Home Left

କିଛି ଭୁଲ ହୋଇଯିବା ଭୟରେ ଏହି ଅଭିନେତାଙ୍କ ସହ ହୋଟେଲରେ ରହିବାକୁ ଡରିଥିଲେ ଅରୁଣା

ବଲିଉଡ୍‌ର ଖଳନାୟକ ଭାବେ ପ୍ରାଣ ସାହେବ ବେଶ ପରିଚିତ। ଏକ ସମୟ ଥିଲା ଯେତେବେଳେ ଲୋକେ ତାଙ୍କ ନାଁ ଶୁଣି ଡରୁଥିଲେ । ତାଙ୍କ ସହ କାମ କରୁଥିବା ଅଭିନେତ୍ରୀମାନେ ମଧ୍ୟ ତାଙ୍କୁ ଭୟ କରୁଥିଲେ। ଭେଟେରାନ ଅଭିନେତ୍ରୀ ଅରୁଣା ଇରାନୀ…

୧୫ ଲକ୍ଷ ଟଙ୍କାର ବ୍ରାଉନସୁଗାର ଜବତ, ଜଣେ ମହିଳାଙ୍କ ସମେତ ଡ୍ରାଇଭର ଗିରଫ

ବାଲେଶ୍ୱର ଅଫିସ,୨୭ା୮: ବାଲେଶ୍ୱର ଜିଲା ଜଳେଶ୍ବରରୁ ଶୁକ୍ରବାର ପୁଣି ବ୍ରାଉନସୁଗାର ଜବତ ହୋଇଛି। ଜିଲା ଅବକାରୀ ଦାୟିତ୍ୱରେ ଥିବା ଡେପୁଟି କମିଶନରଙ୍କ ନିର୍ଦ୍ଦେଶରେ ଜଳେଶ୍ବରରେ ୧୦ ଜଣିଆ ଟିମ୍‌ ଜାତୀୟ ରାଜପଥ ୬୦ର ଛାଳନି ଛକଠାରେ ଏକ ସନ୍ଦେହଜନକ ଭ୍ୟାନ୍‌କୁ ଅଟକାଇଥିଲେ।…

କେଜ୍‌ରିଓ୍ବାଲଙ୍କୁ ଭେଟିଲେ ସୋନୁ ସୁଦ

ନୂଆଦିଲ୍ଲୀ,୨୭।୮: ଚଳଚ୍ଚିତ୍ର ଅଭିନେତା ସୋନୁ ସୁଦ ଶୁକ୍ରବାର ସକାଳେ ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜ୍‌ରିଓ୍ବାଲଙ୍କୁ ଭେଟିଛନ୍ତି। ଏହି ସମୟରେ ଉପମୁଖ୍ୟମନ୍ତ୍ରୀ ମନୀଷ ସିସୋଦିଆ, ରାଘବ ଚଢା ଏବଂ ଅନ୍ୟମାନେ ମଧ୍ୟ ଉପସ୍ଥିତ ଥିଲେ। କୁହାଯାଉଛି ଯେ ଏହା ଏକ ଆନୁଷ୍ଠାନିକ ବୈଠକ…

ଏହି ୩ କଥା ରୁଟ୍‌ଙ୍କଠାରୁ ଶିଖନ୍ତୁ କୋହଲି

ଲିଡ୍ସ,୨୭।୮: ଇଂଲଣ୍ଡ ଅଧିନାୟକ ଜୋ ରୁଟ ଲିଡସ ଟେଷ୍ଟରେ ନିଜର ସର୍ବଶ୍ରେଷ୍ଠ ଫର୍ମ ଜାରି ରଖିଛନ୍ତି। ଜୋ ରୁଟ ଲିଡ୍ସ ଟେଷ୍ଟରେ ୧୨୧ ରନ ସଂଗ୍ରହ କରି ଟେଷ୍ଟ ସିରିଜରେ କ୍ରମାଗତ ତୃତୀୟ ଶତକ ହାସଲ କରିଥିଲେ। ଶତକ ହାସଲ କରିବା…

ସ୍ତ୍ରୀଙ୍କ ନିକଟରେ ଏହି ୫ ଗୁଣ ଥିଲେ ଭାଗ୍ୟଶାଳୀ ହୋଇଥାନ୍ତି ପୁରୁଷ; ଜାଣନ୍ତୁ କ’ଣ କହିଛନ୍ତି…

ଆଚାର୍ଯ୍ୟ ଚାଣକ୍ୟ ମନୁଷ୍ୟ ଜୀବନକୁ ସଫଳ କରିବା ପାଇଁ ଅନେକ ନୀତି ବିଷୟରେ ବର୍ଣ୍ଣନା କରିଛନ୍ତି। ଯେଉଁ ବ୍ୟକ୍ତି ଏହାକୁ ଅନୁସରଣ କରେ ତାର ଜୀବନରୁ ଅନେକ ସମସ୍ୟା ଦୂର ହୋଇପାରେ। ଚାଣକ୍ୟ ନିଜର ଏକ ନୀତିରେ ସ୍ତ୍ରୀମାନଙ୍କର ୫ଟି ଗୁଣ…

ଦିନକରେ ୩୦୯ ରନ୍‌ କରି ଚକିତ କରିଥିଲେ ଏହି ବ୍ୟାଟ୍ସମ୍ୟାନ୍‌: ୯୧ ବର୍ଷ ହେଲାଣି ଭାଙ୍ଗିନି ରେକର୍ଡ

ବ୍ରିସ୍‌ବେନ୍‌,୨୭।୮: ଭାରତୀୟ କ୍ରିକେଟ ଟିମ୍‌ ବିପକ୍ଷରେ ଅଷ୍ଟ୍ରେଲିୟ ଦଳ ସଂଘର୍ଷ କରିବା ଭଳି ଘଟଣା ବହୁତ୍‌ କମ୍‌ ଦେଖିବାକୁ ମିଳିଛି। ଉଭୟ ଦଳର ମ୍ୟାଚ୍‌ ଭିତରେ ଅନେକ ରେକର୍ଡ କରି ଚର୍ଚ୍ଚାକୁ ଆସିଛନ୍ତି। ସେଭଳି ଜଣେ ହେଲେ ସାର୍‌ ଡନ୍‌ ବ୍ରାଡ୍‌ମ୍ୟାନ୍‌।…

ବ୍ୟାସନଗରରେ ହେବ ଇନ୍‌ଡୋର ଷ୍ଟାଡିୟମ

ଯାଜପୁର ଅଫିସ,୨୭ା୮: ରାଜ୍ୟର ୫୨ଟି ଏନଏସି, ୩୦ଟି ମ୍ୟୁନିସିପାଲିଟି ଓ ୩ଟି ମ୍ୟୁନିସିପାଲ କର୍ପୋରେଶନ ଅଞ୍ଚଳରେ ୮୯ଟି ମହୁମୁଖୀ ଇନ୍‌ଡୋର ଷ୍ଟାଡିୟମ ନିର୍ମାଣ କରିବାକୁ ରାଜ୍ୟ ସରକାର ନିଷ୍ପତ୍ତି ନେଇଛନ୍ତି। ଏଥିପାଇଁ ରାଜ୍ୟ କ୍ୟାବିନେଟର ମଞ୍ଜୁରୀ ମିଳିଛି। ଏହାପରେ ରାଜ୍ୟ ସରକାରଙ୍କ…

ହସ୍ତାନ୍ତର ହୋଇପାରୁନି ଆଦର୍ଶ ବିଦ୍ୟାଳୟ

ଚଣ୍ଡିଖୋଲ,୨୭।୮(ଡି.ଏନ.ଏ.): ବଡ଼ଚଣା ଶିକ୍ଷାମଣ୍ଡଳ ଅଧୀନ ବଡ଼ଚଣାଠାରେ ଆଦର୍ଶ ବିଦ୍ୟାଳୟର ଗୃହ ଓ କ୍ୟାମ୍ପସ ନିର୍ମାଣ କରାଯାଇଛି। ଦୀର୍ଘ ୮ ମାସ ହେଲା ଏହି କାର୍ଯ୍ୟ ଶେଷ ହୋଇଛି। ହେଲେ ଏହା ଅଦ୍ୟାବଧି ଶିକ୍ଷା ବିଭାଗ ଅଧୀନକୁ ଯାଇ ପାରିନାହିଁ। ନିର୍ମାଣ କାର୍ଯ୍ୟ…

ଓଭର ହେଡ୍‌ ପାଣିଟାଙ୍କି କାର୍ଯ୍ୟକ୍ଷମ ହେଉନି

ଆଳି,୨୭ା୮(ଡି.ଏନ.ଏ.): ରାଜ୍ୟ ସରକାର ଗ୍ରାମାଞ୍ଚଳର ଲୋକମାନଙ୍କୁ ସ୍ବଚ୍ଛ ପାନୀୟ ଜଳ ଯୋଗାଇ ଦେବାକୁ ପ୍ରତି ପଞ୍ଚାୟତରେ ପାନୀୟ ଜଳ ପ୍ରକଳ୍ପ କରି ୧ ଲକ୍ଷ ବିଶିଷ୍ଟ ଓଭର ହେଡ ପାଣି ଟାଙ୍କି ବସାଉଛନ୍ତି। ପାଣି ଟାଙ୍କି କାର୍ଯ୍ୟ ଶେଷ ହୋଇଛି। ହେଲେ…

ଭାରତୀୟ ଖେଳାଳିଙ୍କ ବେଳେବେଳେ ମସ୍ତିଷ୍କ କାମ କରୁନାହିଁ: କାହିଁକି ଏମିତି କହିଲେ ପାକିସ୍ତାନୀ କ୍ରିକେଟର୍‌

ଇସଲମାବାଦ,୨୭।୮: ଭାରତ ଏବଂ ଇଂଲଣ୍ଡ ତୃତୀୟ ଟେଷ୍ଟ ମ୍ୟାଚ ଖେଳାଯାଉଛି। ଏହି ଟେଷ୍ଟରେ ଆୟୋଜକ ଇଂଲଣ୍ଡ ଏହି ମ୍ୟାଚରେ ସମ୍ପୂର୍ଣ୍ଣ ପ୍ରାଧାନ୍ୟ ବିସ୍ତାର କରିଛି। ପ୍ରଥମେ ଟସ ଜିତି ବ୍ୟାଟିଂ କରି ଟିମ ଇଣ୍ଡିଆ ପ୍ରଥମ ଇନିଂସରେ ୭୮ ରନରେ ଅଲଆଉଟ୍‌…

ଆଇଆଇଟି ହାଇଦ୍ରାବାଦ ରିପୋର୍ଟକୁ ନେଇ ଦ୍ୱନ୍ଦ୍ୱ

କେନ୍ଦ୍ରାପଡ଼ା ଅଫିସ, ୨୭ା୮: ଖରସ୍ରୋତା ନଦୀରୁ ପାଣି ଉଠାଇବା ପାଇଁ କେନ୍ଦ୍ରାପଡ଼ା ଜିଲା ପ୍ରଶାସନ ପକ୍ଷରୁ ଆଇଆଇଟି ହାଇଦ୍ରାବାଦର ସର୍ଭେ ରିପୋର୍ଟକୁ ଆୟୁଧ କରାଯାଇଛି। ପ୍ରଶାସନିକ ଅଧିକାରୀମାନେ କଳ, ବଳ ଓ କୌଶଳ ଲଗାଇ ଖରସ୍ରୋତା ନଦୀରୁ ଜଳ ଉଠାଇବା ପାଇଁ…

ବିଷ, ଫାଶରେ ଯାଉଛି ପକ୍ଷୀଙ୍କ ଜୀବନ

ମହାକାଳପଡ଼ା,୨୭ା୮(ଡି.ଏନ୍‌.ଏ.): ପ୍ରାକୃତିକ ପରିବେଶକୁ ନେଇ ନିଜକୁ ସୁରକ୍ଷିତ ମନେ କରନ୍ତି ପକ୍ଷୀ ଓ ବନ୍ୟଜନ୍ତୁ। ବିଭିନ୍ନ ପ୍ରଜାତିର ପକ୍ଷୀ ଖାପଖୁଆଇଲା ଭଳି ପରିବେଶରେ ବସା ବାନ୍ଧିଥାନ୍ତି। କୌଣସି ବିପଦ ଆଶଙ୍କା ପୂର୍ବରୁ ସେହି ସ୍ଥାନ ପରିତ୍ୟାଗ କରନ୍ତି। କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri