Home Left

ସକାଳୁ ସକାଳୁ ଗାଁରେ ପଡ଼ିଛି ବାଘର ପାଦଚିହ୍ନ, ଆତଙ୍କରେ ଗ୍ରାମବାସୀ, ଭୟଭୀତ ନ ହେବାକୁ…

ଛତ୍ରପୁର,୩୦ା୧୦(ଦିଲ୍ଲୀପ ସାମଲ): ଗଞ୍ଜାମ ଜିଲା ଛତ୍ରପୁର ବ୍ଲକ ଅନ୍ତର୍ଗତ ଲକ୍ଷ୍ମୀପୁର ଗ୍ରାମରେ ବାଘ ଆତଙ୍କ। ଗୁରୁବାର ସକାଳୁ ସକାଳୁ ଗ୍ରାମର କିଛି ବ୍ୟକ୍ତି ମନ୍ଦିରକୁ ଯିବା ସମୟରେ ରାସ୍ତାରେ ଏକ ୨ ଫୁଟର ବାଘ ଡେଇଁ ଯାଉଥିବା ଦେଖିବାକୁ ପାଇ ଗାଁ…

ଗଣ୍ଡରେ ବୁଡ଼ି ଚାଲିଗଲା ଜଣଙ୍କ ଜୀବନ

ଦିଗପହଣ୍ଡି,୩୦ା୧୦(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଏନ୍‌ଏସି ୧୦ ନଂ ଓ୍ବାର୍ଡ ରାଣୀ ସାହି ମଞ୍ଜରୀ ନଗରର ଶିବ ସାହୁ(୫୦) ଘର ନିକଟସ୍ଥ ଗଣ୍ଡରେ ବୁଡିଯିବାରୁ ମୃତ୍ୟୁ ଘଟିଛି। ଖବରପାଇ କାଉନସିଲର ଦୀପକ କୁମାର ମିଶ୍ର, ସାମାଜିକ କର୍ମୀ କେ.କୁନା…

ସରକାରଙ୍କ ବଡ଼ ଘୋଷଣା, ଅକ୍ଟୋବର ୧ରୁ ଏମାନଙ୍କର ବଢିଯିବ ଏତେ ଦରମା

ନୂଆଦିଲ୍ଲୀ,୩୦।୧୦: କେନ୍ଦ୍ର ସରକାର ସାର୍ବଜନୀନ କ୍ଷେତ୍ର ଉଦ୍ୟୋଗ (CPSEs) ରେ କାର୍ଯ୍ୟରତ ଅଧିକାରୀ ଏବଂ ଅଣ-ସଂଘୀୟ ପର୍ଯ୍ୟବେକ୍ଷକଙ୍କ ପାଇଁ ଶିଳ୍ପ ମହଙ୍ଗା ଭତ୍ତା (IDA) ପାଇଁ ନୂତନ ହାର ପ୍ରକାଶ କରିଛନ୍ତି। ଏହି ସଂଶୋଧିତ ହାର ୧ ନଭେମ୍ବର, ୨୦୨୫ ରୁ…

ବେଆଇନ ଉତ୍ତୋଳନ ବିରୋଧରେ ବାଲି ସତ୍ୟାଗ୍ରହ

ଆନନ୍ଦପୁର,୩୦ା୧୦(ସୁଶାନ୍ତ କୁମାର ସାହୁ):କେନ୍ଦୁଝର ଜିଲା ଆନନ୍ଦପୁର ଉପଖଣ୍ଡ ବୈତରଣୀ ନଦୀରେ କରଗୋଳା ଗ୍ରାମବାସୀଙ୍କ ଦ୍ୱାରା ଚାଲିଥିବା ବାଲି ସତ୍ୟାଗ୍ରହ ଷଷ୍ଠ ଦିନରେ ପହଞ୍ଚିଛି। ପ୍ରବଳ ବର୍ଷା, ପବନ ସତ୍ତ୍ୱେ ଶତାଧିକ ସତ୍ୟାଗ୍ରହୀ ଛତା ଧରି କାର୍ଯ୍ୟକ୍ରମରେ ସାମିଲ ହୋଇଥିଲେ। ଦୁର୍ନୀତି ବିରୋଧୀ…

ଗଣତନ୍ତ୍ରରେ ଅନୁପ୍ରବେଶକାରୀ

ରସା ସହ ଆସ୍ଥା ପ୍ରକଟ କରି ଗଣତନ୍ତ୍ରକୁ ଆପଣେଇ ନିଆଯାଇଥିଲା। ଯେଉଁ ମହାନ୍‌ ନେତୃବୃନ୍ଦ ଏପରି ଶାସନ ପଦ୍ଧତିର ବ୍ୟବସ୍ଥା କରିଥିଲେ ସେମାନେ କେବେ ନଥିଲେ ଅଜ୍ଞ ଓ ଅଶିଷ୍ଟ। ପକ୍ଷାନ୍ତରେ ସେମାନେ ଥିଲେ ଏବର ଶତକଡ଼ା ଅନେଶତ ଭାଗ ନେତାଙ୍କଠାରୁ…

ପୋଷ୍ୟ ପ୍ରାଣୀ ଓ ମାନସିକ ପୀଡ଼ା

୧୯୭୭ ମସିହାରେ ବିଶିଷ୍ଟ ମନୋବିଜ୍ଞାନୀ ଲିଓ କେ ବୁଷ୍ଟାର୍ଡ ଏବଂ ମାଇକେଲ ଚିଜ ମ୍ୟାକୁଲକ ଆମେରିକାର ଓରିଗନ ରାଜ୍ୟର ପୋର୍ଟଲାଣ୍ଡ ସହରରେ ପ୍ରତିଷ୍ଠା କରିଥିଲେ ଡେଲା ସୋସାଇଟି, ଯାହାର ଉଦ୍ଦେଶ୍ୟ ହେଲା ପୋଷ୍ୟ ପ୍ରାଣୀଙ୍କୁ ଉପଯୁକ୍ତ ପ୍ରଶିକ୍ଷଣ ଦେଇ ସେମାନଙ୍କ ସାହାଯ୍ୟରେ…

ସନ୍ଥଙ୍କ ରହସ୍ୟମୟ ମୃତ୍ୟୁ

ଦ୍ୱାଦଶ ଶତାବ୍ଦୀରେ ଗୁଜରାଟ ଓ ମହାରାଷ୍ଟ୍ରରେ ଚକ୍ରଧର ସ୍ବାମୀ ନାମକ ଜଣେ ବ୍ୟକ୍ତି ଥିଲେ। ସେ କୃଷ୍ଣଙ୍କ ଭକ୍ତି ବାଣୀ ପ୍ରଚାର କରୁଥିଲେ। ତାଙ୍କ କୃଷ୍ଣ ଭକ୍ତିରେ ରାଧାଙ୍କୁ ସେ ସମିଲକରି ନ ଥିଲେ। ତାଙ୍କ ଭକ୍ତି ଥିଲା ଅଦ୍ୱୈତ ଅର୍ଥାତ୍‌…

କଂଗ୍ରେସ କାର୍ଯ୍ୟାଳୟରେ ପଶିଲା ପୋଲିସ

ନୂଆପଡ଼ା,୩୦ା୧୦ (ମକାରୁ ବେମାଲ):ନୂଆପଡ଼ା ଉପନିର୍ବାଚନକୁ ନେଇ ସ୍ଥାନୀୟ ଖୁଣ୍ଟିଆ ଭବନରେ କଂଗ୍ରେସ ପକ୍ଷରୁ କାର୍ଯ୍ୟାଳୟ ଖୋଲାଯାଇଛି। ବୁଧବାର ପୂର୍ବାହ୍ନରେ ଏହି କାର୍ଯ୍ୟାଳୟରେ ଦଳ ପକ୍ଷରୁ ଖବରଦାତା ସମ୍ମିଳନୀ ଚାଲିଥିଲା। ଏହି ସମୟରେ କଂଗ୍ରେସ ପକ୍ଷରୁ ଟଙ୍କା ବଣ୍ଟାଯାଉଛି ବୋଲି ଖବର ପାଇ…

ନୂଆପଡ଼ା ଉପନିର୍ବାଚନ: ମହିଳା ମତଦାତାଙ୍କ ଉପରେ ୩ ଦଳର ନଜର

ନୂଆପଡ଼ା,୩୦ା୧୦ (ପୀତାମ୍ବର ସାହୁ): ନୂଆପଡ଼ା ଉପନିର୍ବାଚନ ପାଖେଇ ଆସୁଥିବାବେଳେ ତିନି ପ୍ରମୁଖ ଦଳ ଭାଜପା, ବିଜେଡି ଓ କଂଗ୍ରେସ ପ୍ରଚାରକୁ ଜୋରଦାର କରିଦେଲେଣି। ଏବେ ଏଠାରେ ମନ୍ତ୍ରୀ, ବିଧାୟକ, ଏମ୍‌ପି ଓ ବିଭିନ୍ନ ଦଳର ହେଭିୱେଟ ନେତା ଡେରା ପକାଇ ପ୍ରଚାରରେ…

ଦେଢ଼ ମାସ ହେଲା ନିଖୋଜ ଥିଲେ, ନାଲସିଂ ପାହାଡ଼ରୁ ମିଳିଲା କଙ୍କାଳ; ପାଖରେ ପଡ଼ିଛି ବାଇକ, ମୋବାଇଲ…

ନିରାକାରପୁର,୨୯ା୧୦(ମାନସ ଚନ୍ଦ୍ର ପଟ୍ଟନାୟକ): ଜଣେ ବ୍ୟକ୍ତି ଗତ ଦେଢ଼ମାସ ହେଲା ଘରୁ ନିଖୋଜ ଥିବାବେଳେ ବୁଧବାର ଖୋର୍ଦ୍ଧା ଜିଲା ଜଙ୍କିଆ ଥାନା ଅଧୀନ ନାଲସିଂସ୍ଥିତ ଅଟଳା ପାହାଡ଼ ନିକଟ ଏକ ବୁଦାମୂଳରୁ ତାଙ୍କର କଙ୍କାଳ ମିଳିଛି। କଙ୍କାଳ ପାଖରୁ ୨ଟି ମୋବାଇଲ…

ପ୍ରଥମ T20ରେ ଅର୍ଶଦୀପଙ୍କୁ ବାଦ୍ ଦେବା ପରେ ଟାର୍ଗେଟରେ ଗମ୍ଭୀର

ନୂଆଦିଲ୍ଲୀ,୨୯।୧୦: କାନବେରାରେ ଭାରତ ଏବଂ ଅଷ୍ଟ୍ରେଲିଆ ମଧ୍ୟରେ ଖେଳାଯାଉଥିବା ପାଞ୍ଚ ମ୍ୟାଚ୍ ବିଶିଷ୍ଟ ଟି-୨୦ ସିରିଜର ପ୍ରଥମ ମ୍ୟାଚ୍ ବର୍ଷା ଯୋଗୁ ବାତିଲ ହୋଇଯାଇଛି। ତେବେ ମ୍ୟାଚ୍ ଆରମ୍ଭ ପୂର୍ବରୁ ଦଳ ଚୟନକୁ ନେଇ ବିବାଦ ଦେଖାଦେଇଥିଲା, ଯେଉଁଥିପାଇଁ ଭାରତର ମୁଖ୍ୟ…

ବାଂଲାଦେଶର ନିର୍ବାଚନ ପୂର୍ବରୁ ଭାରତରୁ ବଡ଼ ସନ୍ଦେଶ ଦେଲେ ଶେଖ ହସିନା

ନୂଆଦିଲ୍ଲୀ/ଢାକା,୨୯।୧୦: ବାଂଲାଦେଶର ବହିଷ୍କୃତ ପ୍ରଧାନମନ୍ତ୍ରୀ ଶେଖ ହସିନା ଚେତାବନୀ ଦେଇଛନ୍ତି ଯେ ତାଙ୍କ ଦଳ ଆୱାମୀ ଲିଗ୍ ଆସନ୍ତା ବର୍ଷର ଜାତୀୟ ନିର୍ବାଚନରେ ପ୍ରତିଦ୍ୱନ୍ଦ୍ୱିତା କରିବାକୁ ବାରଣ ହେବା ପରେ ଦଳର ଲକ୍ଷ ଲକ୍ଷ ସମର୍ଥକ ନିର୍ବାଚନକୁ ବର୍ଜନ କରିବେ। ନୂଆଦିଲ୍ଲୀରେ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri