Home Left

ବଢି ଚାଲିଛି କରୋନା ସଂକ୍ରମଣ,ରାଜ୍ୟରେ ୨୭୦୩ ପଜିଟିଭ୍‌ ଚିହ୍ନଟ

ଭୁବନେଶ୍ୱର,୭।୧(ବ୍ୟୁରୋ): ରାଜ୍ୟରେ ଶୁକ୍ରବାର ୨୭୦୩ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସେମାନଙ୍କ ମଧ୍ୟରୁ ୪୦୯ ଜଣ ପିଲା ଅଛନ୍ତି। ଯେଉଁମାନଙ୍କ ବୟସ ୧୮ ବର୍ଷରୁ କମ୍‌। ଆକ୍ରାନ୍ତଙ୍କ ମଧ୍ୟରୁ ୧୫୭୯ କ୍ୱାରାଣ୍ଟାଇନ୍‌ରୁ ଚିହ୍ନଟ ହୋଇଥିବାବେଳେ ୧୧୨୪ ଜଣ ଲୋକାଲ କେସ…

ଆଜିଠୁ ଷଷ୍ଠରୁ ଯୁକ୍ତ ୨ କ୍ଲାସ୍‌ ବନ୍ଦ

ଭୁବନେଶ୍ୱର,୭।୧(ବ୍ୟୁରୋ): କୋଭିଡ୍‌ ସଂକ୍ରମଣର ଦ୍ରୁତଗତି ଏବଂ ଓମିକ୍ରନ ଆକ୍ରାନ୍ତଙ୍କ ସଂଖ୍ୟା ବଢ଼ୁଥିବା ଦେଖି ରାଜ୍ୟ ସରକାର ଆସନ୍ତା ୭ ତାରିଖଠାରୁ କଟକଣାକୁ ଅଧିକ କଡ଼ାକଡ଼ି କରିଛନ୍ତି। ପ୍ରାଥମିକ ସ୍କୁଲଠାରୁ ଆରମ୍ଭ କରି ଯୁକ୍ତ ୨ ପର୍ଯ୍ୟନ୍ତ ଶିକ୍ଷାନୁଷ୍ଠାନକୁ ବନ୍ଦ ରଖିବାକୁ ଘୋଷଣା…

ଆଜିଠାରୁ ଭୁବନେଶ୍ୱର ବିମାନବନ୍ଦର ଯାତ୍ରୀଙ୍କର ଆର୍‌ଟି-ପିସିଆର ଟେଷ୍ଟ

ଭୁବନେଶ୍ୱର,୭ା୧(ବ୍ୟୁରୋ): ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ବୃଦ୍ଧି ପାଉଥିବା ବେଳେ ଭୁବନେଶ୍ୱର ମହାନଗର ନିଗମ (ବିଏମ୍‌ସି) ଅଞ୍ଚଳରେ ମଧ୍ୟ ସଂକ୍ରମିତ ରୋଗୀଙ୍କ ସଂଖ୍ୟା ବୃଦ୍ଧିପାଇଛି। ଏହାକୁ ଦୃଷ୍ଟିରେ ରଖି ବିଏମ୍‌ସି ଭୁବନେଶ୍ୱର ବିମାନବନ୍ଦର ପାଇଁ ସ୍ବତନ୍ତ୍ର ଗାଇଡ୍‌ଲାଇନ ଜାରି କରିଛି। ବିମାନରେ…

ସୁରକ୍ଷାକର୍ମୀଙ୍କୁ ବଡସଫଳା: ୩ ଆତଙ୍କବାଦୀ ନିହତ

ଜମ୍ମୁ,୭ ।୧: କଶ୍ମୀର ବଡଗାମର ଜୋଲୱା କ୍ରାଲପୋରା ଛାଦୋରା ଅଞ୍ଚଳରେ ଚାଲିଥିବା ଏନକାଉଣ୍ଟରରେ ସୁରକ୍ଷାକର୍ମୀଙ୍କୁ ବଡ ସଫଳତା ମିଳିଛି । ଏଥିରେ ୩ ଆତଙ୍କବାଦୀ ନିହତ ହୋଇଛନ୍ତି କଶ୍ମୀର ଆଇଜିପି ସୂଚନା ଦେଇଛନ୍ତି । ସେମାନଙ୍କ ନିକଟରୁ ବହୁ ପରିମାଣରେ ଅସ୍ତ୍ରଶସ୍ତ୍ର…

୬୩ ଲକ୍ଷ କାମ: ୬ ମାସ ନ ପୂରୁଣୁ ପୁଣି ୨୪ ଲକ୍ଷ

ପଟ୍ଟାମୁଣ୍ଡାଇ,୭ା୧ (ସ୍ବ.ପ୍ର.):ପଟ୍ଟାମୁଣ୍ଡାଇ ଦଶ ହଜାରୀ ଉତିକଣ ବନ୍ୟାବନ୍ଧ ରାସ୍ତା ଏବେ ମରଣଯନ୍ତା ପାଲଟିଛି। ୨୦୨୦-୨୧ ଆର୍ଥତ୍କ ବର୍ଷରେ ୬୩ ଲକ୍ଷ ଟଙ୍କାର କାମ ହୋଇଛି ବୋଲି ପୂର୍ତ୍ତ ବିଭାଗ ପକ୍ଷରୁ କୁହାଯାଇଛି। ହେଲେ ସେହି ରାସ୍ତା ୬ ମାସ ନ ପୂରୁଣୁ…

ମୁଖ୍ୟମନ୍ତ୍ରୀଙ୍କୁ ଟାର୍ଗେଟ କଲେ ଧର୍ମେନ୍ଦ୍ର

ଭୁବନେଶ୍ୱର(ବ୍ୟୁରୋ)/ ମାହାଙ୍ଗା(ସ୍ବ.ପ୍ର.),୭ା୧:ମାହାଙ୍ଗା ଡବଲ ମର୍ଡର ଘଟଣାକୁ ବର୍ଷେ ପୂରିଛି। ଏହି ଅବସରରେ ଗୁରୁବାର ମାହାଙ୍ଗାରେ ଆୟୋଜିତ ଏକ ସ୍ମୃତିସଭାରେ ଭର୍ଚୁଆଲ ମାଧ୍ୟମରେ ଯୋଗଦେଇ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କୁ କଡ଼ା ସମାଲୋଚନା କରିଛନ୍ତି। ବର୍ଷକ ତଳେ ମାହାଙ୍ଗାରେ ଭାଜପା…

ଫିଲ୍ମ ‘ରାଧେ ଶ୍ୟାମ’କୁ ନେଇ ଏମିତି କହିଲେ ପୂଜା

ସାଉଥ୍‌ ସୁପରଷ୍ଟାର ପ୍ରଭାସ ଏବଂ ପୂଜା ହେଗ୍‌ଡେଙ୍କ ଅଭିନୀତ ଫିଲ୍ମ ‘ରାଧେ ଶ୍ୟାମ’କୁ ଦର୍ଶକ ବହୁ ଦିନରୁ ଅପେକ୍ଷା କରି ରହିଛନ୍ତି। ଜାନୁୟାରୀ ୧୪ରେ ଏହି ଫିଲ୍ମଟି ରିଲିଜ୍‌ ହେବାର ଥିଲା। କିନ୍ତୁ କରୋନା ଯୋଗୁ ନିର୍ମାତା ଫିଲ୍ମର ରିଲିଜ୍‌କୁ ସ୍ଥଗିତ…

ଧଳା କୁମ୍ଭୀର ଶାବକର ନାମ ଦିଆଗଲା ଶ୍ୱେତା

ରାଜନଗର, ୭ା୧(ଡି.ଏନ.ଏ.): ଭିତରକନିକା ଜାତୀୟ ଉଦ୍ୟାନର ଡାଙ୍ଗମାଳଠାରେ ଥିବା ବଉଳା କୁମ୍ଭୀର ଗବେଷଣା ଓ ସଂରକ୍ଷଣ କେନ୍ଦ୍ରରେ ୩ ବର୍ଷର ଶାବକ ଧଳା କୁମ୍ଭୀର ପର୍ଯ୍ୟଟକଙ୍କ ମନ ମୋହୁଛି। ଗୁରୁବାର ଶାବକ ଧଳା କୁମ୍ଭୀରର ନାମକରଣ କରାଯାଇ ଶ୍ୱେତା ରଖାଯାଇଛି। ଭିତରକନିକାର…

ପୂର୍ବତନ ମୁଖ୍ୟମନ୍ତ୍ରୀଙ୍କ ସୁରକ୍ଷାରେ ବଡ଼ ଧରଣର ତ୍ରୁଟି: ଛୁରି ଧରି ମଞ୍ଚ ଉପରକୁ ଚଢିଲେ ଯୁବକ

ଡେରାଡୁନ୍‌,୭।୧: ଉତ୍ତରାଖଣ୍ଡ କଂଗ୍ରେସର ବରିଷ୍ଠ ନେତା ତଥା ପୂର୍ବତନ ମୁଖ୍ୟମନ୍ତ୍ରୀ ହରିଶ ରାୱତଙ୍କ ସୁରକ୍ଷାରେ ଏକ ବଡ଼ ଧରଣର ତ୍ରୁଟି ଦେଖିବାକୁ ମିଳିଛି। ଉଧମ ସିଂ ନଗରର କାଶୀପୁରରେ ତାଙ୍କ ସାଧାରଣ ସଭାରେ ଜଣେ ଯୁବକ ହାତରେ ଛୁରି ଧରି ମଞ୍ଚ…

୩୩ ବର୍ଷ ରେକର୍ଡ ଭାଙ୍ଗିଲେ ଅଧିନାୟକ

ଜୋହାନ୍ସବର୍ଗ,୬।୧: ଜୋହାନ୍ସବର୍ଗରେ ଖେଳାଯାଇଥିବା ଦ୍ୱିତୀୟ ଟେଷ୍ଟରେ ଦକ୍ଷିଣ ଆଫ୍ରିକା ୭ ଉଇକେଟରେ ଭାରତକୁ ପରାସ୍ତ କରିଛି। ଏହି ଟେଷ୍ଟରେ ଦକ୍ଷିଣ ଆଫ୍ରିକାର ଅଧିନାୟକ ଡିନ୍‌ ଏଲଗାର ଜବରଦସ୍ତ ବ୍ୟାଟିଂ କରି ଅପରାଜିତ ୯୬ ରନ କରିଥିଲେ। ଏହି ଇନିଂସ ସହିତ ଏଲଗାର…

ତିହାରରେ ତାଣ୍ଡବ: ନିଜକୁ ଆହତ କଲେ ୫ କଏଦୀ

ନୂଆଦିଲ୍ଲୀ,୭ ।୧: ତିହାରର ୩ ନମ୍ବର ଜେଲରେ ୫ ଜଣ କଏଦୀ ମୁଣ୍ଡ ବାଡେଇ ଲହୁ ଲୁହାଣ ହୋଇଥିବା ଜଣାପଡିଛି । ସିସି ଟିଭି କ୍ୟାମେରାରେ କଏଦୀଙ୍କର ଏହି କାଣ୍ଡ ଦେଖିବା ପରେ ତୁରନ୍ତ ଜେଲ କର୍ମଚାରୀ ସେଠାରେ ପହଞ୍ଚି ସେମାନଙ୍କୁ…

ନିର୍ବାଚନୀ ରାଲି ସମ୍ଭବ ନୁହେଁ

ନୂଆଦିଲ୍ଲୀ,୭।୧: କରୋନା ସଂକ୍ରମଣ ବଢ଼ିଚାଲିଥିବାରୁ ବଡ଼ ରାଲି ଓ ରୋଡ୍‌ ଶୋ’ ଆୟୋଜନ କରିବା ସମ୍ଭବ ନୁହେଁ ବୋଲି ନୀତି ଆୟୋଗ ସଦସ୍ୟ ତଥା ଭାରତର କୋଭିଡ୍‌ ଟାସ୍କଫୋର୍ସ ମୁଖ୍ୟ ଭି.କେ. ପଲ୍‌ ଗୁରୁବାର ନିର୍ବାଚନ କମିଶନ (ଇସି)ଙ୍କୁ ଅବଗତ କରାଇଛନ୍ତି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?