୨୫ ବଲ୍ରୁ ୧୨୮ ରନ୍ର ବିସ୍ଫୋରକ ଇନିଂସ ଖେଳିଥିଲେ ଏହି କ୍ରିକେଟର୍
ଆଜିକୁ ଠିକ୍ ୮ ବର୍ଷ ପୂର୍ବେ ଅର୍ଥାତ୍ ୨୦୧୩, ୨୯ ଅଗଷ୍ଟରେ ଅଷ୍ଟ୍ରେଲିଆ ବ୍ୟାଟ୍ସମ୍ୟାନ୍ ଆରୋନ ଫିଞ୍ଚ ଟି-୨୦ କ୍ରିକେଟ୍ରେ ବିଶ୍ୱ ରେକର୍ଡ କରିଥିଲେ। ଅଷ୍ଟ୍ରେଲିଆ ଦଳ ଇଂଲଣ୍ଡ ଗସ୍ତରେ ଯାଇଥିବାବେଳେ ସିରିଜର ପ୍ରଥମ ଅନ୍ତର୍ଜାତୀୟ ଟି -୨୦ ମ୍ୟାଚ ଖେଳୁଥିଲା।…
ଛାଇପରି ବିଗ୍ ବି ଅମିତାଭଙ୍କ ସହିତ ରହୁଥିଲେ ଏହି ବ୍ୟକ୍ତି: ବର୍ଷକୁ ନେଉଥିଲେ…
ବଲିଉଡ ତାରକାଙ୍କ ସୁରକ୍ଷା ଦାୟିତ୍ୱ ତାଙ୍କ ବଡିଗାର୍ଡଙ୍କ ଉପରେ ରହିଥାଏ। ପ୍ରଶଂସକଙ୍କଠାରୁ ଆରମ୍ଭ କରି ଭିଡ଼ ମଧ୍ୟରେ ହେଉଥିବା ଅସୁବିଧା ପର୍ଯ୍ୟନ୍ତ ସେମାନେ ତାରକାଙ୍କୁ ବଞ୍ଚାଇଥାନ୍ତି। ଏଭଳି ପରିସ୍ଥିତିରେ ତାରକାମାନଙ୍କ ମନୋଭାବ ଜାଣିବା ମଧ୍ୟ ଜରୁରୀ । ଏମିତି କିଛି ବଡିଗାର୍ଡ…
୧୨ ବର୍ଷର ଛାତ୍ର ଘରେ ବସି ରୋଜଗାର କଲେ ୨ କୋଟି
କରୋନା ମହାମାରୀ କିଛି ଲୋକଙ୍କ ଜୀବନକୁ ବଦଳାଇ ଦେଇଛି। କାହାର ଚାକିରି ଚାଲିଯାଇଛି ତ ଆଉ କାହାର ବ୍ୟବସାୟ ମାନ୍ଦା ହୋଇଛି। ସ୍କୁଲ, କଲେଜ, ଅଫିସ ଏବଂ ବଜାର ବି ବନ୍ଦ ରହିଥିଲା। ଏବେ ପରିସ୍ଥିତି ଟିକେ ସୁଧାର ଆସିବାରୁ ଧୀରେ…
ଜନଧନ ଯୋଜନାକୁ ୭ବର୍ଷ
ଭୁବନେଶ୍ୱର,୨୯।୮: ଦେଶର ଆର୍ଥିକ ଗତିକୁ ଦ୍ରୁତ କରିବା ପାଇଁ ବ୍ୟାଙ୍କିଙ୍ଗ୍ କାରବାର ଏକ ଗୁରୁତ୍ୱପୂର୍ଣ୍ଣ ବ୍ୟବସ୍ଥା । ହେଲେ ସ୍ବାଧୀନତାର ୬୮ ବର୍ଷ ପରେ ମଧ୍ୟ ଦେଶର ଅନେକ ରାଜ୍ୟ ଓ ଲୋକଙ୍କ ନିକଟରେ ବ୍ୟାଙ୍କ ଖାତା ନ ଥିବା ମୋଦି ତାଙ୍କ…
ଆଫଗାନିସ୍ତାନ ଛାଡିଲେ ବ୍ରିଟିଶ ସେନା
କାବୁଲ,୨୯ ।୮: ଆଫଗାନିସ୍ତାନ ଉପରେ ତାଲିବାନ କବଜା କରିବା ପରେ ସେଠାରେ ଥିବା ବ୍ରିଟିଶ ସେନାଙ୍କୁ ସରକାର ଫେରାଇ ନେଇଛନ୍ତି । ବ୍ରିଟେନ ସେନା ଯୁଦ୍ଧଗ୍ରସ୍ତ ଆଫଗାନିସ୍ତାନରେ ବିଗତ ଦୁଇ ଦଶକ ହେବ ଥିଲେ । ବ୍ରିଟେନ ପ୍ରଧାନମନ୍ତ୍ରୀ ବୋରିସ ଜନସନ…
ହସ୍ପିଟାଲରେ ଭର୍ତ୍ତି ହେଲେ ନୀଳଗିରି ବିଧାୟକ
ବାଲେଶ୍ୱର ଅଫିସ,୨୯ା୮: ବାଲେଶ୍ୱର ଜିଲା ନୀଳଗିରି ନିର୍ବାଚନମଣ୍ଡଳୀର ବିଧାୟକ ଇଂ. ସୁକାନ୍ତ ନାୟକ ଅସୁସ୍ଥ । ଶନିବାର ନିର୍ବାଚନମଣ୍ଡଳୀ ଅନ୍ତର୍ଗତ ବିଭିନ୍ନ କାର୍ଯ୍ୟକ୍ରମରେ ଯୋଗ ଦେଇଥିବା ବେଳେ ଅସୁସ୍ଥତା ଅନୁଭବ କରିଥିଲେ । ପରେ ଡାକ୍ତରଙ୍କ ପରାମର୍ଶ କ୍ରମେ ମେଡ଼ିସିନ ଖାଇଥିଲେ…
କେନ୍ଦୁଝରରେ ପ୍ରିୟ ବିଦେଶୀଙ୍କ ନାଲି ଚା’
କେନ୍ଦୁଝର, ୨୯ା୮(ସ୍ବ.ପ୍ର.): କେନ୍ଦୁଝର ସହରର ବିଭିନ୍ନ ସାହି ଗଳିରେ ଚା’ ଦୋକାନ ଖୋଲିଛି। କିନ୍ତୁ ସିନେମା ହଲ ନିକଟରେରେ ଥିବା ବିଦେଶୀ ନାୟକ(୭୧)ଙ୍କ ଦୋକାନରୁ ଚା’ପିଇବାର ମଜା ଅଲଗା। ଏଥିପାଇଁ ସକାଳ ଓ ସନ୍ଧ୍ୟାରେ ଭିଡ ଜମିଥାଏ। ଚାକିରିଆ ଲୋକଙ୍କ ଠାରୁ…
ମୋଟା ଅଙ୍କର ଟଙ୍କା ସହିତ ଧରାପଡ଼ିଲେ ବିଜେପୁର ବିଡିଓ
ସୋନପୁର/ବିଜେପୁର,୨୯ା୮(ନି.ପ୍ର./ଡି.ଏନ୍.ଏ.): ବରଗଡ଼ ଜିଲା ବିଜେପୁର ଗୋଷ୍ଠୀ ଉନ୍ନୟନ ଅଧିକାରୀ (ବିଡିଓ) ପଦ୍ମନାଭ ସାମନ୍ତରାୟ ରବିବାର ଭୋର୍ରୁ ଭିଜିଲାନ୍ସ ଜାଲରେ ପଡିଛନ୍ତି। ସେ ମୋଟାଅଙ୍କର ଟଙ୍କା ଧରି ଏକ ଗାଡ଼ିରେ ପୁରୀ ଜିଲା ଗଡଚାନ୍ଦପୁର ଗ୍ରାମର ନିଜ ଘରକୁ ଯାଉଥିବା ସୂଚନା ପାଇ…
ନୂଆ ରୂପରେ ଲାଲୁଙ୍କ ଲାଲ୍: ଖୁବଶୀଘ୍ର ନଜର ଆସିବେ କପିଲ ଶର୍ମା କମେଡି ଶୋ’ରେ
ପାଟନା,୨୯ ।୮: ଆର୍ଜେଡି ମୁଖ୍ୟ ଲାଲୁ ପ୍ରସାଦ ଯାଦବଙ୍କ ବଡ ପୁଅ ତେଜ ପ୍ରତାପ ଏବେ ଖୁବ୍ ଚର୍ଚ୍ଚାରେ । କେବେ ବାବା ଭୋଳାନାଥ ଭାବେ ତ ପୁଣି କେବେ କୃଷ୍ଣଙ୍କ ରୂପରେ ବଂଶୀ ବଜେଇ ଚର୍ଚ୍ଚାକୁ ଆସୁଥିବା ତେଜ ପ୍ରତାପ…
ସବୁ ଥାଇ ଶ୍ରୀହୀନ
ଢେଙ୍କାନାଳ ଅଫିସ, ୨୯।୮: ଢେଙ୍କାନାଳ ଜିଲାର ଯୁବ କ୍ରୀଡ଼ାବିତ୍ଙ୍କ ମଧ୍ୟରେ ହକି ପ୍ରତି ଆଗ୍ରହ ବଢ଼ିବାରେ ଲାଗିଛି। ଆବଶ୍ୟକ ପ୍ରୋତ୍ସାହନ ଅଭାବ ସତ୍ତ୍ୱେ ନିଜ ଉଦ୍ୟମରେ ଅଭ୍ୟାସ ଜାରି ରଖିଛନ୍ତି ଅନେକ ପ୍ରତିଭାବାନ ଖେଳାଳି। ହେଲେ ହକିର ବିକାଶ ଲାଗି ଆଖିଦୃଶିଆ…
ବେଦୀରେ ବସି ଗୁଟ୍ଖା ଖାଉଥିଲେ ବର, କନ୍ୟା ଦେଲେ ଏକ ଶକ୍ତ ଚାପୁଡ଼ା, ଆଉ ତା’ ପରେ…
ପାନ-ମସଲା, ଗୁଟ୍ଖା ହେଉ କି ସିଗାରେଟ୍ ସମସ୍ତ ମାଦକ ଦ୍ରବ୍ୟ ସ୍ବାସ୍ଥ୍ୟପକ୍ଷେ ହାନିକାରକ ବୋଲି ଡାକ୍ତରମାନେ ପରାମର୍ଶ ଦେଇଥାନ୍ତି। ମାତ୍ର ଅଧିକାଂଶ ଲୋକ ଏହା ଜାଣି ମଧ୍ୟ ମାଦକଦ୍ରବ୍ୟ ଖାଇବାରେ ଅଭ୍ୟାସ ରଖିଥାନ୍ତି। ଏମିତି କିଛି ଲୋକ ଅଛନ୍ତି ବିବାହ, ବ୍ରତ…
ଅଳ୍ପ ଦେଇ ମାଗୁଛନ୍ତି ଅଧିକ ଅର୍ଥ
ପାଲଲହଡା,୨୯ା୮: କରୋନା ମହାମାରୀ ସମୟରେ ହ୍ରାସ ପାଇଛି ରୋଜଗାର। ବ୍ୟାପକ ଛଟେଇ ସହ କର୍ମନିଯୁକ୍ତି ଅଭାବରୁ ଆର୍ଥିକ ସଙ୍କଟରେ ପଡ଼ିଛନ୍ତି ଯୁବପିଢ଼ି। ତେଣୁ ଅଭାବ ମେଣ୍ଟାଇବାକୁ ସେମାନେ ବ୍ୟକ୍ତିଗତ ଋଣ ନେବାକୁ ବିଭିନ୍ନ ଅର୍ଥ ଲଗାଣକାରୀ ସଂସ୍ଥା ଓ ବ୍ୟାଙ୍କକୁ ବାରମ୍ବାର…
Archives


