Home Left

ଦିନ ଶେଷ ହେଲା ହେଲେ ମିଳିଲାନି ଉଇକେଟ

ଲିଡ୍ସ,୨୫।୮ : ପ୍ରଥମେ ତାରକା ଖଚ୍ଚିତ ବ୍ୟାଟିଂ ଲାଇନ୍‌ଅପ୍‌ ଫେଲ୍‌ ହେବାରୁ ଟିମ୍‌ ଇଣ୍ଡିଆ ମାତ୍ର ୭୮ ରନ୍‌ରେ ଅଲଆଉଟ୍‌ ହୋଇଯାଇଥିଲା। ତା’ ପରେ ଦିନ ତମାମ ପ୍ରୟାସ କରିଥିଲେ ମଧ୍ୟ ବୋଲରଙ୍କୁ ଗୋଟିଏ ହେଲେ ଉଇକେଟ ମିଳି ନାହିଁ। ଫଳରେ…

ଦୁର୍ଘଟଣାରେ ଚାଲିଗଲା ପରିବାରର ୪ ଜୀବନ

ରାଉରକେଲା ଅଫିସ,୨୫।୮: ଝାଡ଼ଖଣ୍ଡ ରାଜ୍ୟ ଖୁଣ୍ଟି ଥାନା ତୋରପା ଚୁରାଗୀ ନିକଟରେ ବୁଧବାର ସଡ଼କ ଦୁର୍ଘଟଣାରେ ରାଉରକେଲାର ଗୋଟିଏ ପରିବାରର ୪ଜଣଙ୍କ ମୃତ୍ୟୁ ଘଟିଛି। ସେମାନେ ହେଲେ ରାଉରକେଲା ସିଭିଲ ଟାଉନଶିପ୍‌ ଅଞ୍ଚଳର କହ୍ନେୟା ଜୈନ, ସ୍ତ୍ରୀ ରମା, ପୁଅ ଋଷବ(୭),…

ଦୁର୍ଘଟଣାଗ୍ରସ୍ତ ହେଲା ଲଢ଼ୁଆ ବିମାନ

ନୂଆଦିଲ୍ଲୀ,୨୫।୮: ଭାରତୀୟ ବାୟୁସେନାର ଏକ ମିଗ୍‌-୨୧ ଲଢ଼ୁଆ ବିମାନ ରାଜସ୍ଥାନର ବାର୍‌ମେରଠାରେ ବୁଧବାର ଦୁର୍ଘଟଣାଗ୍ରସ୍ତ ହୋଇଛି। ପ୍ରଶିକ୍ଷଣ ଉଡ଼ାଣ ବେଳେ ବିମାନରେ ଯାନ୍ତ୍ରୀକ ତ୍ରୁଟି ଦେଖାଦେବାରୁ ଦୁର୍ଘଟଣା ଘଟିଥିଲା। ତେବେ ପାଇଲଟ ସୁରକ୍ଷିତ ଅଛନ୍ତି। ଦୁର୍ଘଟଣାର କାରଣ ଜାଣିବା ପାଇଁ କୋର୍ଟ…

ଡ୍ରଗ୍ସ ମାମଲାରେ ବଲିଉଡ୍‌ ସୁନ୍ଦରୀଙ୍କୁ ଡାକରା

ନୂଆଦିଲ୍ଲୀ,୨୫।୮ : ବଲିଉଡ୍‌ ଅଭିନେତ୍ରୀ ରାକୁଲ ପ୍ରୀତ ସିଂ, ରାଣା ଡଗୁବତିଙ୍କ ବ୍ୟତୀତ ୧୦ ଜଣଙ୍କୁ ୪ ବର୍ଷ ପୁରୁଣା ଡ୍ରଗ୍ସ ମାମଲାରେ ପଚରାଉଚୁରା ପାଇଁ ଡକାଇଛି ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ (ଇଡି)। ରାକୁଲଙ୍କୁ ସେପ୍ଟେମ୍ବର ୬ରେ, ବାହୁବଳି ଆକ୍ଟର ଡଗୁବତିଙ୍କୁ ୮ରେ,…

ଟାଟା ଷ୍ଟିଲ୍‌ରେ ଦୁର୍ଘଟଣା: ଗଲା କ୍ରେନ୍‌ ଅପରେଟରଙ୍କ ଜୀବନ

କଳିଙ୍ଗନଗର,୨୫ା୮(ଡି.ଏନ.ଏ.): ଯାଜପୁର ଜିଲା କଳିଙ୍ଗନଗରସ୍ଥିତ ଟାଟା ଷ୍ଟିଲ୍‌ କାରଖାନାରେ ବୁଧବାର ଏକ ଦୁର୍ଘଟଣା ଘଟିଛି। ଏଥିରେ ଜଣେ କ୍ରେନ୍‌ ଅପରେଟରଙ୍କ ମୃତ୍ୟୁ ଘଟିଛି। ସେ ହେଲେ ଝାଡ଼ଖଣ୍ଡ ରାଜ୍ୟର ରୋହିତ କୁମାର ପାଶ୍ୱାନ(୨୪)। ରୋହିତ କାରଖାନା ପରିସରରେ କ୍ରେନ୍‌ ଲିଫ୍ଟରେ ଉପରକୁ…

ଛାତ୍ରୀଙ୍କୁ ଗଣବଳାତ୍କାର, ବୟଫ୍ରେଣ୍ଡଙ୍କୁ ଆକ୍ରମଣ

ମାହୀଶୂର,୨୫।୮ : ମଙ୍ଗଳବାର ସନ୍ଧ୍ୟା ୭ଟା ୩୦ରେ କର୍ନାଟକର ମାହୀଶୂରସ୍ଥିତ ପ୍ରସିଦ୍ଧ ପର୍ଯ୍ୟଟନ ସ୍ଥଳୀ ଚାମୁଣ୍ଡି ପାହାଡ଼ରେ ବୁଲିବାକୁ ପହଞ୍ଚିଥିଲେ ଜଣେ ଛାତ୍ରୀ ଓ ତାଙ୍କ ବୟଫ୍ରେଣ୍ଡ୍‌। ଜଙ୍ଗଲରେ ଛାତ୍ରୀଙ୍କୁ ଗଣବଳାତ୍କାର କରାଯିବା ସହ ତାଙ୍କ ପୁରୁଷ ବନ୍ଧୁ ମାଡ଼ ମରାଯାଇଛି।…

ଅନ୍‌ଲାଇନ୍‌ରେ ହେବ ଲ’ ପରୀକ୍ଷା

ଭୁବନେଶ୍ୱର, ୨୫।୮(ବ୍ୟୁରୋ): ଶେଷରେ ଆଇନ ଛାତ୍ରୀଛାତ୍ରଙ୍କ ଦାବିକୁ ମାନିନେଇଛନ୍ତି ବିଶ୍ୱବିଦ୍ୟାଳୟ କର୍ତ୍ତୃପକ୍ଷ। ସେମାନଙ୍କ ସ୍ବାସ୍ଥ୍ୟ ସୁରକ୍ଷାକୁ ଦୃଷ୍ଟିରେ ରଖି ଅନ୍‌ଲାଇନ୍‌ରେ ଲ’ ପରୀକ୍ଷା କରିବାକୁ ସହମତି ପ୍ରକାଶ କରିଛନ୍ତି। ଉତ୍କଳ ବିଶ୍ୱବିଦ୍ୟାଳୟ ଅଧୀନରେ ଥିବା ସମସ୍ତ ଆଇନ ମହାବିଦ୍ୟାଳୟରେ ଅନ୍‌ଲାଇନ୍‌ରେ ପରୀକ୍ଷା…

ଆର୍‌ସିବି ଦଳରେ ନୂଆ ବିଦେଶୀ ଖେଳାଳି

ମୁମ୍ବାଇ,୨୫।୮ : ରୟାଲ ଚ୍ୟାଲେଞ୍ଜର୍ସ ବାଙ୍ଗଲୋର (ଆରସିବି) ଆଇପିଏଲର ୟୁଏଇ ଲେଗ୍‌ ପାଇଁ ଦଳରେ ଜର୍ଜ ଗାର୍ଟନଙ୍କୁ ସାମିଲ କରିଛି। ଆରସିବି ଦଳରେ ସ୍ଥାନ ପାଇବାରେ ଏହି ବାମହାତୀ ପେସର ହେଉଛନ୍ତି ଅନ୍ତିମ ତଥା ୮ମ ବିଦେଶୀ ଖେଳାଳି। ତାଙ୍କ ପୂର୍ବରୁ…

‘ପୌର ନିର୍ବାଚନ କେବେ ହେବ’

କଟକ ଅଫିସ,୧୨।୮: ପୌର ନିର୍ବାଚନ ବିଳମ୍ବ ନେଇ ଆଗତ ମାମଲାରେ ହାଇକୋର୍ଟ ବୁଧବାର ଶୁଣାଣି କରିଛନ୍ତି । ପୌର ପରିଷଦର କାର୍ଯ୍ୟକାଳ ପୁରିବାକୁ ୩ ବର୍ଷ ହେଲାଣି। ହେଲେ ଏପର୍ଯ୍ୟନ୍ତ ନିର୍ବାଚନ ହୋଇନାହିଁ। ଏଥିଯୋଗୁ ରାଜ୍ୟ ନିର୍ବାଚନ କମିଶନଙ୍କୁ ନୋଟିସ ଜାରି…

ରାଜସ୍ଥାନ ଦଳରେ ବିଶ୍ୱର ଶ୍ରେଷ୍ଠ ବୋଲର

ନୂଆଦିଲ୍ଲୀ,୨୫।୮ : ଚଳିତ ଆଇପିଏଲ ସିଜନ୍‌ର ପରବର୍ତ୍ତୀ ଭାଗରେ ରାଜସ୍ଥାନ ରୟାଲ୍ସ (ଆର୍‌ଆର୍‌) ପାଇଁ ଖେଳିବେ ଦକ୍ଷିଣ ଆଫ୍ରିକାର ବାମହାତୀ ସ୍ପିନର ତାବରିଜ ଶାମସି। ଏହି ସ୍ପିନର ବର୍ତ୍ତମାନ ଆଇସିସି ଟି୨୦ ବୋଲରଙ୍କ ର଼୍ୟାଙ୍କିଙ୍ଗ୍‌ରେ ଶୀର୍ଷରେ ଅଛନ୍ତି। ଶାମସିଙ୍କ ସହ ଫ୍ରାଞ୍ଚାଇଜ…

‘ଅଯଥାରେ କେନ୍ଦ୍ର ମନ୍ତ୍ରୀଙ୍କୁ ଗିରଫ କରାଯାଇ ନ ଥିଲା’

ମୁମ୍ବାଇ,୨୫।୮ : ମୁଖ୍ୟମନ୍ତ୍ରୀ ଉଦ୍ଧବ ଠାକରେଙ୍କୁ ଚାପୁଡ଼ା ମାରିବା ମନ୍ତବ୍ୟ ଦେଇ ଗତକାଲି ଗିରଫ ହୋଇଥିଲେ କେନ୍ଦ୍ର ମନ୍ତ୍ରୀ ନାରାୟଣ ରାଣେ। ଗିରଫ ହେବାର ୮ ଘଣ୍ଟା ପରେ ତାଙ୍କୁ ଜାମିନ ମିଳିଥିଲା। ତାଙ୍କୁ ଆସନ୍ତା ୨ ତାରିଖରେ ନାଶିକ ପୋଲିସ…

କ’ଣ ତଦନ୍ତ ହୋଇଛି ୬ ସପ୍ତାହରେ ଜଣାଅ

ପାରଳାଖେମୁଣ୍ଡି,୨୫ା୮(ଡି.ଏନ୍‌.ଏ.): ଗଜପତି ଜିଲା ପାରଳାଖେମୁଣ୍ଡି ସହକାରୀ ବନ ସଂରକ୍ଷକ(ଏସିଏଫ୍‌) ସୌମ୍ୟରଞ୍ଜନ ମହାପାତ୍ରଙ୍କ ମୃତ୍ୟୁକୁ ୪୪ଦିନ ବିତିଗଲାଣି। ତଥାପି ପୋଲିସ ପାଖରେ ଉତ୍ତର ନାହିଁ। ଏହା ଭିତରେ କ’ଣ ତଦନ୍ତ ହୋଇଛି ୬ ସପ୍ତାହ ମଧ୍ୟରେ ତା’ର ରିପୋର୍ଟ ମାଗିଛନ୍ତି ଜାତୀୟ ମାନବାଧିକାର…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri