ଆସିଛି। ସୋସିଆଲ ମିଡିଆରେ ଏନେଇ ଏକ ଭିଡିଓ ଭାଇରାଲ ହେଉଛି।…

ଅର୍ଜୁନ-ମଲାଇକାଙ୍କ ବ୍ରେକ୍‌ଅପ୍‌; ୬ ଦିନ ହେଲାଣି ଘରୁ ବାହାରୁ ନାହାନ୍ତି ଅଭିନେତ୍ରୀ

ବମ୍ବେ: ଅଲଗା ହୋଇଛନ୍ତି ବଲିଉଡ୍‌ର ସବୁଠାରୁ ହଟ୍‌ କପଲ୍‌। ପ୍ରେମିକ ଅର୍ଜୁନ କପୁରଙ୍କଠାରୁ ସମ୍ପର୍କ ଛିନ୍ନ କରିଛନ୍ତି ମଲାଇକା ଅରୋରା। ଫଳରେ ଦୀର୍ଘ ଚାରି ବର୍ଷର ସମ୍ପର୍କରେ ପୂର୍ଣ୍ଣଚ୍ଛେଦ ପଡ଼ିଥିବା ନେଇ ଚର୍ଚ୍ଚା ଜୋର ଧରିବାରେ ଲାଗିଛି। କିଛି ବର୍ଷ ପୂର୍ବେ…

ପ୍ରିୟଙ୍କା ଗାନ୍ଧୀଙ୍କ ଜନ୍ମଦିନରେ ଭାବପ୍ରବଣ ହେଲେ ସ୍ବାମୀ

ନୂଆଦିଲ୍ଲୀ,୧୨ା୧: ଆଜି ହେଉଛି କଂଗ୍ରେସ ସମ୍ପାଦିକା ପ୍ରିୟଙ୍କା ଗାନ୍ଧୀଙ୍କ ଜନ୍ମଦିନ। ପ୍ରିୟଙ୍କା ୧୨ ଜାନୁୟାରୀ ୧୯୭୨ରେ ଦିଲ୍ଲୀରେ ଜନ୍ମଗ୍ରହଣ କରିଥିଲେ। ଏହି ଅବସରରେ ସ୍ବାମୀ ରବର୍ଟ ଭଦ୍ରା ଭାବପ୍ରବଣ ହୋଇଛନ୍ତି। ପ୍ରିୟଙ୍କାଙ୍କୁ ଜନ୍ମଦିନର ସବୁଠୁ ସୁନ୍ଦର ଶୁଭେଚ୍ଛା ଜଣାଇଛନ୍ତି ରବର୍ଟ। ସୋସିଆଲ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?