Home Left

୫୦% ସଂରକ୍ଷଣ ସୀମା ହଟୁ: ବିଜେଡି

ଭୁବନେଶ୍ୱର,୨୫ା୮(ବ୍ୟୁରୋ):ପଛୁଆବର୍ଗଙ୍କୁ ନେଇ ରାଜନୀତି ଜୋର ଧରିଛି। ଏହାକୁ ନେଇ ବିଜେଡି ଓ ଭାଜପା ପରସ୍ପର ଉପରେ ଦୋଷ ଲଦାଲଦିରେ ଲାଗିଛନ୍ତି। ଦେଶରେ ଜାତିଭିତ୍ତିକ ଜନଗଣନା ହେଉ ଏବଂ ୫୦% ସଂରକ୍ଷଣ ସୀମା ଉଠାଇ ଦିଆଯାଉ। ବିଜେଡି ଏଭଳି ଦାବି ଉଠାଇଛି। ଏହାସହ…

ଲିଡ୍ସ ପିଚ୍‌ ଦେଖି କୋହଲି ଆଶ୍ଚର୍ଯ୍ୟ

ଲିଡ୍ସ,୨୫।୮: ଭାରତ ଏବଂ ଇଂଲଣ୍ଡ ମଧ୍ୟରେ ପାଞ୍ଚ ଟେଷ୍ଟ ସିରିଜର ତୃତୀୟ ମ୍ୟାଚ ଆଜିଠାରୁ ହେଡିଙ୍ଗଲେରେ ଖେଳାଯିବ। ଲର୍ଡସରେ ଜବରଦସ୍ତ ବିଜୟ ହାସଲ କରିଥିବା ଟିମ ଇଣ୍ଡିଆ ଏହି ସିରିଜରେ ୧-୦ ଆଗରେ ରହିଛି। ତୃତୀୟ ଟେଷ୍ଟ ମ୍ୟାଚ୍‌ରେ ମଧ୍ୟ ଇଂଲଣ୍ଡ…

୧୬ ଛକା, ୨୨ ଚୌକା ସହ ୨୫୪ ରନ୍‌ର ବିସ୍ଫୋରକ ଇନିଂସ ଖେଳି ସମସ୍ତଙ୍କୁ ଚମ୍‌କାଇ ଦେଇଥିଲେ ୨୦ ବର୍ଷୀୟ ବ୍ୟାଟ୍ସମ୍ୟାନ୍‌

ଅଷ୍ଟ୍ରେଲିଆର ପୂର୍ବତନ ଅଲରାଉଣ୍ଡର ଆଣ୍ଡ୍ର୍ୟୁ ସାଇମଣ୍ଡସ ଜଣେ ଜଣାଶୁଣା ଅଲରାଉଣ୍ଡର ଥିେଲେ। ଖେଳର ପ୍ରତ୍ୟେକ ବିଭାଗରେ ବ୍ୟାଟିଂ, ବୋଲିଂ କିମ୍ବା ଫିଲ୍ଡିଂରେ ସେ ନିଜର ପରିଚୟ ଛାଡି ପାରିଥିଲେ। ତେବେ ବିବାଦ ସହ ତାଙ୍କର ମଧ୍ୟ ଗଭୀର ସମ୍ପର୍କ ଥିଲା। ଏହି…

ରାଜ୍ୟରେ ହଜାରେ ତଳକୁ ଖସିଲା କରୋନା ଆକ୍ରାନ୍ତଙ୍କ ସଂଖ୍ୟା

ଭୁବନେଶ୍ୱର,୨୫।୮(ବ୍ୟୁରୋ): ରାଜ୍ୟରେ କିଛିଦିନ ହେବ କରୋନା ସଂକ୍ରମଣ ମାତ୍ରା କିଛିଟା କମିଛି। ବୁଧବାର ରାଜ୍ୟରେ ୮୮୭ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ନୂଆ ଆକ୍ରାନ୍ତଙ୍କ ମଧ୍ୟରୁ ୫୧୫ ଜଣ କ୍ୱାରାଣ୍ଟାଇନ୍‌ ଥିଲେ। ୩୭୨ଟି ହେଉଛି ଲୋକାଲ କେସ। ବାକି ୧୩୧ ଜଣ…

ଯଶୋଧାରାଙ୍କୁ କେନ୍ଦ୍ର ସାହିତ୍ୟ ଏକାଡେମୀ ପୁରସ୍କାର

ନୂଆଦିଲ୍ଲୀ, ୨୫।୮: ବିଶିଷ୍ଟ ସାହିତି୍ୟକା ଯଶୋଧାରା ମିଶ୍ର ତାଙ୍କ ରଚିତ କ୍ଷୁଦ୍ରଗଳ୍ପ ସଂକଳନ ‘ସମୁଦ୍ରକୂଳ ଘର’ ପୁସ୍ତକ ପାଇଁ ୨୦୨୦ ନିମନ୍ତେ କେନ୍ଦ୍ର ସାହିତ୍ୟ ଏକାଡେମୀ ପୁରସ୍କାର ପାଇବାକୁ ମନୋନୀତ ହୋଇଛନ୍ତି। କେନ୍ଦ୍ର ସାହିତ୍ୟ ଏକାଡେମୀ ସଭାପତି ଚନ୍ଦ୍ରଶେଖର କମ୍ବର ମଙ୍ଗଳବାର…

ଶ୍ୱଶୁରଙ୍କ ସହ ଘରେ ବସି ଏହି ଗେମ୍‌ ଖେଳନ୍ତି ଐଶ୍ଚର୍ଯ୍ୟା

ଟିଭିର ଲୋକପ୍ରିୟ ରିଅଲିଟି ଗେମ ଶୋ ‘କୌନ ବନେଗା କରୋଡପତି’ର ୧୩ ତମ ସିଜନ ଆରମ୍ଭ ହୋଇଛି। ଏହି ଶୋ ସହିତ ଅମିତାଭ ବଚ୍ଚନ ଟିଭିରେ ପ୍ରତ୍ୟାବର୍ତ୍ତନ କରିଛନ୍ତି। ଦୁଇ ଦଶନ୍ଧିରୁ ଅଧିକ ସମୟ ଧରି ଅମିତାଭ ବଚ୍ଚନ ଏହି ଶୋ…

ଏହି ରେକର୍ଡ କହୁଛି ଭାରତ ହାରିବା କଷ୍ଟକର

ଲିଡ୍ସ,୨୫।୮: ଭାରତ ଏବଂ ଇଂଲଣ୍ଡ ମଧ୍ୟରେ ତୃତୀୟ ଟେଷ୍ଟ ୨୫ ଅଗଷ୍ଟରୁ ହେଡିଙ୍ଗଲେରେ ଖେଳାଯିବ। ଦ୍ୱିତୀୟ ଟେଷ୍ଟ ଜିତି ପାଞ୍ଚ ମ୍ୟାଚ ବିଶିଷ୍ଟ ସିରିଜରେ ଟିମ ଇଣ୍ଡିଆ ୧-୦ରେ ଆଗୁଆ ରହିଛି। ପ୍ରଥମ ଟେଷ୍ଟ ଡ୍ର ଥିଲା। ବିରାଟ କୋହଲିଙ୍କ ଦଳ…

‘କଶ୍ମୀରକୁ ମୁକ୍ତ କରିବା ପାଇଁ ଆମ ସହ ତାଲିବାନ୍‌ ଅଛି’

ନୂଆଦିଲ୍ଲୀ,୨୫।୮: ତାଲିବାନ୍‌ ନେତାମାନେ ଆମ ସହ ଅଛନ୍ତି। ସେମାନେ କଶ୍ମୀରକୁ ସ୍ବତନ୍ତ୍ର କରିବା ଲାଗି ଆମକୁ ସାହାଯ୍ୟ କରିବେ। ଏକ ନ୍ୟୁଜ ଚ୍ୟାନେଲର ବିତର୍କ ବେଳେ ଏହା କହିଛନ୍ତି ପାକିସ୍ତାନର ସରକାରରେ ଥିବା ପାକିସ୍ତାନ ତେହରିକ-ଇ-ଇନସାଫ (ପିଟିଆଇ)ର ଜଣେ ନେତା ନୀଲମ…

ଆଜିଠୁ ଭାରତ-ଇଂଲଣ୍ଡ ମଧ୍ୟରେ ତୃତୀୟ ଟେଷ୍ଟ: ଜାଣନ୍ତୁ କେଉଁଠି, କେମିତି ଦେଖିପାରିବେ ମ୍ୟାଚ୍‌

ଲିଡ୍ସ,୨୫।୮: ଭାରତ ଏବଂ ଇଂଲଣ୍ଡ ମଧ୍ୟରେ ତୃତୀୟ ଟେଷ୍ଟ ମ୍ୟାଚ ଅଗଷ୍ଟ ୨୫ଠାରୁ ଲିଡ୍ସରେ ଖେଳାଯିବ। ଭାରତ ଆତ୍ମବିଶ୍ୱାସ ବଢ଼ାଇ ମ୍ୟାଚକୁ ଆସିବ ଏବଂ ସିରିଜରେ ନିଜର ସ୍ଥିତିକୁ ମଜବୁତ କରିବାକୁ ଚାହୁଁଥିବାବେଳେ ଆୟୋଜକ ଇଂଲଣ୍ଡ ବିଜୟ ସହ ଆକାଉଣ୍ଟ ଖୋଲିବାକୁ…

ନ୍ୟାୟ ନ ମିଳିବାରୁ ସୁପ୍ରିମକୋର୍ଟ ଆଗରେ ଆତ୍ମହୁତି : ପୀଡ଼ିତାଙ୍କ ମୃତ୍ୟୁ

ଲକ୍ଷ୍ନୌ,୨୪।୮: ବିଏସ୍‌ପି ଏମ୍‌ପି ଅତୁଲ ରାଇଙ୍କ ବିରୋଧରେ ୨୦୧୯ରେ ବଳାତ୍କାର ଅଭିଯୋଗ ଆଣିଥିବା ପୂର୍ବ ଉତ୍ତରପ୍ରଦେଶର ୨୪ ବର୍ଷୀୟା ମହିଳାଙ୍କର ମଙ୍ଗଳବାର ଦିଲ୍ଲୀ ହସ୍ପିଟାଲରେ ମୃତ୍ୟୁ ଘଟିଛି। ସେ ଗତ ସପ୍ତାହରେ ସୁପ୍ରିମକୋର୍ଟ ଆଗରେ ତାଙ୍କ ପୁରୁଷ ବନ୍ଧୁଙ୍କ ସହ ଆତ୍ମହୁତି…

ଗୁପ୍‌ ଚୁପ୍‌ ପାଣିରେ ମିଶାଉଥିଲେ ପରିସ୍ରା

ସୋସିଆଲ ମିଡିଆରେ ପ୍ରତ୍ୟେକ ଦିନ କିଛି ନା କିଛି ଭାଇରାଲ ହେଉଛି। ଏବେ ସୋସିଆଲ ମିଡିଆରେ ଖୁବ୍‌ ଭାଇରାଲ ହେଉଥିବା ଏକ ଭିଡିଓରେ ଦେଖିବାକୁ ମିଳୁଛି ଜଣେ ଗୁପ୍‌ ଚୁପ୍‌ ବିକାଳି ଖଟା ପାଣିରେ ପରିସ୍ରା ମିଶାଉଛନ୍ତି। ଭିଡିଓଟି ଆସାମର ରାଜଧାନୀ…

ଓ୍ବିନିଂ କମ୍ବିନେଶନରେ ପରିବର୍ତ୍ତନ ହୋଇପାରେ: କୋହଲି

ଲିଡ୍ସ,୨୪।୮ : ଓ୍ବିନିଂ କମ୍ବିନେଶନରେ କୌଣସି ପ୍ରକାର ପରିବର୍ତ୍ତନ ଚାହାନ୍ତି ନାହିଁ ଭାରତୀୟ ଅଧିନାୟକ ବିରାଟ କୋହଲି। କିନ୍ତୁ ହେଡିଂଲେ ପିଚ୍‌କୁ ଦେଖିବା ପରେ ଅଭିଜ୍ଞ ସ୍ପିନର ରବିଚନ୍ଦ୍ରନ ଅଶ୍ୱିନଙ୍କ ଖେଳିବାର ସମ୍ଭାବନା ବଢ଼ିଯାଇଛି ବୋଲି କୋହଲି କହିଛନ୍ତି। ସାଧାରଣତଃ ଇଂଲଣ୍ଡରେ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri