Home Left

ହାଇଆଲର୍ଟ: ତୁରନ୍ତ କାବୁଲ ବିମାନ ବନ୍ଦର ଛାଡ଼ି ଚାଲି ଯାଆନ୍ତୁ

ଓ୍ବାଶିଂଟନ,୨୬।୮: ଆଫଗାନିସ୍ତାନର ରାଜଧାନୀ କାବୁଲ ବିମାନ ବନ୍ଦରରେ ବଡ଼ ଧରଣର ଆତଙ୍କବାଦୀ ଆକ୍ରମଣ ଆଶଙ୍କା ରହିଛି। ଏଣୁ ତୁରନ୍ତ ବିମାନ ବନ୍ଦର ଛାଡ଼ି ଚାଲିଯାଆନ୍ତୁ। ଆମେରିକା ସମେତ ପାଶ୍ଚାତ୍ୟ ଦେଶମାନେ ସେମାନଙ୍କ ନାଗରିକଙ୍କୁ ଏଭଳି ଚେତାବନୀ ଦେଇଛନ୍ତି। କାବୁଲ ତାଲିବାନ୍‌ ନିୟନ୍ତ୍ରଣକୁ…

ପରଲୋକରେ ପୂର୍ବତନ ସିବିଆଇ ନିର୍ଦ୍ଦେଶକ ଉମାଶଙ୍କର

ଭୁବନେଶ୍ୱର,୨୬।୮(ବ୍ୟୁରୋ): ପୂର୍ବତନ ସିବିଆଇ ନିର୍ଦ୍ଦେଶକ ଉମାଶଙ୍କର ମିଶ୍ରଙ୍କ ଗୁରୁବାର ପରଲୋକ ହୋଇଯାଇଛି। ଦିଲ୍ଲୀ ସ୍ଥିତ ଏକ ଘରୋଇ ହସ୍ପିଟାଲରେ ଚିକିତ୍ସାଧିନ ଅବସ୍ଥାରେ ତାଙ୍କର ମୃତ୍ୟୁ ଘଟିଛି। ୧୯୬୮ ବ୍ୟାଚ୍‌ ଆଇପିଏସ୍‌ ଅଧିକାରୀ ଉମାଶଙ୍କର ୨୦୦୩ରେ ସିବିଆଇର ନିର୍ଦ୍ଦେଶକ ଭାବେ ଦାୟିତ୍ୱ ନେଇଥିଲେ।…

ବିବାହକୁ କହିଥିଲେ ଅବୈଧ; ତେବେ କ’ଣ ନୁସରତ ସିଙ୍ଗଲ ମଦର? କିଛି ଏଭଳି ହେଉଛି ଚର୍ଚ୍ଚା

ବମ୍ବେ: ବିବାହକୁ ନେଇ ବିବାଦରେ ରହିଥିଲେ ଲୋକପ୍ରିୟ ବଙ୍ଗୀୟ ଅଭିନେତ୍ରୀ ନୁସରତ ଜାହାଁ। ୨୦୧୮ରେ ସେ ନିଖିଲ ଜୈନଙ୍କ ପ୍ରେମରେ ପଡ଼ିଥିଲେ। ଏହାର ବର୍ଷକ ମଧ୍ୟରେ ସେ ବିବାହ କରିବାକୁ ନିଷ୍ପତ୍ତି ନେଇଥିଲେ। ତାହା ହିଁ ହୋଇଥିଲା। ତୁର୍କିରେ ୨୦୧୯ ଜୁନ୍‌…

କେକେଆର୍‌ରେ କମିନ୍ସଙ୍କ ସ୍ଥାନ ନେବେ ଷ୍ଟାର ବିଦେଶୀ ଖେଳାଳି

ନୂଆଦିଲ୍ଲୀ,୨୬।୮: ୟୁଏଇରେ ଆସନ୍ତା ମାସରୁ ଆରମ୍ଭ ହେବାକୁ ଥିବା ଆଇପିଏଲ ସିଜନର ବଳକା ୩୧ ମ୍ୟାଚ୍‌ ପାଇଁ ଦୁଇ ଥର ଚାମ୍ପିୟନ କୋଲକାତା ନାଇଟ୍‌ ରାଇଡର୍ସ (କେକେଆର୍‌) ନ୍ୟୁଜିଲାଣ୍ଡର ଷ୍ଟାର ପେସର ଟିମ୍‌ ସୌଦିଙ୍କ ସହ ଚୁକ୍ତି କରିଛି। ଏ ନେଇ…

ସତରେ କ’ଣ ପରିବା ବିକୁଥିଲେ ଆଇଏଏସ୍‌: ଦେଲେ ସଫେଇ

ଲକ୍ଷ୍ନୌ,୨୬।୮: ଉତ୍ତରପ୍ରଦେଶର ଆଇଏଏସ ଅଧିକାରୀ ଅଖିଳେଶ ମିଶ୍ର ଏବେ ସୋସିଆଲ ମିଡିଆରେ ଚର୍ଚ୍ଚାରେ ଅଛନ୍ତି। ସୋସିଆଲ ମିଡିଆରେ ତାଙ୍କର ଏକ ଫଟୋ ଭାଇରାଲ ହେବାରେ ଲାଗିଛି। ଏହି ଫଟୋରେ ଅଖିଳେଶ ମିଶ୍ର ପନିପରିବା ବିକ୍ରି କରୁଥିବା ଦେଖିବାକୁ ମିଳିଛି। ଏକ ଫେସବୁକ…

ପାକିସ୍ତାନ ଆମର ଦ୍ୱିତୀୟ ଘର: ତାଲିବାନ

କାବୁଲ,୨୬ ।୮: ଆତଙ୍କବାଦୀଙ୍କ ଘର ହେଉଛି ପାକିସ୍ତାନ । ଏକଥା ବିଶ୍ୱର ଅଧିକାଂଶ ଦେଶ କହୁଥିବା ବେଳେ ପାକିସ୍ତାନ କିନ୍ତୁ ବିଶ୍ୱ ସମ୍ମୁଖରେ ଏହାକୁ ସ୍ୱୀକାର କରିବାକୁ ପ୍ରସ୍ତୁତ ନୁହେଁ । କିନ୍ତୁ ପାକିସ୍ତାନ ଯେ ଆତଙ୍କବାଦୀଙ୍କ ପାଇଁ ଏକ ସୁରକ୍ଷିତ…

ପ୍ରଥମେ ଚୁମ୍ବନ, ଏବେ ଗୋଡ଼ ମୋଡିଲେ ରାକେଶ

ବମ୍ବେ: ଚର୍ଚ୍ଚାରେ ବଲିଉଡ୍‌ ଅଭିନେତ୍ରୀ ଶିଳ୍ପା ସେଟ୍ଟୀଙ୍କ ଭଉଣୀ ସମିତା ସେଟ୍ଟୀ। ସେ ଏବେ ବିବାଦୀୟ ଶୋ’ ‘ବିଗ୍‌ବସ୍‌’ ଓଟିଟିରେ ପ୍ରତିଯୋଗୀ ଭାବେ ଯୋଗ ଦେଇଛନ୍ତି। ସେଠାରେ ରାକେଶ ବାପତଙ୍କ ସହ ତାଙ୍କର ସମ୍ପର୍କ ନିବିଡ଼ ହେବାରେ ଲାଗିଛି। ସକାଳୁ ଉଠି…

ପାଣି ବୋତଲ-୩୦୦୦, ଭାତ ପ୍ଲେଟ୍‌-୭୫୦୦, କାବୁଲ ବିମାନ ବନ୍ଦରରେ ଦୟନୀୟ ସ୍ଥିତି…

କାବୁଲ,୨୬।୮: ଆଫଗାନିସ୍ତାନରୁ ଲୋକେ ଜୀବନ ଭୟରେ ପଳାୟନ କରୁଛନ୍ତି। ଫଳରେ କାବୁଲ ବିମାନ ବନ୍ଦର ବାହାରେ ପ୍ରବଳ ଭିଡ଼ ଦେଖିବାକୁ ମିଳୁଛି। ପ୍ରାୟ ୫୦ ହଜାରରୁ ଅଧିକ ଲୋକ ଦେଶ ଛାଡ଼ିବାକୁ ବିମାନ ଅପେକ୍ଷାରେ ରହିଛନ୍ତି। ଫଳରେ ଏଠାରେ ଖାଇବା ପିଇବା…

ଜୀବିତ ଅଛନ୍ତି ଟୋଲୋ ନ୍ୟୁଜର ଖବରଦାତା

କାବୁଲ,୨୬ ।୮: ଆଫଗାନିସ୍ତାନରେ ତାଲିବାନ କାୟା ବିସ୍ତାର କରିବା ପରେ ସେଠାରେ ଏବେ କେବଳ ଭୟ ହିଁ ଭୟ । ଏହାରି ଭିତରେ ଏକ ଖବର ଆସିଥିଲା କି ସେଠାକାର ସବୁଠାରୁ ବଡ ମିଡିଆ ଏଜେନ୍ସି ଟୋଲୋ ନ୍ୟୁଜର ଖବରଦାତାଙ୍କୁ ତାଲିବାନ…

ଭିଜିଲାନ୍ସ ଜାଲରେ ବେହେରାପାଲି ପିଇଓ

ସୋହେଲା,୨୬।୮(ଡି.ଏନ୍‌.ଏ.)- ବରଗଡ଼ ଜିଲା ସୋହେଲା ବ୍ଳକ ଅନ୍ତର୍ଗତ ବେହେରାପାଲି ପଞ୍ଚାୟତ ନିର୍ବାହୀ ଅଧିକାରୀ (ପିଇଓ) ଅନିଲ ପାଢୀଙ୍କ ବାସଭବନରେ ଗୁରୁବାର ସକାଳୁ ଭିଜିଲାନ୍ସ ଚଢାଉ କରିଛି । ଆୟ ବର୍ହିଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ତାଙ୍କର ବିଜେପୁର ବ୍ଳକ ଅନ୍ତର୍ଗତ ଲାଉମୁଣ୍ଡା…

ଦୀପିକାଙ୍କଠାରୁ ପ୍ରିୟଙ୍କା; ସର୍ବସମ୍ମୁଖରେ ଏସବୁ ଅଭିନେତ୍ରୀଙ୍କ ଅପମାନ କରିଛନ୍ତି ସଲମାନ୍‌

ବମ୍ବେ: ବଲିଉଡ୍‌ ସୁପରଷ୍ଟାର ସଲମାନ ଖାନ୍‌ ନିଜର ମଜାଳିଆ ସ୍ବଭାବକୁ ନେଇ ବେଶ୍‌ ପରିଚିତ। ପ୍ରଶଂସକମାନଙ୍କୁ ମଧ୍ୟ ତାଙ୍କର ଏହି ସ୍ବଭାବ ବେଶ ପସନ୍ଦ ଆସିଥାଏ। ହେଲେ ଅନେକ ସମୟରେ ସେ ମଜା କରୁ କରୁ କଟାକ୍ଷ କରିବା ଭଳି ଅନେକ…

କ୍ରିକେଟ୍‌ ଜଗତ ପାଇଁ ଦୁଃଖଦ ଖବର: ଚାଲିଗଲେ ଏହି ମହାନ ବ୍ୟାଟ୍ସମ୍ୟାନ୍‌

ଲଣ୍ଡନ,୨୬।୮: ଇଂଲଣ୍ଡର ପୂର୍ବତନ ଅଧିନାୟକ ତଥା ମହାନ ବ୍ୟାଟ୍ସମ୍ୟାନ୍‌ ଟେଡ ଡେକ୍ସଟରଙ୍କ ପରଲୋକ ଘଟିଛି। ମୃତ୍ୟୁ ବେଳକୁ ତାଙ୍କୁ ୮୬ ବର୍ଷ ହୋଇଥିଲା। ସେ ଆକ୍ରମକ ମିଡିଲ ଅର୍ଡର ବ୍ୟାଟ୍ସମ୍ୟାନ୍‌ ଏବଂ ଜଣେ ମିଡିୟମ୍‌ ପେସ୍‌ ବୋଲର ଥିଲେ। ଡେକ୍ସଟରଙ୍କ ପରଲୋକରେ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri