Home Left

ହିତାଧିକାରୀଙ୍କ ସଂଖ୍ୟାରେ ହେରଫେର

କେନ୍ଦ୍ରାପଡ଼ା ଅଫିସ,୩୦।୮: ଖରସ୍ରୋତା ନଦୀରୁ ଭଦ୍ରକକୁ ପାଣି ଦେବା ବିବାଦ ଏବେ ଆଇନଗତ କାର୍ଯ୍ୟାନୁଷ୍ଠାନ ଆଡ଼କୁ ମୁହଁାଉଛି। ଭିତରକନିକା ଇକୋ ସେନ୍ସିଟିଭ ଜୋନ୍‌ ମିଟିଂ ପ୍ରୋସିଡିଂ, ଆଇଆଇଟି ହାଇଦ୍ରାବାଦର ପରିବେଶ ଓ ସାମାଜିକ ପ୍ରଭାବ ରିପୋର୍ଟ, ଖରସ୍ରୋତା ନଦୀକୁ ଜଣେ ଲୋକଙ୍କୁ…

ଜୀବିକା ପାଇଁ ବିପଦରେ ଜୀବନ

ମହାକାଳପଡ଼ା,୩୦ା୮( ଡି.ଏନ.ଏ.): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ଉପକୂଳ ଅଞ୍ଚଳ ପ୍ରବାହିତ ନଦୀ, ନାଳ ଓ ଜୋରି ଆଦିରେ ବଉଳା କୁମ୍ଭୀରଙ୍କ ସଂଖ୍ୟା ବୃଦ୍ଧି ପାଇଛି। କୁମ୍ଭୀର ସାଧାରଣତଃ ମାଛ, କଙ୍କଡା ଓ ନଦୀରେ ଥିବା ବର୍ଯ୍ୟବସ୍ତୁ ଖାଦ୍ୟ ରୂପେ ଗ୍ରହଣ…

ଦିନେ ଭାରତୀୟ ଦଳକୁ କରୁଥିଲେ ହଇରାଣ: ଏବେ ଦେଶ ଛାଡି ଭାରତ ପାଇଁ ଖେଳିବେ କ୍ରିକେଟ୍‌

ନୂଆଦିଲ୍ଲୀ,୩୦।୮: ଏସିଆ କପ ୨୦୧୮ର ଏକ ମ୍ୟାଚ ପ୍ରତ୍ୟେକ ଭାରତୀୟ ପ୍ରଶଂସକଙ୍କ ପାଇଁ ସ୍ମରଣୀୟ। କ୍ରିକେଟ୍‌ର ଶିଶୁ କୁହାଯାଉଥିବା ହଂକଂ ଭଳି ଦଳ ଗ୍ରୁପ ମ୍ୟାଚରେ ଭାରତକୁ ପରାସ୍ତ କରିବାର ନିକଟରେ ପହଞ୍ଚିଥିଲା। ହଂକଂର ନିମ୍ନ ଅର୍ଡର ବ୍ୟାଟ୍ସମ୍ୟାନ କୁଲଦୀପ ଯାଦବ…

ସେଦିନର ବିଭୀଷିକାକୁ ଭୁଲିନାହାନ୍ତି ବରୀବାସୀ

ବରୀ,୨୯ା୮(ଡି.ଏନ.ଏ.): ୨୦୨୦ ଅଗଷ୍ଟ ମହାବନ୍ୟାର କରାଳ ରୂପକୁ ବର୍ଷେ ପରେ ବି ବରୀବାସୀ ଭୁଲି ପାରିନାହାନ୍ତି। ବ୍ରାହ୍ମଣୀ ଓ ଖରସ୍ରୋତା ନଦୀରେ ୧୦ରୁ ଊର୍ଦ୍ଧ୍ୱ ଘାଇ ସୃଷ୍ଟି ହୋଇଥିଲା। ସମ୍ପୂର୍ଣ୍ଣ ବରୀ ଅଞ୍ଚଳ ୨ ସପ୍ତାହ ଧରି ବନ୍ୟାଜଳ ଘେରରେ ରହିଥିଲା।…

ଉପେକ୍ଷିତ ହୀରକ ତ୍ରିଭୁଜ: ଭିତ୍ତିଭୂମି ବିକାଶ ବହୁ ପଛରେ

ଯାଜପୁର ଅଫିସ,୩୦।୮: ବୌଦ୍ଧ କୀର୍ତ୍ତିରାଜିର ପ୍ରମୁଖ ପର୍ଯ୍ୟଟନ କ୍ଷେତ୍ର ତଥା ହୀରକ ତ୍ରିଭୁଜ ବଳୟ ରତ୍ନଗିରି-ଉଦୟଗିରି-ଲଳିତଗିରିର ଭିତ୍ତିଭୂମି ବିକାଶ ବହୁ ପଛରେ ରହିଯାଇଛି। ପ୍ରାୟ ପ୍ରତିବର୍ଷ ରକ୍ଷଣାବେକ୍ଷଣ ନଁାରେ ଆସୁଥିବା ଅର୍ଥର ବିନିଯୋଗ ଠିକ ଭାବେ ହେଉ ନ ଥିବାରୁ ବିଶ୍ୱପ୍ରସିଦ୍ଧ…

୩ ନୂଆ ରୁଟ୍‌ରେ ଚାଲିବ ମୋ ବସ୍‌

ଭୁବନେଶ୍ୱର,୩୦।୮: ସେପ୍ଟେମ୍ବର ପହିଲାରୁ ରାଜଧାନୀରେ ତିନୋଟି ନୂଆ ରୁଟ୍‌ରେ ‘ମୋ ବସ୍‌’ ସେବା ଆରମ୍ଭ ହେବାକୁ ଯାଉଛି। ରୁଟ୍‌ ନଂ ୭୧ (ବରମୁଣ୍ଡାରୁ ରସୁଲଗଡ଼ ଦେଇ କୋଣାର୍କ), ରୁଟ୍‌ ନଂ ୩୫ (ମାଷ୍ଟର କ୍ୟାଣ୍ଟିନ୍‌ରୁ ଜୟଦେବ ପୀଠ) ଏବଂ ରୁଟ୍‌ ନଂ…

ରାଜନୀତି ଖେଳର ଶିକାର ହୋଇଗଲି: କୁମ୍‌କୁମ୍‌ ମହାନ୍ତି

ଓଡ଼ିଶୀ ନୃତ୍ୟ ଜଗତର ପ୍ରତିଷ୍ଠିତ ବ୍ୟକ୍ତିତ୍ୱ ହେଉଛନ୍ତି ପଦ୍ମଶ୍ରୀ କୁମ୍‌କୁମ୍‌ ମହାନ୍ତି। ଓଡ଼ିଶୀ ନୃତ୍ୟର ବିଶିଷ୍ଟ ଗୁରୁ କେଳୁଚରଣ ମହାପାତ୍ରଙ୍କର ସେ ପଟ୍ଟଶିଷ୍ୟା। ବହୁ ଉଦ୍ୟମ କରି ସରକାରଙ୍କ ସହଯୋଗରେ ଓଡ଼ିଶୀ ଗବେଷଣା କେନ୍ଦ୍ର ପ୍ରତିଷ୍ଠା କରାଇଥିଲେ। ଏହା ମାଧ୍ୟମରେ ସେ…

କପିଲ୍‌ ଶର୍ମା ଶୋ’ରେ ନବୀନ

ଭୁବନେଶ୍ୱର,୩୦।୮(ବ୍ୟୁରୋ): ଲୋକପ୍ରିୟ ଜାତୀୟ ଟିଭି ଶୋ’ ଦି କପିଲ୍‌ ଶର୍ମା ଶୋ’ରେ ପ୍ରଥମ ଥର ଲାଗି ଭର୍ଚୁଆଲ ମୋଡ୍‌ରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କୁ ଦେଖିବାକୁ ମିଳିଛି। ବହୁ ବଲିଉଡ୍‌ ତାରକା ନିଜର ଫିଲ୍ମ ପ୍ରମୋସନ୍‌ ଲାଗି ସୋନି ଟିଭିର ଏହି ଶୋ’କୁ…

କ୍ରିକେଟକୁ ବାଏ ବାଏ କହିଲେ ଏହି କ୍ରିକେଟର୍‌

ନୂଆଦିଲ୍ଲୀ,୩୦।୮: ଭାରତୀୟ ଅଲରାଉଣ୍ଡର ଷ୍ଟୁଆର୍ଟ ବିନି ସୋମବାର ସମସ୍ତ ପ୍ରକାର କ୍ରିକେଟରୁ ଅବସର ନେଇଛନ୍ତି। ୩୭ ବର୍ଷୀୟ ବିନି ଦୀର୍ଘ ସମୟ ଧରି ଦଳରୁ ବାଦ୍‌ ପଡୁଥିଲେ। ସେ ୨୦୧୬ ପରଠାରୁ କୌଣସି ଅନ୍ତର୍ଜାତୀୟ ମ୍ୟାଚ ଖେଳି ନାହାଁନ୍ତି। ଯଦିଓ ସେ…

ବିଭିନ୍ନ ଅନୁପାଳନ ସୀମା ବୃଦ୍ଧି

ନୂଆଦିଲ୍ଲୀ,୩୦।୮: ଅର୍ଥ ମନ୍ତ୍ରଣାଳୟ ରବିବାର ଜିଏସ୍‌ଟି ଆମନେଷ୍ଟି ସ୍କିମ ସୀମାକୁ ନଭେମ୍ବର ୩୦ ଯାଏ ବୃଦ୍ଧି କରିଛି। ମାସିକ ରିଟର୍ନ ଫାଇଲ କରିବା ବିଳମ୍ବ ଦେୟରେ ଟିକସଦାତା ଏହା ଦ୍ୱାରା କିଛିଟା ରିହାତି ପାଇବେ। ବାକି ପଡିଥିବା ଟିକସ ଦେୟ ବିଳମ୍ବରେ…

ଜବାବ ଦେଉନି ସିପିସିବି

ଯାଜପୁର ଅଫିସ,୩୦ା୮: ଯାଜପୁର ଜିଲା ସୁକିନ୍ଦା ଖଣି ଅଞ୍ଚଳରେ ବେଦାନ୍ତ ଦ୍ୱାରା କାର୍ଯ୍ୟକାରୀ ହେଉଥିବା ଫାକର ଓସ୍ତପାଳ କ୍ରୋମାଇଟ ଖଣିରୁ ଡମଶାଳା ନାଳକୁ ବର୍ଜ୍ୟଜଳ ଛାଡ଼ିବା ମାମଲା କେନ୍ଦ୍ର ପ୍ରଦୂଷଣ ନିୟନ୍ତ୍ରଣ ବୋର୍ଡ(ସିପିସିବି)ରେ ଝୁଲିରହିଛି। ଅଭିଯୋଗର ପ୍ରମାଣ ଖୋଦ୍‌ ବେଦାନ୍ତର ଖଣି…

ଆଜି ଜନ୍ମାଷ୍ଟମୀ, ଭକ୍ତଙ୍କୁ ମନ୍ଦିର ମନା

ଭୁବନେଶ୍ୱର,୩୦ା୮(ବ୍ୟୁରୋ): ଆଜି ହେଉଛି ପବିତ୍ର ଜନ୍ମାଷ୍ଟମୀ। ପ୍ରଭୁ ଶ୍ରୀକୃଷ୍ଣଙ୍କ ଜନ୍ମ ତିଥି । ଏଥିପାଇଁ ରାଜ୍ୟର ବିଭିନ୍ନ ମନ୍ଦିରରେ ଭକ୍ତିମୟ ପରିବେଶ ସୃଷ୍ଟି ହୋଇଛି। ଚଳିତବର୍ଷ ମଧ୍ୟ କୋଭିଡ୍‌ କଟକଣା ମଧ୍ୟରେ ପାଳନ ହେଉଛି ଜନ୍ମାଷ୍ଟମୀ। କେବଳ ମନ୍ଦିରଗୁଡ଼ିକରେ ନୀତିକାନ୍ତି ଯାହା…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri