ଅଧିନାୟକଙ୍କୁ କମେଣ୍ଟ ମାରିଲେ ପନ୍ତ: ଭିଡିଓ ଭାଇରାଲ
ଜୋହାନ୍ସବର୍ଗ,୬।୧:ଜୋହାନ୍ସବର୍ଗରେ ଭାରତ ଏବଂ ଦକ୍ଷିଣ ଆଫ୍ରିକା ମଧ୍ୟରେ ଚାଲିଥିବା ଦ୍ୱିତୀୟ ଟେଷ୍ଟରେ ଆୟୋଜକ ଦଳ ଏକ ଦୃଢ ସ୍ଥିତିରେ ଅଛନ୍ତି। ଟେଷ୍ଟ ଜିତିବା ପାଇଁ ଦକ୍ଷିଣ ଆଫ୍ରିକାକୁ ୧୨୨ ରନ ଆବଶ୍ୟକ। ହାତରେ ୮ଟି ଉଇକେଟ ବାକି ଅଛି। ଏହି ଟେଷ୍ଟର…
ଶାହାରୁଖଙ୍କ ସହ କାମ କରିବେ ତାପସୀ!
ମୁମ୍ବାଇ: ବଲିଉଡ୍ ଅଭିନେତ୍ରୀ ତାପସୀ ପନ୍ନୁ ଲୁକ୍ ଏବଂ ଅଭିନୟକୁ ନେଇ ଚର୍ଚ୍ଚାରେ ରୁହନ୍ତି। ୨୦୨୧ରେ ତାପସୀଙ୍କର ଦୁଇଟି ଫିଲ୍ମ ହସିନ ଦିଲ୍ରୁବା ଏବଂ ରଶ୍ମୀ ରକେଟ ହିଟ୍ ହୋଇଥିଲା। ବର୍ତ୍ତମାନ ଏହି ଅଭିନେତ୍ରୀ ଅଭିନେତା ଶାହାରୁଖ ଖାନ୍ଙ୍କ ସହ ଫିଲ୍ମ…
ଆକ୍ସନ ନିଶା
କ୍ରିତି ସାନନ୍ ମାଇଣ୍ଡ ମେକ୍ଅପ୍ କରିଛନ୍ତି। ଯାହାହେଲେ ମଧ୍ୟ ସେ ଫାଇଟ୍ ଶିଖିବେ। ପୁଣି ଷ୍ଟଣ୍ଟ ଶଟ୍ ଦେବାକୁ ମଧ୍ୟ ଅଭ୍ୟାସ କରିବେ। ହେଲେ ହଠାତ୍ ତାଙ୍କ ମନରେ ଏଭଳି ଭାବନା କାହିଁକି ଉଦ୍ରେକ ହେଲା? କଥା କ’ଣ କି ନିକଟରେ…
ରାଜ୍ୟରେ ଆଉ ଜଣଙ୍କ ଜୀବନ ନେଲା କରୋନା
ଭୁବନେଶ୍ୱର,୬।୧(ବ୍ୟୁରୋ): ରାଜ୍ୟରେ ଗୁରୁବାର କରୋନା ଜଣଙ୍କ ଜୀବନ ନେଇଛି। ଏଥିସହ ରାଜ୍ୟରେ ମୋଟ ମୃତ୍ୟୁ ସଂଖ୍ୟା ୮ ହଜାର ୪୬୭କୁ ବୃଦ୍ଧି ପାଇଛି। କେବଳ ଖୋର୍ଦ୍ଧା ଜିଲାରୁ ଜଣେ ଆକ୍ରାନ୍ତଙ୍କର ମୃତ୍ୟୁ ହୋଇଛି। ଏ ନେଇ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର…
ବଢି ବଢି ଚାଲିଛି କରୋନା,ରାଜ୍ୟରେ ୧୮୯୭ ପଜିଟିଭ୍ ଚିହ୍ନଟ
ଭୁବନେଶ୍ୱର,୬।୧(ବ୍ୟୁରୋ): ରାଜ୍ୟରେ ଗୁରୁବାର ୧୮୯୭ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସେମାନଙ୍କ ମଧ୍ୟରୁ ୨୫୮ ଜଣ ପିଲା ଅଛନ୍ତି। ଯେଉଁମାନଙ୍କ ବୟସ ୧୮ ବର୍ଷରୁ କମ୍। ଆକ୍ରାନ୍ତଙ୍କ ମଧ୍ୟରୁ ୧୧୦୬ କ୍ୱାରାଣ୍ଟାଇନ୍ରୁ ଚିହ୍ନଟ ହୋଇଥିବାବେଳେ ୭୯୧ ଜଣ ଲୋକାଲ କେସ…
ଭାରତରୁ ବିମାନ ସେବା ବନ୍ଦ କଲା ହଂକଂ
ବେଜିଂ/ହଂକଂ, ୬।୧: କୋଭିଡ୍ ସଂକ୍ରମଣକୁ ନିୟନ୍ତ୍ରଣରେ ରଖିବା ଲାଗି ହଂକଂ ବୁଧବାର କେତେକ କଠୋର କଟକଣା ଲାଗୁ କରିଛି। ଭାରତ ସମେତ ୮ଟି ଦେଶରୁ ହଂକଂକୁ ଉଡ଼ାଣ କରୁଥିବା ବିମାନକୁ ଜାନୁୟାରୀ ୨୧ ପର୍ଯ୍ୟନ୍ତ ବନ୍ଦ କରିଦିଆଯାଇଛି। ଭାରତ ବ୍ୟତୀତ ଅଷ୍ଟ୍ରେଲିଆ,…
୮୧ ଦିନ ପରେ ସଂକ୍ରମିତଙ୍କ ସଂଖ୍ୟା ୨ ଲକ୍ଷ ଉପରେ, ମହାରାଷ୍ଟ୍ରରେ ୨୩୦ ଡାକ୍ତର କରୋନା ସଂକ୍ରମିତ
ନୂଆଦିଲ୍ଲୀ,୬ ।୧: ଦେଶରେ କରୋନା ସଂକ୍ରମଣ ଦ୍ରୁତ ଗତିରେ ବ୍ୟାପିବାରେ ଲାଗିଛି । ଦୀର୍ଘ ୮୧ ଦିନ ପରେ ସଂକ୍ରମଣ ୨,୧୪,୦୦୪ରେ ପହଞ୍ଚିଛି । ମନ୍ତ୍ରଣାଳୟର ସୂଚନା ଅନୁଯାୟୀ ୦.୬୧ ପ୍ରିତିଶତ ସକ୍ରିୟ ମାମଲା ରହିଛି । ଗତ ୨୪ ଘଣ୍ଟାରେ…
ଶୁକ୍ରବାରଠାରୁ ସିଭିଲ୍ ସର୍ଭିସ (ମେନ୍) ପରୀକ୍ଷା
ନୂଆଦିଲ୍ଲୀ, ୬।୧(ପି.ଟି.): ପୂର୍ବ ନିର୍ଦ୍ଧାରିତ କାର୍ଯ୍ୟସୂଚୀ ଅନୁଯାୟୀ ସିଭିଲ୍ ସର୍ଭିସ (ମେନ୍) ପରୀକ୍ଷା, ୨୦୨୧ ଶୁକ୍ରବାରଠାରୁ ଆରମ୍ଭ ହେବ ବୋଲି ବୁଧବାର କେନ୍ଦ୍ରୀୟ ଲୋକ ସେବା ଆୟୋଗ (ୟୁପିଏସ୍ସି) ପକ୍ଷରୁ କୁହାଯାଇଛି। ପରୀକ୍ଷାର୍ଥୀ ଏବଂ ପରୀକ୍ଷା ପରିଚାଳନା ପଦାଧିକାରୀ ଯେପରି କୌଣସି…
ଅଭ୍ୟାସରେ ମନ
‘ଦବଙ୍ଗ’ ଗର୍ଲ ସୋନାକ୍ଷୀ ସିହ୍ନା ନିକଟରେ ଏକ ନୂଆ ସିନେମା ସାଇନ୍ କରିଛନ୍ତି। ଖାସ୍ କଥା ହେଲା, ଏହି ଫିଲ୍ମରେ କାହାଣୀ ବ୍ୟତୀତ ଗୀତକୁ ଅଧିକ ଗୁରୁତ୍ୱ ଦିଆଯାଇଛି। ଯେହେତୁ ଏହାକୁ ଏକ ମ୍ୟୁଜିକାଲ ହିଟ୍ କରିବାକୁ ପ୍ରଯୋଜକ ସ୍ଥିର କରିଛନ୍ତି,…
କ’ଣ କରୁଛନ୍ତି କରୀନା
କଥାରେ ଅଛି ବସିବାଠାରୁ କାଶିବା ଭଲ। ତେଣୁ ଘରେ ବା ବସି ବସି କାହିଁକି ବୋର୍ ହେବେ, ତେଣୁ ତାଙ୍କ ମୁଣ୍ଡକୁ ଏକ ଆଇଡିଆ ଜୁଟିଛି। ପ୍ରତିଦିନ କିଛି ସମୟ ସେ ଗାର୍ଡେନିଂ ପାଇଁ ଦେଉଛନ୍ତି। ସେ କିଏ ଜାଣନ୍ତି ?…
ପଲ୍ଲିଶ୍ରୀ ମେଳାରେ ଭିଡ଼, ନାହିଁ କରୋନା ଭୟ
ପାରାଦୀପ,୬ା୧(ସ୍ବ.ପ୍ର.): ପାରାଦୀପ ସମୁଦ୍ର ବେଳାଭୂମି କଳିଙ୍ଗ ବାଲିଯାତ୍ରା ପଡିଆରେ ଗତ ୩ ତାରିଖରୁ ଚାଲିଛି ପଲ୍ଲିଶ୍ରୀ ମେଳା। ଜଗତ୍ସିଂହପୁର ଜିଲା ପ୍ରଶାସନ ପକ୍ଷରୁ ଆୟୋଜିତ ଏହି ମେଳାରେ ମଙ୍ଗଳବାର ଓ ବୁଧବାର ପ୍ରବଳ ଭିଡ଼ ଦେଖିବାକୁ ମିଳିଛି। ଦୀର୍ଘ ଦୁଇବର୍ଷ ପରେ…
ଓଟିଟି ପ୍ଲାଟଫର୍ମରେ ରିଲିଜ୍ ହେବ ପୁଷ୍ପା,ଏବେଠୁ ବଢିଲାଣି କ୍ରେଜ୍
ମୁମ୍ବାଇ: ବହୁ ପ୍ରତୀକ୍ଷିତ ଫିଲ୍ମ ‘ପୁଷ୍ପା’ ଡିସେମ୍ବର ୧୭ ରେ ଥିଏଟର ରିଲିଜ ହେବା ପରଠୁ ଏହାକୁ ଦେଖିବାକୁ ପ୍ରସଂଶକଙ୍କ ଭିଡ ଲାଗିଛି। ଆଲୁ ଅର୍ଜୁନ ଏବଂ ରଶ୍ମିକା ମନ୍ଦାନାଙ୍କ ଯୋଡିକୁ ମଧ୍ୟ ବେଶ ପସନ୍ଦ କରିଛନ୍ତି ଦର୍ଶକ। ଏହି ଫିଲ୍ମ…

