Home Left

ହିଣ୍ଡନ ଏୟାର ଫୋର୍ସ ଷ୍ଟେଶନରେ ପହଞ୍ଚିଲେ ୨୪ ଭାରତୀୟ

ନୂଆଦିଲ୍ଲୀ,୨୬ ।୮: ଆଫଗାନିସ୍ତାନ ତାଲିବାନ ହାତକୁ ଚାଲିଯିବା ପରେ ଏବେ ସେଠାରେ ଥିବା ଭାରତୀୟଙ୍କ ଘର ବାହୁଡା ଜାରି ରହିଛି । ଗୁରୁବାର ଆଫଗାନିସ୍ତାନରୁ ୨୪ ଭାରତୀୟ ଓ ୧୧ ନେପାଳ ନାଗରିକ ଭାରତ ପହଞ୍ଚିଛନ୍ତି । ଭାରତୀୟ ବାୟୁସେନାର ସି-୧୭…

ଗୁରୁଙ୍କ ଶରଣରେ ତେଜ ପ୍ରତାପ

ପାଟନା,୨୬।୮: ବିହାରର ପୂର୍ବତନ ମୁଖ୍ୟମନ୍ତ୍ରୀ ଲାଲୁ ପ୍ରସାଦ ଯାଦବଙ୍କ ବଡ଼ ପୁଅ ତଥା ଆରଜେଡି ନେତା ତେଜ ପ୍ରତାପ ନିଜ ଗୁରୁଙ୍କ ଶରଣରେ ପଶିଛନ୍ତି। ପାରିବାରିକ କଳହଠାରୁ ଦୂରରେ ରହିବାକୁ ସେ ନିଜ ଆଧ୍ୟାତ୍ମିକ ଗୁରୁ ବଲ୍ଲଭାଚାର୍ଯ୍ୟଙ୍କୁ ଭେଟି ଆଶୀର୍ବାଦ ନେଇଛନ୍ତି।…

ଆସୁଛି ତୃତୀୟ ଲହର: ପ୍ରସ୍ତୁତ ରହିବାକୁ ସ୍ବାସ୍ଥ୍ୟ ସଚିବଙ୍କ ନିର୍ଦ୍ଦେଶ

ଭୁବନେଶ୍ୱର,୨୬ା୮(ବ୍ୟୁରୋ): ତୃତୀୟ ଲହରକୁ ଦୃଷ୍ଟିରେ ରଖି ସବୁ ଜିଲାପାଳଙ୍କୁ ସ୍ବାସ୍ଥ୍ୟ ସଚିବ ଚିଠି ଲେଖିଛନ୍ତି। ପ୍ରତ୍ୟେକ ଜିଲା ହସ୍ପିଟାଲରେ ଆରଟିପିସିଆର୍‌ ଟେଷ୍ଟ କିଟ୍‌, ଆଣ୍ଟିଜେନ କିଟ୍‌, ଆରଟିପିସିଆର୍‌ ଟେଷ୍ଟ ଲ୍ୟାବ ସହ ୮ ପ୍ରକାର ଜରୁରୀ ଔଷଧ ମହଜୁଦ ରଖିବା ପାଇଁ…

ଟୋଲୋ ନ୍ୟୁଜର ଖବରଦାତାଙ୍କୁ ହତ୍ୟା

କାବୁଲ,୨୬ ।୮: ଆଫଗାନିସ୍ତାନରେ ତାଲିବାନର ବର୍ବରତା ବେଳକୁ ବେଳ ବଢିବାରେ ଲାଗିଛି । ସଦ୍ୟ ମିଳିଥିବା ସୂଚନା ଅନୁଯାୟୀ ସେଠାକାର ସବୁଠାରୁ ବଡ ମିଡିଆ ଏଜେନ୍ସି ଟୋଲୋ ନ୍ୟୁଜର ଖବରଦାତାଙ୍କୁ ତାଲିବାନ ହତ୍ୟା କରିଛି । ତାଙ୍କ ସହ ଥିବା କ୍ୟାମେରାମ୍ୟାନଙ୍କୁ…

ଭୁଲ୍‌ କରିଦେଲେ କି କୋହଲି, ପନ୍ତ କହିଲେ ଏମିତି

ଲିଡ୍ସ,୨୬।୮: ଭାରତ ଏବଂ ଇଂଲଣ୍ଡ ମଧ୍ୟରେ ତୃତୀୟ ଟେଷ୍ଟ ହେଡିଙ୍ଗଲେରେ ଖେଳାଯାଉଛି। ଭାରତ ପ୍ରଥମ ଦିନ ମାତ୍ର ୭୮ ରନ୍‌ରେ ଅଲଆଉଟ୍‌ ହୋଇଯାଇଛି। ଟସ ଜିତିବା ପରେ ବିରାଟ କୋହଲି ବ୍ୟାଟିଂ କରିବାକୁ ନିଷ୍ପତ୍ତି ନେଇଥିଲେ। ଦଳ ଏକ ସମୟରେ ୭୮…

ସିରାଜଙ୍କ ଉପରେ ବୋତଲ ଫିଙ୍ଗି ଇଂଲଣ୍ଡ ଦର୍ଶକ ପଚାରିଲେ ‘ସ୍କୋର କେତେ’: ହାତରେ ୧-୦ ବୋଲି ଠାରରେ କହି…

ଲିଡ୍ସ,୨୬।୮: ଇଂଲଣ୍ଡ ବିପକ୍ଷରେ ସ୍ଥାନୀୟ ହେଡିଂଲେ ଗ୍ରାଉଣ୍ଡରେ ବୁଧବାରଠାରୁ ଆରମ୍ଭ ହୋଇଛି ତୃତୀୟ ଟେଷ୍ଟ। ପ୍ରଥମ ଦିନ ଭାରତ ମାତ୍ର ୭୮ରନ୍‌ କରି ଅଲଆଉଟ୍‌ ହେବା ପରେ ଇଂଲଣ୍ଡ ପଡ଼ିଆକୁ ଓହ୍ଲାଇଥିଲା। ଦିନର ଖେଳ ଶେଷ ହେବା ପର୍ଯ୍ୟନ୍ତ ବିନା ଉଇକେଟରେ…

କୋହଲିଙ୍କ ଠାରୁ ଏମିତି ‘ଅର୍ଦ୍ଧଶତକ’ ଆଶା କରି ନ ଥିଲେ ଦର୍ଶକ

ଲିଡ୍ସ,୨୬।୮: ଭାରତୀୟ ଅଧିନାୟକ ବିରାଟ କୋହଲି ପଡ଼ିଆକୁ ଓହ୍ଲାଇବା ମାତ୍ରେ ତାଙ୍କଠାରୁ ବଡ ଇନିଂସ ଆଶା କରାଯାଏ, କିନ୍ତୁ କିଛି ଦିନ ହେବ କୋହଲିଙ୍କ ଉପରେ ଯେମିତି କାହା ନଜର ପଡିଯାଇଛି। ଗୋଟିଏ ପରେ ଗୋଟିଏ ଇନିଂସରେ ସେ ବିଫଳ ହେବା…

ଜୀବନ ଦେବୁ ପଛେ ଜମି ଦେବୁନି

କୁତ୍ରା,୨୬ା୮(ଡି.ଏନ୍‌.ଏ.): ସୁନ୍ଦରଗଡ଼ ଜିଲା କୁତ୍ରା ବ୍ଲକ ଅନ୍ତର୍ଗତ କଣ୍ଡେଇମୁଣ୍ଡା ପଞ୍ଚାୟତରେ ଏକ ସିମେଣ୍ଟ ଅଧିକୃତ ଜେଏସ୍‌ଡବ୍ଲ୍ୟୁ କାରଖାନା ବାର୍ଷିକ ୦.୧୬୫ ନିୟୁତ ମେଟ୍ରିକ ଟନରୁ ୩.୦୦ନିୟୁତ ମେଟ୍ରିକ ଟନ୍‌କୁ ବୃଦ୍ଧି କରି ସିମେଣ୍ଟ ଉତ୍ପାଦନ କରିବ। ତେବେ ବାର୍ଷିକ ୦.୨୫୨ ନିୟୁତ…

ଘରେ ଏହି ୪ ଗଛ ଲଗାଇବା ବହୁତ ଶୁଭ: ରୋଗ- ଧାରଉଧାରରୁ ମିଳେ ମୁକ୍ତି; ବଢ଼ିଥାଏ ସୁଖ ସମୃଦ୍ଧି

ଆଜିକାଲି ଅଧିକାଂଶ ଲୋକ ଘରେ ଗଛଲତା ରଖିବାକୁ ପସନ୍ଦ କରୁଛନ୍ତି। ଏହାଦ୍ୱାରା ଘରର ବାତାବରଣ ସ୍ବଚ୍ଛ ହେବା ସହ ସକରାତ୍ମକ ଉର୍ଜା ଆସିଥାଏ। ବାସ୍ତୁ ଶାସ୍ତ୍ର ଅନୁଯାୟୀ କିଛି ଗଛ ଏପରି ରହିଛି ଯାହାକୁ ଘରେ ଲଗାଇବା ଦ୍ୱାରା ସମସ୍ତ ଚିନ୍ତା…

ଜୀବନରେ କରୁଥିବା ଏଭଳି ଭୁଲ ମଣିଷକୁ କରିଦିଏ ବରବାଦ, ଆପଣ କରୁନାହାନ୍ତି ତ…

ମହାନ ଅର୍ଥନୀତିଜ୍ଞ ଆଚାର୍ଯ୍ୟ ଚାଣକ୍ୟଙ୍କ ନୀତି ଆଜି ବି ସମୟରେ ବେଶ ପ୍ରାସଙ୍ଗିକ। ନିଜର ନୀତି ଯୋଗୁ ସେ ଜଣେ ସାଧାରଣ ବାଳକଙ୍କୁ ସମ୍ରାଟ କରିପାରିଥିଲେ। ଚାଣକ୍ୟ ନିଜର ନୀତିଶାସ୍ତ୍ରରେ ଏପରି ଅନେକ ବିଷୟରେ କହିଛନ୍ତି ଯାହାର ପାଳନ କଲେ ବ୍ୟକ୍ତିଟିଏ…

କୋହଲିଙ୍କ ଅଧିନାୟିକତ୍ୱରେ ଲଜ୍ଜାଜନକ ରେକର୍ଡ

ଲିଡ୍ସ,୨୬।୮: ଲିଡ୍ସ ଟେଷ୍ଟରେ ଭାରତୀୟ ଦଳର ପ୍ରଦର୍ଶନ ବେଶ୍‌ ଖରାପ ରହିଛି। ପ୍ରଥମେ ଭାରତୀୟ ବ୍ୟାଟ୍ସମ୍ୟାନ୍‌ମାନେ ଇଂଲଣ୍ଡର ଦ୍ରୁତ ବୋଲରଙ୍କ ନିକଟରେ ଆତ୍ମସମର୍ପଣ କରିଥିବା ବେଳେ ପରେ ଇଂଲଣ୍ଡର ଦୁଇ ଓପନର ମିଶି ଟିମ ଇଣ୍ଡିଆର ସ୍କୋର ଅତିକ୍ରମ କରିଥିଲେ। ଲିଡ୍ସ…

ଏହି ଗାଁରେ ୪୦୦ରୁ ଅଧିକ ଯାଁଳା ପିଲା, ଆଜି ପର୍ଯ୍ୟନ୍ତ କାରଣ ଖୋଜି ପାଉନାହାନ୍ତି ବିଶେଷଜ୍ଞ

ଦୁନିଆରେ କିଛି ନା କିଛି ଅଜବ ଘଟଣା ଦେଖିବାକୁ ମିଳିଥାଏ। ଯାହା ଦେଶ ବିଦେଶରେ ଚର୍ଚ୍ଚା ହୋଇଥାଏ। କିଛି ବିଚିତ୍ର କଥା ଅଛି ଶୁଣିବା ପରେ ବି ବିଶ୍ୱାସ ହୋଇ ନ ଥାଏ। ଏମିତି ଏକ ବିଚିତ୍ର ଘଟଣା ଦେଖିବାକୁ ମିଳିଛି…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri