Home Left

ଜନ୍ମାଷ୍ଟମୀ ଲାଗି ଜଲେଶପଟାରେ ସୁରକ୍ଷା ବ୍ୟବସ୍ଥା କଡ଼ାକଡ଼ି

ଫୁଲବାଣୀ ଅଫିସ/ଚକାପାଦ/ତୁମୁଡିବନ୍ଧ,୨୯ା୮: କନ୍ଧମାଳ ଜିଲା ଚକାପାଦ ଏବଂ ତୁମୁଡିବନ୍ଧସ୍ଥିତ ଜଲେଶପଟା ଆଶ୍ରମରେ ସୋମବାର ଜନ୍ମାଷ୍ଟମୀ ଓ ସ୍ବାମୀ ଲକ୍ଷ୍ମଣାନନ୍ଦ ସରସ୍ବତୀଙ୍କ ୧୩ତମ ଶ୍ରାଦ୍ଧଦିବସ ପାଳନ କରାଯିବ। କୋଭିଡ୍‌ କଟକଣା ମଧ୍ୟରେ ଏହା ପାଳନ କରାଯିବ। ଏନେଇ ଆଶ୍ରମ ପରିସର ଚଳଚଞ୍ଚଳ ହୋଇଉଠିଛି।…

ସରକାରୀ ଅଧିକାରୀଙ୍କୁ ତାଲିବାନୀଙ୍କ ସହ ତୁଳନା କଲେ କୃଷକ ନେତା

ଚଣ୍ଡିଗଡ଼,୨୯।୮: କୃଷକଙ୍କ ମୁଣ୍ଡକୁ ମାରି ପଠାଇଦେବା ପାଇଁ ପୋଲିସକର୍ମୀଙ୍କୁ ଜଣେ ଅଧିକାରୀ ନିର୍ଦ୍ଦେଶ ଦେଇଥିଲେ। ସେମାନେ ଆମକୁ ଖଲିସ୍ତାନୀ କହୁଛନ୍ତି। ଯଦି ତୁମେ ଆମକୁ ଖଲିସ୍ତାନୀ ଓ ପାକିସ୍ତାନୀ କହିବ, ତେବେ ଆମେ କହିବୁ ସରକାରୀ ତାଲିବାନୀ ପୂରା ଦେଶକୁ ମାଡ଼ି…

ଜେଲ ଗଲେ ବିଜେପୁର ବିଡିଓ

ସୋନପୁର/ବିଜେପୁର,୨୯।୮(ନି.ପ୍ର./ଡି.ଏନ୍‌.ଏ.): ବରଗଡ଼ ଜିଲା ବିଜେପୁର ଗୋଷ୍ଠୀ ଉନ୍ନୟନ ଅଧିକାରୀ(ବିଡିଓ) ପଦ୍ମନାଭ ସାମନ୍ତରାୟଙ୍କୁ ଭିଜିଲାନ୍ସ ବିଭାଗ ରବିବାର ଗିରଫ କରିଛି। ସନ୍ଧ୍ୟାରେ ତାଙ୍କୁ ବଲାଙ୍ଗୀରର ସ୍ବତନ୍ତ୍ର ଭିଜିଲାନ୍ସ କୋର୍ଟରେ ହାଜର କରାଯାଇଥିଲା। ବିଚାରପତି ଜାମିନ ନାମଞ୍ଜୁର କରିବାରୁ ତାଙ୍କୁ ବଲାଙ୍ଗୀର ଜେଲ ହାଜତକୁ…

ଖୋର୍ଦ୍ଧାରେ ଜାରି ରହିପାରେ ଶଟ୍‌ଡାଉନ

ଭୁବନେଶ୍ୱର,୨୯।୮(ବ୍ୟୁରୋ): ଆଉ ଗୋଟିଏ ଦିନ ରାଜ୍ୟରେ ଅଗଷ୍ଟ ମାସର କରୋନା ଗାଇଡ଼ଲାଇନ ଶେଷ ହେବ। ସେପ୍ଟେମ୍ବର ମାସରେ ରାଜ୍ୟ ସରକାର କ’ଣ ପଦକ୍ଷେପ ନେବେ ତାହା ଏବେ ସମସ୍ତଙ୍କ ନଜର। ଯଦିଓ ଏବେ ସାଧାରଣ ଲୋକଙ୍କ ପାଇଁ ଯିବା ଆସିବା ଠାରୁ…

ଆତ୍ମଘାତୀ ବମ୍ବରଙ୍କୁ ରକେଟ୍‌ ମାଡ଼ କଲା ଆମେରିକା

ଓ୍ବାଶିଂଟନ,୨୯।୮: କାବୁଲ ବିମାନ ବନ୍ଦରରେ ପୁଣି ଥରେ ଆତ୍ମଘାତୀ ବିସ୍ଫୋରଣ ଘଟାଇବା ଚକ୍ରାନ୍ତରେ ଥିଲା ଇସ୍ଲାମିକ ଷ୍ଟେଟ୍‌- ଖାରସାନ (ଆଇଏସ୍‌-କେ)। ହେଲେ ଏହାକୁ ପଣ୍ଡ କରି ଦେଇଛି ଆମେରିକୀୟ ସେନା। କାବୁଲସ୍ଥିତ ଅନ୍ତର୍ଜାତୀୟ ବିମାନ ବନ୍ଦର ନିକଟରେ ସମ୍ଭବତଃ ଆତ୍ମଘାତୀ କାର…

ବର୍ଷେ ତିଷ୍ଟିଲାନି ପ୍ରେମ ବିବାହ: ଦଉଡି ଦେଲେ ମହିଳା କନଷ୍ଟେବଳ

ଗୋପାଳପୁର,୨୯ା୮(ଡି.ଏନ.ଏ.): ଗୋପାଳପୁର ଥାନା ଅଧୀନ ଆମ୍ବପୁଆ ଗ୍ରାମରେ ଶୁକ୍ରବାର ବିଳମ୍ବିତ ରାତିରେ ଜଣେ ମହିଳା କନଷ୍ଟେବଳ ଆତ୍ମହତ୍ୟା କରିଛନ୍ତି। ସେ ହେଲେ ଯାଜ୍ଞସିନୀ ବେହେରା(୨୭)। ବ୍ରହ୍ମପୁର ପୋଲିସ ଜିଲା ରିଜର୍ଭରେ ଯାଜ୍ଞସିନୀ ଏପିଆର କନଷ୍ଟେବଳ ଭାବେ କାର୍ଯ୍ୟ କରୁଥିଲେ । ଉକ୍ତ…

ମୁସଲିମ ବ୍ୟକ୍ତିଙ୍କୁ ‘ଜୟ ଶ୍ରୀରାମ’ କହିବାକୁ ବାଧ୍ୟ କରାଗଲା

ଭୋପାଳ,୨୯।୮: “ଜୟ ଶ୍ରୀରାମ କହିବାରେ କ’ଣ ଅଛି। ମୋ କଥା ଶୁଣ। ଜୟ ଶ୍ରୀରାମ କହିବାକୁ ପଡ଼ିବ”। ଏଭଳି କହି ଦୁଇ ଜଣ ବ୍ୟକ୍ତି ଜଣେ ମୁସଲିମ ବେପାରିଙ୍କୁ ଜୟ ଶ୍ରୀରାମ କହିବାକୁ ବାଧ୍ୟ କରିଥିଲେ। ଶେଷରେ ପୀଡ଼ିତ ଅଭିଯୁକ୍ତଙ୍କ ସାମ୍ନାରେ…

ଶାଶୁ ଘରେ ଛାଡିଦେବାକୁ କହି ମହିଳାଙ୍କୁ ଗଣବଳାତ୍କାର

ବନ୍ତ,୨୯।୮(ଡି.ଏନ.ଏ.): ଭଦ୍ରକ ଜିଲା ବନ୍ତ ଥାନା ଅଞ୍ଚଳରେ ଜଣେ ମାନସିକ ବିକାରଗ୍ରସ୍ତ ମହିଳାଙ୍କୁ ଗଣବଳାତ୍କାର କରାଯାଇଥିବା ନେଇ ଅଭିଯୋଗ ହୋଇଛି। ଏନେଇ ବନ୍ତ ଥାନା ପୋଲିସ ଶନିବାର ଏକ ମାମଲା (ନଂ.୧୪୮/୨୧) ରୁଜୁ କରି ଘଟଣାର ତଦନ୍ତ ଚଳାଇଛି। ପୋଲିସ ଜଣେ…

ପନ୍ତଙ୍କ ବ୍ୟାଟିଂ ଟେକ୍‌ନିକ ଉପରେ ଉଠିଲା ପ୍ରଶ୍ନ

ନୂଆଦିଲ୍ଲୀ,୨୯।୮: ଚଳିତ ଇଂଲଣ୍ଡ ବିପକ୍ଷ ଟେଷ୍ଟ ସିରିଜ୍‌ରେ ଭାରତୀୟ ଦଳର ଯୁବ ଉଇକେଟକିପର ବ୍ୟାଟ୍ସମ୍ୟାନ ରିଷଭ ପନ୍ତ ବ୍ୟାଟିଂରେ ସମ୍ପୂର୍ଣ୍ଣ ବିଫଳ ହୋଇଛନ୍ତି। ହେଡିଂଲେ ଟେଷ୍ଟର ଉଭୟ ଇନିଂସରେ ୨୩ ବର୍ଷୀୟ ପନ୍ତ ମାତ୍ର ୩ ରନ୍‌ କରିବାକୁ ସକ୍ଷମ ହୋଇଥିଲେ।…

ଇଣ୍ଟିମେଟ ସିନ୍ ଆସିଲେ ଲାଜେଇ ଯାଆନ୍ତି ଜ୍ୟାକି

ମୁମ୍ବାଇ: ବଲିଉଡ୍ ଷ୍ଟାର ଜ୍ୟାକି ଶ୍ରଫ ତାଙ୍କ ଅଗାମୀ ଫିଲ୍ମ ‘ଦ ଇଣ୍ଟରଭ୍ୟୁ: ନାଇଟ୍ ଅଫ୍ ୨୬/୧୧’ କୁ ନେଇ କଥା ହୋଇଛନ୍ତି । ସେ କହିଛନ୍ତି ଫିଲ୍ମରେ ଇଣ୍ଟିମେଟ ସିନ୍ ଆସିଲେ ମୋତେ ଲାଜ ଲାଗିଥାଏ । ମୁଁ ଆଦୌ…

ଆତଙ୍କବାଦକୁ ମୂଳପୋଛ କରିବାକୁ ଆବଶ୍ୟକ ପଡିଲେ ଆଫଗାନିସ୍ତାନ ଯିବୁ: ରାଜନାଥ ସିଂ

ୱେଲିଂଟନ,୨୯ ।୮: ଆଫଗାନିସ୍ତାନ ଉପରେ ତାଲିବାନ କବଜା କରିବା ପରେ ସେଠାକାର ପରିସ୍ଥିତି ବେଳକୁ ବେଳ ଖରାପ ହେବାରେ ଲାଗିଛି । ସବୁ ଯେମିତି ଚ୍ୟାଲେଞ୍ଜ ହୋଇଯାଇଛି । ଏଭଳି ସ୍ଥିତିରେ କେତେକ ଦେଶ ସେମାନଙ୍କ ରଣନୀତିରେ ପରିବର୍ତ୍ତନ କରିବାକୁ ବାଧ୍ୟ…

ବିଦେଶ ଯାତ୍ରା କରୁଥିବା ଲୋକଙ୍କ ପାଇଁ ଖୁସି ଖବର

ନୂଆଦିଲ୍ଲୀ,୨୯।୮: ଭାରତରୁ ବିଦେଶ ଯାତ୍ରା କରୁଥିବା ଲୋକଙ୍କ ପାଇଁ ଏକ ଖୁସି ଖବର ଅଛି। ଯାତ୍ରୀମାନଙ୍କୁ ଆଉ କରୋନା ଟେଷ୍ଟ ରିପୋର୍ଟ ପାଇଁ କଠିନ ପରିଶ୍ରମ କରିବାକୁ ପଡ଼ିବ ନାହିଁ। ଖୁବ ଶୀଘ୍ର କୋଓ୍ବିନ୍‌ ଆପରେ ଲୋକଙ୍କ ପାଇଁ କରୋନା ଟେଷ୍ଟ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri